Browsing Category

ସ୍ୱାସ୍ଥ୍ୟ

ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଓଡ଼ିଶାର ପ୍ରଥମ ଆଇଡି-ନାଟ୍ ମେସିନ୍

ଭୁବନେଶ୍ୱର:(ରାଜ୍ୟକାହାଣୀ)ଓଡ଼ିଶାର ପ୍ରଥମ ସ୍ୱାସ୍ଥ୍ୟ ଅନୁଷ୍ଠାନ ଭାବେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ପୋଷ୍ଟ ଗ୍ରାଜୁଏଟ୍ ଡିପାର୍ଟମେଂଟ ଅଫ୍ ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ରେ ସୁରକ୍ଷିତ ରକ୍ତ ଅର୍ନ୍ତକ୍ଷେପଣ ନିମନ୍ତେ ଆଇଡି-ନାଟ୍ ବ୍ଲଡ୍ ସ୍କ୍ରିନିଂ

ଶିଶୁମାନଙ୍କ କ୍ଷେତ୍ରରେ ଉପୁଜୁଥିବା ଫ୍ୟାଟି ଲିଭର ରୋଗ ସମ୍ପର୍କରେ ସିଏମ୍‌ଇ

ଭୁବନେଶ୍ୱର:(ରାଜ୍ୟକାହାଣୀ)ଶିଶୁମାନଙ୍କ କ୍ଷେତ୍ରରେ ଉପୁଜୁଥିବା ଫ୍ୟାଟି ଲିଭର ରୋଗର କାରଣ, ସମସ୍ୟା ଓ ନିରାକରଣ ସମ୍ପର୍କିତ ଏକ କନ୍‌ଟିନ୍ୟୁଇଙ୍ଗ୍ ମେଡିକାଲ୍ ଏଜୁକେସନ୍ (ସିଏମ୍‌ଇ) କାର୍ଯ୍ୟକ୍ରମ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍

ଶିଶୁମାନଙ୍କୁ ଜଙ୍କ ଫୁଡ୍‌ରୁ ଦୂରରେ ରଖନ୍ତୁ : ଶିଶୁ କର୍କଟ ବିଶେଷଜ୍ଞ

ଭୁବନେଶ୍ୱର :(ରାଜ୍ୟକାହାଣୀ)ପ୍ରତିବର୍ଷ ପୃଥିବୀରେ ପ୍ରାୟ ଚାରି ଲକ୍ଷ ଶିଶୁ କର୍କଟ ରୋଗରେ ଆକ୍ରାନ୍ତ ହୁଅନ୍ତି ଯେଉଁମାନଙ୍କ ମଧ୍ୟରୁ ପାଖାପାଖି ୧୨ ପ୍ରତିଶତ ଶିଶୁ ଭାରତର । ଶିଶୁମାନଙ୍କୁ ଏହି ରୋଗରୁ ଦୂରରେ ରଖିବା ନିମନ୍ତେ ପିତାମାତା ମାନଙ୍କର ବିଶେଷ ଦାୟିତ୍ୱ ରହିଛି ବୋଲି ଶୁକ୍ରବାର

ଅବହେଳା କରନ୍ତୁ ନାହିଁ, ପୁଣି ଫେରିପାରେ କରୋନା ଭାଇରସ୍‌: ପ୍ରଫେସର ମହାପାତ୍ର

ଭୁବନେଶ୍ୱର :(ରାଜ୍ୟକାହାଣୀ)କୋଭିଡ-୧୯ର ଭୟ କିଛି ଟା ହ୍ରାସ ପାଉଥିବା ଜଣାପଡୁଥିଲେ ମଧ୍ୟ ଲୋକମାନେ ନିଜକୁ ସୁରକ୍ଷିତ ରଖିବା ପାଇଁ କୋଭିଡ ନିୟମାବଳୀକୁ ଦୃଢ଼ଭାବେ ପାଳନ କରିବା ଉଚିତ୍ ବୋଲି ବିଶିଷ୍ଟ ସ୍ୱାସ୍ଥ୍ୟ ବିଶେଷଜ୍ଞ ପ୍ରଫେସର ଅଶୋକ କୁମାର ମହାପାତ୍ର ମତ ଦେଇଛନ୍ତି । ଓଡ଼ିଶାରେ କରୋନା

କର୍କଟରୁ ରକ୍ଷା ପାଇଁ ଆବଶ୍ୟକ ସୁସ୍ଥ ଜୀବନଚର୍ଯ୍ୟା

ଭୁବନେଶ୍ୱର:(ରାଜ୍ୟକାହାଣୀ) ସୁସ୍ଥ ଜୀବନଚର୍ଯ୍ୟା ଓ ଶରୀରର ନିୟମିତ ପରୀକ୍ଷା ଦ୍ୱାରା କର୍କଟ ରୋଗକୁ ନିଜଠାରୁ ଦୂରରେ ରଖିବା ସମ୍ଭବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର କୁଳପତି ପ୍ରଫେସର (ଡ) ଅଶୋକ କୁମାର ମହାପାତ୍ର କହିଛନ୍ତି । ବଂଶଗତ ଭାବେ କର୍କଟ ରୋଗ ପରିବାର ମଧ୍ୟରେ ଦେଖାଦେଇପାରେ

କେନସର ହସ୍ପିଟାଲ ସ୍ଥାପନ ଚୁକ୍ତିରୁ ଓହରିବ ଟାଟା

ଭୁବନେଶ୍ୱର:(ରାଜ୍ୟକାହାଣୀ)ଟାଟା ଟ୍ରଷ୍ଟ ଓଡ଼ିଶାରେ କେନସର ହସ୍ପିଟାଲ ସ୍ଥାପନ ନେଇ ରାଜ୍ୟ ସରକାରଙ୍କ ସହିତ କରିଥିବା ଚୁକ୍ତିରୁ ଓହରିବା ସମ୍ଭାବନା ଯୋଗୁଁ ରାଜ୍ୟ ସରକାର ନିଜସ୍ବ ଉଦ୍ୟମରେ ଏକ ବିଶ୍ବସ୍ତରୀୟ କେନସର ହସ୍ପିଟାଲ ଭୁବନେଶ୍ଵରର ଇନ୍ଫୋଭାଲି -୨ ସ୍ଥାପନ କରିବାର ନିଷ୍ପତି ନେବ।

ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ବିଶ୍ୱ କର୍କଟ ଦିବସ ପାଳିତ

ଭୁବନେଶ୍ୱର :(ରାଜ୍ୟକାହାଣୀ) ଦୃଢ଼ ଇଚ୍ଛାଶକ୍ତି ବଳରେ ଜୀବନ ସଂଗ୍ରାମରେ ବାଜିମାତ ହୋଇପାରିବ । ଏହିଭଳି ଆହ୍ୱାନ ନେଇ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଆୟୋଜିତ ହୋଇଯାଇଛି ବିଶ୍ୱ କର୍କଟ ଦିବସ । ଫେବୃଆରୀ ୪ ତାରିଖକୁ ବିଶ୍ୱ କର୍କଟ ଦିବସ ରୂପେ ପାଳନ କରାଯାଉଥିବା ବେଳେ ଅବସରରେ ହସପିଟାଲ୍

ସୋଆ କୁଳପତିଙ୍କ ଦ୍ୱାରା ସମ୍‌ରେ ୧୪ ମାସ ଶିଶୁର ବିରଳ ମସ୍ତିଷ୍କ ଅସ୍ତ୍ରୋପଚାର

ଭୁବନେଶ୍ୱର ପୁରୀ:(ରାଜ୍ୟକାହାଣୀ) ଓଡ଼ିଶାରେ ପ୍ରଥମ ଥର ପାଇଁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଫ୍ୟାକଲ୍ଟି ଅଫ୍ ମେଡିସିନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଏକ ୧୪ ମାସ ଶିଶୁର ଏକ ବିରଳ ମସ୍ତିଷ୍କ ଅସ୍ତ୍ରେପଚାର (ଆନ୍‌ଟେରିଅର୍ ଏନ୍‌ସେଫାଲୋସିଲସ୍‌)

କୋଭିଡ କଟକଣାକୁ ଅଣଦେଖା ନ କରିବାକୁ ବିଶେଷଜ୍ଞଙ୍କ ପରାମର୍ଶ

ଭୁବନେଶ୍ୱର:(ରାଜ୍ୟକାହାଣୀ) ମଙ୍ଗଳବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଦୁଇ ଜଣ ବିଶିଷ୍ଟ ସ୍ୱାସ୍ଥ୍ୟସେବା ବିଶେଷଜ୍ଞ କୋଭିଡ-୧୯ ନିୟମକୁ କଡାକଡି ପାଳନ କରିବା ସହ ଏହି ମହାମାରୀର ପ୍ରଭାବ କମିଗଲାଣି ବୋଲି ଭୁଲ୍ ଧାରଣା ରଖିବା

ସମ୍ ଅଲ୍ଟିମେଟ ମେଡିକେୟାରରେ ଯୋଗ ଦେଲେ ଶିଶୁ ରୋଗ ବିଶେଷଜ୍ଞ ଡଃ ପ୍ରଦୀପ କୁମାର ଦେ

ଭୁବନେଶ୍ୱର:(ରାଜ୍ୟକାହାଣୀ) ବିଶିଷ୍ଟ ଶିଶୁରୋଗ ବିଶେଷଜ୍ଞ ଡଃ ପ୍ରଦୀପ କୁମାର ଦେ ସମ୍ ଅଲ୍ଟିମେଟ୍ ମେଡିକେୟାର (ସମ୍ମମ୍‌)ର ଶିଶୁ ରୋଗ ବିଭାଗରେ ସିନିୟର କନ୍‌ସଲ୍‌ଟାଂଟ ଭାବେ ଯୋଗ ଦେଇଛନ୍ତି । ଭିଏସ୍‌ଏସ୍ ମେଡିକାଲ କଲେଜ ବୁର୍ଲାର ଛାତ୍ର ଡଃ ଦେ ବନାରସ ହିନ୍ଦୁ ୟୁନିଭର୍ସିଟି, ବାରଣାସୀରୁ