Browsing Category

ଦେଶ ବିଦେଶ

କମିଲା ବାଣିଜ୍ୟିକ ଏଲ୍‌ପିଜି ଦର

ଜୁଲାଇ ମାସର ପ୍ରଥମ ଦିନରେ ଏଲ୍‌ପିଜି ସିଲିଣ୍ଡର ସମ୍ପର୍କରେ ଏକ ବଡ଼ ଘୋଷଣା କରାଯାଇଛି । ଏହା ଏଲ୍‌ପିଜି ବ୍ୟବହାରକାରୀଙ୍କ ପାଇଁ ଏକ ଖୁସି ଖବର ନେଇ ଆସିଛି । ମଙ୍ଗଳବାର ୧ ଜୁଲାଇ ଠାରୁ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜିଠାରୁ ୧୯ କିଲୋଗ୍ରାମ…

ତତ୍କାଳ ଟିକେଟ ବୁକିଂରୁ ATMରୁ ଟଙ୍କା ଉଠାଣରେ ବଦଳିଯିବ ୪ ବଡ଼ ନିୟମ !

ଜୁଲାଇ ମାସ ସହ ଅନେକ ବଡ଼ ନିୟମ ପରିବର୍ତ୍ତନ ହେବାକୁ ଯାଉଛି। ଯାହା ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଜୀବନ ଉପରେ ସିଧାସଳଖ ପ୍ରଭାବ ପକାଇବ। ପରିବର୍ତ୍ତନ ଗୁଡ଼ିକ ରୋଷେଇ ଘରେ ବ୍ୟବହୃତ ଏଲପିଜି ସିଲିଣ୍ଡରର ମୂଲ୍ୟ ଠାରୁ କ୍ରେଡିଟ୍ କାର୍ଡ ବ୍ୟବହାର ଉପରେ ଚାର୍ଜ ବୃଦ୍ଧି ପର୍ଯ୍ୟନ୍ତ…

୪ ରାଜ୍ୟର ୫ଟି ବିଧାନସଭା ଆସନ ପାଇଁ ଚାଲିଛି ଭୋଟ ।

ଦେଶର ଚାରୋଟି ରାଜ୍ୟରେ ବିଧାନସଭା ଉପନିର୍ବାଚନ ପାଇଁ ଗୁରୁବାର ଜୁନ ୧୯, ୨୦୨୫ରେ ମତଦାନ ଆରମ୍ଭ ହୋଇଛି। କେରଳର ନିଲାମ୍ବୁର, ପଞ୍ଜାବର ଲୁଧିଆନା ପଶ୍ଚିମ, ପଶ୍ଚିମବଙ୍ଗର କାଳିଗଞ୍ଜ ଏବଂ ଗୁଜରାଟର ବିସାବାଦର ଏବଂ କାଡିରେ ବିଧାନସଭା ଉପନିର୍ବାଚନ ପାଇଁ ଭୋଟ ଦିଆଯାଉଛି।ଉପନିର୍ବାଚନ ପାଇଁ ଭୋଟ…

ପରମାଣୁ ଅସ୍ତ୍ର ଦୌଡ଼ରେ କିଏ ଆଗରେ ଅଛି ???

ବିଶ୍ବର ୯ଟି ଦେଶ ନିକଟରେ ୧୨ ହଜାରରୁ ଅଧିକ ପରମାଣୁ ଅସ୍ତ୍ର ରହିଥିବା ଦି ଷ୍ଟକ୍‌ହୋମ ଇଣ୍ଟରନ୍ୟାସନାଲ୍‌ ପିସ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ (ଏସ୍‌ଆଇପିଆରଆଇ) ତରଫରୁ ଜାରି ଏକ ରିପୋର୍ଟରେ ଦର୍ଶାଯାଇଛି। ତେହରାନର ପରମାଣୁ କାର୍ଯ୍ୟକ୍ରମକୁ ନେଇ ଇସ୍ରାଏଲ ଓ ଇରାନ ମଧ୍ୟରେ ଯୁଦ୍ଧ ସ୍ଥିତି…

ବେଙ୍ଗାଲୁରୁରେ ମହିଳା ଯାତ୍ରୀଙ୍କୁ ଚାପୁଡ଼ା ମାରିଲେ ରାପିଡୋ ଡ୍ରାଇଭର ।

ବେଙ୍ଗାଲୁରୁର ଜୟନଗରର ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଜଣେ ରାପିଡୋ ବାଇକ୍ ଚାଳକ ଜଣେ ମହିଳା ଯାତ୍ରୀଙ୍କୁ ଆକ୍ରମଣ କରୁଥିବାର ଦେଖାଯାଉଛି। ମହିଳା ଜଣକ ମଝିରେ ବାଇକରୁ ଓହ୍ଲାଇବା ପରେ ଅସାବଧାନତାର ସହ ବାଇକ ଚଳାଇବା ପାଇଁ ଡ୍ରାଇଭରଙ୍କ ବିରୋଧରେ ପ୍ରତିବାଦ କରିଥିଲେ। ଏହି କଥାକୁ ନେଇ…

ମାତ୍ର ୪୨ ଦିନରେ ୧୦ ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ କଲେଣି ବାବା କେଦାରନାଥଙ୍କ ଦର୍ଶନ

ଉତ୍ତରାଖଣ୍ଡରେ ଚାରିଧାମ ଯାତ୍ରା ଜୋରସୋରରେ ଚାଲିଛି। ଯେଉଁଥିରେ ପ୍ରତିଦିନ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ପହଞ୍ଚୁଛନ୍ତି। ଏଥର ଯାତ୍ରାରେ କେବଳ କେଦାରନାଥ ଧାମରେ ୪୨ ଦିନରେ ୧୦ ଲକ୍ଷରୁ ଅଧିକ ଭକ୍ତ ବାବା କେଦାରଙ୍କ ଦର୍ଶନ କରି ରେକର୍ଡ ଭାଙ୍ଗିଛନ୍ତି।ପୁଷ୍କର ଧାମି ସରକାର ମଧ୍ୟ ଏଥର…

ଗୁଜୁରାଟର ଅହମ୍ମଦାବାଦରେ ଘଟିଛି ବଡ଼ ବିମାନ ଦୁର୍ଘଟଣା ।

ଗୁଜୁରାଟର ଅହମ୍ମଦାବାଦରେ ଘଟିଛି ବଡ଼ ବିମାନ ଦୁର୍ଘଟଣା । ଯାତ୍ରୀମାନଙ୍କୁ ନେଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଟେକ୍ ଅଫ୍ ସମୟରେ ବିମାନ କ୍ରାସ୍ ହୋଇଥିବା କୁହାଯାଉଛି ।ବିମାନ ଦୁର୍ଘଟଣା ସମ୍ପର୍କରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଗୁଜରାଟ ମୁଖ୍ୟମନ୍ତ୍ରୀ,…

ରାଜଙ୍କୁ ଏପରି ପ୍ରତିଜ୍ଞା କରିଥିଲେ ସୋନମ, ଜାଣନ୍ତୁ କିପରି ହୋଇଥିଲା ହତ୍ୟାର ଷଡ଼ଯନ୍ତ୍ର

ରାଜା ରଘୁବଂଶୀ ହତ୍ୟା ମାମଲାରେ ପତ୍ନୀ ସୋନମଙ୍କ ଗିରଫଦାରୀ ପରେ ଅନେକ ଖୁଲାସା ହେଉଛି। ବିବାହ ପୂର୍ବରୁ ମଧ୍ୟ ସୋନମ ‘ବିଧବା’ ହେବାକୁ ଯୋଜନା କରିଥିଲେ।ଇନ୍ଦୋରର ପରିବହନ ବ୍ୟବସାୟୀ ରାଜା ରଘୁବଂଶୀଙ୍କୁ ତାଙ୍କ ନିଜ ପତ୍ନୀ ସୋନମ ରଘୁବଂଶୀ ତାଙ୍କ ପ୍ରେମିକଙ୍କ ସହ ମିଶି ହତ୍ୟା କରିଥିଲେ।…

ହାଇୱେରେ ଜରୁରୀ ଅବତରଣ କଲା ହେଲିକପ୍ଟର

କେଦାରନାଥ ଦର୍ଶନ ପାଇଁ ଯାଉଥିବାବେଳେ ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗରେ ହେଲା ଏମର୍ଜେନ୍ସ ଲ୍ୟାଣ୍ଡିଂ । ଏହି ସମୟରେ ହେଲିକପ୍ଟରରେ ୫ ଜଣ ଯାତ୍ରୀ ବସିଥିଲେ । ସମସ୍ତଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ଦୁର୍ଘଟଣାରେ ହେଲିକପ୍ଟରର ପଛ ଭାଗ କ୍ଷତିଗ୍ରସ୍ତ ହୋଇଛି ଏବଂ ଧକ୍କା ଯୋଗୁଁ ରାଜପଥରେ…

୫ ଟଙ୍କିଆ ପାର୍ଲେ-ଜି ପ୍ୟାକେଟ ଗାଜାରେ ୨୪୦୦ ଟଙ୍କା

୨୦୨୩ ଅକ୍ଟୋବର ୭ରୁ ଇସ୍ରାଏଲ ଓ ପାଲେଷ୍ଟାଇନରେ ସକ୍ରିୟ ହମାସ୍‌ ଆତଙ୍କବାଦୀ ସଂଗଠନ ମଧ୍ୟରେ ଯୁଦ୍ଧ ଲାଗି ରହିଛି। ୫୦ ହଜାରରୁ ଅଧିକ ଲୋକଙ୍କର ପ୍ରାଣହାନି ଘଟିସାରିଥିବାବେଳେ ପ୍ରାୟ କୋଡିଏ ଲକ୍ଷ ବାସଚ୍ୟୁତ ହୋଇଛନ୍ତି। ବିଦେଶରୁ ଆସୁଥିବା ମାନବୀୟ ସହାୟତାକୁ ମଧ୍ୟ ଇସ୍ରାଏଲ ସେନା ଅବରୋଧ…