Browsing Category
ଦେଶ ବିଦେଶ
ସେପ୍ଟେମ୍ବର ୧ରୁ ବଦଳିବ ଏହିସବୁ ନିୟମ
ସେପ୍ଟେମ୍ବର ୧ରୁ ଟଙ୍କା ଏବଂ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ବଡ଼ ପରିବର୍ତ୍ତନ ଘଟିବାକୁ ଯାଉଛି। ସରକାର ରୂପା ଉପରେ ନୂତନ ନିୟମ ଆଣୁଛନ୍ତି, ଯାହା ଅଧୀନରେ ଏହାର କ୍ରୟ ଏବଂ ବିକ୍ରୟରେ ଅଧିକ ସ୍ବଚ୍ଛତା ରହିବ। ଏବେ ରୂପା ଅଳଙ୍କାର ଉପରେ ହଲମାର୍କିଂ ପାଇଁ ମଧ୍ୟ ପ୍ରସ୍ତୁତି କରାଯାଉଛି।!-->…
ଆଶ୍ରୟସ୍ଥଳ ନୁହେଁ, ବୁଲା କୁକୁର ବନ୍ଧ୍ୟାକରଣ ହେଉଛି ସଠିକ୍ ସମାଧାନ
କୁକୁର ପ୍ରେମୀଙ୍କ ପାଇଁ ଖୁସି ଖବର । ଶୁକ୍ରବାର ସୁପ୍ରିମ୍କୋର୍ଟ ବୁଲା କୁକୁରମାନଙ୍କୁ ନେଇ ରାୟ ଶୁଣାଇଛନ୍ତି । ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଆଶ୍ରୟ ଗୃହକୁ ପଠା ଯାଇଥିବା କୁକରମାନଙ୍କୁ ଛାଡ଼ି ଦିଆଯିବ । ବନ୍ଧ୍ୟାକରଣ ଓ ଟୀକାକରଣ ପରେ କୁକୁରମାନଙ୍କୁ ମୁକ୍ତ କରାଯିବ । ଆଜି!-->…
ଜ୍ୟୋତି ମାଲହୋତ୍ରାଙ୍କ ପାକିସ୍ତାନ ଲିଙ୍କ୍ର ପର୍ଦ୍ଦାଫାଶ,୨୫୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ
ୟୁଟ୍ୟୁବର ଜ୍ୟୋତି ମଲହୋତ୍ରାଙ୍କୁ ଗୁପ୍ତଚର ଅଭିଯୋଗରେ ଗିରଫ କରାଯାଇଥିଲା । ହରିୟାଣା ପୁଲିସ ମେ ୧୬ ତାରିଖରେ ଜ୍ୟୋତିଙ୍କୁ ହଠାତ୍ ଗିରଫ କରିଥିଲା । ପ୍ରାୟ ୩ ମାସ ପରେ ପୁଲିସ ଏହି ମାମଲାରେ ଚାର୍ଜସିଟ୍ ଦାଖଲ କରିଛି । ସୂତ୍ର ଅନୁଯାୟୀ, ଜ୍ୟୋତିଙ୍କ ପାକିସ୍ତାନ ଲିଙ୍କ୍ର ପର୍ଦ୍ଦାଫାଶ!-->…
ଲାଲକିଲ୍ଲାରେ ଅନନ୍ୟ ଦୃଶ୍ୟ: ପରେଡରେ ସାମିଲ ହେଲା ଗୁଣ୍ଡୁଚିମୂଷା
ଆଜି ୭୯ ତମ ସ୍ୱାଧୀନତା ଦିବସକୁ ଭାରତ ପୂର୍ଣ୍ଣ ଉତ୍ସାହର ସହିତ ପାଳନ କରୁଛି। ଦିଲ୍ଲୀର ଐତିହାସିକ ଲାଲକିଲ୍ଲାରେ ଆୟୋଜିତ ପରେଡରେ ଭାରତୀୟ ସେନା ଏହାର ଶୃଙ୍ଖଳା, ସାହସ ଏବଂ ଦେଶପ୍ରେମକୁ ଏକ ମହାନ ଉପାୟରେ ପ୍ରଦର୍ଶନ କରିଛି।ଆଜି ଦିଲ୍ଲୀର ଐତିହାସିକ ଲାଲକିଲ୍ଲାରେ ଅନୁଷ୍ଠିତ ମହାନ ପରେଡରେ,!-->…
ଜଷ୍ଟିସ ବର୍ମାଙ୍କ ଆବେଦନ ସୁପ୍ରିମକୋର୍ଟରେ ଖାରଜ
ଘରୁ ଟଙ୍କା ମିଳିବା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟର ବିଚାରପତି ଯଶଓ୍ବନ୍ତ ବର୍ମାଙ୍କ ଆବେଦନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ତାଙ୍କୁ ଦୋଷୀ ବୋଲି ଦର୍ଶାଇଥିବା ତଦନ୍ତ କମିଟିର ରିପୋର୍ଟ ଏବଂ ପ୍ରଧାନ ବିଚାରପତିଙ୍କ ଦ୍ଵାରା ପଦବୀରୁ ତତ୍କାଳ ହଟାଯିବା ଲାଗି ସୁପାରିସକୁ!-->…
ବିନା ଡିଗ୍ରୀରେ ଡାକ୍ତରର ପରିଚୟ ଦେଲେ,୫୦ରୁ ଅଧିକ ସଜରିଆନ କରି ଗିରଫ
ସିଜରିଆନକୁ ସି –ସେକସନ ମଧ୍ୟ କୁହାଯାଏ। ଦୀର୍ଘ ଦଶନ୍ଧି ଧରି ଏପରି ସାଂଘାତିକ ଖେଳ ଖେଳି ଚାଲିଥିବା ବ୍ୟକ୍ତିଙ୍କୁ ଏବେ ଅପରେସନ ଥିଏଟରରୁ ଗିରଫ କରାଯାଇଛି। ଆସାମର ସିଲଚରରୁ ଏପରି ଘଟଣା ସାମ୍ନାକୁ ଆସିଛି।ଗିରଫ ବ୍ୟକ୍ତି ଜଣଙ୍କ ହେଲେ ପୁଲକ ମଲକାର। ସେ ନିଜକୁ ସ୍ତ୍ରୀ ଓ ପ୍ରସୂତୀ ରୋଗ!-->…
“ସଚ୍ଚା ଭାରତୀୟ ଏମିତି କହିବ ନାହିଁ”… ରାହୁଲଙ୍କୁ ଉପରେ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ
ଭାରତ-ଚୀନ ବିବାଦ ନେଇ ରାହୁଲଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ। କହିଲେ ସତ ଭାରତୀୟ ହୋଇଥିଲେ ଏପରି କହି ନଥାନ୍ତ। ତେବେ ଡିସେମ୍ବର ୯, ୨୦୨୨ରେ ଭାରତ ଏବଂ ଚୀନ୍ ସେନା ମଧ୍ୟରେ ସଂଘର୍ଷ ପରେ ଭାରତୀୟ ସେନା ଉପରେ ତାଙ୍କର କଥିତ ମନ୍ତବ୍ୟ ପାଇଁ ଏବେ ସୁପ୍ରିମକୋର୍ଟ ଲୋକସଭା ନେତା ଏବଂ କଂଗ୍ରେସ!-->…
ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ପରଲୋକ
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ଙ୍କ ବାପା ତଥା ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ୍ଙ୍କର ଦେହାନ୍ତ ହୋଇଛି । ୮୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ତଥା ତାଙ୍କ ପୁଅ ହେମନ୍ତ ସୋରେନ!-->…
ସେକ୍ସ ଟେପ୍ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଦୋଷୀ ସାବ୍ୟସ୍ତ
କର୍ନାଟକ ହାଇକୋର୍ଟ ବଳାତ୍କାର ଏବଂ ଯୌନ ନିର୍ଯାତନା ମାମଲାରେ ପୂର୍ବତନ ଜନତା ଦଳ (ଏସ) ଏମ୍ପି ପ୍ରଜ୍ୱଳ ରେଭାନ୍ନାଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। କୋର୍ଟ ଏହି ମାମଲାରେ ରେଭାନ୍ନାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।ଆସନ୍ତା କାଲି କୋର୍ଟ ଦଣ୍ଡବିଧାନ କରିବେ । କୋର୍ଟଙ୍କ ରାୟ ଶୁଣିବା ପରେ!-->…
ଆଜି କାରଗିଲ ବିଜୟ ଦିବସ
୧୯୯୯ରେ କାରଗିଲ୍ ବିଜୟ ଉତ୍ସବକୁ ମନେ ପକାଇ ଆଜିର ଦିନରେ ସାରା ଦେଶରେ ଉତ୍ସବର ମାହୋଲ ରହିଛି । ୧୯୯୯ ମସିହାରେ ହୋଇଥିବା କାରଗିଲ ଯୁଦ୍ଧ ଏଭଳି ଏକ ଐତିହାସିକ ଯୁଦ୍ଧ ଥିଲା ଯେ ଭାରତର ପ୍ରତ୍ୟେକ ବ୍ୟକ୍ତି, ଯୁବପୀଢି ଏହା ବିଷୟରେ ଗର୍ବର ସହିତ ଆଲୋଚନା କରିଥାନ୍ତି । ଏହି ଯୁଦ୍ଧ ମେ ୩!-->…