Browsing Category
ଆଧ୍ୟାତ୍ମିକ
ଆଜି ହେଉଛି ଶ୍ରାବଣ ମାସର ପ୍ରଥମ ସୋମବାର
ରାଜ୍ୟ କାହାଣୀ (ଭୁବନେଶ୍ୱର )ଆଜି ହେଉଛି ଶ୍ରାବଣ ମାସର ପ୍ରଥମ ସୋମବାର। ଏନେଇ ରାଜ୍ୟ ଏବଂ ରାଜଧାନୀରେ ଥିବା ଶୈବପୀଠଗୁଡ଼ିକ ବେଶ୍ ଚଳଚଞ୍ଚଳ ହୋଇଉଠିଛି। ବିଭିନ୍ନ ଶୈବପୀଠରେ କାଉଡ଼ିଆମାନେ ଭଗବାନ ଶିବଙ୍କଠାରେ ଜଳଲାଗି କରିଛନ୍ତି |ଦୂର ଦୂରାନ୍ତରୁ ପାଣି ଆଣି କାଉଡ଼ିଆଙ୍କ ଲମ୍ୱାଧାଡ଼ି!-->…
ଶ୍ରୀମନ୍ଦିରର ଟଙ୍କ ତୋରାଣି ବା ଅବଢ଼ା ତୋରାଣି
ରାଜ୍ୟ କାହାଣୀ (ଭୁବନେଶ୍ୱର )ଟଙ୍କ ତୋରାଣିକୁ ଅବଢ଼ା ତୋରାଣି ମଧ୍ୟ କୁହାଯାଇଥାଏ। ଏହା ଶ୍ରୀମନ୍ଦିରର ଆନନ୍ଦ ବଜାରରେ ମିଳୁଥିବା ଏକ ପାନୀୟ। ଏହି ତୋରାଣି ରନ୍ଧା ଅବଢ଼ା ଅନ୍ନରେ ଦହି, କଞ୍ଚା ଲଙ୍କା, ଲେମ୍ବୁ, ଅଦା, ଭୃଷୁଙ୍ଗ ପତ୍ର ଓ ଜିରା ଗୁଣ୍ଡ ଆଦି ମିଶାଇ ପ୍ରସ୍ତୁତ କରାଯାଏ। ରଥଯାତ୍ରା!-->…
ମହାପ୍ରଭୁଙ୍କ ଅଣସର ସେବା, ଆଜିଠୁ ମହାପ୍ରଭୁଙ୍କ ଓଷଅ ଲାଗି
ରାଜ୍ୟ କାହାଣୀ (ଭୁବନେଶ୍ୱର )ଅଣସର ଘରେ ଥିବା ମହାପ୍ରଭୁଙ୍କ ଚାଲିଛି ଗୁପ୍ତ ଉପଚାର । ଅନବସରର ଷଷ୍ଠୀ ଅବସରରେ ଆଜି ମହାପ୍ରଭୁଙ୍କୁ ଓଷ ବା ଔଷଧ ଲାଗି କରାଯିବ। ଏହି ଓସ୍ୱକୁ ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକ ମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲେପନ କରିଥାନ୍ତି । ଯାହା ଫଳରେ ମହାପ୍ରଭୁ!-->…
ଆଜି ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରି ତେଲ
ରାଜ୍ୟ କାହାଣୀ (ଭୁବନେଶ୍ୱର )ଦେବ ସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଅଣସର ଘରେ ଜ୍ୱରରେ ପୀଡିତ ଅଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ। ଅଣସର ଗୃହରେ ଦଇତା ଓ ପତି ମହାପାତ୍ରଙ୍କ ଦ୍ୱାରା ଗୁପ୍ତ ସେବା ଚାଲିଥିବାବେଳେ ଚତୁର୍ଦ୍ଧା ବିଗ୍ରହଙ୍କ ଶ୍ରୀଅଙ୍ଗରେ ଆଜି ଲାଗି କରାଯିବ!-->…
ଆଜି ପହିଲି ରଜ । ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ ।
ରାଜ୍ୟ କାହାଣୀ (ଭୁବନେଶ୍ୱର )ଆଜି ପହିଲି ରଜ । ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ । ଝିଅ ମାନେ ହାତରେ ମେହେନ୍ଦି, ପାଦରେ ଅଳତା ଓ ମୁଣ୍ଡରେ ଟିକିଲି ପିନ୍ଧି ପରମ୍ପରା ଅନୁଯାୟୀ ପାଳନ କରୁଛନ୍ତି ପହିଲି ରଜ ।ରଜର ପ୍ରଥମ ଦିନକୁ ପହିଲି ରଜ, ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ!-->…
ଜ୍ବରରେ ପୀଡିତ ଶ୍ରୀଜିଉ: ଶ୍ରୀମନ୍ଦିରରେ ଅଣସର ନୀତି ଆରମ୍ଭ
ସ୍ନାନଯାତ୍ରାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଜ୍ବରରେ ପୀଡ଼ିତ ଦାରୁ ଦିଅଁ । ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଅଣସର ନୀତି । ଜ୍ଵରରେ ଆକ୍ରାନ୍ତ ଦାରୁଦିଅଁଙ୍କ ପାରମ୍ପାରିକ ଉପଚାର ଆରମ୍ଭ କରିଛନ୍ତି ଦଇତାପତି ସେବକ ।ମନୁଷ୍ୟ ଯେଭଳି ଅତ୍ୟଧିକ ସ୍ନାନ କଲେ ଜ୍ବରରେ!-->…
ବର୍ଷକୁ ମାତ୍ର ଥରେ ସୁନାକୂଅ ଜଳରେ ସ୍ନାନ କରନ୍ତି ଚତୁର୍ଦ୍ଧାମୂର୍ତ୍ତି କିନ୍ତୁ କାହିଁକି ?
ରାଜ୍ୟ କାହାଣୀ (ଭୁବନେଶ୍ୱର )ଦେବସ୍ନାନ ପୂର୍ଣ୍ଣିମାରେ ହୁଏ ମହାପ୍ରଭୁଙ୍କ ମହାସ୍ନାନ ଯାତ୍ରା । ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ । ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ!-->…