Browsing Category

ଦେଶ ବିଦେଶ

ଚଳନ୍ତା ଟ୍ରେନ୍ ସମ୍ମୁଖରେ ବା ଟ୍ରାକ୍ ଉପରେ ରିଲ୍ସ କରିବା ଏବେ ମହଙ୍ଗା ପଡ଼ିବ।

ଏଥର ରେଳଟ୍ରାକରେ ହେଉ ଅବା ଟ୍ରେନ ଭିତରେ ରିଲ୍ସ କରିବା ପଡିବ ମହଙ୍ଗା । ଏଥିପାଇଁ ରେଲୱେ ପକ୍ଷରୁ ନୋଟିସ ଜାରି କରାଯାଇଛି । ରେଳ ସୁରକ୍ଷା ପାଇଁ ବିପଦ ଆଣୁଥିବା ଲୋକଙ୍କ ଉପରେ ଏଥର କେସ୍ କରାଯିବ ।ଭାଇରାଲ ହେବା ମୋହରେ କେତେବେଳେ ଟ୍ରାକ୍ ଉପରେ ଯୁବ ପିଢ଼ି ଶୋଇ ପଡ଼ି ରିଲ୍ କରୁଛନ୍ତି ତ

ଝାନସୀ ମେଡିକାଲ କଲେଜ ଅଗ୍ନିକାଣ୍ଡ, ମୃତକ ଶିଶୁଙ୍କ ପରିଜନଙ୍କୁ କ୍ଷତିପୂରଣ ଘୋଷଣା

ଉତ୍ତରପ୍ରଦେଶ ଝାନସୀ ମେଡିକାଲ କଲେଜର ଶିଶୁ ୱାର୍ଡରେ ନିଆଁ ଲାଗିବା ଯୋଗୁଁ ୧୦ ପିଲାଙ୍କର ମୃତ୍ୟୁ ହୋଇଛି । ଘଟଣାରେ ୫ ଜଣ ଶିଶୁଙ୍କ ଅବସ୍ଥା ଗୁରୁତର ରହିଛି । ଯେଉଁ ୱାର୍ଡରେ ନିଆଁ ଲାଗିଛି, ସେଠାରେ ୪୭ ନବଜାତକ ଥିଲେ । ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ କ୍ଷତିପୂରଣ ରାଶି ଘୋଷଣା

ଆଜି ହେଉଛି ଜାତୀୟ ପ୍ରେସ୍ ଦିବସ

ଜାତୀୟ ପ୍ରେସ ଦିବସ ପ୍ରତିବର୍ଷ ୧୬ ନଭେମ୍ବରରେ ଦେଶରେ ପାଳନ କରାଯାଏ। ଏହି ଦିନଟି ଗଣମାଧ୍ୟମର ସ୍ବାଧୀନତା ଏବଂ ସମାଜ ପ୍ରତି ଦାୟିତ୍ୱର ପ୍ରତୀକ ଅଟେ। ଏହି ଦିନ ହିଁ ପ୍ରେସ କାଉନସିଲ ଅଫ୍‌ ଇଣ୍ଡିଆ କାର୍ଯ୍ୟ ଆରମ୍ଭ କରିଥିଲା।୧୯୬୬ ମସିହା ଆଜିର ଦିନରେ କେନ୍ଦ୍ର ସରକାର ଭାରତୀୟ ପ୍ରେସ୍‍

ପିଏମ୍ ମୋଦୀଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ କରିବ ଏହି ଦେଶ 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଡୋମିନିକା ରାଜ୍ୟଗୋଷ୍ଠୀର ସର୍ବୋଚ୍ଚ ଜାତୀୟ ସମ୍ମାନ ପ୍ରଦାନ କରାଯିବ। ଏ ସମ୍ପର୍କରେ ଡୋମିନିକା ପକ୍ଷରୁ ଘୋଷଣା କରାଯାଇଛି। ଆସନ୍ତା ସପ୍ତାହରେ ଗୁୟାନାରେ ହେବାକୁ ଥିବା ଇଣ୍ଡିଆ-କାରିକମ୍‌ ସମ୍ମିଳନୀରେ ରାଷ୍ଟ୍ରପତି ସିଲଭାଇନ ବର୍ଟନ ମୋଦୀଙ୍କୁ

ନୂଆ ସରକାରରେ ଏଲନ ମସ୍କ ଓ ବିବେକ ରାମାସ୍ୱାମୀ ସାମିଲ ।

ଆମେରିକା କ୍ୟାବିନେଟ୍ ପାଇଁ ଟ୍ରମ୍ପଙ୍କ ପସନ୍ଦ ଭିଭିଆଇପି । ଆମେରିକା ସରକାରରେ ସାମିଲ ହେଲେ ଟେସ୍‌ଲାର ସିଇଓ ଏଲନ ମସ୍କ । ସେହିପରି ବିବେକ ରାମାସ୍ୱାମୀଙ୍କୁ ମଧ୍ୟ ବଡ଼ ଦାୟିତ୍ୱ ଦିଆଯାଇଛି। ଏଲନ ମସ୍କ ଓ ରାମାସ୍ୱାମୀଙ୍କୁ ଡିପାର୍ଟମେଣ୍ଟ୍‌ ଅଫ୍‌ ଗଭର୍ଣ୍ଣମେଣ୍ଟ୍‌ ଏଫିସେନ୍ସି (ଡିଓଜିଇ)

ସୁପ୍ରିମକୋର୍ଟଙ୍କ ବଡ ରାୟ

ନୂଆଦିଲ୍ଲୀ(ରାଜ୍ୟ କାହାଣୀ) ବେଆଇନ ନିର୍ମାଣ ଉଚ୍ଛେଦ ବା ବୁଲଡୋଜର ଆକ୍ସନ ଉପରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ସୁପ୍ରିମକୋର୍ଟ। କେବଳ ଦୋଷୀ କିମ୍ୱା ଅପରାଧିକ ମାମଲା ଆଧାରରେ କାହାର ଘର ଭଙ୍ଗାଯାଇପାରିବନି। ଅଭିଯୁକ୍ତଙ୍କ ବିରୋଧରେ ପଦକ୍ଷେପ ପୂର୍ବରୁ ନିରପେକ୍ଷ ବିଚାର ଜରୁରୀ

ଆଜି  ଝାଡ଼ଖଣ୍ଡରେ ୪୩ ସିଟ୍‌ରେ ଚାଲିଛି ଭୋଟିଂ

ଝାଡ଼ଖଣ୍ଡ‌ରେ ଆଜି ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୭ଟାରୁ ଆରମ୍ଭ ହୋଇ ଏହା ସନ୍ଧ୍ୟା ୫ଟା ଯାଏ ଚାଲିବ।। ପ୍ରଥମ ପର୍ଯ୍ୟାୟରେ ୧୫ ଜିଲ୍ଲାର ୪୩ ବିଧାନସଭା ଆସନରେ ଭୋଟ୍‌ ଗ୍ରହଣ ହେଉଛି। ଭୋଟରମାନେ ୬୮୩ ପ୍ରାର୍ଥୀଙ୍କର ଭାଗ୍ୟ

 ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବେ ମୋଦି 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ସପ୍ତାହରେ ତିନି ଦେଶ ଯାତ୍ରାରେ ବିଦେଶ ଗସ୍ତ କରିବେ। ଏହି ସମୟରେ ପ୍ରଧାନମନ୍ତ୍ରୀ ବ୍ରାଜିଲରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବେ। ସମ୍ମିଳନୀରେ ବୈଶ୍ଵିକ ପ୍ରସଙ୍ଗରେ ଭାରତର ପକ୍ଷ ଉପସ୍ଥାପନ କରିବେ । ଏହା ପରେ

ଟାଟୁ କରି ଏଚ୍ଆଇଭି ସଂକ୍ରମଣ ହେଲେ ଗର୍ଭବତୀ ମହିଳା 

ଭୁବନେଶ୍ୱର(ରାଜ୍ୟକାହାଣୀ)ଟାଟୁ କରି ଏଚଆଇଭି ସଂକ୍ରମଣର ଶିକାର ହୋଇଛନ୍ତି ୬୮ ମହିଳା । ଗାଜିଆବାଦରେ ୬୮ ମହିଳା ଏଚଆଇଭି ସଂକ୍ରମିତ ହେବା ଖବର ମିଳିବା ପରେ ସ୍ୱାସ୍ଥ୍ୟ ବିଭାଗରେ ଚାଞ୍ଚଲ୍ୟ ଖେଳିଯାଇଛି । ସଂକ୍ରମିତ ମହିଳାଙ୍କ ମଧ୍ୟରେ ଗର୍ଭବତୀ ଥିବା ଜଣାପଡିଛି । ଏହି ମହିଳାଙ୍କୁ ସଂକ୍ରମଣର

ଆଧାର କାର୍ଡ ସହିତ ପାନକୁ ଲିଙ୍କ୍ କରିବାର ଶେଷ ତାରିଖ: ଅଚଳ ହୋଇଯିବ ପାନ୍ କାର୍ଡ

ଆୟକର ବିଭାଗ କରଦାତାମାନଙ୍କୁ ସେମାନଙ୍କର ସ୍ଥାୟୀ ଆକାଉଣ୍ଟ ନମ୍ବର (ପାନ୍) କୁ ଡିସେମ୍ବର ୩୧, ୨୦୨୪ ପୂର୍ବରୁ ଆଧାର କାର୍ଡ ସହିତ ଲିଙ୍କ୍ କରିବାକୁ ଅନୁରୋଧ କରିଛି। ଏହା କରିବାରେ ବିଫଳ ହେଲେ ପାନ୍ କାର୍ଡ ନିଷ୍କ୍ରିୟ ହୋଇପାରେ, ଯାହା କାରବାର ସମସ୍ୟା ଏବଂ ଅନ୍ୟାନ୍ୟ ଜଟିଳତା ସୃଷ୍ଟି