Browsing Category
ଖେଳ
ବାଂଲାଦେଶ ଦାବିକୁ ପ୍ରତ୍ୟାଖ୍ୟାନ କଲା ICC , ଭାରତରେ T-୨୦ ବିଶ୍ୱକପ୍ ମ୍ୟାଚ୍ ନଖେଳିଲେ କଟିବ ପଏଣ୍ଟ
ବାଂଲାଦେଶର ଦାବିକୁ ପ୍ରତ୍ୟାଖ୍ୟାନ କଲା କ୍ରିକେଟର ପ୍ରଶାସକ ସଂସ୍ଥା ICC । ବାଂଲାଦେଶ ICC କୁ ଭାରତରୁ T20 ବିଶ୍ୱକପ୍ ମ୍ୟାଚ୍ ସ୍ଥାନାନ୍ତର କରିବାକୁ ଅନୁରୋଧ କରିଥିଲା । ଟି-୨୦ ବିଶ୍ୱକପ୍ ପାଇଁ ସ୍ଥାନ ପରିବର୍ତ୍ତନ କରିବା ପାଇଁ ବାଂଲାଦେଶର ଅନୁରୋଧକୁ ଆଇସିସି ପ୍ରତ୍ୟାଖ୍ୟାନ କରିଛି |!-->…
ଆଇପିଏଲ-୨୦୨୬ରେ ନିଲାମ ହୋଇଥିବା ୧୦ ସବୁଠୁ ଦାମୀ ଖେଳାଳୀ
ଆଇପିଏଲ ୨୦୨୬ ପାଇଁ ଶେଷ ହେଲା ନିଲମୀ । ୩୬୯ ଖେଳାଳିଙ୍କ ମଧ୍ୟରୁ ୭୭ ଖେଳାଳିଙ୍କୁ ଫ୍ରାଞ୍ଚାଇଜ ମାନେ ନିଜ ନିଜ ଦଳରେ ସାମିଲ କରିଛନ୍ତି । ବୁଧବାର ଆବୁଧାବିରେ ଆୟୋଜିତ ମିନି ଅକ୍ସନରେ ୫ ଜଣ ଖେଳାଳିଙ୍କୁ ୧୦ କୋଟି କିମ୍ବା ତା’ଠାରୁ ଅଧିକ ଟଙ୍କା ମିଳିଛି । ଏମାନଙ୍କ ମଧ୍ୟରେ ୩ ଜଣ ବିଦେଶୀ!-->…
ଆଇପିଏଲ ୨୦୨୬: କାମେରୁନ ଗ୍ରୀନଙ୍କ ଦାମ ୨୫ କୋଟି
ଆଇପିଏଲ ୨୦୨୬ ପାଇଁ ଚାଲିଛି ମିନି ନିଲାମୀ। ମଙ୍ଗଳବାର ଅର୍ଥାତ ୧୬ ଡିସେମ୍ବରରେ ଆବୁଧାବିର ଏତିହାଦ ଏରିନାରେ ଏହା ଚାଲିଛି। ଅଷ୍ଟ୍ରେଲିୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନଙ୍କ ଉପରେ ହୋଇଛି ଟଙ୍କାର ବର୍ଷା। ଅଷ୍ଟ୍ରେଲିୟ ଅଲରାଉଣ୍ଡର କାମେରୁନ ଗ୍ରୀନଙ୍କ ଦାମ ୨୫ କୋଟି ୨୦ ଲକ୍ଷ । ଗ୍ରୀନଙ୍କ!-->…
ରାଞ୍ଚି ପରେ ରାୟପୁରରେ ଶତକୀୟ ଇନିଂସ ଖେଳିଲେ କିଙ୍ଗ କୋହଲି
ରାଞ୍ଚି ପରେ ରାୟପୁରରେ ଶତକୀୟ ଇନିଂସ ଖେଳିଲେ କିଙ୍ଗ କୋହଲି । ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ଦିନିକିଆରେ ୯୦ ବଲରେ ଶତକ ହାସଲ କରିଛନ୍ତି ବିରାଟ କୋହଲି । ଏହା ବିରାଟଙ୍କ ଦିନିକିଆ କ୍ୟାରିୟରର ୫୩ତମ ଶତକ । ଏହା ପୂର୍ବରୁ ରାଞ୍ଚିରେ ୧୩୫ ରନର ଦମଦାର ଇନିଂସ ଖେଳିଥିଲେ ବିରାଟ କୋହଲି ।!-->…
ପରାଜୟ ପାଇଁ ନିଜକୁ ଦାୟୀ କଲେ ମୁଖ୍ୟ କୋଚ୍ ଗୌତମ ଗମ୍ଭୀର
ଦ୍ବିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଠାରୁ ୪୦୮ ରନରେ ପରାଜୟ । ଟେଷ୍ଟ ଇତିହାସରେ ଭାରତର ଏହା ରନ୍ ବ୍ୟବଧାନରେ ସବୁଠାରୁ ବଡ଼ ପରାଜୟ ଘଟିଛି । ଏହି ପରାଜୟ ପରେ ଏବେ ଟିମ୍ ଇଣ୍ଡିଆର ପ୍ରତ୍ୟେକ ଖେଳାଳିଙ୍କ ସହ ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ ପାରିବାପଣିଆ ଉପରେ ପ୍ରଶ୍ନ ଉଠିବାରେ ଲାଗିଛି ।!-->…
ଦିନିକିଆ ସିରିଜ୍ରେ ବାଦ ପଡ଼ିଲେ ୫ ଧୁରନ୍ଧର କ୍ରିକେଟର୍ !
ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏଥିରେ କେଏଲ ରାହୁଲଙ୍କୁ ଅଧିନାୟକ ଦାୟିତ୍ୱ ମିଳିଛି । ସେ ଆହତ ହୋଇ ବାଦ ପଡିଥିବା ଶୁଭମନ ଗିଲ୍ ଏବଂ ଉପ ଅଧିନାୟକ ଶ୍ରେୟସ ଆୟରଙ୍କ ଜାଗାରେ ଦଳର ନେତୃତ୍ୱ ନେବେ । ତେବେ ଏହି ଦଳରୁ ଅପ୍ରତ୍ୟାଶିତ ଭାବରେ ୫!-->…
ICUରେ ଶ୍ରେୟସ ଆୟର, ପଞ୍ଜରାରେ ହାଡରେ ଲାଗିଛି ଗଭୀର ଆଘାତ
ଭାରତୀୟ ଦିନିକିଆ କ୍ରିକେଟ୍ ଟିମର ଉପ-ଅଧିନାୟକ ଶ୍ରେୟସ ଆୟରଙ୍କୁ ସିଡନୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କୁ ICUରେ ରଖାଯାଇଛି।ସୂଚନା ମିଳିଛି ଯେ, ଘଟଣା ଘଟିବା ପରେ ପଞ୍ଜରା ହାଡ଼ ଭିତରେ ରକ୍ତସ୍ରାବ ହେବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ୭ଦିନ!-->…
ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ, ହାତ ମିଳାଇବାକୁ ନେଇ ମୁହଁ ଖୋଲିଲା BCCI
ମହିଳା ବିଶ୍ୱକପ୍ ୨୦୨୫ କଲମ୍ବୋର ଆର ପ୍ରେମଦାସା ଷ୍ଟାଡିୟମରେ ଆୟୋଜିତ ହେବାକୁ ଯାଉଛି । ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହିଳା ବିଶ୍ୱକପ୍ ମ୍ୟାଚ୍ରେ ହାତ ମିଳାଇବ କି ନାହିଁ ସେ ବିଷୟରେ ନୀରବତା ଭାଙ୍ଗିଛନ୍ତି BCCI ସଚିବ ଦେବଜିତ ସାଇକିଆ । BCCI ସଚିବ ଦେବଜିତ ସାଇକିଆ ବିବିସି!-->…
ଆଜିଠାରୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ୱକପ ।
ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍ । ଗୁଆହାଟୀରେ ଉଦ୍ଘାଟନୀ ମ୍ୟାଚ ଖେଳାଯିବ । ଦୁଇ ଆୟୋଜକ ଟିମ୍ ଭାରତ ଓ ଶ୍ରୀଲଙ୍କା ଆଜି ସାମ୍ନାସାମ୍ନି ହେବେ । ଏଥର ଭାରତ ଓ ଶ୍ରୀଲଙ୍କା ମିଳିତ ଭାବେ ମହିଳା କ୍ରିକେଟ୍ ବିଶ୍ବକପକୁ ଆୟୋଜନ କରୁଛନ୍ତି । ଏହି ମହିଳା ଦିନିକିଆ ବିଶ୍ୱକପରେ!-->…
ଓ୍ୱେଷ୍ଟଇଣ୍ଡିଜ ବିପକ୍ଷରେ ଘୋଷଣା ଭାରତୀୟ ଦଳ: ଜାଡେଜା ଉପଅଧିନାୟକ
ଆସନ୍ତା ମାସରୁ ଆରମ୍ଭ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ୍ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଦଳରେ ଅନେକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି ।ଅଧିନାୟକ ଶୁବମନ ଗିଲଙ୍କ ନେତୃତ୍ବରେ ଦଳ ଘୋଷଣା । ଅଲରାଉଣ୍ଡର ରବୀନ୍ଦ୍ର ଜାଡ଼େଜାଙ୍କୁ ଉପଅଧିନାୟକ ଦାୟିତ୍ୱ । ଆହତ ଜନିତ କାରଣ!-->…