Browsing Category
ଆଧ୍ୟାତ୍ମିକ
ଆଜି ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରି ତେଲ
ରାଜ୍ୟ କାହାଣୀ (ଭୁବନେଶ୍ୱର )ଦେବ ସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଅଣସର ଘରେ ଜ୍ୱରରେ ପୀଡିତ ଅଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ। ଅଣସର ଗୃହରେ ଦଇତା ଓ ପତି ମହାପାତ୍ରଙ୍କ ଦ୍ୱାରା ଗୁପ୍ତ ସେବା ଚାଲିଥିବାବେଳେ ଚତୁର୍ଦ୍ଧା ବିଗ୍ରହଙ୍କ ଶ୍ରୀଅଙ୍ଗରେ ଆଜି ଲାଗି କରାଯିବ!-->…
ଆଜି ପହିଲି ରଜ । ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ ।
ରାଜ୍ୟ କାହାଣୀ (ଭୁବନେଶ୍ୱର )ଆଜି ପହିଲି ରଜ । ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ । ଝିଅ ମାନେ ହାତରେ ମେହେନ୍ଦି, ପାଦରେ ଅଳତା ଓ ମୁଣ୍ଡରେ ଟିକିଲି ପିନ୍ଧି ପରମ୍ପରା ଅନୁଯାୟୀ ପାଳନ କରୁଛନ୍ତି ପହିଲି ରଜ ।ରଜର ପ୍ରଥମ ଦିନକୁ ପହିଲି ରଜ, ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ!-->…
ଜ୍ବରରେ ପୀଡିତ ଶ୍ରୀଜିଉ: ଶ୍ରୀମନ୍ଦିରରେ ଅଣସର ନୀତି ଆରମ୍ଭ
ସ୍ନାନଯାତ୍ରାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଜ୍ବରରେ ପୀଡ଼ିତ ଦାରୁ ଦିଅଁ । ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଅଣସର ନୀତି । ଜ୍ଵରରେ ଆକ୍ରାନ୍ତ ଦାରୁଦିଅଁଙ୍କ ପାରମ୍ପାରିକ ଉପଚାର ଆରମ୍ଭ କରିଛନ୍ତି ଦଇତାପତି ସେବକ ।ମନୁଷ୍ୟ ଯେଭଳି ଅତ୍ୟଧିକ ସ୍ନାନ କଲେ ଜ୍ବରରେ!-->…
ବର୍ଷକୁ ମାତ୍ର ଥରେ ସୁନାକୂଅ ଜଳରେ ସ୍ନାନ କରନ୍ତି ଚତୁର୍ଦ୍ଧାମୂର୍ତ୍ତି କିନ୍ତୁ କାହିଁକି ?
ରାଜ୍ୟ କାହାଣୀ (ଭୁବନେଶ୍ୱର )ଦେବସ୍ନାନ ପୂର୍ଣ୍ଣିମାରେ ହୁଏ ମହାପ୍ରଭୁଙ୍କ ମହାସ୍ନାନ ଯାତ୍ରା । ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ । ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ!-->…