Browsing Category

ଦେଶ ବିଦେଶ

କୁକୁର ଖୋଜିଲେ ମିଳିବ ୫୦ ହଜାର

ଉତ୍ତର ପ୍ରଦେଶର ଆଗ୍ରାରେ ଏକ କୁକୁର ନିଖୋଜ ହେବା ଖବର ଚର୍ଚ୍ଚାର ବିଷୟ ହୋଇଛି । ଖାସ୍ କଥା ହେଉଛି, ନିଖୋଜ କୁକୁରକୁ ଖୋଜି ଆଣିଲେ ୫୦ ହଜାର ଟଙ୍କା ନଗଦ ପୁରସ୍କାର ରାଶି ଦିଆଯିବ ବୋଲି ଘୋଷଣା କରାଯାଇଛି । ଘଟଣାଟି କିଛି ଏମିତି ଆଗ୍ରା ବୁଲିବାକୁ ଆସିଥିବା ଦମ୍ପତିଙ୍କ ପୋଷା କୁକୁରଟି ୫

ରାମ ମନ୍ଦିର ଉପରେ ଆକ୍ରମଣ କରିବାକୁ ଧମକ ଦେଲା ଖଲୀସ୍ତାନୀ ଆତଙ୍କବାଦୀ

ଖଲିସ୍ତାନୀ ଆତଙ୍କୀ ତଥା ଶିଖ୍ ଫର୍ ଜଷ୍ଟିସ (ଏସଏଫଜେ) ର ମୁଖିଆ ଗୁରପତବନ୍ତ ସିଂ ପନ୍ନୁ ଅଯୋଧ୍ୟା ରାମ ମନ୍ଦିରକୁ ବୋମାରେ ଉଡ଼ାଇ ଦେବାକୁ ଧମକ ଦେଇଛନ୍ତି । ସେ ଏକ ଭିଡିଓ ଜାରି କରି ଏହି ଧମକ ଦେଇଛନ୍ତି । ଏଥିରେ ସେ କାନାଡାର ହିନ୍ଦୁ ସାଂସଦ ଚନ୍ଦ୍ର ଆର୍ଯ୍ୟଙ୍କୁ ମଧ୍ୟ ଧମକ ଦେଇଥିବା

ସୋମବାର ଭିସ୍ତାରା ଏୟାରଲାଇନ୍ସର ଶେଷ ଉଡ଼ାଣ

ପୂର୍ଣ୍ଣ ସେବା ପ୍ରଦାନକାରୀ ଏୟାରଲାଇନ ଭିସ୍ତାରା ସୋମବାର ଏହାର ଶେଷ ଉଡ଼ାଣ ଭରିବ। ମଙ୍ଗଳବାରଠାରୁ ଏହି ଏୟାରଲାଇନ ଏୟାର ଇଣ୍ଡିଆ ଗ୍ରୁପରେ ମିଶିଯିବ। ଏହି ବିଲୟ ସହିତ ଭାରତୀୟ ବିମାନସେବା ବ୍ୟବସାୟରେ ପୂର୍ଣ୍ଣ ସେବା ପ୍ରଦାନକାରୀ ବିମାନ ସଂଖ୍ୟା ହ୍ରାସ ପାଇ କେବଳ ଗୋଟିଏ ରହିବ।

କାହିଁକି ବନ୍ଦ ହେଲା ପୁରୁଣା ୫ ଟଙ୍କିଆ କଏନ ?

ଭାରତୀୟ ବଜାରରେ ୫ ଟଙ୍କା କଏନର ଯଥେଷ୍ଟ ଗୁରୁତ୍ୱ ରହିଛି। ହେଲେ ଏବେ ବଜାରରେ ଆଉ ପୁରୁଣା ୫ ଟଙ୍କା କଏନ ମିଳୁ ନାହିଁ। ମୋଟା ୫ ଟଙ୍କା କଏନର ଅଭାବ ଏବେ ଅନୁଭବ କରୁଥିବେ।ଏହି ମୋଟା ୫ ଟଙ୍କିଆ ମୁଦ୍ରାର ଅବୈଧ ତସ୍କରୀ ମଧ୍ୟ ଚିନ୍ତାଜନକ ହୋଇଥିଲା। ଖାସ କରି ବାଂଲାଦେଶରେ ଏହି ମୁଦ୍ରାଗୁଡିକୁ

୧୦ ଫୁଟର ଗାତ ଖୋଳି ବିଧି ବିଧାନର  ସହ କାରକୁ ଅନ୍ତିମ ସଂସ୍କାର ,ସାମିଲ ହେଲେ ୧୫ଶହ ଲୋକ

ସମାଧି ନେଲା କାର୍ । ଏହି ଖବର ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିବ ଆଉ ଭାବୁଥିବେ ସାମାଧି ତ ସାଧୁ ସନ୍ଥ ନିଅନ୍ତି କିନ୍ତୁ କାର୍ ସମାଧି ନେବା ଘଟଣା ଟିକେ ଆଶ୍ଚର୍ଯ୍ୟ ଲାଗୁଛି । ଗୁଜରାଟର ଏହି ପରିବାର ୧୨ ବର୍ଷ ତଳର ପୁରୁଣା ଗାଡ଼ି ପାଇଁ ଗୋଟିଏ ବିରାଟ ଅନ୍ତିମ ସଂସ୍କାରର

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା । 

ଶପଥ ନେଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍ ସଞ୍ଜୀବ ଖାନ୍ନା । ଜଷ୍ଟିସ୍ ଖାନ୍ନା ୫୧ ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି । ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ।ଜଷ୍ଟିସ ଖାନ୍ନା ପ୍ରଧାନ ବିଚାରପତି

ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ସଞ୍ଜୀବ ଖାନ୍ନା ଆଜି ଶପଥ ଗ୍ରହଣ କରିବେ।

ବହୁ ଗୁରୁତ୍ୱପୂର୍ଣ୍ଣ ସୁପ୍ରିମକୋର୍ଟ ରାୟ ସହ ଜଡ଼ିତ ଥିବା ସର୍ବବରିଷ୍ଠ ବିଚାରପତି ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା ସୋମବାର ଭାରତର ୫୧ତମ ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଶପଥ ଗ୍ରହଣ କରିବେ। ସୋମବାର ପୂର୍ବାହ୍ନ ୧୦ଟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ତାଙ୍କୁ ଶପଥ ପାଠ

ଅବସର ପରେ ଚନ୍ଦ୍ରଚୂଡଙ୍କୁ କ’ଣ ମିଳିବ ସୁବିଧା

ଭାରତରେ ସୁପ୍ରିମକୋର୍ଟର ମୁଖ୍ୟ ଅର୍ଥାତ୍‌ ପ୍ରଧାନ ବିଚାରପତି (ସିଜେଆଇ) ହେଉଛି ଭାରତୀୟ ନ୍ୟାୟପାଳିକାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଦ। ଏହା କେବଳ ଏକ ସମ୍ମାନଜନକ ପଦବୀ ନୁହେଁ, ବରଂ ଏହା ସହିତ ବିଶେଷ ଅଧିକାର ମଧ୍ୟ ବହନ କରେ,ଯାହା ପ୍ରଧାନ ବିଚାରପତିଙ୍କ ଅବସର ପରେ ମଧ୍ୟ ଜାରି

ଆମେରିକାରେ ମୁଁ ମୋର ଭବିଷ୍ୟତ ଦେଖୁନାହିଁ:  ଏଲନ ମସ୍କଙ୍କ ଝିଅ

ଟ୍ରମ୍ପ୍ ରାଷ୍ଟ୍ରପତି ନିର୍ବାଚନ ଜିତିବା ପରେ ଏଲନ ମସ୍କ ଖୁସି ମଧ୍ୟ ବ୍ୟକ୍ତ କରିଥିଲେ । କିନ୍ତୁ ଏବେ ମସ୍କଙ୍କ ଟ୍ରାନ୍ସ ଝିଅ ଭିଭିୟାନ ଜେନା ୱିଲସନ ଟ୍ରମ୍ପଙ୍କ ବିଜୟକୁ ନେଇ ଖୁସି ନାହାନ୍ତି । ସେ ଘୋଷଣା କରି କହିଛନ୍ତି ଯେ ବର୍ତ୍ତମାନ ସେ ଆମେରିକାରେ ରହିବାକୁ ଚାହୁଁନାହାନ୍ତି ।ୟୁଏସ୍

ଭାରତକୁ ମହାନ ଶକ୍ତି କହିଲେ ପୁଟିନ

ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତର ପ୍ରଶଂସା କରି ଭାରତକୁ ଏକ ମହାନ ଶକ୍ତି ବୋଲି କହିଛନ୍ତି। ଭାରତର ଅର୍ଥବ୍ୟବସ୍ଥା, ସଂସ୍କୃତି ଏବଂ ଭବିଷ୍ୟତରେ ସମ୍ଭାବନାକୁ ଖୁବ ପ୍ରଶଂସା କରିଥିଲେ। ଭାରତର ଆର୍ଥିକ ଅଭିବୃଦ୍ଧି ଏବଂ ଏହାର ବିଶାଳକା ଦୃଷ୍ଟିରେ ରଖି ଏହାକୁ ବୈଶ୍ୱିକ ମହାଶକ୍ତି