Browsing Category
ଦେଶ ବିଦେଶ
ଭାଣିଜୀର ବିବାହ ଭୋଜିରେ ମାମୁଁ ମିଶାଇ ଦେଲା ବିଷ
ମହାରାଷ୍ଟ୍ରର କୋଲହାପୁରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ହଠାତ୍ ତାଙ୍କ ଭାଣଜୀଙ୍କ ବିବାହ ଭୋଜିରେ ଏଣ୍ଟ୍ରି କରିଥିଲେ। ଏଠାରେ ସେ ଅତିଥିମାନଙ୍କ ପାଇଁ ପ୍ରସ୍ତୁତ ଖାଦ୍ୟରେ ବିଷ ମିଶାଇଥିଲେ। ପୁଲିସ କହିବା ଅନୁସାରେ ମାମୁ ମହେଶ ପାଟିଲ ଘରେ ହିଁ ତାଙ୍କ!-->…
ବର-କନ୍ୟା ପୋଷାକ ପିନ୍ଧି ସକାଳୁ ଜୀବନ ହାରିଦେଲେ
ବିବାହ କରିଥିବା ଦିନକୁ ଜୀବନ ସମାପ୍ତ କରିଦେବା ଦିନ ଭାବେ ବାଛିନେଲେ । ବିବାହର ୨୬ ବର୍ଷ ପୂର୍ତ୍ତିକୁ ବେଶ ଧୂମଧାମରେ ପାଳିଲେ । ବର-କନ୍ୟା ପୋଷାକ ପିନ୍ଧି ମଧ୍ୟ ରାତ୍ର ପର ଯାଏ ବନ୍ଧୁ ଓ ପରିବାର ଲୋକଙ୍କ ସହ ଉତ୍ସବ ମନାଇଲେ । ଆଉ ସେହିଦିନକୁ ଜୀବନର ଶେଷ ଦିନ କରିଦେଲେ । କରଜରେ ବୁଡିଥିବା!-->…
କାହିଁକି ବଢୁଛି HMPV ଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ?
ଚାଇନା ପରେ ହ୍ୟୁମାନ ମେଟାନ୍ୟୁମୋଭାଇରସ (HMPV) ବର୍ତ୍ତମାନ ଭାରତରେ ପଶିଛି। ଯାହାକୁ ନେଇ ସାରା ଦେଶରେ ଏବେ ଆତଙ୍କ ଖେଳିଯାଇଛି। କର୍ନାଟକ, ତାମିଲନାଡୁ ପରେ ଏବେ ମୁମ୍ବାଇରେ ଏକ ନୂଆ ମାମଲା ଦେଖିବାକୁ ମିଳିଛି। HMPVର ଏହି ଭାଇରସ ଦଶନ୍ଧି ପୁରୁଣା । ୨୦୦୧ ମସିହାରେ ଏହା ମଣିଷମାନଙ୍କଠାରେ!-->…
ଇସ୍ରୋର ନୂଆ ଅଧ୍ୟକ୍ଷ ଭି. ନାରାୟଣନ
କେନ୍ଦ୍ର ସରକାର ଭି ନାରାୟଣନଙ୍କୁ ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ)ର ନୂତନ ଚେୟାରମ୍ୟାନ ତଥା ମହାକାଶ ବିଭାଗର ସଚିବ ଭାବରେ ନିଯୁକ୍ତ କରିଛନ୍ତି। ସେ ଜାନୁଆରୀ ୧୪ରେ ବର୍ତ୍ତମାନର ଇସ୍ରୋ ମୁଖ୍ୟ ଏସ୍.ସୋମନାଥଙ୍କ ଦାୟିତ୍ୱ ଗ୍ରହଣ କରିବେ। ପ୍ରାୟ ୪୦ ବର୍ଷ ଧରି ସେ !-->…
୬ ଛୁଆ ଓ ସ୍ୱମୀଙ୍କୁ ଛାଡ଼ି ଭିକାରି ସହ ପଳାଇଲେ ମହିଳା
ସାମ୍ନାକୁ ଆସିଛି ଅତ୍ୟନ୍ତ ଆଶ୍ଚର୍ଯ୍ୟ କରିବା ଭଳି ଘଟଣା। ଜଣେ ୩୬ ବର୍ଷୀୟ ମହିଳା ତାଙ୍କ ସ୍ୱାମୀ ଓ ୬ ପିଲାଙ୍କୁ ଛାଡ଼ି ଭିକ ମାଗିବାକୁ ଆସୁଥିବା ଜଣେ ବ୍ୟକ୍ତିଙ୍କ ସହ ଫେରାର ହୋଇଯାଇଛନ୍ତି। ଉତ୍ତର ପ୍ରଦେଶର ହରପଲପୁରର ଥାନା ଅଞ୍ଚଳର ଏକ ଗାଁରେ ସାଣ୍ଡି ଥାନା ଅନ୍ତର୍ଗତ ଖୀରକିଆଁ!-->…
HMPV କୌଣସି ନୂଆ ଭାଇରସ୍ ନୁହେଁ, ଆତଙ୍କିତ ହୁଅନ୍ତୁ ନାହିଁ: ସ୍ଵାସ୍ଥ୍ୟ ମନ୍ତ୍ରୀ
ଚାଇନା ଭାଇରସ ଏଚଏମପିଭିକୁ ନେଇ ଭାରତରେ ଚିନ୍ତା ବଢ଼ିଛି। ଏପର୍ଯ୍ୟନ୍ତ ଭାରତରେ ୬ ଜଣ ଏଚଏମପିଭି ଆକ୍ରାନ୍ତ ଚିହ୍ନଟ ହେବା ପରେ ସାରା ଦେଶରେ ଆତଙ୍କ ଖେଳି ଯାଇଛି। ଏଚଏମପିଭି ଭାଇରସ୍କୁ ନେଇ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା କହିଛନ୍ତି, ଏହା କୌଣସି ନୂଆ ଭାଇରସ୍ ନୁହେଁ।!-->…
୫ଦିନ ପରେ ସିଂହ ଓ ବାଘ ଅଭୟାରଣ୍ୟରୁ ଜୀବନ୍ତ ଫେରିଲା ୭ ବର୍ଷୀୟ ଶିଶୁ
ଉତ୍ତର ଜିମ୍ବାଓ୍ବେର ମେଶୋନାଲେଣ୍ଡ ପଶ୍ଚିମ ପ୍ରଦେଶର ‘କରିବା ଗ୍ରାମୀଣ’ ଜିଲାଲ ୭ ବର୍ଷୀୟ ବାଳକ ଟିନୋଟେଡା ପୁଡୁଙ୍କ କାହାଣୀ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ବାସ୍ତବରେ ଜିମ୍ବାୱେରେ ଏକ ଶିଶୁ ବାଟବଣା ହୋଇ ବାଘ, ସିଂହ, ହାତୀ ରହୁଥିବା ବିପଦପୂର୍ଣ୍ଣ ଘଞ୍ଚ ଜଙ୍ଗଲରେ!-->…
OYOରେ ଆଉ ରୁମ୍ ବୁକ୍ କରିପାରିବେ ନାହିଁ ଅବିବାହିତ ଯୋଡ଼ି
ଅବିବାହିତ ଦମ୍ପତିଙ୍କ ପାଇଁ ଆସିଲା ନୂଆ ନିୟମ । ଏବେ ଆଉ ସହଜରେ ମିଳିବନି ହୋଟେଲରେ ଚେକ୍ ଇନ୍ । ପ୍ରେମୀ ଯୁଗଳଙ୍କ ମଧ୍ୟରେ ଖାସ ପସନ୍ଦ ଥିବା ହୋଟେଲ ଓୟୋ ନୂଆ ବର୍ଷରେ ଆଣିଛି ନୂଆ ନିୟମ । ଯେଉଁମାନେ ବିବାହ କରି ନଥିବେ ତାଙ୍କୁ ଓୟୋ ହୋଟେଲରେ ମିଳିବନି ପ୍ରବେଶ ପାଇଁ ଅନୁମତି । ପ୍ରେମୀ!-->…
HMPVର ସ୍ଵାସ୍ଥ୍ୟ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ
ବେଙ୍ଗାଲୁରୁରୁ ୨ ଜଣ ଏଚଏମପିଭି ମାମଲା ଚିହ୍ନଟ ହୋଇଥିବା ବେଳେ ଏବେ ପୁଣି ଅହମ୍ମଦାବାଦରୁ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଏବେ ମୋଟ ୩ଟି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଇସିଏମଆର ନିୟମିତ ତଦାରଖ ମାଧ୍ୟମରେ କର୍ନାଟକରେ HMPVର ଦୁଇଟି ମାମଲା ଚିହ୍ନଟ କରିଥିଲା। ଅନ୍ୟପଟେ!-->…
ବିଜେପିର ରମେଶ ବିଧୁରୀଙ୍କ ବୟାନକୁ ନେଇ କାନ୍ଦି ପକାଇଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
ସାମ୍ବାଦିକ ସମ୍ମିଳନୀରେ ବିଜେପି ନେତା ରମେଶ ବିଧୁରୀଙ୍କ ଆପତ୍ତିଜନକ ବୟାନ ଉପରେ ପ୍ରଶ୍ନ ପଚରାଯିବାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ କାନ୍ଦୁଥିବା ଦେଖିବାକୁ ମିଳିଥିଲା ।ରମେଶ ବିଧୁରୀଙ୍କ ବକ୍ତବ୍ୟର ଜବାବ ଦେଇ ସେ କହିଛନ୍ତି, ମୋ ବାପା ଜଣେ ଶିକ୍ଷକ। ସେ ଏତେ ଅସୁସ୍ଥ ଅଛନ୍ତି ଯେ ସେ!-->…