Browsing Category
ଦେଶ ବିଦେଶ
PM ମୋଦୀ ଭାଙ୍ଗିଲେ ଇନ୍ଦିରା ଗାନ୍ଧୀଙ୍କ ରେକର୍ଡ
ନରେନ୍ଦ୍ର ମୋଦୀ ଦେଶର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ହୋଇଛନ୍ତି ଯିଏ ସର୍ବାଧିକ ସମୟ ପାଇଁ ନିରନ୍ତର ଭାବରେ ତାଙ୍କ ପଦବୀରେ ରହିଛନ୍ତି। ସେ ଏହି ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ପଛରେ ପକାଇ ଦେଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ପ୍ରଧାନମନ୍ତ୍ରୀ!-->…
ଆଜି ହେଉଛି ‘ବିଶ୍ୱ ମସ୍ତିଷ୍କ ଦିବସ’
ଆଜି ହେଉଛି 'ବିଶ୍ୱ ମସ୍ତିଷ୍କ ଦିବସ' । ମସ୍ତିଷ୍କ ସ୍ୱାସ୍ଥ୍ୟ ଏବଂ ସ୍ନାୟୁଗତ ରୋଗ ବିଷୟରେ ସଚେତନତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଜୁଲାଇ 22 ତାରିଖରେ 'ବିଶ୍ୱ ମସ୍ତିଷ୍କ ଦିବସ' ପାଳନ କରାଯାଏ । ଚଳିତବର୍ଷର ବିଷୟବସ୍ତୁ ରହିଛି "ସମସ୍ତ ବୟସର ଲୋକଙ୍କ ପାଇଁ ମସ୍ତିଷ୍କ!-->…
କେଉଁ ରୋଗରେ ପୀଡ଼ିତ ଜଗଦୀପ ଧନଖର ! ଇସ୍ତଫା ନା ବିଦା
୨୦୨୨ ଅଗଷ୍ଟ ୧୧ରେ ଭାରତର ୧୪ତମ ଉପରାଷ୍ଟ୍ରପତି ହୋଇଥିବା ଜଗଦୀପ ଧନଖଡ଼ ସୋମବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ଏହା ପଛରେ ସେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇଛନ୍ତି । ଜଗଦୀପ ଧନଖଡ଼ ଜଣେ ପ୍ରଖ୍ୟାତ ଓକିଲ ଏବଂ ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ । ଜଗଦୀପ ଧନଖଡ ବିରୋଧୀ ଦଳର ମାର୍ଗାରେଟ!-->…
ମଝି ସମୁଦ୍ରରେ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁଲେ ଯାତ୍ରୀ
ଇଣ୍ଡୋନେସିଆରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ଜାହାଜରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି । ସେଥିରେ ୩୦୦ରୁ ଉର୍ଦ୍ଧ୍ବ ଯାତ୍ରୀ ଥିବା ଜଣାପଡିଛି । ନିଜ ଜୀବନ ବଞ୍ଚାଇବା ପାଇଁ ଜାହାଜରୁ ଅନେକ ଯାତ୍ରୀମାନେ ମଧ୍ୟ ଡେଇଁ ପଡ଼ିଛନ୍ତି । ସେମାନଙ୍କ ମଧ୍ୟରୁ!-->…
ଗୁଗୁଲ୍ ଓ ମେଟାକୁ ED ନୋଟିସ୍
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଅନଲାଇନ ବେଟିଂ ଆପ୍ସର ପ୍ରଚାରରେ ଗୁଗଲ ଏବଂ ମେଟାକୁ ନୋଟିସ ଜାରି କରିଛି। ED ଅଭିଯୋଗ କରିଛି ଯେ, ଉଭୟ କମ୍ପାନୀ ଏହି ଆପ୍ସର ବିଜ୍ଞାପନକୁ ପ୍ରମୁଖ ଭାବରେ ଦେଖାଇଛନ୍ତି। ଉଭୟ କମ୍ପାନୀର ପ୍ରତିନିଧିଙ୍କୁ ଜୁଲାଇ ୨୧ରେ ପଚରାଉଚରା ପାଇଁ ଡକାଯାଇଛି। ଏହି!-->…
ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ହସ୍ପିଟାଲରେ ଭର୍ତ୍ତି; ଚାଲିଛି ଚିକିତ୍ସା
ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ୍ ବି.ଆର. ଗଭାଇ । ହାଇଦ୍ରାବାଦ ଗସ୍ତ ସମୟରେ ଗୁରୁତର ସଂକ୍ରମଣରେ ପୀଡିତ ହୋଇ ଦିଲ୍ଲୀର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ବର୍ତ୍ତମାନ ଚିକିତ୍ସା ଚାଲିଥିବା ବେଳେ ଧିରେ ଧିରେ ସୁସ୍ଥ ହେଉଛନ୍ତି ସିଜେଆଇ ଗଭାଇ । ତାଙ୍କର!-->…
ଟେସଲା ଜୁଲାଇ ୧୫ରେ ଭାରତରେ ଏହାର ପ୍ରଥମ ଷ୍ଟୋର ଆରମ୍ଭ କରିବ
ଏଲନ ମସ୍କଙ୍କ ଇଲେକ୍ଟ୍ରିକ କାର୍ କମ୍ପାନି ଟେସଲା ଜୁଲାଇ ୧୫ରେ ଭାରତରେ ଏହାର ପ୍ରଥମ ଷ୍ଟୋର ଆରମ୍ଭ କରିବାକୁ ଯାଉଛି। ଏହି ଷ୍ଟୋର ମୁମ୍ବାଇରେ ଖୋଲିବ। ଏହି ଷ୍ଟୋର ଲୋକଙ୍କ ପାଇଁ ଏକ ଏକ୍ସପିରିଏନ୍ସ ସେଣ୍ଟର ଭାବରେ ମଧ୍ୟ କାମ କରିବ। ଅର୍ଥାତ ଏଠାରେ ଗାଡ଼ି ବିକ୍ରି ସହ ଲୋକେ ଟେସଲାର!-->…
ଅହମ୍ମଦାବାଦ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା : ଜଣାପଡ଼ିଲା ସତ !
ଅହମ୍ମଦାବାଦରେ ଏୟାର ଇଣ୍ଡିଆ ଡ୍ରିମଲାଇନର ବିମାନ ଦୁର୍ଘଟଣାର ତଦନ୍ତ ରିପୋର୍ଟ ସାମ୍ନାକୁ ଆସିଛି । ରିପୋର୍ଟରେ ଅନେକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି । ଉଡ଼ାଣ ଆରମ୍ଭ ହେବା ମାତ୍ରେ ବନ୍ଦ ହୋଇଯାଇଥିଲା ଉଭୟ ଇଞ୍ଜିନ୍ । ଜୁନ୧୨ ତାରିଖରେ, ଏୟାର ଇଣ୍ଡିଆର ବୋଇଂ ୭୮୭-୮ ବିମାନଟି!-->…
ମହିଳାଙ୍କ ଭୋଟର ପରିଚୟପତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଫଟୋ
ସର୍ବଦା ବିହାରରେ କୌଣସି ଏକ କାର୍ଯ୍ୟ କଳାପକୁ ନେଇ ବିହାର ଚର୍ଚାରେ ରୁହେ ତେବେ ମାଧେପୁରା ପୌର ପରିଷଦ ଅଞ୍ଚଳର ଜୟପାଲପଟ୍ଟି ଅଞ୍ଚଳର ଜଣେ ମହିଳାଙ୍କ ଭୋଟର ପରିଚୟପତ୍ରରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଫଟୋ ଛପାଯାଇଥିଲା। ଏହି ଗୁରୁତର ଅବହେଳା ପାଇଁ ପୌର ପରିଷଦ କାର୍ଯ୍ୟନିର୍ବାହୀ!-->…
୭୩ ବର୍ଷୀୟା ମହିଳାଙ୍କ ପେଟରୁ ମିଳିଲା ଷ୍ଟୋନ୍ ଶିଶୁ ।
୭୩ ବର୍ଷୀୟା ମହିଳାଙ୍କ ପେଟରୁ ମିଳିଲା ଷ୍ଟୋନ୍ ଶିଶୁ । ସେ ପୁଣି ୩୦ ବର୍ଷୀୟ ଶିଶୁ ।ମହିଳାଙ୍କ ସିଟି ସ୍କାନରେ ଏହା ଜଣାପଡ଼ିଥିଲା ।
ଡାକ୍ତରଙ୍କ ମତରେ ଯେତେବେଳେ ଏକ ଭ୍ରୁଣ କ୍ୟାଲସିଫାଏଡ୍ ହୁଏ, ସେତେବେଳେ ଏହାକୁ ଲିଥୋପେଡିଅନ୍ କିମ୍ବା ପଥର ଶିଶୁ କୁହାଯାଏ । ଜୁନ୍ ୨୫ ତାରିଖରେ!-->!-->!-->…