Browsing Category
ଦେଶ ବିଦେଶ
ବିଶ୍ବର ସବୁଠୁ ବୟସ୍କ ମହିଳାଙ୍କ ପରଲୋକ, ବୟସ ୧୧୬ ବର୍ଷ
ବିଶ୍ବର ବୟୋଜ୍ୟେଷ୍ଠ ବ୍ୟକ୍ତିିଭାବେ ମାନ୍ୟତାଲାଭ କରିଥିବା ଜାପାନୀ ମହିଳା ତୋମିକୋ ଇତୁକାଙ୍କର ଡିସେମ୍ବର ୨୯ରେ ପରଲୋକ ଘଟିଛି। ତାଙ୍କୁ ୧୧୬ ବର୍ଷ ବୟସ ହୋଇଥିଲା। ପ୍ରଥମ ବିଶ୍ବଯୁଦ୍ଧର ୬ ବର୍ଷ ପୂର୍ବରୁ ଇତୁକା ମେ’ ୧୯୦୮ରେ ଜନ୍ମଗ୍ରହଣ କରିଥିଲେ। ସେପ୍ଟେମ୍ବର ୨୦୨୪ ଗିନିସ୍ ୱାଲ୍ଡ!-->…
କେତେ ଘାତକ ଚୀନର ନୂଆ ଭୂତାଣୁ !
କୋଭିଡ୍-୧୯ ମହାମାରୀର ୫ ବର୍ଷ ପରେ ଚୀନରେ ପୁଣି ଏକ ନୂଆ ଭୂତାଣୁ ଆତଙ୍କ ଖେଳାଇଛି । ଆଉ ଏହାର ଲକ୍ଷଣ କରୋନା ଭାଇରସ୍ ଭଳି । ଏହି ନୂଆ ଭୂତାଣୁର ନାମ - ହ୍ୟୁମାନ୍ ମେଟାନ୍ୟୁମୋଭାଇରସ୍ ବା HMPV । ଏହି ନୂଆ ଭାଇରସ୍ ଦ୍ବାରା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ବେଗରେ ବଢିବାରେ ଲାଗିଛି । ତେବେ!-->…
ଖୁବଶୀଘ୍ର ଏଟିଏମ୍ରୁ ସହଜରେ ମିଳିବ ଇଫିଏଫ୍ଓ ଟଙ୍କା ।
କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫ୍ଓ)ର ପେନ୍ସନଭୋଗୀମାନେ ବର୍ତ୍ତମାନ ଯେକୌଣସି ବ୍ୟାଙ୍କରୁ ପେନ୍ସନ ବାହାର କରିବାକୁ ସକ୍ଷମ ହେବେ। ଇପିଏଫଓ ଏହାର ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପେନ୍ସନ ପେମେଣ୍ଟ ସିଷ୍ଟମ (ସିପିପିଏସ୍) ର ଲାଗୁ କରିବାର କାର୍ଯ୍ୟ ସମାପ୍ତ କରିଛି।!-->…
ଚୀନରେ ପୁଣି ଏକ ରହସ୍ୟମୟ ଭାଇରସର ଆତଙ୍କ ।
କରୋନା ମହାମାରୀର ୫ ବର୍ଷ ପରେ ଚୀନ୍ରେ ପୁଣି ଏକ ରହସ୍ୟମୟ ଭାଇରସ୍ର ଆତଙ୍କ। ‘ହ୍ୟୁମାନ ମେଟାନ୍ୟୁମୋଭାଇରସ୍' ବା ଏଚଏମପିଭି ସମେତ ଆଉ କେତେକ ନୂଆ ଭୂତାଣୁ ଚୀନର ଚିନ୍ତା ବଢ଼ାଇଛି ।'ସାଇଣ୍ଟିଷ୍ଟ ଅର୍ଗ' ଅନୁଯାୟୀ, ଚୀନରେ ବ୍ୟାପିଥିବା ନୂତନ କରୋନା ଭାଇରସ୍ ମହାମାରୀକୁ ବିଶ୍ୱ!-->…
ଫେସବୁକ ପ୍ରେମ ହେଲା କାଳ, ସୀମା ପାର ପରେ ଗିରଫ ହେଲେ ଯୁବକ
ଫେସବୁକ୍ରୁ ଆରମ୍ଭ ହୋଇଥିଲା ପ୍ରେମ ସମ୍ପର୍କ। ଦେଖୁଦେଖୁ ବର୍ଷେ କି ଦୁଇ ବର୍ଷ ନୁହେଁ ବରଂ ବିତିଯାଇଥିଲା ଅଢ଼େଇ ବର୍ଷ। ଏଣୁ ପ୍ରେମିକାକୁ ଥରେ ଆଖି ପୁରାଇ ଭେଟିବାକୁ ଇଚ୍ଛା କରିଥିଲେ ପ୍ରେମିକ। ହେଲେ ଏଥିରେ ବାଧା ସାଜିଥିଲା ଭାରତ-ପାକିସ୍ତାନ ମଧ୍ୟରେ ଥିବା ସୀମାରେଖା। ଉତ୍ତର ପ୍ରଦେଶର!-->…
କଶ୍ମୀରକୁ ‘କାଶ୍ୟପ’ ନାମରେ ନାମିତ କରାଯାଇପାରେ:ଅମିତ୍ ଶାହ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ ଗୁରୁବାର 'J&K and Ladakh Through the Ages' ପୁସ୍ତକ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ କାଶ୍ମୀରର ନାଁ କଶ୍ୟପଙ୍କ ନାଁରେ ହୋଇପାରେ । ସେ କହିଛନ୍ତି ଯେ ଶଙ୍କରାଚାର୍ଯ୍ୟଙ୍କ ଉଲ୍ଲେଖ, ସିଲ୍କ ରୁଟ୍, ହେମିଷ ମଠରୁ!-->…
ଚଳିତବର୍ଷ ସୂର୍ଯ୍ୟୋପରାଗ ଓ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେଉଁ ତାରିଖରେ ପଡ଼ିବ
ଚଳିତବର୍ଷ ମୋଟ ୪ଟି ସୂର୍ଯ୍ୟୋପରାଗ ଓ ଚନ୍ଦ୍ରଗ୍ରହଣ ସଂଗଠିତ ହେବ। ଦୁଇଟି ଆଶିଂକ ସୂର୍ଯ୍ୟୋପରାଗ ହେଉଥିବାବେଳେ ଦୁଇଟି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଦେଖାଯିବ। ସେଥିମଧ୍ୟରୁ କେବଳ ଗୋଟିଏ ପୂଣ୍ଣର୍ର୍ ଚନ୍ଦ୍ରଗ୍ରହଣ ଭାରତରୁ ଦେଖିହେବ ବୋଲି ଜନବିଜ୍ୟାନୀ ଡ. ଶୁଭେନ୍ଧୁ ପଟ୍ଟନାୟକ ସୂଚନା!-->…
ଜୀବନଯୁଦ୍ଧରେ ହାରିଗଲା କୁନିଝିଅ ଚେତନା
ରାଜସ୍ଥାନ କୋଟପୁତଲୀରେ ବୋରୱେଲକୁ ଖସିପଡିଥିବା ୩ ବର୍ଷର ଝିଅ ଚେତନା ଜୀବନ ଯୁଦ୍ଧ ହାରି ଯାଇଛି। ଚେତନାକୁ ବୋରୱେଲରୁ ୧୦ମ ଦିନରେ ବାହାର କରାଯାଇଛି। ବୋରୱେଲରୁ ବାହାରିବାମାତ୍ରେ ତାକୁ ବିଡିଏମ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତରମାନେ ତାକୁ ମୃତ ଘୋଷଣା କରିଛନ୍ତି। ହସ୍ପିଟାଲର!-->…
ଏକ୍ସ’ରେ ନାଁ ପରିବର୍ତ୍ତନ କଲେ ଏଲନ ମକ୍ସ
ନୂଆବର୍ଷରେ ବିଶ୍ଵର ସବୁଠୁ ଧନୀ ବ୍ୟକ୍ତି ଏଲନ ମସ୍କ ନିଜ ନାଁ ବଦଳାଇଛନ୍ତି। ତେବେ ବାସ୍ତବ ଜୀବନରେ ସେ ନିଜ ନାମ ପରିବର୍ତ୍ତନ କରିନାହାନ୍ତି। ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଥିବା ନିଜ ଆକାଉଣ୍ଟର ପ୍ରୋଫାଇଲ ନାମକୁ ମସ୍କ ବଦଳାଇ ‘କେକିଅସ ମାକ୍ସିମସ’ ରଖିଛନ୍ତି।ଏପରିକି ସେ ନିଜର!-->…
ନୂଆବର୍ଷରେ ନିଜ ପରିବାରର ୫ ଜଣଙ୍କ ଜୀବନ ନେଲା ଜଣେ ଯୁବକ ।
ରାଜଧାନୀ ଲକ୍ଷ୍ନୌର ନାକାସ୍ଥିତ ହୋଟେଲ ଶରଣଜିତରେ ଗୋଟିଏ ପରିବାରର ପାଞ୍ଚଜଣ ମହିଳାଙ୍କ ହତ୍ୟା ଚର୍ଚ୍ଚାର ବିଷୟ ପାଲଟିଛି।ଜଣେ ଯୁବକ ନିଜର ୪ ଭଉଣୀ ଏବଂ ମା’ର ଜୀବନ ନେଇଯାଇଛି । ଘଟଣା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଯୁବକକୁ ଗିରଫ କରିଛି!-->…