Browsing Category

ଖେଳ

ଜାତୀୟ ପତାକାକୁ ଅସମ୍ମାନ : ହାର୍ଦ୍ଦିକଙ୍କ ନାଁରେ ମାମଲା

ଟି-୨୦ ବିଶ୍ୱକପ୍ ବିଜୟ ପରେ ବିବାଦରେ ହାର୍ଦ୍ଦିକ ପାଣ୍ଡ୍ୟା । ଜାତୀୟ ପତାକାକୁ ଅପମାନ ଅଭିଯୋଗରେ ମାମଲା ହୋଇଛି । ବିଜୟ ଉତ୍ସବ ସମୟରେ ଜାତୀୟ ପତାକାକୁ ଅପମାନିତ କରିଥିବା ଅଭିଯୋଗରେ ତାଙ୍କ ବିରୋଧରେ ପୁଣେର ଶିବାଜୀ ନଗର ପୁଲିସ୍ ଷ୍ଟେସନରେ ଏକ ଅଭିଯୋଗ ଦାୟର ହୋଇଛି । ହାର୍ଦ୍ଦିକ

ଇମ୍ରାନ୍ ଖାନ୍‌ଙ୍କୁ ଜେଲ୍‌ରେ ତୁରନ୍ତ ଚିକିତ୍ସା ମିଳୁ,ସମର୍ଥନରେ ବାହାରିଲେ କପିଲ ଦେବ ଏବଂ ଗାଭାସ୍କର

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଏବେ ଜେଲ୍‌ରେ ଅଛନ୍ତି। ଆଦିୟାଲା ଜେଲ୍‌ରେ ଦିନକୁ ଦିନ ବିଗିଡିବାରେ ଲାଗିଛି ତାଙ୍କ ସ୍ବାସ୍ଥ୍ୟବସ୍ଥା। ଆଖିର ଦୃଷ୍ଟିଶକ୍ତି ବି ହରାଇବା ଉପରେ ପହଁଞ୍ଚି ଗଲେଣି। ଏହାକୁ ନେଇ କ୍ରିକେଟ ଜଗତରେ ଗମ୍ଭୀର ଚିନ୍ତା ପ୍ରକାଶ କରାଯାଇଛି।

କୋହଲିଙ୍କୁ ହଟାଇ ମିଚେଲ ୧ନଂ ଦିନିକିଆ ବ୍ୟାଟ୍ସମ୍ୟାନ୍‌

ଆଇସିସି ଦିନିକିଆ ବ୍ୟାଟର ରାଙ୍କିଂରେ ଶୀର୍ଷ ସ୍ଥାନରୁ ଖସିଲେ ବିରାଟ କୋହଲି । ଭାରତ ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜି ୧-୨ରେ ହାରିବା ପରେ ରାଙ୍କିଂରେ ଏହି ପରିବର୍ତ୍ତନ ହୋଇଛି । ନ୍ୟୁଜିଲାଣ୍ଡ ବ୍ୟାଟର ଡାରିଲ ମିଚେଲ୍ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ନିକଟରେ ଶେଷ ହୋଇଥିବା

ଆଇସିସି ମାନ୍ୟତା : ଦିନିକିଆରେ ବିରାଟ କୋହଲି ନଂ୧

ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ସଦ୍ୟତମ ଦିନିକିଆ ମାନ୍ୟତା ପ୍ରକାଶ ପାଇଛି । ଏହା ଅନୁସାରେ ଭାରତର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କୁ ବିଶ୍ବର ନଂ୧ ମାନ୍ୟତା ପ୍ରଦାନ କରାଯାଇଛି । ୭୮୫ ପଏଣ୍ଟ ସହ ସେ ପ୍ରଥମ ସ୍ଥାନରେ ଅଛନ୍ତି । ସେ ଦୀର୍ଘ ଦିନ ପରେ ପୁଣି ଥରେ

ବାଂଲାଦେଶ ଦାବିକୁ ପ୍ରତ୍ୟାଖ୍ୟାନ କଲା ICC , ଭାରତରେ T-୨୦ ବିଶ୍ୱକପ୍ ମ୍ୟାଚ୍ ନଖେଳିଲେ କଟିବ ପଏଣ୍ଟ

ବାଂଲାଦେଶର ଦାବିକୁ ପ୍ରତ୍ୟାଖ୍ୟାନ କଲା କ୍ରିକେଟର ପ୍ରଶାସକ ସଂସ୍ଥା ICC । ବାଂଲାଦେଶ ICC କୁ ଭାରତରୁ T20 ବିଶ୍ୱକପ୍ ମ୍ୟାଚ୍ ସ୍ଥାନାନ୍ତର କରିବାକୁ ଅନୁରୋଧ କରିଥିଲା । ଟି-୨୦ ବିଶ୍ୱକପ୍ ପାଇଁ ସ୍ଥାନ ପରିବର୍ତ୍ତନ କରିବା ପାଇଁ ବାଂଲାଦେଶର ଅନୁରୋଧକୁ ଆଇସିସି ପ୍ରତ୍ୟାଖ୍ୟାନ କରିଛି |

ଆଇପିଏଲ-୨୦୨୬ରେ ନିଲାମ ହୋଇଥିବା ୧୦ ସବୁଠୁ ଦାମୀ ଖେଳାଳୀ

ଆଇପିଏଲ ୨୦୨୬ ପାଇଁ ଶେଷ ହେଲା ନିଲମୀ । ୩୬୯ ଖେଳାଳିଙ୍କ ମଧ୍ୟରୁ ୭୭ ଖେଳାଳିଙ୍କୁ ଫ୍ରାଞ୍ଚାଇଜ ମାନେ ନିଜ ନିଜ ଦଳରେ ସାମିଲ କରିଛନ୍ତି । ବୁଧବାର ଆବୁଧାବିରେ ଆୟୋଜିତ ମିନି ଅକ୍ସନରେ ୫ ଜଣ ଖେଳାଳିଙ୍କୁ ୧୦ କୋଟି କିମ୍ବା ତା’ଠାରୁ ଅଧିକ ଟଙ୍କା ମିଳିଛି । ଏମାନଙ୍କ ମଧ୍ୟରେ ୩ ଜଣ ବିଦେଶୀ

ଆଇପିଏଲ ୨୦୨୬: କାମେରୁନ ଗ୍ରୀନଙ୍କ ଦାମ ୨୫ କୋଟି

ଆଇପିଏଲ ୨୦୨୬ ପାଇଁ ଚାଲିଛି ମିନି ନିଲାମୀ। ମଙ୍ଗଳବାର ଅର୍ଥାତ ୧୬ ଡିସେମ୍ବରରେ ଆବୁଧାବିର ଏତିହାଦ ଏରିନାରେ ଏହା ଚାଲିଛି। ଅଷ୍ଟ୍ରେଲିୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନଙ୍କ ଉପରେ ହୋଇଛି ଟଙ୍କାର ବର୍ଷା। ଅଷ୍ଟ୍ରେଲିୟ ଅଲରାଉଣ୍ଡର କାମେରୁନ ଗ୍ରୀନଙ୍କ ଦାମ ୨୫ କୋଟି ୨୦ ଲକ୍ଷ । ଗ୍ରୀନଙ୍କ

ରାଞ୍ଚି ପରେ ରାୟପୁରରେ ଶତକୀୟ ଇନିଂସ ଖେଳିଲେ କିଙ୍ଗ କୋହଲି

ରାଞ୍ଚି ପରେ ରାୟପୁରରେ ଶତକୀୟ ଇନିଂସ ଖେଳିଲେ କିଙ୍ଗ କୋହଲି । ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ଦିନିକିଆରେ ୯୦ ବଲରେ ଶତକ ହାସଲ କରିଛନ୍ତି ବିରାଟ କୋହଲି । ଏହା ବିରାଟଙ୍କ ଦିନିକିଆ କ୍ୟାରିୟରର ୫୩ତମ ଶତକ । ଏହା ପୂର୍ବରୁ ରାଞ୍ଚିରେ ୧୩୫ ରନର ଦମଦାର ଇନିଂସ ଖେଳିଥିଲେ ବିରାଟ କୋହଲି ।

ପରାଜୟ ପାଇଁ ନିଜକୁ ଦାୟୀ କଲେ ମୁଖ୍ୟ କୋଚ୍ ଗୌତମ ଗମ୍ଭୀର

ଦ୍ବିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଠାରୁ ୪୦୮ ରନରେ ପରାଜୟ । ଟେଷ୍ଟ ଇତିହାସରେ ଭାରତର ଏହା ରନ୍ ବ୍ୟବଧାନରେ ସବୁଠାରୁ ବଡ଼ ପରାଜୟ ଘଟିଛି । ଏହି ପରାଜୟ ପରେ ଏବେ ଟିମ୍‌ ଇଣ୍ଡିଆର ପ୍ରତ୍ୟେକ ଖେଳାଳିଙ୍କ ସହ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ପାରିବାପଣିଆ ଉପରେ ପ୍ରଶ୍ନ ଉଠିବାରେ ଲାଗିଛି ।

ଦିନିକିଆ ସିରିଜ୍‌ରେ ବାଦ ପଡ଼ିଲେ ୫ ଧୁରନ୍ଧର କ୍ରିକେଟର୍‌ !

ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏଥିରେ କେଏଲ ରାହୁଲଙ୍କୁ ଅଧିନାୟକ ଦାୟିତ୍ୱ ମିଳିଛି । ସେ ଆହତ ହୋଇ ବାଦ ପଡିଥିବା ଶୁଭମନ ଗିଲ୍ ଏବଂ ଉପ ଅଧିନାୟକ ଶ୍ରେୟସ ଆୟରଙ୍କ ଜାଗାରେ ଦଳର ନେତୃତ୍ୱ ନେବେ । ତେବେ ଏହି ଦଳରୁ ଅପ୍ରତ୍ୟାଶିତ ଭାବରେ ୫