Browsing Category

ଦେଶ ବିଦେଶ

ଅଢେଇଶ ଆଳୁ ଚୋରି ହୋଇଥିବା ଅଭିଯୋଗ ଆଣିଲେ ଜଣେ ବ୍ୟକ୍ତି 

ଉତ୍ତରପ୍ରଦେଶର ହରଦୋଇ ଜିଲ୍ଲାରୁ ଘଟଣାଟି କିଛି ଏମିତି ଅଛି | ଦୀପାବଳି ପୂର୍ବରୁ ୟୁପି ପୁଲିସ୍ ପାଖକୁ ଏକ ଏମରଜେନ୍ସି କଲ୍ ଆସିଲା । ୧୧୨ ନମ୍ବରରେ ଡାଏଲ୍ କରି ବିଜୟ ବର୍ମା ନାମକ ଜଣେ ବ୍ୟକ୍ତି ତାଙ୍କର ଆଳୁ ଚୋରି ହୋଇଥିବା ଅଭିଯୋଗ ଆଣିଲେ । ଖବର ଶୁଣି ପୁଲିସ୍ ତୁରନ୍ତ ଉକ୍ତ ସ୍ଥାନକୁ ଗଲେ

କୁକୁରଙ୍କୁ  ବିସ୍କୁଟ୍‌ ଖାଇବାକୁ ଦେଇ LETର ଟପ୍‌ କମାଣ୍ଡରକୁ ମାରିଲେ ସିଆର୍‌ପିଏଫ୍‌

ଜମ୍ମୁ-କଶ୍ମୀରରେ ମିଳିଲା ସେନାକୁ ବଡ଼ ସଫଳତା। ସିଆର୍‌ପିଏଫ୍‌ ଏବଂ ଜମ୍ମୁ-କଶ୍ମୀର ପୁଲିସ ଶନିବାର ଶ୍ରୀନଗରସ୍ଥିତ ଖାନ୍‌ୟାର ଅଞ୍ଚଳରେ ଦିନ ତମାମ ଏକ ମିଳିତ ଅପରେଶନ୍‌ରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି)ର ଟପ୍‌ କମାଣ୍ଡର ଉସ୍‌ମାନ୍‌ଙ୍କୁ ନିପାତ

ବଦଳିଲା ୩ ରାଜ୍ୟର ଉପ ନିର୍ବାଚନ ତାରିଖ

ଉତ୍ତରପ୍ରଦେଶ, ପଞ୍ଜାବ ଏବଂ କେରଳର ୧୪ ଟି ବିଧାନସଭା ଆସନ ପାଇଁ ଉପ-ନିର୍ବାଚନର ତାରିଖ ପରିବର୍ତ୍ତନ କରାଯାଇଛି। ଏହି ଆସନଗୁଡିକରେ ଭୋଟ ବର୍ତ୍ତମାନ ନଭେମ୍ବର ୧୩ ପରିବର୍ତ୍ତେ ନଭେମ୍ବର ୨୦ରେ ହେବ। ସୂଚନା ଥାଉକି, ବିଭିନ୍ନ ପର୍ବପର୍ବାଣୀ ଯୋଗୁଁ ଉତ୍ତରପ୍ରଦେଶ, କେରଳ ଏବଂ ପଞ୍ଜାବର

ପାକସ୍ଥଳୀରୁ ବାହାରିଲା ବ୍ୟାଟେରି, ଚେନ୍‌, ବ୍ଲେଡ ସମେତ ୬୫ ଜିନିଷ

ଉତ୍ତରପ୍ରଦେଶ ହାଥ୍ରାସ୍‌ ଅଞ୍ଚଳର ଜଣେ ୧୪ ବର୍ଷୀୟ ବାଳକଙ୍କ ପେଟରେ ଅସ୍ତ୍ରୋପଚାର କରାଯାଇ ବ୍ୟାଟେରି, ଚେନ୍‌, ରେଜର ବ୍ଲେଡ ଫ୍ରାଗମେଣ୍ଟ, ସ୍କ୍ରୁ ସମେତ ୬୫ଟି ବସ୍ତୁ ମିଳିଛି। ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଦୀର୍ଘ ୫ ଘଣ୍ଟା ଧରି ଅସ୍ତ୍ରୋପଚାର ଚାଲିଥିଲା। ଏହାର କିଛି ଘଣ୍ଟା ପରେ

ପ୍ରେମ ପାଇଁ ୩୨ ବର୍ଷର ପୁଅକୁ ଛାଡି ବ୍ରାଜିଲରୁ ଭାରତ ଆସିଲେ ମହିଳା

ଛତିଶଗଡରେ ବାସ କରୁଥିବା ଯୁବକଙ୍କ ପ୍ରେମରେ ଫସି ଯାଇଛନ୍ତି ବ୍ରାଜିଲରେ ରହୁଥିବା ମହିଳା ଜଣଙ୍କ । ମହିଳା ପ୍ରେମରେ ଏମିତି ପଡି ଯାଇଛନ୍ତି ଯେ ନିଜ ଘର ଓ ସଂସାର ପରିବାରକୁ ଛାଡି ଦେଇଛନ୍ତି । କଥା କେବଳ ଏତିକିରେ ସରିନି ନିଜ ପ୍ରେମକୁ ସଫଳ କରିବା ପାଇଁ ବିବାହ ବନ୍ଧନରେ ବାନ୍ଧି ହେବାପାଇଁ

୫୦ କ୍ଷତ ଚିହ୍ନ ସହ ଥିଲା କାମୁଡ଼ା ଦାଗ କିନ୍ତୁ ବଞ୍ଚିଗଲା ଶିଶୁ 

କଥାରେ ଅଛି ‘ରଖେ ହରି ତ ମାରେ କିଏ’। ଏହାର ସତ୍ୟତା ମଧ୍ୟ ରହିଛି। ଯାହାକୁ ରକ୍ଷା କରିବାକୁ ସ୍ଵୟଂ ଭଗବାନଙ୍କ ଆଶୀର୍ବାଦ ରହିଥିବ ତା’କୁ କିଏ ମାରିବ ? ଏମିତି ଏକ ଲୋମଟାଙ୍କୁରା ଘଟଣା ସାମ୍ନାକୁ ଆସିଛି ଉତ୍ତର ପ୍ରଦେଶରୁ। ଏକ ୨ ମାସର ଶିଶୁର ଜୀବନଯାତ୍ରା ଯେକୌଣସି ବ୍ୟକ୍ତିଙ୍କୁ ଆଶ୍ଚର୍ଯ୍ୟ

ଗୁଗଲ୍‌ ଉପରେ ରୁଷ୍‌ ଏକ ବିଶାଳ ରାଶି ଜରିମାନା ଲଗାଇଛି। 

ଗୁଗଲ୍‌ ଉପରେ ରୁଷ୍‌ ଏକ ବିଶାଳ ରାଶି ଅର୍ଥାତ୍‌ ୨୦ ଡେସିଲିଅନ୍ ଡଲାର(୨ ପରେ ୩୪ଟି ଶୂନ ଥିବା ସଂଖ୍ୟା)ର ଜରିମାନା ଲଗାଇଛି। ୨୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା। ଋଷିଆ ପକ୍ଷରୁ ଗୁଗଲ ଉପରେ ଏହି ତାଜୁବ କରିଦେବା ପରି ଏତେ ବଡ଼ ପରିମାଣର ଜରିମାନା

ଚଳିତ ଶୀତ ଅଧିବେଶନରେ ପୁଣି ପୁରୁଣା ସଂସଦରେ ବସିବେ ଏମପି

ସଂସଦର ଶୀତ ଅଧିବେଶନ ଚଳିତ ମାସରେ ଆରମ୍ଭ ହୋଇପାରେ । ଏହି ଅଧିବେଶନ ନଭେମ୍ୱର ୨୫ରୁ ଡିସେମ୍ୱର ୨୦ ଯାଏ ଚାଲିପାରେ । ଟାଇମ୍ସ ଅଫ୍ ଇଣ୍ଡିଆର ଏକ ରିପୋର୍ଟ ଅନୁସାରେ ନଭେମ୍ୱର ୨୫ରେ ଶୀତ ଅଧିବେଶନ ଆରମ୍ଭ ହୋଇପାରେ । ତେବେ ଖାସ୍ କଥା ଏହା ଯେ ଏହି ଅଧିବେଶନରେ ଗୋଟିଏ ଦିନ ଗୃହର ସାଂସଦ ସଂସଦର

ଆଉ ଏକ ବାତ୍ୟା ଭୟ କିନ୍ତୁ ଓଡିଶା ପ୍ରତି….

ଭୁବନେଶ୍ୱର(ରାଜ୍ୟକାହାଣୀ) ସତ ହେବ କି ପାଞ୍ଜି କଥା ? ନଭେମ୍ବରରେ ହେବ କି ବାତ୍ୟା ? କିଛି ଏମିତି ଚର୍ଚ୍ଚା ଭିତରେ ଚିନ୍ତା ବଢାଇଛି IMD ଏକ୍ସଟେଣ୍ଡେଡ୍‌ ରେଞ୍ଜ ଫୋରକାଷ୍ଟର ଆକଳନ। ଦକ୍ଷିଣ ବଙ୍ଗୋପସାଗରରେ ୫ ନଭେମ୍ବରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ଏହା ଧୀରେଧୀରେ

ମହାକାଳ ମନ୍ଦିରରେ  ଭେଣ୍ଡିଂ ମେସିନରୁ ବାହାରିବ ପ୍ରସାଦ ପ୍ୟାକେଟ୍ ।

ଭେଣ୍ଡିଂ ମେସିନରୁ ବାହାରିବ ପ୍ରସାଦ ପ୍ୟାକେଟ୍ । ପ୍ରସାଦ ପାଇଁ ଆଉ ଛିଡାହେବାକୁ ପଡିବନି ଲମ୍ୱା ଲାଇନ୍‌ରେ । କେବଳ କ୍ୟୁଆର କୋଡ ସ୍କାନ କରି ପେମେଣ୍ଟ କଲେ ବାହାରିବ ଲଡୁ ପ୍ୟାକେଟ । ମଧ୍ୟପ୍ରଦେଶର ଉଜ୍ଜେୟନସ୍ଥିତ ମହାକାଳେଶ୍ୱର ମନ୍ଦିରରେ ହେବାକୁ ଯାଉଛି ଏପରି ବ୍ୟବସ୍ଥା ।