Browsing Category
ଦେଶ ବିଦେଶ
ଚୀନରେ ପୁଣି ଏକ ରହସ୍ୟମୟ ଭାଇରସର ଆତଙ୍କ ।
କରୋନା ମହାମାରୀର ୫ ବର୍ଷ ପରେ ଚୀନ୍ରେ ପୁଣି ଏକ ରହସ୍ୟମୟ ଭାଇରସ୍ର ଆତଙ୍କ। ‘ହ୍ୟୁମାନ ମେଟାନ୍ୟୁମୋଭାଇରସ୍' ବା ଏଚଏମପିଭି ସମେତ ଆଉ କେତେକ ନୂଆ ଭୂତାଣୁ ଚୀନର ଚିନ୍ତା ବଢ଼ାଇଛି ।'ସାଇଣ୍ଟିଷ୍ଟ ଅର୍ଗ' ଅନୁଯାୟୀ, ଚୀନରେ ବ୍ୟାପିଥିବା ନୂତନ କରୋନା ଭାଇରସ୍ ମହାମାରୀକୁ ବିଶ୍ୱ!-->…
ଫେସବୁକ ପ୍ରେମ ହେଲା କାଳ, ସୀମା ପାର ପରେ ଗିରଫ ହେଲେ ଯୁବକ
ଫେସବୁକ୍ରୁ ଆରମ୍ଭ ହୋଇଥିଲା ପ୍ରେମ ସମ୍ପର୍କ। ଦେଖୁଦେଖୁ ବର୍ଷେ କି ଦୁଇ ବର୍ଷ ନୁହେଁ ବରଂ ବିତିଯାଇଥିଲା ଅଢ଼େଇ ବର୍ଷ। ଏଣୁ ପ୍ରେମିକାକୁ ଥରେ ଆଖି ପୁରାଇ ଭେଟିବାକୁ ଇଚ୍ଛା କରିଥିଲେ ପ୍ରେମିକ। ହେଲେ ଏଥିରେ ବାଧା ସାଜିଥିଲା ଭାରତ-ପାକିସ୍ତାନ ମଧ୍ୟରେ ଥିବା ସୀମାରେଖା। ଉତ୍ତର ପ୍ରଦେଶର!-->…
କଶ୍ମୀରକୁ ‘କାଶ୍ୟପ’ ନାମରେ ନାମିତ କରାଯାଇପାରେ:ଅମିତ୍ ଶାହ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ ଗୁରୁବାର 'J&K and Ladakh Through the Ages' ପୁସ୍ତକ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ କାଶ୍ମୀରର ନାଁ କଶ୍ୟପଙ୍କ ନାଁରେ ହୋଇପାରେ । ସେ କହିଛନ୍ତି ଯେ ଶଙ୍କରାଚାର୍ଯ୍ୟଙ୍କ ଉଲ୍ଲେଖ, ସିଲ୍କ ରୁଟ୍, ହେମିଷ ମଠରୁ!-->…
ଚଳିତବର୍ଷ ସୂର୍ଯ୍ୟୋପରାଗ ଓ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେଉଁ ତାରିଖରେ ପଡ଼ିବ
ଚଳିତବର୍ଷ ମୋଟ ୪ଟି ସୂର୍ଯ୍ୟୋପରାଗ ଓ ଚନ୍ଦ୍ରଗ୍ରହଣ ସଂଗଠିତ ହେବ। ଦୁଇଟି ଆଶିଂକ ସୂର୍ଯ୍ୟୋପରାଗ ହେଉଥିବାବେଳେ ଦୁଇଟି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଦେଖାଯିବ। ସେଥିମଧ୍ୟରୁ କେବଳ ଗୋଟିଏ ପୂଣ୍ଣର୍ର୍ ଚନ୍ଦ୍ରଗ୍ରହଣ ଭାରତରୁ ଦେଖିହେବ ବୋଲି ଜନବିଜ୍ୟାନୀ ଡ. ଶୁଭେନ୍ଧୁ ପଟ୍ଟନାୟକ ସୂଚନା!-->…
ଜୀବନଯୁଦ୍ଧରେ ହାରିଗଲା କୁନିଝିଅ ଚେତନା
ରାଜସ୍ଥାନ କୋଟପୁତଲୀରେ ବୋରୱେଲକୁ ଖସିପଡିଥିବା ୩ ବର୍ଷର ଝିଅ ଚେତନା ଜୀବନ ଯୁଦ୍ଧ ହାରି ଯାଇଛି। ଚେତନାକୁ ବୋରୱେଲରୁ ୧୦ମ ଦିନରେ ବାହାର କରାଯାଇଛି। ବୋରୱେଲରୁ ବାହାରିବାମାତ୍ରେ ତାକୁ ବିଡିଏମ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତରମାନେ ତାକୁ ମୃତ ଘୋଷଣା କରିଛନ୍ତି। ହସ୍ପିଟାଲର!-->…
ଏକ୍ସ’ରେ ନାଁ ପରିବର୍ତ୍ତନ କଲେ ଏଲନ ମକ୍ସ
ନୂଆବର୍ଷରେ ବିଶ୍ଵର ସବୁଠୁ ଧନୀ ବ୍ୟକ୍ତି ଏଲନ ମସ୍କ ନିଜ ନାଁ ବଦଳାଇଛନ୍ତି। ତେବେ ବାସ୍ତବ ଜୀବନରେ ସେ ନିଜ ନାମ ପରିବର୍ତ୍ତନ କରିନାହାନ୍ତି। ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଥିବା ନିଜ ଆକାଉଣ୍ଟର ପ୍ରୋଫାଇଲ ନାମକୁ ମସ୍କ ବଦଳାଇ ‘କେକିଅସ ମାକ୍ସିମସ’ ରଖିଛନ୍ତି।ଏପରିକି ସେ ନିଜର!-->…
ନୂଆବର୍ଷରେ ନିଜ ପରିବାରର ୫ ଜଣଙ୍କ ଜୀବନ ନେଲା ଜଣେ ଯୁବକ ।
ରାଜଧାନୀ ଲକ୍ଷ୍ନୌର ନାକାସ୍ଥିତ ହୋଟେଲ ଶରଣଜିତରେ ଗୋଟିଏ ପରିବାରର ପାଞ୍ଚଜଣ ମହିଳାଙ୍କ ହତ୍ୟା ଚର୍ଚ୍ଚାର ବିଷୟ ପାଲଟିଛି।ଜଣେ ଯୁବକ ନିଜର ୪ ଭଉଣୀ ଏବଂ ମା’ର ଜୀବନ ନେଇଯାଇଛି । ଘଟଣା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଯୁବକକୁ ଗିରଫ କରିଛି!-->…
ନୂଆ ବର୍ଷ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି ।
ନୂତନ ବର୍ଷ ୨୦୨୫ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ଏହି ବର୍ଷ ସମସ୍ତଙ୍କ ପାଇଁ ନୂତନ ସୁଯୋଗ, ସଫଳତା ଏବଂ ଅସୀମ ସୁଖ ଆଣିଦେଉ। ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧିର ଆଶୀର୍ବାଦ ମିଳୁ। ସେହିପରି!-->…
ନୂଆବର୍ଷ ଆରମ୍ଭରୁ କମିଲା ଏଲପିଜି ସିଲିଣ୍ଡର ଦାମ୍
ନୂଆ ବର୍ଷ ଆରମ୍ଭରୁ ସରକାର ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ତୈଳ ମାର୍କେଟିଂ କମ୍ପାନୀଗୁଡିକ ୧୯ କିଲୋଗ୍ରାମ କମର୍ସିଆଲ ଗ୍ୟାସ ହାର ହ୍ରାସ କରିଛନ୍ତି। ଏଲପିଜି ସିଲିଣ୍ଡର ୧୪.୫୦ଟଙ୍କା ଶସ୍ତା ହୋଇଛି। ତେବେ ୧୪ କିଲୋଗ୍ରାମର ଘରୋଇ ସିଲିଣ୍ଡର ଦର ସ୍ଥିର ରହିଛି|!-->…
୨୦୨୫ ପାଲଟିବ ଉତ୍ତପ୍ତ ବର୍ଷ
୨୦୨୪ ଅର୍ଥାତ୍ ଚଳିତ ବର୍ଷ ଥିଲା ବିଶ୍ବର ସବୁଠାରୁ ଉତ୍ତପ୍ତ ବର୍ଷ । ଜଳିଥିଲା ପୃଥିବୀ । ଆଉ ଜଳେଇଥିଲା ମଧ୍ୟ । ତାପମାତ୍ରା ପାରଦ ଡେଇଁବାରେ ରେକର୍ଡ ସୃଷ୍ଟି କରିଥିବା ବେଳେ ହାହାକାରରେ ଫାଟିଥିଲା ପୃଥିବୀ । ତେବେ ୨୦୨୪ କୁ କାଟିବ ୨୦୨୫ ଉତ୍ତାପ । ବିପଦ ଡାକିଆଣୁଛି ଜଳବାୟୁ ପରିବର୍ତ୍ତନ!-->…