Browsing Category

ଆଧ୍ୟାତ୍ମିକ

ଆଜି ପବିତ୍ର ଗୋପାଷ୍ଟମୀ ବା ଗୋଷ୍ଠାଷ୍ଟମୀ

କାର୍ତ୍ତିକ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ଗୋପାଷ୍ଟମୀ ବା ଗୋଷ୍ଠାଷ୍ଟମୀ ପର୍ବ ପାଳିତ ହୋଇଥାଏ । ଏହିଦିନ ପ୍ରାତଃକାଳରୁ ସ୍ନାନାଦି ନିତ୍ୟକର୍ମ ସାରି ଗୋମାତାଙ୍କୁ ସ୍ନାନ କରାଇବା ପରେ ଜଳ, ଅକ୍ଷତ, ଶସ୍ୟ, ବସ୍ତ୍ର, ଭୋଗ ଏବଂ ଧୂପ ଆଦି ସହ ପୂଜା କରାଯାଇଥାଏ । ଏହି ଦିନ ଗୋପାଳକଙ୍କର ପୂଜା

ନବରାତ୍ରୀର ଚତୁର୍ଥ ଦୁର୍ଗାଙ୍କର ନାମ କୁଷ୍ମାଣ୍ଡା

ହିନ୍ଦୁଧର୍ମରେ ମା’ ଦୁର୍ଗାଙ୍କ ଗଣତି ପ୍ରମୁଖ ଦେବୀ ମଧ୍ୟରେ ସବୁଠାରୁ ଶ୍ରେଷ୍ଠ । ଶକ୍ତିର ପ୍ରତୀକ ମା’ ଦୁର୍ଗା । ଶାରଦୀୟ ନବରାତ୍ରି ଆରମ୍ଭ ହୋଇଛି । ଆଜି ନବରାତ୍ରିର ଚତୁର୍ଥ ଦିନ । ଆଜି ଦିନରେ ମା’ କୁଷ୍ମାଣ୍ଡାଙ୍କୁ ପୂଜା କରାଯାଏ ।କୁଷ୍ମାଣ୍ଡା‌ ଦେବୀ ଦୁର୍ଗାଙ୍କର ଏକ ଅନନ୍ୟ ରୂପ,

ନବରାତ୍ରିର ଦ୍ବିତୀୟ ଦିନରେ ମା’ ବ୍ରହ୍ମଚାରିଣୀଙ୍କ ଉପାସନା

ଶାରଦୀୟ ନବରାତ୍ରି ଆଜି ଦ୍ବିତୀୟ ଦିନ । ଏହି ୯ ଦିନରେ ମା’ ଦୁର୍ଗାଙ୍କ ଅଲଗା ଅଲଗା ସ୍ୱରୂପକୁ ପୂଜା ଆରାଧନା କରାଯାଏ । ପ୍ରଥମେ ଦିନରେ ମା’ ଶୈଳପୁତ୍ରୀଙ୍କୁ ପୂଜା କରାଯାଏ । ଏହିଦିନ ଲୋକ ବ୍ରତ ରଖିବା ପରେ ନିଜ ଘରେ କଳସ ସ୍ଥାପନା କରନ୍ତି । ସେହିପରି ଦ୍ୱିତୀୟ ଦିନରେ ମା’

ପବିତ୍ର ନବରାତ୍ରି! ପ୍ରଥମ ଦିନରେ ପୂଜା ପାଆନ୍ତି ମା’ ଶୈଳପୁତ୍ରୀ

ହିନ୍ଦୁ ଧର୍ମରେ ନବରାତ୍ରୀର ଉତ୍ସବ ବହୁତ ମହତ୍ତ୍ୱ ରଖିଥାଏ । ଏହି ନବରାତ୍ର ୯ ଦିନ ପାଳନ କରାଯାଏ । ଏହି ପୂଜା ସମ୍ପୂର୍ଣ୍ଣ ଭାବରେ ମା’ ଦୁର୍ଗାଙ୍କୁ ସମର୍ପଣ କରାଯାଇଥାଏ । ମାଆଙ୍କ ନଅଟି ରୂପର ପ୍ରଥମ ରୂପ ହେଉଛନ୍ତି ମା’ ଶୈଳପୁତ୍ରୀ । ନବରାତ୍ରୀର ପ୍ରଥମ ଦିନରେ ମା’ ଶୈଳପୁତ୍ରୀଙ୍କ

ପୁରୀ ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ

ରାଜ୍ୟ କାହାଣୀ (ଭୁବନେଶ୍ୱର )ଭାଦ୍ରବ ମାସ କୃଷ୍ଣ ପକ୍ଷ ଦଶମୀ ତିଥିରେ ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ବଣଭୋଜି ବେଶ ଅନୁଷ୍ଠିତ ହେବ । ହାତରେ ବାଡ଼ି ଆଉ ଶିକାରେ ଲହୁଣୀ ଧରି ବେଶ ହେବେ କଳା ଗୋରା ଦୁଇ ଠାକୁର ।ଗୋପଲୀଳା ସମୟରେ କୃଷ୍ଣ ଓ ବଳରାମ ଗାଇ ବାଛୁରୀଙ୍କୁ ସାଙ୍ଗରେ

ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା

ରାଜ୍ୟ କାହାଣୀ (ଭୁବନେଶ୍ୱର )ଆଜି ପବିତ୍ର ଗହ୍ମାପୂର୍ଣ୍ଣିମା ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ । ଆଜି ଦିନରେ ଭଉଣୀ ନିଜ ଭାଇ ହାତରେ ରାକ୍ଷୀ ବାନ୍ଧି ନିଜର ସୁରକ୍ଷା ମନାସିଥାଏ। ଭାଇ ଭଉଣୀର ସମ୍ପର୍କକୁ ଦୁନିଆର ସବୁଠୁ ପବିତ୍ର ସମ୍ପର୍କ ବୋଲି କୁହାଯାଏ । ଏହି ରାକ୍ଷୀ ପ୍ରତ୍ୟେକ ଭାଇ-ଭଉଣୀ

କାହିଁକି ପାଳନ ହୁଏ ଚିତୋଉ ଅମାବାସ୍ୟା

ରାଜ୍ୟ କାହାଣୀ (ଭୁବନେଶ୍ୱର )ଆଜି ଚିତାଲାଗି ଅମାବାସ୍ୟା । ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର ଚିତାଲାଗି ହୋଇଥାଏ । ସମ୍ଭବତଃ ଚିତା

ଆଜି ହେଉଛି ଶ୍ରାବଣ ମାସର ପ୍ରଥମ ସୋମବାର

ରାଜ୍ୟ କାହାଣୀ (ଭୁବନେଶ୍ୱର )ଆଜି ହେଉଛି ଶ୍ରାବଣ ମାସର ପ୍ରଥମ ସୋମବାର। ଏନେଇ ରାଜ୍ୟ ଏବଂ ରାଜଧାନୀରେ ଥିବା ଶୈବପୀଠଗୁଡ଼ିକ ବେଶ୍‌ ଚଳଚଞ୍ଚଳ ହୋଇଉଠିଛି। ବିଭିନ୍ନ ଶୈବପୀଠରେ କାଉଡ଼ିଆମାନେ ଭଗବାନ ଶିବଙ୍କଠାରେ ଜଳଲାଗି କରିଛନ୍ତି |ଦୂର ଦୂରାନ୍ତରୁ ପାଣି ଆଣି କାଉଡ଼ିଆଙ୍କ ଲମ୍ୱାଧାଡ଼ି

ଶ୍ରୀମନ୍ଦିରର ଟଙ୍କ ତୋରାଣି ବା ଅବଢ଼ା ତୋରାଣି

ରାଜ୍ୟ କାହାଣୀ (ଭୁବନେଶ୍ୱର )ଟଙ୍କ ତୋରାଣିକୁ ଅବଢ଼ା ତୋରାଣି ମଧ୍ୟ କୁହାଯାଇଥାଏ। ଏହା ଶ୍ରୀମନ୍ଦିରର ଆନନ୍ଦ ବଜାରରେ ମିଳୁଥିବା ଏକ ପାନୀୟ। ଏହି ତୋରାଣି ରନ୍ଧା ଅବଢ଼ା ଅନ୍ନରେ ଦହି, କଞ୍ଚା ଲଙ୍କା, ଲେମ୍ବୁ, ଅଦା, ଭୃଷୁଙ୍ଗ ପତ୍ର ଓ ଜିରା ଗୁଣ୍ଡ ଆଦି ମିଶାଇ ପ୍ରସ୍ତୁତ କରାଯାଏ। ରଥଯାତ୍ରା

ମହାପ୍ରଭୁଙ୍କ ଅଣସର ସେବା, ଆଜିଠୁ ମହାପ୍ରଭୁଙ୍କ ଓଷଅ ଲାଗି

ରାଜ୍ୟ କାହାଣୀ (ଭୁବନେଶ୍ୱର )ଅଣସର ଘରେ ଥିବା ମହାପ୍ରଭୁଙ୍କ ଚାଲିଛି ଗୁପ୍ତ ଉପଚାର । ଅନବସରର ଷଷ୍ଠୀ ଅବସରରେ ଆଜି ମହାପ୍ରଭୁଙ୍କୁ ଓଷ ବା ଔଷଧ ଲାଗି କରାଯିବ। ଏହି ଓସ୍ୱକୁ ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକ ମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲେପନ କରିଥାନ୍ତି । ଯାହା ଫଳରେ ମହାପ୍ରଭୁ