Browsing Category

ଦେଶ ବିଦେଶ

ମହାରାଷ୍ଟ୍ର-ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ସକାଳୁ ଭୋଟଗ୍ରହଣ ଆରମ୍ଭ । 

ମହାରାଷ୍ଟ୍ର-ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ସକାଳୁ ଭୋଟଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଅନେକ ହେଭିଓ୍ବେଟ୍‌ ନେତା ସକାଳୁ ଭୋଟଦାନ କରିଛନ୍ତି। ଏନସିପି (ଏସପି) ସୁପ୍ରିମୋ ଶରଦ ପାୱାର, ଶିବସେନା ନେତା ତଥା ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ, ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ

ଖୁବଶୀଘ୍ର ଭାରତ ଆସିବେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍

ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୁବଶୀଘ୍ର ଭାରତ ଗସ୍ତରେ ଆସିବେ । ଖୁବଶୀଘ୍ର ତାଙ୍କ ଗସ୍ତର ତାରିଖ ଚୂଡ଼ାନ୍ତହେବ । କ୍ରେମଲିନର ପ୍ରେସ୍ ସେକ୍ରେଟାରୀ ଦିମିତ୍ରୀ ପେସ୍କୋଭ ଆଜି ଏହି ସୂଚନା ଦେଇଛନ୍ତି। ସ୍ପୁଟନିକ୍ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ପେସ୍କୋଭ୍

ହ୍ବାଟସ୍‌ଆପ୍‌ ୟୁଜରଙ୍କ ଡାଟା ସେୟାରରେ ରୋକ୍‌ | ଭାରତ ଲଗାଇଲା ମୋଟା ଅଙ୍କର ଫାଇନ।

ସୋଶାଲ ମିଡିଆ କମ୍ପାନୀ METAକୁ ବାଜିଲା CCA ଛାଟ। ଭାରତ ଲଗାଇଲା ମୋଟା ଅଙ୍କର ଫାଇନ। ଫଳରେ ବିଶ୍ୱର ଟପ୍‌-୧୦ ବିଲେନିୟରଙ୍କ ମଧ୍ୟରୁରେ ଜଣେ ଫେସବୁକର ପ୍ୟାରେଣ୍ଟ୍ କମ୍ପାନୀ ମେଟାର ସିଇଓ ମାର୍କ ଜୁକରବର୍ଗଙ୍କୁ ଭାରତରୁ ଏକ ବଡ଼ ଝଟକା ଲାଗିଛି|୨୦୨୧ରେ ହ୍ବାଟସ୍ ଆପ୍ ଗୋପନୀୟତା

ଅସମ୍ଭାଳ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ: ଆଜିଠୁ ସବୁ ସ୍କୁଲ ବନ୍ଦ

ରାଜଧାନୀ ଦିଲ୍ଲୀରେ ଆଜି ଵି ଭୟଙ୍କର ପ୍ରଦୂଷଣରୁ ନିସ୍ତାର ନାହିଁ । କିଛି ସ୍ଥାନରେ ଏକ୍ୟୁଆଇ ରେକର୍ଡ ସ୍ତର ୫୦୦ ପାର କରିସାରିଲାଣି । ସ୍ଥିତିକୁ ନଜରରେ ରଖି ନୋଏଡା ଓ ଗୁରୁଗ୍ରାମ୍‌ରେ ଅନ୍‌ଲାଇନ୍ କ୍ଲାସ ପାଇଁ ନିଷ୍ପତ୍ତି ନିଆଯାଇଛି । ଦିଲ୍ଲୀ ୟୁନିଭର୍ସିଟି ଓ ଜେଏନ୍‌ୟୁରେ ମଧ୍ୟ

IAS କେକେ.ସଂଜୟ ମୂର୍ତ୍ତି ହେବେ ନୂଆ ସିଏଜି

ବରିଷ୍ଠ ଆଇଏଏସ ଅଧିକାରୀ ସଚିବ କେ.ସଞ୍ଜୟ ମୂର୍ତ୍ତି ଭାରତର ନୂଆ ମହାଲେଖା ପରୀକ୍ଷକ ଓ ନିୟନ୍ତ୍ରକ ବା ସିଏଜି ନିଯୁକ୍ତ ହୋଇଛନ୍ତି । ମୂର୍ତ୍ତି ବର୍ତ୍ତମାନ ଶିକ୍ଷା ମନ୍ତ୍ରଣାଳୟର ଉଚ୍ଚଶିକ୍ଷା ବିଭାଗର ସଚିବ ଅଛନ୍ତି । ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ସ୍ଥାନ ନେବେ କେ. ସଞ୍ଜୟ ମୂର୍ତ୍ତି।

ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବାରୁ ଅଢ଼େଇ ଲକ୍ଷ ଫାଇନ

ମହଙ୍ଗା ପଡ଼ିଛି ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବା । ଗୋଟିଏ କାର ଉପରେ ଲାଗିଛି ମୋଟା ଅଙ୍କର ଫାଇନ୍ । ୨.୫ ଲକ୍ଷ ଟଙ୍କା ଜରିମାନା ସହ କାର ଚାଳକଙ୍କ ଲାଇସେନ୍ସ ରଦ୍ଦ କରିଛି କେରଳ ପୋଲିସ । ଏଭଳି ଉଦାହରଣମୂଳକ ପଦକ୍ଷେପ ନେଇ କେରଳର ସ୍ଥାନୀୟ ପ୍ରଶାସନ କାର ମାଲିକଙ୍କ ଘରକୁ ଯାଇ ତାଙ୍କ

ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷାରେ ରୋବୋଟିକ୍ କୁକୁର

ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ପାଇଁ ଏକ ରୋବୋଟିକ୍ କୁକୁର ନିୟୋଜିତ କରାଯାଇଛି। ଏହି ରୋବୋଟିକ୍ କୁକୁରକୁ ଦୁନିଆର ସବୁଠାରୁ ବିପଦଜ୍ଜନକ ବୋଲି କୁହାଯାଉଛି ।ଏହି ରୋବୋଟିକ୍ କୁକୁର ଏତେ ଶକ୍ତିଶାଳୀ ଯେ ଏହା ଶତ୍ରୁର ପ୍ରତ୍ୟେକ

ମୋଦୀଙ୍କୁ ମିଳିଲା ନାଇଜେରିଆର ଦ୍ବିତୀୟ ସର୍ବୋଚ୍ଚ ସମ୍ମାନ ।  

ମୋଦୀଙ୍କୁ ମିଳିଲା ନାଇଜେରିଆର ଦ୍ବିତୀୟ ସର୍ବୋଚ୍ଚ ସମ୍ମାନ । ଆଫ୍ରିକୀୟ ଦେଶ ନାଇଜେରିଆ ପକ୍ଷରୁ ନିଜର ଦ୍ୱିତୀୟ ସର୍ବୋଚ୍ଚ ଜାତୀୟ ପୁରସ୍କାର ଗ୍ରାଣ୍ଡ କମାଣ୍ଡର ଅଫ୍ ଦି ଅର୍ଡର ଅଫ୍ ଦି ନାଇଜରରେ ସମ୍ମାନିତ କରିଛି । ଏହି ସମ୍ମାନ ପାଇବାରେ ପ୍ରଧାନମନ୍ତ୍ରୀ ମୋଦୀ ହେଉଛନ୍ତି ଦ୍ୱିତୀୟ

ବାୟୁ ପ୍ରଦୂଷଣ ଜୀବନ ପ୍ରତି ବିପଦ ସ୍ତରରେ ପହଞ୍ଚିବା ପରେ,ଆଜିଠୁ ଦିଲ୍ଲୀରେ ଜିଆର୍‌ଏପି-୪

ଦିଲ୍ଲୀରେ କ୍ରମାଗତ ପଞ୍ଚମ ଦିନ ପାଇଁ ବାୟୁ ଗୁଣବତ୍ତା ‘ଗମ୍ଭୀର’ ଶ୍ରେଣୀରେ ରହିଥିବା ବେଳେ ଆଜି ଅପରାହ୍ନରେ ବିଭିନ୍ନ ଅଂଚଳରେ ବାୟୁମାନ ସୂଚକାଙ୍କ (ଏକ୍ୟୁଆଇ) ୪୫୦ରୁ ଉପରେ ରହିଥିଲା। ବୱାନାରେ ଏହା ୪୭୧ ଛୁଇଁଥିଲା। ସୋସିଆଲ ମିଡିଆରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ

ଚଳନ୍ତା ଟ୍ରେନ୍ ସମ୍ମୁଖରେ ବା ଟ୍ରାକ୍ ଉପରେ ରିଲ୍ସ କରିବା ଏବେ ମହଙ୍ଗା ପଡ଼ିବ।

ଏଥର ରେଳଟ୍ରାକରେ ହେଉ ଅବା ଟ୍ରେନ ଭିତରେ ରିଲ୍ସ କରିବା ପଡିବ ମହଙ୍ଗା । ଏଥିପାଇଁ ରେଲୱେ ପକ୍ଷରୁ ନୋଟିସ ଜାରି କରାଯାଇଛି । ରେଳ ସୁରକ୍ଷା ପାଇଁ ବିପଦ ଆଣୁଥିବା ଲୋକଙ୍କ ଉପରେ ଏଥର କେସ୍ କରାଯିବ ।ଭାଇରାଲ ହେବା ମୋହରେ କେତେବେଳେ ଟ୍ରାକ୍ ଉପରେ ଯୁବ ପିଢ଼ି ଶୋଇ ପଡ଼ି ରିଲ୍ କରୁଛନ୍ତି ତ