Browsing Category

ଦେଶ ବିଦେଶ

ବଦଳିଲା ସିମ୍ କାର୍ଡ କିଣିବା ନିୟମ

ନୂଆ ସିମ୍‌ କାର୍ଡ କିଣିବାକୁ ବିଚାର କରୁଥିଲେ କିମ୍ବା ମୋବାଇଲ ନମ୍ବରକୁ ପୋର୍ଟ କରିବାକୁ ଚାହୁଁଥିଲେ, ତେବେ କିଛି ନୂଆ ନିୟମ ବିଷୟରେ ଜାଣିବା ନିତାନ୍ତ ଆବଶ୍ୟକ । ନୂଆ ସିମ୍ କାର୍ଡ ପାଇଁ ନୂତନ ନିୟମ ଆଣିଛନ୍ତି କେନ୍ଦ୍ର ସରକାର । ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ପକ୍ଷରୁ

ସରକାରୀ କର୍ମଚାରୀଙ୍କୁ ବଡ଼ ଉପହାର: ୮ମ ବେତନ କମିଶନକୁ କ୍ୟାବିନେଟ ମଞ୍ଜୁରୀ

କେନ୍ଦ୍ର ସରକାର ସରକାରୀ କର୍ମଚାରୀଙ୍କୁ ଏକ ବଡ ଉପହାର ଦେଇଛନ୍ତି । କେନ୍ଦ୍ର କ୍ୟାବିନେଟ ଗୁରୁବାର ଅଷ୍ଟମ ବେତନ ଆୟୋଗକୁ ଅନୁମୋଦନ କରିଛି। ଏହା ଫଳରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଦରମା ବଢିବାର ରାସ୍ତା ପରିଷ୍କାର ହୋଇଛି ।କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନିଷ୍ପତ୍ତି ବାବଦରେ ସୂଚନା

 ଇସ୍ରୋ ରଚିଲା ଇତିହାସ, ସଫଳ ହେଲା ସ୍ପେଶ ଡକିଂ

ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ)ର ସ୍ପେଶ୍‌ ଡକିଂ ଏକ୍ସପେରିମେଣ୍ଟ (ସ୍ପେଡେକ୍ସ) ମିଶନ ସଫଳ ହୋଇଛି। ମହାକାଶରେ ଭାରତ ପ୍ରଥମ ଥର ଲାଗି ଦୁଇଟି ସାଟେଲାଇଟ ବା ଉପଗ୍ରହକୁ ଡକିଂ କରାଇବାରେ ସଫଳତା ହାସଲ କରିଛି। ଏହି ସଫଳତା ସହ ସ୍ପେସ୍ ଡକିଂ କ୍ଷେତ୍ରରେ ବିଶ୍ବର ଚତୁର୍ଥ ଦେଶ

ବିଶ୍ବରେ ଚହଳ ସୃଷ୍ଟି କରିଥିବା କମ୍ପାନୀ ହିଣ୍ଡେନ୍‌ବର୍ଗ ଖୁବଶୀଘ୍ର ବନ୍ଦ ହେବାକୁ ଯାଉଛି।

ଅଦାନୀ ଗ୍ରୁପ ଏବଂ ଭାରତୀୟ ପ୍ରତିଭୁତି ବିନିମୟ ବୋର୍ଡ(ସେବି) ବିରୋଧରେ ବିଭିନ୍ନ ତଥ୍ୟ ପ୍ରକାଶ କରି ମୋଦୀ ସରକାରକୁ ବଦନାମ କରିବାକୁ ଅପଚେଷ୍ଟା କରିଥିବା ହିଣ୍ଡେନବର୍ଗ ସଂସ୍ଥା ଶେଷରେ ବନ୍ଦ ହୋଇଛି।ନିଜ କର୍ମଚାରୀଙ୍କୁ ଏକ ମେସେଜ୍ ସେୟାର କରି ନାଥାନ କହିଛନ୍ତି, ଅନେକ ଆଲୋଚନା

କ୍ଷମା ମାଗିଲେ ମେଟା ସିଇଓ ମାର୍କ ଜୁକରବର୍ଗ । ଜାଣନ୍ତୁ କାହିଁକି ?

ଶେଷରେ କ୍ଷମା ମାଗିଲା ମେଟା । ଭାରତ ଉପରେ ମାର୍କ ଜୁକରବର୍ଗଙ୍କ ମନ୍ତବ୍ୟ ପାଇଁ କ୍ଷମା ପ୍ରାର୍ଥନା କରଯାଇଛି । ଏହି ସୂଚନା ସୋସିଆଲ ମିଡିଆ ପ୍ଲାଟଫର୍ମ Xରେ ଆଇଟି ଏବଂ ଯୋଗାଯୋଗ ବ୍ୟାପାର ସଂସଦୀୟ କମିଟିର ଅଧ୍ୟକ୍ଷ ନିଶିକାନ୍ତ ଦୁବେ ଦେଇଛନ୍ତି।ମଙ୍ଗଳବାର ଦିନ କହିଥିଲେ ଯେ ମାର୍କ

୩ ବିଧ୍ୱଂସକ ଯୁଦ୍ଧପୋତ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମୁମ୍ବାଇର ଭାରତୀୟ ନୌସେନା ଡକୟାର୍ଡରେ ପହଞ୍ଚି ତିନୋଟି ନୌସେନା ଯୁଦ୍ଧଜାହାଜ-INS ସୁରତ, INS ନୀଳଗିରି ଏବଂ INS ବାଘଶୀରକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି।ନୌସେନା ପାଇଁ ଆଜି ଐତିହାସିକ ଦିନ । ୩ଟି ଯାକ ଯୁଦ୍ଧ ଜାହାଜ ମେଡ୍ ଇନ୍

ଏହି ରାଜ୍ୟରେ ମାଡୁଛି ରହସ୍ୟମୟ ରୋଗ, ଗଲାଣି ୧୪ ଜଣଙ୍କ ଜୀବନ

ଜମ୍ମୁ-କଶ୍ମୀରର ରାଜୌରୀ ଜିଲାର ଏକ ଛୋଟ ଗାଁ ବଧାଲରେ ଗତ ଗୋଟିଏ ମାସରେ ଏକ ରହସ୍ୟମୟ ରୋଗ ଯୋଗୁ ୧୪ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣା ଯୋଗୁଁ ଗାଁରେ ଭୟ ଏବଂ ଦ୍ୱନ୍ଦ୍ୱର ପରିବେଶ ସୃଷ୍ଟି ହୋଇଛି। ଏହି ରୋଗ ପ୍ରଥମେ ତିନୋଟି ପରିବାରର ୧୧ ଜଣ ପିଲା ଏବଂ ତିନି ଜଣ ବୟସ୍କଙ୍କୁ ପ୍ରଭାବିତ

କେଜ୍ରିଙ୍କ ବିରୋଧରେ ଚାଲିବ ମନି ଲଣ୍ଡରିଂ ମାମଲା

ଦିଲ୍ଲୀ ମଦ ଦୁର୍ନୀତି ସହିତ ଜଡିତ କଥିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ବିରୋଧରେ ମାମଲା ରୁଜୁ କରିବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଇଡିକୁ ଅନୁମତି ଦେଇଛି। ପୂର୍ବରୁ, ଦିଲ୍ଲୀର ଉପରାଜ୍ୟପାଳ ବିନୟ କୁମାର ସକ୍ସେନା ଅରବିନ୍ଦ

ନାଗ ଏମକେ -୨’ ମିସାଇଲ୍‌ର ସଫଳ ପରୀକ୍ଷଣ

ସ୍ବଦେଶୀ ଜ୍ଞାନ କୌଶଳରେ ବିକଶିତ ‘ତୃତୀୟ ପିଢ଼ିର ଫାୟାର ଆଣ୍ଡ୍‌ ଫର୍‌ଗେଟ୍‌ ଆଣ୍ଟି ଟ୍ୟାଙ୍କ୍‌ ଗାଇଡେଡ୍‌ ମିଶାଇଲ ‘ନାଗ ମାର୍କ ୨’ର ସୋମବାର ସଫଳ ପରୀକ୍ଷଣ କରାଯାଇଛି। ଏହି ପରୀକ୍ଷା ସୋମବାର ରାଜସ୍ଥାନର ଜୈସଲମୈର ଜିଲ୍ଲାର ପୋଖରାନ୍‌ରେ ଫିଲ୍ଡ ଫାୟାରିଂ ରେଞ୍ଜରେ କରାଯାଇଛି ।ଉକ୍ତ

ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ ନେଲେ ଭି.ନାରାୟଣନ

ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ ବା ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଶିଷ୍ଟ ବୈଜ୍ଞାନିକ ଭି.ନାରାୟଣନ୍‌ । ଗତକାଲି ଅପରାହ୍ନରେ ସେ ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ନେଇଛନ୍ତି । ନାରାୟଣନ୍ ଦୁଇ ବର୍ଷ ପାଇଁ ଏହି ପଦରେ ରହିବେ |ଇସ୍ରୋ ଅଧ୍ୟକ୍ଷ ହେବା