Browsing Category

ରାଜନୀତି

ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ବଡ ଅଭିଯୋଗ ଆଣିଲେ ଲତିକା

ଭୁବନେଶ୍ୱର(ରାଜ୍ୟକାହାଣୀ)କବିସୂର୍ଯ୍ୟନଗରର ପୂର୍ବତନ ବିଧାୟିକା ଲତିକା ପ୍ରଧାନ ଏକ ବିସ୍ଫୋରକ ବୟାନ ଦେଇଛନ୍ତି । ସେ ସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁଙ୍କ ନାମରେ ସଂଗୀନ ଅଭିଯୋଗ ଆଣିଛନ୍ତି । ଲତିକା ପ୍ରଧାନ କହିଛନ୍ତି ଯେ ରଞ୍ଜିତା ବିଭୀଷଣ ସାଜି ଦଳୀୟ ପ୍ରାର୍ଥୀଙ୍କୁ ହରାଇଛନ୍ତି ।

ନବୀନ @79

79 ବର୍ଷରେ ପାଦ ଥାପିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଲଗାତର 24ବର୍ଷ ଧରି ଓଡ଼ିଶାର ଶାସନଭାର ସମ୍ଭାଳିଥିଲେ ନବୀନ। ବିକଶିତ ଓଡ଼ିଶାକୁ ବିଶ୍ୱ ଦରବାରରେ ପରିଚିତ କରାଇଥିଲେ। ଶିକ୍ଷା, ସ୍ୱାସ୍ଥ୍ୟ, କ୍ରୀଡ଼ା, ଭିତ୍ତିଭୂମି କ୍ଷେତ୍ରରେ ବିଶ୍ୱ

ଆଜିଠୁ ବିଜେପିର ସକ୍ରିୟ ସଦସ୍ୟ ସଂଗ୍ରହ ଅଭିଯାନ ଆରମ୍ଭ

ଭୁବନେଶ୍ୱର(ରାଜ୍ୟକାହାଣୀ) ବିଜେପିର ସଦସ୍ୟତା ଅଭିଯାନ ଚଳିତ ବର୍ଷ ସେପ୍ଟେମ୍ବର ୨ରୁ ଦେଶବ୍ୟାପୀ ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଚାଲୁରହିଛି। ଆଜିଠୁ ୩୧ ଅକ୍ଟୋବର ପର୍ଯ୍ୟନ୍ତ ସକ୍ରିୟ ସଦସ୍ୟ ଗ୍ରହଣ ପ୍ରକ୍ରିୟା ଚାଲୁ ରହିବ। ଏହି ସମୟରେ ପ୍ରାଥମିକ ସଦସ୍ୟ ସଂଗ୍ରହ ଅଭିଯାନ ମଧ୍ୟ ଜାରି

ମୁଁ ବିଜେଡି ଛାଡ଼ିବା ପଛରେ ପାଣ୍ଡିଆନ ଦାୟୀ।

ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟରେ ଭାଜପା ସରକାର ଆସିବା ପରେ ବିଜେଡିର କିଛି ନେତା ଦଳ ଛାଡ଼ିଛନ୍ତି। ବିଶେଷକରି ନିର୍ବାଚନ ସମୟରେ ପୂର୍ବତନ ବିଜେଡି ନେତା ଭି.କେ. ପାଣ୍ଡିଆନଙ୍କ ସମ୍ପୃକ୍ତି ଉପରେ ଅନେକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବିଜେଡିର ପରାଜୟକୁ ନେଇ ବରିଷ୍ଠ ବିଜେପି ନେତା

ରାଜ୍ୟରେ ରେରା ଆଇନରେ ହେବ ବଡ ପରିବର୍ତ୍ତନ ।

ଭୁବନେଶ୍ୱର(ରାଜ୍ୟକାହାଣୀ)ରାଜ୍ୟରେ ରେରା ଆଇନରେ ହେବ ବଡ ପରିବର୍ତ୍ତନ । ବିଭାଗ ସହ ଆଲୋଚନା ପରେ ନିଆଯିବ ନିଷ୍ପତ୍ତି । ଅସୁବିଧା ସମୟରେ ସମସ୍ତ ଜମି ବିକ୍ରି କରିବାର ଆବଶ୍ୟକତା ନାହିଁ । ଜମିର କିଛି ଅଂଶ ମଧ୍ୟ ବିକ୍ରି କରିପାରିବେ । ସେନେଇ ରେରାର ଆବଶ୍ୟକତା ନହେବା ନେଇ ଆଲୋଚନା ହେବ

ଅମର ଦଳ ଛାଡିଦେଲେ କିଛି ଫରକ୍ ପଡିବନି’

ଭୁବନେଶ୍ୱର(ରାଜ୍ୟକାହାଣୀ)ବିଜେଡିରେ ଚାଲିଥିବା ଅନ୍ତଃକନ୍ଦଳ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି। ଦଳର ବରିଷ୍ଠ ନେତାମାନେ ଜଣେ ଜଣଙ୍କୁ ଆକ୍ଷେପ ପ୍ରତି ଆକ୍ଷେପ କରି ଚାଲିଛନ୍ତି। ବରିଷ୍ଠ ବିଜେଡି ନେତା ଅମର ଶତପଥୀଙ୍କୁ ସାଂଘାତିକ ଭାବେ ଟାର୍ଗେଟ କରିଛନ୍ତି ବିଜେଡି ମୁଖପାତ୍ର ଲେନିନ୍

ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା

ଭୁବନେଶ୍ବର(ରାଜ୍ୟକାହାଣୀ): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଲେ ବିଜେଡି ବିଧାୟକ ଦଳର ନେତା। ଆଜି ବିଧାୟକ ଦଳର ବୈଠକରେ ତାଙ୍କୁ ଦଳର ନେତା ଭାବେ ବିଧାୟକ ମାନେ ନିର୍ବାଚିତ କରିଛନ୍ତି। ଶଙ୍ଖଭବନରେ ଅନୁଷ୍ଠିତ ହୋଇଥିଲା ବିଜେଡି ବିଧାୟକ ଦଳ ବୈଠକ ।