Browsing Category
ମନୋରଞ୍ଜନ
ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ
ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ମୃତ୍ୟୁ। ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ଚିଙ୍ଗୁଡ଼ିପୁର କେନାଲ ଛକ ଠାରେ ସଡ଼କ ଦୁର୍ଘଟଣାରେ ଗୁରୁ ପୃଷ୍ଟିଙ୍କ ପ୍ରାଣହାନି ଘଟିଛି । ଧାମନଗର ବ୍ଲକ ଷେଣ୍ଢପୁରରେ ସକଳ ତୀର୍ଥ ତୋ ଚରଣେ ନାଟକ ଅଭିନୟ କରିଥାନ୍ତେ ଗୁରୁ ପୃଷ୍ଟି। ଯାତ୍ରା!-->…
ବଲିଉଡର ହି-ମ୍ୟାନ୍ ଧର୍ମେନ୍ଦ୍ରଙ୍କ ପରଲୋକ
ପରଲୋକରେ ବଲିଉଡର ହି-ମ୍ୟାନ୍ ଧର୍ମେନ୍ଦ୍ର । ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା ।ବଲିଉଡର ସବୁଠୁ ସମ୍ମାନିତ ଓ ଲୋକପ୍ରିୟ ଅଭିନେତାଙ୍କ ମଧ୍ୟରୁ ଜଣେ ଧର୍ମେନ୍ଦ୍ର। ଟିଭିରେ ତାଙ୍କ ମୁଭି ଆସଥିଲେ ପୂରା ପରିବାର ଟିଭି ଆଗରେ ବସିପଡ଼ୁଥିଲା । ୭ ଦଶକରୁ ଅଧିକ ଲମ୍ବା ସମୟର!-->…
ରୋମାଣ୍ଟିକ ଗୀତ ହିଟ ଦେଇ ସମସ୍ତଙ୍କର ପ୍ରିୟ ହୋଇଥିଲେ ଗାୟକ ହ୍ୟୁମାନ ସାଗର
ରାଜ୍ୟକାହାଣୀ ( ଭୁବନେଶ୍ୱର )ଆଉ ନାହାନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ।ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମ୍ରେ ବହୁ ରୋମାଣ୍ଟିକ୍ ଗୀତ ଭେଟି ଦେଇଥିବା ହ୍ୟୁମାନ୍ ସାଗର ଘରେ ଘରେ ପରିଚିତ ।ହ୍ୟୁମାନଙ୍କ ଜନ୍ମ ୧୯୯୦ ମସିହା!-->…
ବିବାହ ବାର୍ଷିକୀରେ କନ୍ୟା ସନ୍ତାନକୁ ଜନ୍ମ ଦେଲେ ରାଜକୁମାର ରାଓ-ପତ୍ରଲେଖା
ଅଭିନେତା ରାଜକୁମାର ରାଓ ପିତା ହୋଇଛନ୍ତି। ତାଙ୍କ ପତ୍ନୀ ପତ୍ରଲେଖା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଅଭିନେତା ଏହି ବିଶେଷ ଖବର ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ଖାସ୍ କଥା ହେଉଛି ଯେ, ଦମ୍ପତ୍ତି ସେମାନଙ୍କ ଚତୁର୍ଥ ବିବାହବାର୍ଷିକୀରେ କନ୍ୟା ସନ୍ତାନକୁ ଜନ୍ମ ଦେଇ ପିତା-ମାତା!-->…
ବଲିଉଡରେ ଲୋକପ୍ରିୟ ଅଭିନେତା ଧର୍ମେନ୍ଦ୍ର ହସପିଟାଲରେ ଭର୍ତ୍ତି
ବଲିଉଡର ହି-ମ୍ୟାନ ଧର୍ମେନ୍ଦ୍ର ଅସୁସ୍ଥ। ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ବର୍ତ୍ତମାନ ଧର୍ମେନ୍ଦ୍ରଙ୍କ ଅବସ୍ଥା ସ୍ଥିର ରହିଛି । ଏବେ ଚିନ୍ତା କରିବାର କୌଣସି କଥା ନାହିଁ । ତାଙ୍କ ପାରାମିଟର ଠିକ୍ ରହିଛି ବୋଲି ଧର୍ମେନ୍ଦ୍ରଙ୍କ ଦେଖାଶୁଣା!-->…
ବଲିଉଡ ପ୍ରତିଷ୍ଠିତ ହାସ୍ୟ ଅଭିନେତା ସତୀଶ ଶାହାଙ୍କ ପରଲୋକ
ବିଶିଷ୍ଟ ବଲିଉଡ ଅଭିନେତା ସତୀଶ ଶାହଙ୍କର ପରଲୋକ ହୋଇଯାଇଛି। । 74 ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ସେ କିଡ଼ନୀ ରୋଗରେ ପୀଡିତ ଥିଲେ । ଶନିବାର ଅପରାହ୍ନ ପ୍ରାୟ ୨ଟା ୩୦ ମିନିଟରେ ମୁମ୍ବଇର ହିନ୍ଦୁଜା ହସ୍ପିଟାଲରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ତାଙ୍କ ମୃତ୍ୟୁରେ ବଲିଉଡ ତଥା!-->…
୮୩ ବର୍ଷରେ ପାଦ ଥାପିଲେ ବଲିଉଡ ବିଗ୍ ବି ଅମିତାଭ ବଚ୍ଚନ
ବଡ଼ ପରଦାର ସୁପରଷ୍ଟାର । କୋଟି କୋଟି ଭାରତୀୟଙ୍କ ହୃଦୟରେ ରାଜ୍ କରି ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ବଲିଉଡ଼ରେ । । ତାଙ୍କ ସ୍ମୃତିକୁ ସାଉଁଟି ଧରିଛନ୍ତି ତାଙ୍କର ପ୍ରତିଟି ଦର୍ଶକ। ଆଜି ସେମିତି ଜଣେ ନାୟକଙ୍କ ଜନ୍ମଦିନ ସେ ହେଉଛନ୍ତି ବିଗ ବି, ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ। ଆଜି!-->…
‘ପୁଷ୍କରା’ ପାଇଲା ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ସମ୍ମାନ
ଭୁବନେଶ୍ୱର (ରାଜ୍ୟ କାହାଣୀ)ନୂଆଦିଲ୍ଲୀର ବିଜ୍ଞାନ ଭବନରେ ୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସାମରୋହ ଅନୁଷ୍ଠିତ ହୋଇଛି । ଦ ସି ଆଣ୍ଡ ସେଭେନ ଭିଲେଜକୁ ଶ୍ରେଷ୍ଠ ଫିଚର ଫିଲ୍ମ ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି । ଏହି ଅବସରରେ ପ୍ରଯୋଜିକା ଡ. ଇତି ସାମନ୍ତ ଏବଂ ନିର୍ଦ୍ଦେଶକ!-->…
ED Summons:ଉର୍ବଶୀ ରାଉତେଲା ଓ ମିମି ଚକ୍ରବର୍ତ୍ତୀଙ୍କ ବଢ଼ିଲା ଅଡୁଆ
ବଲିଉଡ୍ ଅଭିନେତ୍ରୀ ଉର୍ବଶୀ ରାଉତେଲା ଏବଂ ପୂର୍ବତନ ତୃଣମୂଳ କଂଗ୍ରେସ ସାଂସଦ ମିମି ଚକ୍ରବର୍ତ୍ତୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ସମନ ଜାରି କରାଯାଇଛି। ଉର୍ବଶୀ ରାଉତେଲାଙ୍କୁ ସେପ୍ଟେମ୍ବର ୧୬ ତାରିଖରେ ଇଡିର ଦିଲ୍ଲୀ ମୁଖ୍ୟାଳୟରେ ହାଜର ହେବାକୁ ପଡିବ। ସେହିପରି ପୂର୍ବତନ!-->…
କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଏମ୍ସକୁ ସ୍ଥାନାନ୍ତର
ରାଜ୍ୟ କାହାଣୀ (ଭୁବନେଶ୍ୱର )ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଏମ୍ସକୁ ସ୍ଥାନାନ୍ତର । ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ!-->…