Browsing Category

ଦେଶ ବିଦେଶ

ରାହୁଲଙ୍କ ଅଭିଯୋଗରେ ହରଦୀପଙ୍କ ଜବାବ: ‘ମାତ୍ର ୩-୪ ଥର ଏପଷ୍ଟିନଙ୍କୁ ଭେଟିଛି

ଆମେରିକୀୟ ସେକ୍ସ ଅଫେଣ୍ଡର ଜେଫ୍ରି ଏପ୍‌ଷ୍ଟିନ୍‌ କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଦୋମୁହଁା କହିଥିଲେ। ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଣିଥିବା ଅଭିଯୋଗ ଉପରେ ଜବାବ ରଖିବାକୁ ଯାଇ ପୁରୀ ବୁଧବାର ଏହି ସୂଚନା ଦେଇଛନ୍ତି। ବିନା ଆଧାରରେ ଅଭିଯୋଗ ଲଗାଇବା ରାହୁଲଙ୍କ

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଅଶ୍ଳୀଳ, ଜାଲିଆତି ବିଷୟବସ୍ତୁ

କେନ୍ଦ୍ର ସରକାର ମଙ୍ଗଳବାର ସୋସିଆଲ୍ ମିଡିଆ ପ୍ଲାଟଫର୍ମଗୁଡ଼ିକ ପାଇଁ କଡ଼ା ଆଦେଶ ଜାରି କରିଛନ୍ତି । ଏହା ଅନୁସାରେ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଏଣିକି ଏଆଇ ସାମଗ୍ରୀ ଉପରେ ୱାଟରମାର୍କ ଲଗାଇବେ । ଏପରି ସାମଗ୍ରୀକୁ ଚିହ୍ନଟ ପାଇଁ ସଂକେତ ରହିବା ଜରୁରି । ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ

ସ୍ବାମୀ ମାଙ୍କେଡି କହିଦେଲେ ବୋଲି ଜୀବନ ହାରିଲା ମଡେଲ୍ ସ୍ତ୍ରୀ

ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ମାଙ୍କେଡି କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଉତ୍ତରପ୍ରଦେଶରେ, ଯାହା ଚାଞ୍ଚଲ୍ୟ ସୃଷ୍ଟି କରିଛି। ୨୮ ବର୍ଷୀୟ ମଡେଲ ତନ୍ନୁ ସିଂହ ତାଙ୍କ ସ୍ୱାମୀ ରାହୁଲ ସିଂହଙ୍କ

ଅଶ୍ଳୀଳ ଭିଡିଓ ଭାଇରାଲ ସସପେଣ୍ଡ ହେଲେ କର୍ଣ୍ଣାଟକ ଡିଜିପି

କର୍ଣ୍ଣାଟକ ଡିଜିପି ତଥା ବରିଷ୍ଠ ଆଇପିଏସ ଅଧିକାରୀ ରାମଚନ୍ଦ୍ର ରାଓଙ୍କୁ ସସପେଣ୍ଡ କରାଯାଇଛି । ସୋସିଆଲ ମିଡିଆରେ ଅଶ୍ଳୀଳ ଭିଡିଓ ଭାଇରଲ ହେବା ପରେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ସୋସିଆଲ ମିଡିଆରେ ରାମଚନ୍ଦ୍ର ରାଓଙ୍କ କିଛି ଭିଡିଓ ଖୁବ୍ ଭାଇରାଲ ହେବାରେ ଲାଗିଛି ।

ଗ୍ରୀନଲାଣ୍ଡ ଉପରେ ଆମେରିକାର ଆଖି; ଟ୍ରମ୍ପଙ୍କୁ ଚେତାବନୀ ଦେଲା ଡେନମାର୍କ

ଭେନେଜୁଏଲା ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଗ୍ରୀନଲ୍ୟାଣ୍ଡ ଦଖଲ କରିବାକୁ ଚାହୁଁଛନ୍ତି। ସେ କହିଛନ୍ତି ଯେ ଆମେରିକାର ପ୍ରତିରକ୍ଷା ପାଇଁ ଗ୍ରୀନଲ୍ୟାଣ୍ଡ ଆବଶ୍ୟକ।ଟ୍ରମ୍ପ ପ୍ରଶାସନ ଗ୍ରୀନଲ୍ୟାଣ୍ଡବାସୀଙ୍କୁ ସିଧାସଳଖ ନଗଦ

କାହିଁକି ଫେବ୍ରୁଆରି ୧ରେ ଆଗତ ହେଉଛି ବଜେଟ୍?

୨୦୨୬-୨୭ ଆର୍ଥିକ ବର୍ଷର କେନ୍ଦ୍ରୀୟ ବଜେଟ୍ ଫେବୃଆରୀ ୧ ତାରିଖରେ ଲୋକସଭାରେ ଉପସ୍ଥାପିତ ହେବ। ସେଦିନ ରବିବାର ପଡ଼ୁଛି। ସେହିପରି ଅର୍ଥନୈତିକ ସର୍ଭେ ଜାନୁଆରୀ ୨୯ ତାରିଖରେ ଉପସ୍ଥାପିତ କରାଯିବ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନବମ ଥର ପାଇଁ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରି

ସବୁ ସୀମା ପାର୍‌ କଲେ ଟ୍ରମ୍ପ: ଭାରତ ଉପରେ ୫୦୦% ଟାରିଫ୍‌ ଧମକ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିଲ ମଞ୍ଜୁର କରିଛନ୍ତି ଯାହା ରୁଷିଆରୁ ତେଲ କିଣୁଥିବା ଦେଶମାନଙ୍କ ଉପରେ କଠୋର କଟକଣା ଲଗାଇବ। ଏହା ଭାରତ ଏବଂ ଚାଇନା ଉପରେ ଆମେରିକାର ଟାରିଫ୍‌ରେ ଉଲ୍ଲେଖନୀୟ ବୃଦ୍ଧି ଆଣିପାରେ, କିଛି କ୍ଷେତ୍ରରେ ୫୦୦ ପ୍ରତିଶତ ପର୍ଯ୍ୟନ୍ତ ପହଞ୍ଚିପାରେ।ଭାରତ,

ପେନ୍ କିଲର୍ ନିମେସୁଲାଇଡ୍‌କୁ ବ୍ୟାନ କଲେ ସରକାର

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଯନ୍ତ୍ରଣା ଓ ଜ୍ୱରର ସବୁ ମୌଖିକ ଔଷଧ ନିର୍ମାଣ, ବିକ୍ରି ଓ ବିତରଣ ଉପରେ ତତ୍କାଳ ପ୍ରଭାବ କଟକଣା ଲଗାଇବାକୁ ନିଷ୍ପତ୍ତି ନେଇଛି। ଏହି କ୍ରମରେ ୧୦୦ ମିଲଗ୍ରାମ (ଏମଜି)ରୁ ଅଧକ ମାତ୍ରାର ନିମୁସ୍ଲାଇଡ ଟାବଲେଟ ଓ ସିରପକୁ ଦେଶରେ ନିଷିଦ୍ଧ କରି ଦିଆଯାଇଛି।ଡ୍ରଗ୍ସ

ପୁଟିଙ୍କ ଘର ଉପରେ ଡ୍ରୋନ ଆକ୍ରମଣକୁ ନେଇ ରାଗିଲେ ଟ୍ରମ୍ପ

ରାଗିଗଲେ ଡୋନାଲ୍ଡ ଟ୍ରମ୍ପ୍ । ଋଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ନିକଟରେ ଡ୍ରୋନ ମାଡ ଘଟଣାକୁ ନେଇ ଜୋରଦାର କ୍ରୋଧ ପ୍ରକାଶ କରିଛନ୍ତି ୟୁଏସ ପ୍ରେସିଡେଣ୍ଟ୍ । ଏହା ଭଲ ନୁହେଁ ବୋଲି ସେ ପ୍ରକାଶ କରିଛନ୍ତି । ଶାନ୍ତି ଆଲୋଚନା ମଝିରେ ପୁଟିନଙ୍କର ଏହା ଏକ ବଡ଼ ଚାଲ ବୋଲି

ପତ୍ନୀଙ୍କ ସହ ଇମ୍ରାନଖାନଙ୍କୁ ୧୭ ବର୍ଷ ଜେଲ ଦଣ୍ଡ

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଜେଲ ଦଣ୍ଡାଦେଶ । ପତ୍ନୀ ବୁଶରା ବିବିଙ୍କ ସହ ଇମ୍ରାନଙ୍କୁ ୧୭ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ଦୁର୍ନୀତି ମାମଲାରେ ୧୭ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଲେ କୋର୍ଟ । ୧୬.୪ ନିୟୁତ ପାକିସ୍ତାନୀ ଟଙ୍କା ଜରିମାନା ସହ