Browsing Category
ମନୋରଞ୍ଜନ
ବିବାହ ବାର୍ଷିକୀରେ କନ୍ୟା ସନ୍ତାନକୁ ଜନ୍ମ ଦେଲେ ରାଜକୁମାର ରାଓ-ପତ୍ରଲେଖା
ଅଭିନେତା ରାଜକୁମାର ରାଓ ପିତା ହୋଇଛନ୍ତି। ତାଙ୍କ ପତ୍ନୀ ପତ୍ରଲେଖା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଅଭିନେତା ଏହି ବିଶେଷ ଖବର ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ଖାସ୍ କଥା ହେଉଛି ଯେ, ଦମ୍ପତ୍ତି ସେମାନଙ୍କ ଚତୁର୍ଥ ବିବାହବାର୍ଷିକୀରେ କନ୍ୟା ସନ୍ତାନକୁ ଜନ୍ମ ଦେଇ ପିତା-ମାତା!-->…
ବଲିଉଡରେ ଲୋକପ୍ରିୟ ଅଭିନେତା ଧର୍ମେନ୍ଦ୍ର ହସପିଟାଲରେ ଭର୍ତ୍ତି
ବଲିଉଡର ହି-ମ୍ୟାନ ଧର୍ମେନ୍ଦ୍ର ଅସୁସ୍ଥ। ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ବର୍ତ୍ତମାନ ଧର୍ମେନ୍ଦ୍ରଙ୍କ ଅବସ୍ଥା ସ୍ଥିର ରହିଛି । ଏବେ ଚିନ୍ତା କରିବାର କୌଣସି କଥା ନାହିଁ । ତାଙ୍କ ପାରାମିଟର ଠିକ୍ ରହିଛି ବୋଲି ଧର୍ମେନ୍ଦ୍ରଙ୍କ ଦେଖାଶୁଣା!-->…
ବଲିଉଡ ପ୍ରତିଷ୍ଠିତ ହାସ୍ୟ ଅଭିନେତା ସତୀଶ ଶାହାଙ୍କ ପରଲୋକ
ବିଶିଷ୍ଟ ବଲିଉଡ ଅଭିନେତା ସତୀଶ ଶାହଙ୍କର ପରଲୋକ ହୋଇଯାଇଛି। । 74 ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ସେ କିଡ଼ନୀ ରୋଗରେ ପୀଡିତ ଥିଲେ । ଶନିବାର ଅପରାହ୍ନ ପ୍ରାୟ ୨ଟା ୩୦ ମିନିଟରେ ମୁମ୍ବଇର ହିନ୍ଦୁଜା ହସ୍ପିଟାଲରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ତାଙ୍କ ମୃତ୍ୟୁରେ ବଲିଉଡ ତଥା!-->…
୮୩ ବର୍ଷରେ ପାଦ ଥାପିଲେ ବଲିଉଡ ବିଗ୍ ବି ଅମିତାଭ ବଚ୍ଚନ
ବଡ଼ ପରଦାର ସୁପରଷ୍ଟାର । କୋଟି କୋଟି ଭାରତୀୟଙ୍କ ହୃଦୟରେ ରାଜ୍ କରି ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ବଲିଉଡ଼ରେ । । ତାଙ୍କ ସ୍ମୃତିକୁ ସାଉଁଟି ଧରିଛନ୍ତି ତାଙ୍କର ପ୍ରତିଟି ଦର୍ଶକ। ଆଜି ସେମିତି ଜଣେ ନାୟକଙ୍କ ଜନ୍ମଦିନ ସେ ହେଉଛନ୍ତି ବିଗ ବି, ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ। ଆଜି!-->…
‘ପୁଷ୍କରା’ ପାଇଲା ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ସମ୍ମାନ
ଭୁବନେଶ୍ୱର (ରାଜ୍ୟ କାହାଣୀ)ନୂଆଦିଲ୍ଲୀର ବିଜ୍ଞାନ ଭବନରେ ୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସାମରୋହ ଅନୁଷ୍ଠିତ ହୋଇଛି । ଦ ସି ଆଣ୍ଡ ସେଭେନ ଭିଲେଜକୁ ଶ୍ରେଷ୍ଠ ଫିଚର ଫିଲ୍ମ ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି । ଏହି ଅବସରରେ ପ୍ରଯୋଜିକା ଡ. ଇତି ସାମନ୍ତ ଏବଂ ନିର୍ଦ୍ଦେଶକ!-->…
ED Summons:ଉର୍ବଶୀ ରାଉତେଲା ଓ ମିମି ଚକ୍ରବର୍ତ୍ତୀଙ୍କ ବଢ଼ିଲା ଅଡୁଆ
ବଲିଉଡ୍ ଅଭିନେତ୍ରୀ ଉର୍ବଶୀ ରାଉତେଲା ଏବଂ ପୂର୍ବତନ ତୃଣମୂଳ କଂଗ୍ରେସ ସାଂସଦ ମିମି ଚକ୍ରବର୍ତ୍ତୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ସମନ ଜାରି କରାଯାଇଛି। ଉର୍ବଶୀ ରାଉତେଲାଙ୍କୁ ସେପ୍ଟେମ୍ବର ୧୬ ତାରିଖରେ ଇଡିର ଦିଲ୍ଲୀ ମୁଖ୍ୟାଳୟରେ ହାଜର ହେବାକୁ ପଡିବ। ସେହିପରି ପୂର୍ବତନ!-->…
କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଏମ୍ସକୁ ସ୍ଥାନାନ୍ତର
ରାଜ୍ୟ କାହାଣୀ (ଭୁବନେଶ୍ୱର )ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଏମ୍ସକୁ ସ୍ଥାନାନ୍ତର । ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ!-->…
ସତରେ ଗୋବିନ୍ଦାଙ୍କୁ ଛାଡ଼ପତ୍ର ଦେବେ କି ପତ୍ନୀ ସୁନିତା?
ଲୋକପ୍ରିୟ ବଲିଉଡ୍ ଅଭିନେତା ହିରୋ ନମ୍ବର ୱାନ୍ ଗୋବିନ୍ଦାଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି । ପତ୍ନୀ ସୁନୀତା ଆହୁଜାଙ୍କ ସହିତ ତାଙ୍କ ବିବାହ ବିଚ୍ଛେଦ ଖବର ଫ୍ୟାନ୍ଙ୍କୁ ଚକିତ କରିଛି ।ସେ ମୁମ୍ବାଇ ଫ୍ୟାମିଲି କୋର୍ଟରେ ଏକ ଆବେଦନ ମଧ୍ୟ ଦାଖଲ କରିଛନ୍ତି । କୁହାଯାଉଛି ଯେ!-->…
‘ଶୋଲେ’ ଚଳଚ୍ଚିତ୍ରକୁ ପୁରିଲା ପଚାଶ ବର୍ଷ
'ଶୋଲେ' ଚଳଚ୍ଚିତ୍ରଟି ମୁକ୍ତିଲାଭ କରିବାର ୫୦ ବର୍ଷ ପୂରଣ କରିଛି । ଏହି ଚଳଚ୍ଚିତ୍ରଟି ସ୍ୱାଧୀନତା ଦିବସ, ୧୫ ଅଗଷ୍ଟ ୧୯୭୫ରେ ମୁକ୍ତିଲାଭ କରିଥିଲା । ରମେଶ ସିପ୍ପିଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରରେ ଅମିତାଭ ବଚ୍ଚନ, ଧର୍ମେନ୍ଦ୍ର, ହେମା ମାଳିନୀ, ଜୟା ବଚ୍ଚନ, ସଞ୍ଜୀବ କୁମାର ଏବଂ ଅମଜଦ!-->…
ସୋନାଲି ପଣ୍ଡା ଓ ଶ୍ରୀକ୍ଷେତ୍ର ବିବାଦକୁ ନେଇ ଥାନାରେ ହାଜର ହେଲା କୁନି ପୁଅ
ରାଜ୍ୟ କାହାଣୀ (ଭୁବନେଶ୍ୱର )ଚର୍ଚ୍ଚାରେ ଯାତ୍ରା ଅଭିନେତ୍ରୀ ସୋନାଲି ପଣ୍ଡା-ଶ୍ରୀକ୍ଷେତ୍ର ବିବାଦ। ବାପା ଶ୍ରୀକ୍ଷେତ୍ରଙ୍କ ସପକ୍ଷରେ ବାହାରିଲେ କୁନି ପୁଅ। କହିଲେ ମୋର ବାପା ଦରକାର, ନଚେତ୍ ରାଷ୍ଟ୍ରପତିଙ୍କ ନିକଟରେ ଇଚ୍ଛା ମୃତ୍ୟୁ ପାଇଁ ଆବେଦନ କରିବି। କୃଷ୍ଣପ୍ରସାଦ ଥାନା ଅଧିକାରୀଙ୍କୁ!-->…