Browsing Category

ଦେଶ ବିଦେଶ

 ଇସ୍ରାଏଲର ଏୟାର ଷ୍ଟ୍ରାଇକ୍‌ରେ ଟଳିଲା ହମାସ ମୁଖ୍ୟ ୟାହୟା ସିନଓ୍ୱାର।

ଗାଜାରେ ଇସ୍ରାଏଲୀ ସେନାର ଆକ୍ରମଣରେ ହମାସ୍‌ର ଶୀର୍ଷନେତା ୟାହୟା ସିନ୍‌ଓ୍ବରଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ୍‌ କର୍ତ୍ତୃପକ୍ଷ ଏନେଇ ଗୁରୁବାର ରାତିରେ ସ୍ପଷ୍ଟ କରିଛନ୍ତି। ହମାସ ମୁଖ୍ୟ ୟାହୟା ସିନଓ୍ୱାର ନିହତ ହୋଇଥିବା ନେଇ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ

ପରିସ୍ରାରେ ଅଟା ଚକଟି ଖୁଆଉଥିଲେ ଚାକରାଣୀ, ଗିରଫ ପରେ କହିଲେ ସତକଥା

ଅଟାରେ ପରିସ୍ରା ଗୋଳାଇ କରୁଥିଲେ ରୁଟି । ଯେଉଁ ଘରେ କାମ କରୁଥିଲେ, ସେହି ଘର ଲୋକଙ୍କୁ ଖୁଆଉଥିଲେ। ଗାଜିଆବାଦର ଏହି ଘଟଣା ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ କେଉଁ କାରଣରୁ ଏଭଳି ଅଭାବନୀୟ କାଣ୍ଡ ଭିଆଉଥିଲେ ସେନେଇ ଚାକରାଣୀ ମୁହଁ ଖୋଲିଛନ୍ତି।ସହାୟିକା ଜଣକ ୮ ବର୍ଷ ଧରି ଜଣଙ୍କ ଘରେ କାମ

ଜଷ୍ଟିସ୍ ସଂଜୀବ ଖାନ୍ନା ପରବର୍ତ୍ତୀ ପ୍ରଧାନ ବିଚାରପତି ହୋଇପାରନ୍ତି |

ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ସଞ୍ଜୀନ ଖାନ୍ନା ହୋଇପାରନ୍ତି ପରବର୍ତ୍ତୀ ପ୍ରଧାନ ବିଚାରପତି(ସିଜେଆଇ)। ସିଜେଆଇ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କୁ ବର୍ତ୍ତମାନର ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଜଷ୍ଟିସ ଖାନ୍ନାଙ୍କ ନାମ ସୁପାରିସ କରିବା ପରେ ଏ ନେଇ

ସୁପ୍ରିମକୋର୍ଟରେ ‘ଲେଡି ଅଫ୍ ଜଷ୍ଟିସ’ର ନୂଆ ମୂର୍ତ୍ତି

ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ଓ୍ୱାଇ.ଚନ୍ଦ୍ରଚୂଡ଼ଙ୍କ ପରାମର୍ଶରେ ନ୍ୟାୟଦେବୀଙ୍କ ସ୍ୱରୂପକୁ ବଦଳାଇ ଦିଆଯାଇଛି। ପ୍ରଧାନ ବିଚାରପତିଙ୍କ ବିଚାରରେ,

୬ଟି ରବି ଫସଲ ଉପରେ ସରକାର ବଢାଇଲେ ସର୍ବନିମ୍ନ ସହାୟକ ମୂଲ୍ୟ

କେନ୍ଦ୍ର ସରକାର ବୁଧବାର ଦିନ ୬ଟି ରବି ଫସଲ ଉପରେ ସହାୟକ ମୂଲ୍ୟ ବୃଦ୍ଧି କରିଛନ୍ତି । ସରକାର ଗହମର ମୂଲ୍ୟ ଉପରେ କୁଇଣ୍ଟାଲ ପ୍ରତି ୧୫୦ ଟଙ୍କା ବୃଦ୍ଧି କରିଛନ୍ତି । ଏହି ବୃଦ୍ଧି ପରେ ଗହମର ସରକାରୀ ମୂଲ୍ୟ ୨୪୨୫ ଟଙ୍କାରେ ପହଞ୍ଚିଛି । ଜ, ଚଣା, ମସୁର, ସୋରିଶ, କୁସୁମ ଆଦି

ମସ୍‌ଜିଦରେ ‘ଜୟ ଶ୍ରୀରାମ’ ନାରା ଅପରାଧ ନୁହେଁ

ମସଜିଦରେ 'ଜୟ ଶ୍ରୀରାମ' ନାରା ଦେବା କୌଣସି ଅପରାଧ ନୁହେଁ ବୋଲି କହିଛନ୍ତି କର୍ଣ୍ଣାଟକ ହାଇକୋର୍ଟ। ଏଥିସହ "ଜୟ ଶ୍ରୀରାମ" ନାରା ଦେବାକୁ ନେଇ ଦୁଇ ଜଣ ବ୍ୟକ୍ତିଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା ଅପରାଧିକ ମାମଲାକୁ ଖଣ୍ଡନ କରିଛନ୍ତି।ସୂଚନା ଅନୁଯାୟୀ, ଏହି ମାମଲାରେ କୋର୍ଟ ଗତମାସରେ ରାୟ

ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ କେନ୍ଦ୍ର ସରକାର

ପାର୍ବଣ ଋତୁରେ କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଉପହାର ଦେଇଛନ୍ତି । ସୂତ୍ର ସୂଚନା ମୁତାବକ ଚଳିତ ବର୍ଷ କେନ୍ଦ୍ରୀୟ କର୍ମଚାରୀଙ୍କର ମହଙ୍ଗା ଭତ୍ତା କେନ୍ଦ୍ର ସରକାର ୩ ପ୍ରତିଶତ ବୃଦ୍ଧି କରିଛନ୍ତି । ଦେଶର ପ୍ରାୟ ଏକ କୋଟି ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି

ନାୟବ ସିଂ ସାଇନି ହେବେ ହରିୟାଣାର ମୁଖ୍ୟମନ୍ତ୍ରୀ

ହରିୟାଣାରେ ପୁଣି ନାୟବ ସରକାର। ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ନାୟକ ସିଂହ ସୈନୀ। ବୁଧବାର ଚଣ୍ଡିଗଡ଼ରେ ବସିଥିବା ବିଜେପି ବିଧାୟକ ଦଳ ବୈଠକରେ ନେତା ଭାବେ ନାୟବ ସିଂହ ସୈନୀ ନିର୍ବାଚିତ ହୋଇଛନ୍ତି। ସୂଚନାଯୋଗ୍ୟ, ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଲାଲ

ବାଜିବ ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ବିଗୁଲ

ଅକ୍ଟୋବର ୧୫ ଅପରାହ୍ନରେ ମହାରାଷ୍ଟ୍ର ଏବଂ ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିବେ।ଅପରାହ୍ନ ୩ଟା ୩୦ରେ ନିର୍ବାଚନ ଆୟୋଗ ଏକ ସାମ୍ବାଦିକ ସମ୍ମିଳନୀ କରିବେ। ଏହି ସମୟରେ ନିର୍ବାଚନ କେତେ ପର୍ଯ୍ୟାୟରେ ଅନୁଷ୍ଠିତ ହେବ ଏବଂ କେଉଁ ପ୍ରସ୍ତୁତି ଚାଲିଛି ତାହା

ଅର୍ଥନୀତି କ୍ଷେତ୍ରରେ ଯୋଗଦାନ ପାଇଁ ନୋବେଲ୍ ପୁରସ୍କାର ଘୋଷଣା । 

ଅର୍ଥନୀତି କ୍ଷେତ୍ରରେ ଅବଦାନ ପାଇଁ ରୟାଲ ସ୍ୱିଡିସ୍‌ ଏକାଡେମୀ ଅଫ୍‌ ସାଇନ୍ସେଜ୍ ପକ୍ଷରୁ ବର୍ଷ ୨୦୨୪ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଆମେରିକାର କେମ୍ବ୍ରିଜରେ ଥିବା ମାସାଚୁସେଟ୍ସ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଏମଆଇଟି) ର ଡାରନ୍ ଆସେମୋଗ୍ଲୋ ଏବଂ ସାଇମନ୍ ଜନସନ ଏବଂ