Browsing Category

ଦେଶ ବିଦେଶ

ଗ୍ୟାଙ୍ଗଷ୍ଟର ଲରେନ୍ସଙ୍କ ପାଇଁ ପରିବାର ଲୋକେ ଜେଲ୍‌ରେ ଖର୍ଚ୍ଚ କରନ୍ତି ୪୦ଲକ୍ଷ ଟଙ୍କା

ବଲିଉଡ ଅଭିନେତା ସଲମାନ ଖାନ୍‌ଙ୍କୁ ହତ୍ୟା ଉଦ୍ୟମ, ଆମେରିକାରେ ଖଲିସ୍ତାନୀ ଆତଙ୍କବାଦୀଙ୍କ ରହସ୍ୟମୟ ହତ୍ୟା, ସିଦ୍ଧୁ ମୁସେୱାଲା ହତ୍ୟା, ଏନ୍‌ସିପି ନେତା ବାବା ସିଦ୍ଦିକିଙ୍କ ହତ୍ୟା ଆଦି ମାମଲାରେ ଚର୍ଚ୍ଚିତ ଗ୍ୟାଙ୍ଗ୍‌ଷ୍ଟର ଲରେନ୍ସ ବିଷ୍ଣୋଇକୁ ନେଇ ପରିବାର ମୁହଁ ଖୋଲିଛନ୍ତି। ତେବେ

ଫୋନରେ ମିଛ ଧମକ ହେବ ଧର୍ତ୍ତବ୍ୟ ଅପରାଧ

ଲଗାତାର ଭାବେ ଭାରତୀୟ ବିମାନଗୁଡିକୁ ବୋମା ଧମକ ମିଳିବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ। ଏପରି ଅପରାଧକୁ ରୋକିବା ପାଇଁ ଆଇନରେ ସଂଶୋଧନ ଆଣିବାକୁ ଆଲୋଚନା ଚାଲିଥିବା ସେ କହିଛନ୍ତି। ବର୍ତ୍ତମାନ ସମୟରେ ଯେଉଁପରି ଭାବେ ବିମାନରେ

ଅଧିକ ସନ୍ତାନ ଥିଲେ ଆର୍ଥିକ ସହାୟତା ଦିଆଯିବ:ଆନ୍ଧ୍ର ମୁଖ୍ୟମନ୍ତ୍ରୀ 

ଆନ୍ଧ୍ରପ୍ରଦେଶରେ ବଢ଼ୁଛି ବୟସ୍କଙ୍କ ସଂଖ୍ୟା। ଜନସଂଖ୍ୟାର ଏକ ବୃହତ୍ତ ଅଂଶ ବୟସ୍କ ଶ୍ରେଣୀରେ ଯାଉଛନ୍ତି। ଏହି ସମସ୍ୟାରୁ ମୁକୁଳିବାକୁ ରାଜ୍ୟରେ ଜନସଂଖ୍ୟା ବଢ଼ାଇବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ। ଏହାକୁ ପ୍ରୋତ୍ସାହିତ କରିବାକୁ ଯାଇ ଲୋଭନୀୟ ଅଫର ବି ଘୋଷଣା

ବିଜୟା ରାହତକର ଜାତୀୟ ମହିଳା ଆୟୋଗର ଅଧ୍ୟକ୍ଷା ନିଯୁକ୍ତ

କେନ୍ଦ୍ର ସରକାର ବିଜୟା କିଶୋର ରାହଟକରଙ୍କୁ ଜାତୀୟ ମହିଳା ଆୟୋଗର ନୂତନ ଚେୟାରମ୍ୟାନ ଭାବରେ ନିଯୁକ୍ତ କରିଛନ୍ତି। ରେଖା ଶର୍ମାଙ୍କ ସ୍ଥାନରେ ବିଜୟା କିଶୋର ରାହଟକରଙ୍କୁ ଜାତୀୟ ମହିଳା ଆୟୋଗ (ଏନସିଡବ୍ଲ୍ୟୁ) ର ନବମ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି।ଶ୍ରୀମତୀ ରାହତକର ମହାରାଷ୍ଟ୍ର ରାଜ୍ୟ

ରାଜଧାନୀର ପାଣି ପବନରେ ବିଷ !

ବିଷ ବଳୟରେ ରାଜଧାନୀ ଦିଲ୍ଲୀ। ଦୀପାବଳି ପୂର୍ବରୁ ଡରାଇଲାଣି ପ୍ରଦୂଷଣ। ବିଷାକ୍ତ ହୋଇଗଲାଣି ବାୟୁ। ଚାରିଆଡେ ଢ଼ାଙ୍କି ହୋଇଗଲାଣି ଧୂଆଁର ମୋଟା ଚାଦର।ଶନିବାର ସକାଳେ ଦିଲ୍ଲୀରେ ବାୟୁର ଗୁଣବତ୍ତା ନିମ୍ନସ୍ତରକୁ ଖସିଆସିଛି। ବିଭିନ୍ନ ଅଞ୍ଚଳରେ ଏୟାର କ୍ୱାଲିଟି ଇଣ୍ଡେକ୍ସ ୩୦୦ ପାର୍‌

ସାପକୁ ବେକରେ ଗୁଡ଼ାଇ ଡାକ୍ତରଖାନାରେ ପହଁଚିଲେ ବ୍ୟକ୍ତି 

ବିହାରର ଜଣେ ବ୍ୟକ୍ତିଙ୍କୁ ଦୁନିଆର ସବୁଠୁ ବିଷଧର ସାପ ଭାବେ ବିବେଚନା କରାଯାଉଥିବା ଚନ୍ଦନ ମନ୍ଦନ ବୁଢା ଚୋଟ ମାରିବା ପରେ ତାକୁ ବେକରେ ଗୁଡ଼ାଇ ଡାକ୍ତରଖାନାରେ ପହଞ୍ଚିଛନ୍ତି। ଲୁଙ୍ଗି ଓ ଗଞ୍ଜି ପିନ୍ଧିଥିବା ବ୍ୟକ୍ତିଙ୍କ ବେକରେ ବୁଢା ସାପକୁ ଦେଖି ଡାକ୍ତରଖାନାରେ ରୋଗୀଙ୍କଠାରୁ ଆରମ୍ଭ କରି

ପୁଟିନଙ୍କ ନିମନ୍ତ୍ରଣରେ ୨୨ରେ ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ

ଆସନ୍ତା ୨୨ ଓ ୨୩ ତାରିଖ ଦୁଇଦିନ ଧରି ରୁଷର କଜନଠାରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବେ। ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏଥିପାଇଁ ଭାରତକୁ ନିମନ୍ତ୍ରଣ ପଠାଇଥିଲେ, ଯାହାକୁ ପ୍ରଧାନମନ୍ତ୍ରୀ ମୋଦୀ ଗ୍ରହଣ କରିଥିବା ନେଇ ବୈଦେଶିକ

 ଇସ୍ରାଏଲର ଏୟାର ଷ୍ଟ୍ରାଇକ୍‌ରେ ଟଳିଲା ହମାସ ମୁଖ୍ୟ ୟାହୟା ସିନଓ୍ୱାର।

ଗାଜାରେ ଇସ୍ରାଏଲୀ ସେନାର ଆକ୍ରମଣରେ ହମାସ୍‌ର ଶୀର୍ଷନେତା ୟାହୟା ସିନ୍‌ଓ୍ବରଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ୍‌ କର୍ତ୍ତୃପକ୍ଷ ଏନେଇ ଗୁରୁବାର ରାତିରେ ସ୍ପଷ୍ଟ କରିଛନ୍ତି। ହମାସ ମୁଖ୍ୟ ୟାହୟା ସିନଓ୍ୱାର ନିହତ ହୋଇଥିବା ନେଇ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ

ପରିସ୍ରାରେ ଅଟା ଚକଟି ଖୁଆଉଥିଲେ ଚାକରାଣୀ, ଗିରଫ ପରେ କହିଲେ ସତକଥା

ଅଟାରେ ପରିସ୍ରା ଗୋଳାଇ କରୁଥିଲେ ରୁଟି । ଯେଉଁ ଘରେ କାମ କରୁଥିଲେ, ସେହି ଘର ଲୋକଙ୍କୁ ଖୁଆଉଥିଲେ। ଗାଜିଆବାଦର ଏହି ଘଟଣା ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ କେଉଁ କାରଣରୁ ଏଭଳି ଅଭାବନୀୟ କାଣ୍ଡ ଭିଆଉଥିଲେ ସେନେଇ ଚାକରାଣୀ ମୁହଁ ଖୋଲିଛନ୍ତି।ସହାୟିକା ଜଣକ ୮ ବର୍ଷ ଧରି ଜଣଙ୍କ ଘରେ କାମ

ଜଷ୍ଟିସ୍ ସଂଜୀବ ଖାନ୍ନା ପରବର୍ତ୍ତୀ ପ୍ରଧାନ ବିଚାରପତି ହୋଇପାରନ୍ତି |

ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ସଞ୍ଜୀନ ଖାନ୍ନା ହୋଇପାରନ୍ତି ପରବର୍ତ୍ତୀ ପ୍ରଧାନ ବିଚାରପତି(ସିଜେଆଇ)। ସିଜେଆଇ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କୁ ବର୍ତ୍ତମାନର ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଜଷ୍ଟିସ ଖାନ୍ନାଙ୍କ ନାମ ସୁପାରିସ କରିବା ପରେ ଏ ନେଇ