Browsing Category

ଦେଶ ବିଦେଶ

ସଞ୍ଜୟକୁ ଦୋଷୀ ସାବ୍ୟସ୍ତ କଲେ ପଶ୍ଚିମବଙ୍ଗ ସିଆଲଦା କୋର୍ଟ । 

ଆରଜି କର ମେଡିକାଲ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା । ସଞ୍ଜୟକୁ ଦୋଷୀ ସାବ୍ୟସ୍ତ କଲେ ପଶ୍ଚିମବଙ୍ଗ ସିଆଲଦା କୋର୍ଟ । ନ୍ୟାୟାଳୟ ୨୦ ତାରିଖରେ ମାମଲାର ଦଣ୍ଡାଦେଶ ଶୁଣାଇବେ ।ଘଟଣା ଦିନ ରାତିରେ ସେମିନାର୍ ହଲରେ ଅଭୟା ଶୋଇଥିବାବେଳେ ସଞ୍ଜୟ ସେ ରୁମକୁ ଯାଇଥିଲା ।

ସଂସଦର ବଜେଟ୍ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହେବ ।

ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହେଉଛି ସଂସଦର ଏହି ବଜେଟ ଅଧିବେଶନ। ସଂସଦ ବଜେଟ ଅଧିବେଶନର ପ୍ରଥମ ଦିନରେ ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ନିଜର ଅଷ୍ଟମ ବଜେଟ୍ ଉପସ୍ଥାପନ କରିବେ । ସଂସଦ ବଜେଟ୍

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ୧୪ ବର୍ଷ ଜେଲ

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ମିଳିଛି ବଡ ଝଟକା। ଶୁକ୍ରବାର ପାକିସ୍ତାନର ଏକ ସ୍ଥାନୀୟ କୋର୍ଟ ଇମ୍ରାନ ଖାନ୍‌ଙ୍କୁ ୧୪ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଦୁର୍ନୀତି ମାମଲାରେ ତାଙ୍କୁ ୧୪ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ।କେବଳ ସେତିକି ନୁହେଁ

ଚଳିତ ମହାକୁମ୍ଭରେ ୧୨ ହଜାର ନାଗାସାଧୁ ନେବେ ଦୀକ୍ଷା

ମହାକୁମ୍ଭ-୨୦୨୫ରେ ବଛାବଛା ପ୍ରାଚୀନ ହିନ୍ଦୁ ଆଖଡ଼ା ଦ୍ୱାରା ପ୍ରାୟ ୧୨,୦୦୦ ନୂଆ ନାଗା ସାଧୁଙ୍କୁ ସନ୍ନ୍ୟାସ ଦୀକ୍ଷାରେ ଦୀକ୍ଷିତ କରାଯିବ । ଗଙ୍ଗାରେ ୧୦୮ ଥର ସ୍ନା କରିବା ପରେ ସେମାନେ ଜଙ୍ଗଲକୁ ଯାଇ କରିବେ କଠୋର ସାଧନା । ମୋଟ ୧୩ଟି ସ୍ୱୀକୃତିପ୍ରାପ୍ତ ହିନ୍ଦୁ ମଠ ମଧ୍ୟରୁ ମାତ୍ର ୭ଟି

ବଦଳିଲା ସିମ୍ କାର୍ଡ କିଣିବା ନିୟମ

ନୂଆ ସିମ୍‌ କାର୍ଡ କିଣିବାକୁ ବିଚାର କରୁଥିଲେ କିମ୍ବା ମୋବାଇଲ ନମ୍ବରକୁ ପୋର୍ଟ କରିବାକୁ ଚାହୁଁଥିଲେ, ତେବେ କିଛି ନୂଆ ନିୟମ ବିଷୟରେ ଜାଣିବା ନିତାନ୍ତ ଆବଶ୍ୟକ । ନୂଆ ସିମ୍ କାର୍ଡ ପାଇଁ ନୂତନ ନିୟମ ଆଣିଛନ୍ତି କେନ୍ଦ୍ର ସରକାର । ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ପକ୍ଷରୁ

ସରକାରୀ କର୍ମଚାରୀଙ୍କୁ ବଡ଼ ଉପହାର: ୮ମ ବେତନ କମିଶନକୁ କ୍ୟାବିନେଟ ମଞ୍ଜୁରୀ

କେନ୍ଦ୍ର ସରକାର ସରକାରୀ କର୍ମଚାରୀଙ୍କୁ ଏକ ବଡ ଉପହାର ଦେଇଛନ୍ତି । କେନ୍ଦ୍ର କ୍ୟାବିନେଟ ଗୁରୁବାର ଅଷ୍ଟମ ବେତନ ଆୟୋଗକୁ ଅନୁମୋଦନ କରିଛି। ଏହା ଫଳରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଦରମା ବଢିବାର ରାସ୍ତା ପରିଷ୍କାର ହୋଇଛି ।କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନିଷ୍ପତ୍ତି ବାବଦରେ ସୂଚନା

 ଇସ୍ରୋ ରଚିଲା ଇତିହାସ, ସଫଳ ହେଲା ସ୍ପେଶ ଡକିଂ

ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ)ର ସ୍ପେଶ୍‌ ଡକିଂ ଏକ୍ସପେରିମେଣ୍ଟ (ସ୍ପେଡେକ୍ସ) ମିଶନ ସଫଳ ହୋଇଛି। ମହାକାଶରେ ଭାରତ ପ୍ରଥମ ଥର ଲାଗି ଦୁଇଟି ସାଟେଲାଇଟ ବା ଉପଗ୍ରହକୁ ଡକିଂ କରାଇବାରେ ସଫଳତା ହାସଲ କରିଛି। ଏହି ସଫଳତା ସହ ସ୍ପେସ୍ ଡକିଂ କ୍ଷେତ୍ରରେ ବିଶ୍ବର ଚତୁର୍ଥ ଦେଶ

ବିଶ୍ବରେ ଚହଳ ସୃଷ୍ଟି କରିଥିବା କମ୍ପାନୀ ହିଣ୍ଡେନ୍‌ବର୍ଗ ଖୁବଶୀଘ୍ର ବନ୍ଦ ହେବାକୁ ଯାଉଛି।

ଅଦାନୀ ଗ୍ରୁପ ଏବଂ ଭାରତୀୟ ପ୍ରତିଭୁତି ବିନିମୟ ବୋର୍ଡ(ସେବି) ବିରୋଧରେ ବିଭିନ୍ନ ତଥ୍ୟ ପ୍ରକାଶ କରି ମୋଦୀ ସରକାରକୁ ବଦନାମ କରିବାକୁ ଅପଚେଷ୍ଟା କରିଥିବା ହିଣ୍ଡେନବର୍ଗ ସଂସ୍ଥା ଶେଷରେ ବନ୍ଦ ହୋଇଛି।ନିଜ କର୍ମଚାରୀଙ୍କୁ ଏକ ମେସେଜ୍ ସେୟାର କରି ନାଥାନ କହିଛନ୍ତି, ଅନେକ ଆଲୋଚନା

କ୍ଷମା ମାଗିଲେ ମେଟା ସିଇଓ ମାର୍କ ଜୁକରବର୍ଗ । ଜାଣନ୍ତୁ କାହିଁକି ?

ଶେଷରେ କ୍ଷମା ମାଗିଲା ମେଟା । ଭାରତ ଉପରେ ମାର୍କ ଜୁକରବର୍ଗଙ୍କ ମନ୍ତବ୍ୟ ପାଇଁ କ୍ଷମା ପ୍ରାର୍ଥନା କରଯାଇଛି । ଏହି ସୂଚନା ସୋସିଆଲ ମିଡିଆ ପ୍ଲାଟଫର୍ମ Xରେ ଆଇଟି ଏବଂ ଯୋଗାଯୋଗ ବ୍ୟାପାର ସଂସଦୀୟ କମିଟିର ଅଧ୍ୟକ୍ଷ ନିଶିକାନ୍ତ ଦୁବେ ଦେଇଛନ୍ତି।ମଙ୍ଗଳବାର ଦିନ କହିଥିଲେ ଯେ ମାର୍କ

୩ ବିଧ୍ୱଂସକ ଯୁଦ୍ଧପୋତ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମୁମ୍ବାଇର ଭାରତୀୟ ନୌସେନା ଡକୟାର୍ଡରେ ପହଞ୍ଚି ତିନୋଟି ନୌସେନା ଯୁଦ୍ଧଜାହାଜ-INS ସୁରତ, INS ନୀଳଗିରି ଏବଂ INS ବାଘଶୀରକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି।ନୌସେନା ପାଇଁ ଆଜି ଐତିହାସିକ ଦିନ । ୩ଟି ଯାକ ଯୁଦ୍ଧ ଜାହାଜ ମେଡ୍ ଇନ୍