Browsing Category

ଦେଶ ବିଦେଶ

ନଭେମ୍ବରରେ ୧୩ ଦିନ ବ୍ୟାଙ୍କ ଛୁୁଟି

ନଭେମ୍ବରରେ ପର୍ବ, ଆରବିଆଇର ନିର୍ଦ୍ଦେଶାବଳୀ ଅନୁଯାୟୀ ମାସର ୪ଟି ରବିବାର ବ୍ୟତୀତ ବ୍ୟାଙ୍କଗୁଡିକ ମାସର ଦ୍ୱିତୀୟ ଏବଂ ଚତୁର୍ଥ ଶନିବାରରେ ପୂର୍ବ ପରି ବନ୍ଦ ରହିବ। ଏଠାରେ ଦେଶର ବିଭିନ୍ନ ରାଜ୍ୟର ପର୍ବ ପର୍ବାଣୀ ସହ ସମସ୍ତ ୧୩ ଛୁଟିଦିନର ତାଲିକା ଉପରେ ନଜର ପକାନ୍ତୁ, ବ୍ୟାଙ୍କ ଛୁଟିଦିନରେ,

ଆଖିବୁଜିଲେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା

ଦେଶର ଜଣାଶୁଣା ଅର୍ଥଶାସ୍ତ୍ରୀ, ତଥା ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ପରାମର୍ଶଦାତା ପରିଷଦର ଚେୟାରମ୍ୟାନ୍ ବିବେକ ଦେବରାୟଙ୍କ ପରଲୋକ । ୬୯ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ଦେବ୍ରୋ ରାମକୃଷ୍ଣ ମିଶନ ବିଦ୍ୟାଳୟ (ନରେନ୍ଦ୍ରପୁର), ପ୍ରେସିଡେନ୍ସି କଲେଜ (କୋଲକାତା), ଦିଲ୍ଲୀ ସ୍କୁଲ ଅଫ

ପୁଣି ବଢ଼ିଲା ଗ୍ୟାସ୍‌ ସିଲିଣ୍ଡର ଦାମ୍‌

ଦୀପାବଳି ପରେ ପରେ ପଡ଼ିଲା ମହଙ୍ଗା ମାଡ଼ । ବଢ଼ିଲା ଗ୍ୟାସ୍‌ ସିଲିଣ୍ଡର ଦର। ଗତ ମାସ ପରି ଚଳିତ ମାସ ବି ବଢ଼ିଛି କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ଦାମ । ୧୯ କିଲୋଗ୍ରାମ ଗ୍ୟାସ୍‌ ଯୁକ୍ତ କମର୍ସିଆଲ ଏଲପିଜି ସିଲିଣ୍ଡରର ଦାମ୍‌ ୬୨ ଟଙ୍କା ଲେଖା ବଢ଼ିଛି । ଆଜିଠୁ ଏହି ନୂଆ ଦର ଲାଗୁ ହେବ । ଗତ

ନିଜ୍ଜାର ହତ୍ୟା ପାଇଁ ଶାହା ଦେଇଥିଲେ ନିର୍ଦ୍ଦେଶ,କାନାଡ଼ାର ଅଭିଯୋଗ

ନାଡାରେ ଶିଖ୍‌ ବିଚ୍ଛିନ୍ନତାବାଦୀ ନେତାମାନଙ୍କୁ ଟାର୍ଗେଟ କରିବା ପାଇଁ ହିଂସା, ଧମକ ଓ ଗୋଇନ୍ଦା ତଥ୍ୟ ସଂଗ୍ରହର ଏକ ଅଭିଯାନ ଚଳାଇବାକୁ ଭାରତର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ନିର୍ଦ୍ଦେଶ ଦେଇଥିବା ଓଟ୍ଟାଓ୍ବା ପକ୍ଷରୁ କୁହାଯାଇଛି। ଏହି ଅଭିଯୋଗ ଭାରତ-କାନାଡା ସମ୍ପର୍କରେ ଆହୁରି

ସୀମାରେ ପହଞ୍ଚି ଯବାନମାନଙ୍କ ସହ ଦୀପାବଳି ପାଳିଛନ୍ତି ପ୍ରଧାନମନ୍ତ୍ରୀ 

ସାରା ଦେଶ ସହ ବିଶ୍ୱର ଅନେକ ସ୍ଥାନରେ ଦୀପାବଳିକୁ ଧୂମଧାମରେ ପାଳନ କରାଯାଉଛି । ଅନ୍ୟପଟେ ସେନାର ଯବାନ କିନ୍ତୁ ଏହି ଉତ୍ସବରେ ବି ସୀମାରେ ମୁତୟନ ରହି ନିଜ ଦାୟିତ୍ୱ ତୁଲାଉଛନ୍ତି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିବର୍ଷ ପରି ଏଥର ବି ସେନାର ଯବାନଙ୍କ ମଧ୍ୟରେ ଦୀପାବଳି

ଲଦାଖ ଏଲଏସିରେ ସୁଧୁରୁଛି ସ୍ଥିତି

କୂଟନୈତିକ ସ୍ତରରେ ଚୁକ୍ତି ପରେ ସୀମାରେ ଭାରତ ଓ ଚାଇନା ମଧ୍ୟରେ ସମ୍ପର୍କ ସୁଧାର ଆସିଛି। ଗୁରୁବାର ଦୁଇ ପକ୍ଷର ସୈନିକ ଦୀପାବଳି ଅବସରରେ ପରସ୍ପର ମିଠା ବିନିମୟ କରି ଶୁଭେଚ୍ଛା ଜଣାଇଛନ୍ତି। ଏଥିସହିତ ପ୍ରକୃତ ନିୟନ୍ତ୍ରଣ ରେଖା(ଏଲଏସି)ରେ ସଂଘର୍ଷ ହୋଇଥିବା ଡେପସାଙ୍ଗ ଏବଂ ଡେମଚୋକରେ

ବ୍ରିଟେନରୁ ଫେରିଲା ୧୦୨ ଟନ୍ ସୁନା

ଭାରତୀୟ ରିଜର୍ଭ ବ୍ୟାଙ୍କ କହିଛି କି ବ୍ରିଟେନରେ ଥିବା ବ୍ୟାଙ୍କ ଅଫ୍ ଲଣ୍ଡନରୁ ୧୦୨ ଟନ ସୁନା ଫେରାଇ ଆଣି ସୁରକ୍ଷିତ ସ୍ଥାନକୁ ପଠାଇଦିଆଯାଇଛି । ବିଦେଶୀ ମୁଦ୍ରାଭଣ୍ଡାରର ପ୍ରବନ୍ଧନର ନୂଆ ରିପୋର୍ଟ ମୁତାବକ ସେପ୍ଟେମ୍ବର ଶେଷ ସୁଦ୍ଧା ରିଜର୍ଭବ୍ୟାଙ୍କ ପାଖରେ ଥିବା ୮୫୫ ଟନ ସୁନା

ହେଡଫୋନ ଲଗେଇ ଟ୍ରାକ୍‌ରେ ବସିଥିଲେ ଛାତ୍ର ଆଉ ପରେ….

ମୋବାଇଲ ମାନିଆ ହେଲା କାଳ। ଅକାଳରେ ଚାଲିଗଲା ଜଣେ ଯୁବକଙ୍କ ଜୀବନ । ହେଡଫୋନ୍‌ ଦେଇ ଯୁବକଜଣକ ରେଲୱେ ଟ୍ରାକ୍‌ରେ ମୋବାଇଲ ଦେଖୁଥିବା ବେଳେ ମାଡ଼ିଗଲା ଟ୍ରେନ୍‌ । ଏପରି ଏକ ଅଘଟଣ ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ଘଟିଛି|ମୃତକ ୨୦ ବର୍ଷୀୟ ମାନରାଜ ତୋମାର ବୋଲି ଜଣାଯାଇଛି। ସେ ଜଣେ ବିବିଏ

୨ ଲକ୍ଷ ଟଙ୍କାର ଲେଦର ବ୍ୟାଗକୁ ନେଇ ବିବାଦ ପରେ ମୁହଁ ଖୋଲିଲେ ଜୟା

ଦୁଇ ଲକ୍ଷରୁ ଅଧିକ ଟଙ୍କାର ବ୍ୟାଗ ଧରି ସମାଜିକ ଗଣମାଧ୍ୟମରେ ସମାଲୋଚନାର ଶିକାର ହୋଇଥିବା ଆଧ୍ୟାତ୍ମିକ ପ୍ରବଚକ ଜୟା କିଶୋରୀ ମୁହଁ ଖୋଲିଛନ୍ତି। ସେ ବିବାଦ ଉପରେ ପ୍ରତିକ୍ରିୟା ରଖି ବଡ଼ କଥା କହିଛନ୍ତି।ସେ କହିଛନ୍ତି, ସବୁବେଳେ ସନାତନ ଧର୍ମକୁ ଟାର୍ଗେଟ କରାଯାଇଥାଏ। ଏଥର ମଧ୍ୟ ଠିକ୍‌

ରାଷ୍ଟ୍ରପତି ଭବନରେ ୪ କୋଣାର୍କ ଚକ ପ୍ରତିକୃତି ସ୍ଥାପିତ କରାଯାଇଛି 

ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ର ଓ ନୂଆଦିଲ୍ଲୀର ଅମୃତ ଉଦ୍ୟାନରେ ବାଲୁକା ପଥରରେ ନିର୍ମିତ କୋଣାର୍କ ଚକ୍ରର ୪ଟି ପ୍ରତିକୃତି ସ୍ଥାପନ କରାଯାଇଛି। ପର୍ଯ୍ୟଟକଙ୍କ ମଧ୍ୟରେ ଦେଶର ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶିତ କରିବା ଏବଂ ପ୍ରୋତ୍ସାହିତ କରିବା ଏହି ପ୍ରତିଷ୍ଠାର ଉଦ୍ଦେଶ୍ୟ।ଓଡ଼ିଶାର