Browsing Category
ଦେଶ ବିଦେଶ
ଆଜି ଦେଶର ଦ୍ଵିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ପୁଣ୍ୟତିଥି
ଜୟ ଯବାନ ଜୟ କିଶାନ। ଆଜି ହେଉଛି ଦେଶର ଦ୍ଵିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ପୁଣ୍ୟତିଥି। ୧୯୦୪ ମସିହା ଅକ୍ଟୋବର ୨ ତାରିଖରେ ଉତ୍ତର ପ୍ରଦେଶର ମୁଗଲସରାଇରେ ଲାଲ ବାହାଦୂରଙ୍କର ଜନ୍ମ। ମାତ୍ର ଦେଢ ବର୍ଷ ବୟସରେ ସେ ତାଙ୍କ ବାପାଙ୍କୁ ହରାଇଥିଲେ। ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ!-->…
୧୩ ବର୍ଷୀୟା ନାବାଳିକାଙ୍କୁ ତ୍ୟାଗ ଦୀକ୍ଷା ଦେଇ ଅଡ଼ୁଆରେ ମହନ୍ତ
ଉତ୍ତରପ୍ରଦେଶର ପ୍ରୟାଗରାଜରେ ସୋମବାରଠାରୁ ଆରମ୍ଭ ହେବାକୁ ଯାଉଛି କୁମ୍ଭ ମେଳା । ୧୨ ବର୍ଷ ପରେ ଚଳିତ ବର୍ଷ କୁମ୍ଭମେଳା ହେବାକୁ ଯାଉଛି। କୁମ୍ଭମେଳା ଜାନୁଆରୀ ୧୩ରୁ ଆରମ୍ଭ ହୋଇ ଜାନୁଆରୀ ୨୬ ରେ ଶେଷ ହେବ । ତେବେ ଇତିମଧ୍ୟରେ ନାଗା ସନ୍ନ୍ୟାସୀମାନଙ୍କର ଏକ ପ୍ରମୁଖ ଆଖଡ଼ା ଜୁନା ଆଖଡ଼ା ଜଣେ!-->…
ପିଏମ୍ ମୋଦୀଙ୍କ ପ୍ରଥମ ପଡ୍କାଷ୍ଟ
ପୋଡକାଷ୍ଟରେ ଡେବ୍ୟୁ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜେରୋଧା ସହ ପ୍ରତିଷ୍ଠାତା ନିଖିଲ କମାତଙ୍କ People by WTF seriesରେ ପ୍ରଥମଥର ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଖିବାକୁ ମିଳିଛି। ୨ ଘଣ୍ଟାରୁ ଅଧିକ ସମୟ ଧରି ମୋଦି ପୋଡକାଷ୍ଟରେ ବସି ଅନେକ କଥା କହିଛନ୍ତି। ସେ!-->…
ରାମଲାଲାଙ୍କ ପ୍ରତିଷ୍ଠାକୁ ପୁରିଲା ବର୍ଷେ
ଅଯୋଧ୍ୟା ରାମ ମନ୍ଦିରକୁ ପୁରିଲା ବର୍ଷେ । ଅଯୋଧ୍ୟା ସହ ସାରା ଭାରତରେ ଆଜି ରାମଲାଲା ପ୍ରାଣ ପ୍ରତିଷ୍ଠା ବାର୍ଷିକ ଉତ୍ସବ ପାଳନ କରାଯାଉଛି । ଗତ ବର୍ଷ ଜାନୁଆରୀ ୨୨ ତାରିଖରେ ଭବ୍ୟ ଆୟୋଜନରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଥିଲା। ତେବେ ତିଥି ଅନୁଯାୟୀ ପ୍ରାଣ!-->…
ଆସନ୍ତା ଫେବ୍ରୁଆରୀ ୨୪ ଓ ୨୫ ତାରିଖରେ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ
ଆସନ୍ତା ଫେବୃଆରୀରେ ଦୁଇ ଦିନ ବନଦ ରହିବ ବ୍ୟାଙ୍କ । ଫେବୃଆରୀ ୨୪ ଓ ୨୫ ତାରିଖରେ ଦେଶବ୍ୟାପୀ ବ୍ୟାଙ୍କ ବନ୍ଦ ରହିବ । ସର୍ବ ଭାରତୀୟ ଅଫିସର ମହାସଂଘ (ଏଆଇବିଓସି) ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି । ବିଭିନ୍ନ ଦାବି ନେଇ ଏହି ଆନ୍ଦୋଳନ କରାଯିବ ।ନିକଟରେ ଆର୍ଥିକ ସେବା ବିଭାଗ ପକ୍ଷରୁ!-->…
୧୦୦୦ କିମି ଦୌଡ଼ି ଅଯୋଧ୍ୟାରେ ପହଞ୍ଚିଲେ ୬ ବର୍ଷୀୟ ବାଳକ
ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଦର୍ଶନ ପାଇଁ ଏକ ନିଆରା କାର୍ଯ୍ୟ କରି ଇତିହାସ ରଚିଛନ୍ତି ଜଣେ ୬ ବର୍ଷୀୟ ବାଳକ, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ଉକ୍ତ ବାଳକ ଜଣକ ପଞ୍ଜାବର ଫାଜିଲକା ଜିଲ୍ଲାର କିଲିୟାବାଲି ଗ୍ରାମରେ ରହୁଥିବା ବେଳେ ନାମ ତାର ମୋହବ୍ବତ ବୋଲି ଜଣାପଡ଼ିଛି।୬!-->…
ଭାଣିଜୀର ବିବାହ ଭୋଜିରେ ମାମୁଁ ମିଶାଇ ଦେଲା ବିଷ
ମହାରାଷ୍ଟ୍ରର କୋଲହାପୁରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ହଠାତ୍ ତାଙ୍କ ଭାଣଜୀଙ୍କ ବିବାହ ଭୋଜିରେ ଏଣ୍ଟ୍ରି କରିଥିଲେ। ଏଠାରେ ସେ ଅତିଥିମାନଙ୍କ ପାଇଁ ପ୍ରସ୍ତୁତ ଖାଦ୍ୟରେ ବିଷ ମିଶାଇଥିଲେ। ପୁଲିସ କହିବା ଅନୁସାରେ ମାମୁ ମହେଶ ପାଟିଲ ଘରେ ହିଁ ତାଙ୍କ!-->…
ବର-କନ୍ୟା ପୋଷାକ ପିନ୍ଧି ସକାଳୁ ଜୀବନ ହାରିଦେଲେ
ବିବାହ କରିଥିବା ଦିନକୁ ଜୀବନ ସମାପ୍ତ କରିଦେବା ଦିନ ଭାବେ ବାଛିନେଲେ । ବିବାହର ୨୬ ବର୍ଷ ପୂର୍ତ୍ତିକୁ ବେଶ ଧୂମଧାମରେ ପାଳିଲେ । ବର-କନ୍ୟା ପୋଷାକ ପିନ୍ଧି ମଧ୍ୟ ରାତ୍ର ପର ଯାଏ ବନ୍ଧୁ ଓ ପରିବାର ଲୋକଙ୍କ ସହ ଉତ୍ସବ ମନାଇଲେ । ଆଉ ସେହିଦିନକୁ ଜୀବନର ଶେଷ ଦିନ କରିଦେଲେ । କରଜରେ ବୁଡିଥିବା!-->…
କାହିଁକି ବଢୁଛି HMPV ଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ?
ଚାଇନା ପରେ ହ୍ୟୁମାନ ମେଟାନ୍ୟୁମୋଭାଇରସ (HMPV) ବର୍ତ୍ତମାନ ଭାରତରେ ପଶିଛି। ଯାହାକୁ ନେଇ ସାରା ଦେଶରେ ଏବେ ଆତଙ୍କ ଖେଳିଯାଇଛି। କର୍ନାଟକ, ତାମିଲନାଡୁ ପରେ ଏବେ ମୁମ୍ବାଇରେ ଏକ ନୂଆ ମାମଲା ଦେଖିବାକୁ ମିଳିଛି। HMPVର ଏହି ଭାଇରସ ଦଶନ୍ଧି ପୁରୁଣା । ୨୦୦୧ ମସିହାରେ ଏହା ମଣିଷମାନଙ୍କଠାରେ!-->…
ଇସ୍ରୋର ନୂଆ ଅଧ୍ୟକ୍ଷ ଭି. ନାରାୟଣନ
କେନ୍ଦ୍ର ସରକାର ଭି ନାରାୟଣନଙ୍କୁ ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ)ର ନୂତନ ଚେୟାରମ୍ୟାନ ତଥା ମହାକାଶ ବିଭାଗର ସଚିବ ଭାବରେ ନିଯୁକ୍ତ କରିଛନ୍ତି। ସେ ଜାନୁଆରୀ ୧୪ରେ ବର୍ତ୍ତମାନର ଇସ୍ରୋ ମୁଖ୍ୟ ଏସ୍.ସୋମନାଥଙ୍କ ଦାୟିତ୍ୱ ଗ୍ରହଣ କରିବେ। ପ୍ରାୟ ୪୦ ବର୍ଷ ଧରି ସେ !-->…