Browsing Category

ଦେଶ ବିଦେଶ

ଆଜି ଉଦଘାଟନ ହେବ ବିଶ୍ବର ସର୍ବୋଚ୍ଚ ରେଳ ସେତୁ

ଚେନାବ ନଦୀ ଉପରେ ନିର୍ମିତ ବିଶ୍ବର ସବୁଠୁ ଉଚ୍ଚ ଚେନାବ୍ ରେଳସେତୁର ଆଜି ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଉଦ୍ଧମପୁର-ଶ୍ରୀନଗର-ବାରାମୁଲା ରେଲୱେ ଲିଙ୍କ ପ୍ରକଳ୍ପ ଅନ୍ତର୍ଗତ ନିର୍ମିତ ହୋଇଥିବା ଏହି ବ୍ରିଜ ଜମ୍ମୁ ଓ ଶ୍ରୀନଗର ମଧ୍ୟରେ ଯାତାୟତକୁ ସହଜ କରିବ । ଭାରତର କୁତବ

ଆମେରିକାକୁ ଯାତ୍ରା କରିପାରିବେନି ଏହି ୧୨ ଦେଶ

ଆମେରିକା ଯାଇପାରିବେନି ଏହି ଦେଶର ଲୋକ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୨ଟି ଦେଶର ଲୋକଙ୍କୁ ଆମେରିକାରେ ପ୍ରବେଶ ନିଷେଧ କରିଛନ୍ତି। ଏହି ଦେଶଗୁଡ଼ିକ ମଧ୍ୟରେ ଆଫଗାନିସ୍ତାନ, ବର୍ମା, ଚାଡ୍, କଙ୍ଗୋ ଗଣରାଜ୍ୟ, ଇକ୍ୱାଟୋରିଆଲ୍ ଗିନି, ଏରିଟ୍ରିଆ, ହାଇତି, ଇରାନ, ଲିବିଆ, ସୋମାଲିଆ,

ଅବସର ପରେ ସରକାରୀ ପଦ ଗ୍ରହଣ ଓ ନିର୍ବାଚନ ଲଢ଼ିବା ଅନୁଚିତ- CJI 

ଅବସର ପରେ ସରକାରୀ ପଦ ଗ୍ରହଣ ଅନୁଚିତ । ଖାଲି ପଦ ଗ୍ରହଣ ନୁହେଁ ବରଂ ନିର୍ବାଚନ ଲଢ଼ିବା ଅନୁଚିତ । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଭୂଷଣ ଆର୍‌ ଗୱାଇ ଏହା କହିଛନ୍ତି । ଏଭଳି ଅଭ୍ୟାସ ‘ଗୁରୁତ୍ୱପୂର୍ଣ୍ଣ ନୈତିକ ଚିନ୍ତା’ ସୃଷ୍ଟି କରିବା ସହ ନ୍ୟାୟପାଳିକାର ସ୍ୱାଧୀନତା ଉପରେ ଜନସାଧାରଣଙ୍କ

ଶୁଭାଂଶୁ ଶୁକ୍ଲାଙ୍କ ଦ୍ବିତୀୟ ମହାକାଶ ଅଭିଯାନ ସ୍ଥଗିତ, ଜୁନ୍ ୧୦ ତାରିଖକୁ ଘୁଞ୍ଚିଲା ISS ଯାତ୍ରା

୧୦କୁ ଘୁଞ୍ଚିଲା ଶୁଭାଂଶୁ ଶୁକ୍ଲାଙ୍କ ଅନ୍ତରୀକ୍ଷ ମିଶନ । ୧୦ ତାରିଖରେ ଆମେରିକାର ଫ୍ଲୋରିଡ଼ାସ୍ଥିତ କେନେଡି ସ୍ପେଶ୍ ସେଣ୍ଟରରୁ ଡ୍ରାଗନ ମହାକାଶ ଯାନରେ ଲଞ୍ଚ କରାଯିବ ବହୁ ପ୍ରତୀକ୍ଷିତ ଆକ୍ସିଓମ୍-୪ ମିଶନ। ପୂର୍ବରୁ ମଧ୍ୟ ସ୍ପେଶ୍ ମିଶନ ତାରିଖ ଘୁଞ୍ଚାଯାଇଥିବାବେଳେ ଏବେ ଦ୍ବିତୀୟ ଥର ପାଇଁ

ଭାରତ ସହ ୪ ଦିନିଆ ସଂଘର୍ଷରେ ପାକିସ୍ତାନ ହରାଇଛି ୬ ଯୁଦ୍ଧ ବିମାନ, ୨ ସର୍ଭିଲାନ୍ସ ବିମାନ

ପାକିସ୍ତାନର ବାୟୁସେନା ସାମର୍ଥ୍ୟକୁ ଏକ ବଡ଼ ଆଘାତ ଦେଇ ଭାରତୀୟ ବାୟୁସେନା ଗତ ମାସରେ ହୋଇଥିବା ୪ ଦିନିଆ ସଂଘର୍ଷରେ ୬ଟି ଯୁଦ୍ଧ ବିମାନ, ୨ଟି ଉଚ୍ଚ ମୂଲ୍ୟର ନିରୀକ୍ଷଣ ବିମାନ, ୧ଟି ସି-୧୩୦ ପରିବହନ ବିମାନ, ୩୦ରୁ ଅଧିକ ମିସାଇଲ ଏବଂ ଅନେକ ଡ୍ରୋନ ଧ୍ୱଂସ କରିଛି ବୋଲି ଅପରେସନ ସହ ଜଡ଼ିତ ଉଚ୍ଚ

ଆଜି ଜାତୀୟ ଅଣ୍ଡା ଦିବସ

ପ୍ରତିବର୍ଷ ଜୁନ୍ ୩ ତାରିଖକୁ ଜାତୀୟ ଅଣ୍ଡା ଦିବସ ଭାବେ ପାଳନ କରାଯାଏ। ଅଣ୍ଡାକୁ ସବୁଠାରୁ ପୁଷ୍ଟିକର ଖାଦ୍ୟ ଭାବରେ ବିବେଚନା କରାଯାଏ। ସାରା ବିଶ୍ୱରେ ଅଣ୍ଡା ଏକ ମୁଖ୍ୟ ଖାଦ୍ୟ, ଯେଉଁଥିରେ ପ୍ରୋଟିନ୍ ଓ ଭିଟାମିନ୍ ଭରପୂର ରହିଛି। ଅଣ୍ଡାର ଧଳା ରଙ୍ଗରେ ଉଚ୍ଚମାନର ପ୍ରୋଟିନ୍ ମିଳିଥାଏ ଏବଂ

ଭୂମିକମ୍ପ ସୁଯୋଗ ନେଇ ୨୦୦ କଏଦୀ ଫେରାର୍

ପାକିସ୍ତାନରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ସୋମବାର ଅର୍ଥାତ୍ ଗତକାଲି ବିଳମ୍ବିତ ରାତିରେ କରାଚୀର ମାଲିର ଜେଲର କାନ୍ଥ ଭାଙ୍ଗି ବହୁ ସଂଖ୍ୟକ କଏଦୀ ଖସି ପଳାଇଥିଲେ । ପଳାୟନ କରିଥିବା କଏଦୀଙ୍କ ସଂଖ୍ୟା ୨୦୦ ରୁ ଅଧିକ ବୋଲି କୁହାଯାଉଛି । ଅଧିକାରୀଙ୍କ ଅନୁଯାୟୀ, କରାଚୀରେ ହୋଇଥିବା

ଦିନକରେ ୫୧୨ ନୂଆ ମାମଲା, ୫ ମୃତ

କରୋନା ଦିନକୁ ଦିନ ବ୍ୟାପିବାରେ ଲାଗିଛି । ଉପରମୁହାଁ ହେଲାଣି କରୋନା ଗ୍ରାଫ୍ । ବଢୁଛି ସଂକ୍ରମିତଙ୍କ ସଂଖ୍ୟା । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ପାର୍ । ୨୪ ଘଣ୍ଟାରେ ୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କ ମୃତ୍ୟୁ ହୋଇଛି । ଏବେ ୪୦୨୬ରହିଛି କରୋନା ଆକ୍ଟିଭ କେସ ।

ମାଓ ନେତା ଜେଜେବାପା ତିରୁପତିଙ୍କୁ ଚିଠି ଲେଖିଲା ନାତୁଣୀ

“ପ୍ରିୟ ଜେଜେବାପା ପ୍ରଣାମ। ମୋତେ ସବୁବେଳେ ଆପଣଙ୍କ ସହ ମିଶିବାକୁ ଇଛା ହେଉଥିଲେ ମଧ୍ୟ ଏଭଳି ସୁଯୋଗ ମୋତେ ଆଜି ପର୍ଯ୍ୟନ୍ତ ମିଳିଲା ନାହିଁ। ମୁଁ ଯେତେବେଳେ ଗଣମାଧ୍ୟମରେ ଆପଣଙ୍କ ସଂପର୍କରେ ପଢେ ମୋତେ ବହୁତ ଗର୍ବ ଲାଗେ। ଏଥିସହ ମନରେ ଭୟ ଓ ଆତଙ୍କ ମଧ୍ୟ ଖେଳିଯାଏ। ଆଉ ବର୍ତ୍ତମାନର ଘଟଣା

ବଢି ଚାଲିଛି କରୋନା ସଂକ୍ରମଣ, ଦେଶରେ ଆକ୍ଟିଭ କେସ୍‌ ୪ ହଜାର ପାଖାପାଖି ପହଞ୍ଚିଛି।

ସାରା ଦେଶରେ କୋଭିଡ-୧୯ର ସକ୍ରିୟ ମାମଲା ସଂଖ୍ୟା ୩୯୬୧କୁ ବୃଦ୍ଧି ପାଇଛି, ଯେତେବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୦ଟି ନୂଆ ମାମଲା ରିପୋର୍ଟ ହୋଇଛି। ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ (MoHFW) ରବିବାର (ଜୁନ ୧, ୨୦୨୫) ରେ ନୂତନ ସଂଖ୍ୟା ପ୍ରକାଶ କରିଛି।ଦିଲ୍ଲୀରେ ମୋଟ ସକ୍ରିୟ