Browsing Category

ଆଧ୍ୟାତ୍ମିକ

ଆଜି ପବିତ୍ର ଅକ୍ଷୟ ତୃତୀୟା 

ହିନ୍ଦୁ ଧର୍ମରେ ଅକ୍ଷୟ ତୃତୀୟା ର ଖୁବ ମହତ୍ୱ ରହିଛି। ଏହିଦିନ ଟି ଚାଷ କାର୍ଯ୍ୟ ପାଇଁ ଖୁବ ଶୁଭ ଅଟେ l ଏବଂ ଜଗନ୍ନାଥ ସଂସ୍କୃତି ରେ ଅକ୍ଷୟ ତୃତୀୟା ରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ l ଏହିଦିନ ଟି ରେ ଲକ୍ଷ୍ମୀ ପୂଜନ ଦ୍ୱାରା ସୁଖ ସମୃଦ୍ଧି ର ଆଗମନ ହାଇଥାଏ lଅକ୍ଷିତୃତୀୟ ରେ ଦାନ…

ଆଜି ପବିତ୍ର ଶ୍ରୀରାମ ନବମୀ

ଆଜି ପବିତ୍ର ରାମନବମୀ । ଭଗବାନ ଶ୍ରୀରାମଙ୍କ ଜନ୍ମୋତ୍ସବ ଭାବେ ପାଳିତ ହେଉଥିବା ପବିତ୍ର ରାମ ନବମୀକୁ ନେଇ ସମଗ୍ର ରାଜ୍ୟରେ ଭକ୍ତିମୟ ପରିବେଶ ଦେଖିବାକୁ ମିଳିଛି । ପବିତ୍ର ରାମ ନବମୀ ଅବସରରେ ଗୁଞ୍ଜିଉଠୁଛି ଜୟ ଶ୍ରୀରାମ ଧ୍ୱନି ।ଶ୍ରୀରାମଙ୍କ ଜନ୍ମ ମୁହୂର୍ତ୍ତକୁ ନେଇ ମନ୍ଦିର ମାନଙ୍କରେ…

ଆଜି ପବିତ୍ର ଦୋଳ ପୂର୍ଣ୍ଣମୀ

ଆଜି ପବିତ୍ର ଦୋଳ ପୂର୍ଣ୍ଣମୀ । ଦୋଳ ବେଦୀକୁ ବିମାନରେ ବିଜେ ହୋଇଛନ୍ତି ମହାପ୍ରଭୁ । ଫଗୁ ଦଶମୀରୁ ଦୋଳଯାତ୍ରା ଆରମ୍ଭ ହୋଇଥାଏ । ଫାଲ୍‍ଗୁନ ଶୁକ୍ଳପକ୍ଷ ଦଶମୀରୁ ଓଡ଼ିଶାରେ ଦୋଳ ପାର୍ବଣ ଆରମ୍ଭ ହୋଇଥାଏ। ବିଭିନ୍ନ ସଂକୀର୍ତ୍ତନ ମଣ୍ଡଳୀ ପକ୍ଷରୁ ଦୋଳଗୋବିନ୍ଦଙ୍କୁ ବିମାନରେ ବସାଇ ଘରକୁ ଘର…

ଆଜି ପବିତ୍ର ଶ୍ରୀ ପଞ୍ଚମୀ 

ଆଜି ପବିତ୍ର ବସନ୍ତ ପଞ୍ଚମୀ ବା ଶ୍ରୀପଞ୍ଚମୀ। ଆଜି ମା' ସରସ୍ବତୀଙ୍କୁ ଆରାଧନାର ଦିନ। ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ବତୀ। ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବସନ୍ତ ପଞ୍ଚମୀ ବା ସରସ୍ବତୀ ପୂଜା ପାଳନ କରାଯାଇଥାଏ । ସରସ୍ବତୀ ଦିବ୍ୟଭାବର ପ୍ରତୀକ। ମା’ ସରସ୍ବତୀ…

ଆଜି ମକର ସଂକ୍ରାନ୍ତି। କ’ଣ ରହିଛି ପରମ୍ପରା

ମକରଠାରୁ ଦିନ ହୁଏ ବକର। ଅର୍ଥାତ ଏହି ତିଥି ଠାରୁ ଦିନ କ୍ରମଶଃ ବଡ଼ ହୁଏ। ମକରଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଯାଉଥିବାରୁ ଖରା ଧୀରେଧୀରେ ପ୍ରଖର ହୁଏ। ସୂର୍ଯ୍ୟ ଉତ୍ତର ଦିଗକୁ ଯାତ୍ରା କରି ଛଅ ମାସ ଅବସ୍ଥାନ କରୁଥିବାରୁ ବିବାହ, ବ୍ରତ, ଯଜ୍ଞାନୁଷ୍ଠାନ, ଗୃହ, ଦେବାଳୟ…

ଆଜି ପବିତ୍ର ଶାମ୍ବ ଦଶମୀ 

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆଜି ପବିତ୍ର ଶାମ୍ବ ଦଶମୀ । ସୂର୍ଯ୍ୟ ଭଗବାନଙ୍କ ପୂଜା । ବିଶ୍ବାସ ରହିଛି ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କ ଉପାସନା କରି ଅର୍ଘ୍ୟ ଦାନ କଲେ ଦୁରାରୋଗ୍ୟରୁ ମୁକ୍ତି ମିଳିଥାଏ ।ଏ ନେଇ ପ୍ରାତଃରୁ ଚନ୍ଦ୍ରଭାଗା ତଟରେ ଶ୍ରଦ୍ଧାଳୁ ସୂର୍ଯ୍ୟ ଦେବତାଙ୍କ ପୂଜାର୍ଚ୍ଚନା…

ଓଡିଆ ଘରର ଅନନ୍ୟ ପରମ୍ପରା ‘ଦାଣ୍ଡ ପହଁରା ଓଷା’

ରାଜ୍ୟକାହାଣୀ ( ଭୁବନେଶ୍ୱର )ଆମ ଓଡିଶାରେ ଅଧିକାଂଶ ଓଷା ସନ୍ତାନମାନଙ୍କ ମଙ୍ଗଳ କାମନା ଓ ସେମାନଙ୍କ ଦୀର୍ଘାୟୁ ନିମନ୍ତେ ନାରୀମାନେ କରିଥାଆନ୍ତି। ଏହି ଓଷା ସବୁରେ କେତେବେଳେ ଷଠୀମାତାଙ୍କୁ ପୂଜା କରାଯାଏ ତ କେତେବେଳେ ଯମ ଦେବତାଙ୍କୁ। ଦୀର୍ଘ ଓ ଧାର୍ମିକ ଜୀବନ ବଞ୍ଚିବା ପାଇଁ ଏହି…

ଆଜି ମାର୍ଗଶିର ପ୍ରଥମ ଗୁରୁବାର । ଓଡ଼ିଆ ଘରର ବଡ଼ ପୂଜା

ରାଜ୍ୟକାହାଣୀ ( ଭୁବନେଶ୍ୱର )ମାର୍ଗଶିର ମାସ ପ୍ରଥମ ପାଳି ଗୁରୁବାର । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ପୂଜା କରାଯାଏ। ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ। ପ୍ରତି ବିବାହିତ ମହିଳା ଏହି ପର୍ବ ପାଳିଥାନ୍ତି । ଏବେ ଚାଉଳ କୁଟିବା ଲାଗି ଢିଙ୍କି ଯୁଗ ନାହିଁ ନହେଲେ ବୋଧହୁଏ ଆଜି ସକାଳୁ…

ଆଜି ପବିତ୍ର ଗୋପାଷ୍ଟମୀ ବା ଗୋଷ୍ଠାଷ୍ଟମୀ

କାର୍ତ୍ତିକ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ଗୋପାଷ୍ଟମୀ ବା ଗୋଷ୍ଠାଷ୍ଟମୀ ପର୍ବ ପାଳିତ ହୋଇଥାଏ । ଏହିଦିନ ପ୍ରାତଃକାଳରୁ ସ୍ନାନାଦି ନିତ୍ୟକର୍ମ ସାରି ଗୋମାତାଙ୍କୁ ସ୍ନାନ କରାଇବା ପରେ ଜଳ, ଅକ୍ଷତ, ଶସ୍ୟ, ବସ୍ତ୍ର, ଭୋଗ ଏବଂ ଧୂପ ଆଦି ସହ ପୂଜା କରାଯାଇଥାଏ । ଏହି ଦିନ ଗୋପାଳକଙ୍କର ପୂଜା…

ନବରାତ୍ରୀର ଚତୁର୍ଥ ଦୁର୍ଗାଙ୍କର ନାମ କୁଷ୍ମାଣ୍ଡା

ହିନ୍ଦୁଧର୍ମରେ ମା’ ଦୁର୍ଗାଙ୍କ ଗଣତି ପ୍ରମୁଖ ଦେବୀ ମଧ୍ୟରେ ସବୁଠାରୁ ଶ୍ରେଷ୍ଠ । ଶକ୍ତିର ପ୍ରତୀକ ମା’ ଦୁର୍ଗା । ଶାରଦୀୟ ନବରାତ୍ରି ଆରମ୍ଭ ହୋଇଛି । ଆଜି ନବରାତ୍ରିର ଚତୁର୍ଥ ଦିନ । ଆଜି ଦିନରେ ମା’ କୁଷ୍ମାଣ୍ଡାଙ୍କୁ ପୂଜା କରାଯାଏ ।କୁଷ୍ମାଣ୍ଡା‌ ଦେବୀ ଦୁର୍ଗାଙ୍କର ଏକ ଅନନ୍ୟ ରୂପ,…