Browsing Category
ଖେଳ
ICUରେ ଶ୍ରେୟସ ଆୟର, ପଞ୍ଜରାରେ ହାଡରେ ଲାଗିଛି ଗଭୀର ଆଘାତ
ଭାରତୀୟ ଦିନିକିଆ କ୍ରିକେଟ୍ ଟିମର ଉପ-ଅଧିନାୟକ ଶ୍ରେୟସ ଆୟରଙ୍କୁ ସିଡନୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କୁ ICUରେ ରଖାଯାଇଛି।ସୂଚନା ମିଳିଛି ଯେ, ଘଟଣା ଘଟିବା ପରେ ପଞ୍ଜରା ହାଡ଼ ଭିତରେ ରକ୍ତସ୍ରାବ ହେବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ୭ଦିନ!-->…
ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ, ହାତ ମିଳାଇବାକୁ ନେଇ ମୁହଁ ଖୋଲିଲା BCCI
ମହିଳା ବିଶ୍ୱକପ୍ ୨୦୨୫ କଲମ୍ବୋର ଆର ପ୍ରେମଦାସା ଷ୍ଟାଡିୟମରେ ଆୟୋଜିତ ହେବାକୁ ଯାଉଛି । ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହିଳା ବିଶ୍ୱକପ୍ ମ୍ୟାଚ୍ରେ ହାତ ମିଳାଇବ କି ନାହିଁ ସେ ବିଷୟରେ ନୀରବତା ଭାଙ୍ଗିଛନ୍ତି BCCI ସଚିବ ଦେବଜିତ ସାଇକିଆ । BCCI ସଚିବ ଦେବଜିତ ସାଇକିଆ ବିବିସି!-->…
ଆଜିଠାରୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ୱକପ ।
ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍ । ଗୁଆହାଟୀରେ ଉଦ୍ଘାଟନୀ ମ୍ୟାଚ ଖେଳାଯିବ । ଦୁଇ ଆୟୋଜକ ଟିମ୍ ଭାରତ ଓ ଶ୍ରୀଲଙ୍କା ଆଜି ସାମ୍ନାସାମ୍ନି ହେବେ । ଏଥର ଭାରତ ଓ ଶ୍ରୀଲଙ୍କା ମିଳିତ ଭାବେ ମହିଳା କ୍ରିକେଟ୍ ବିଶ୍ବକପକୁ ଆୟୋଜନ କରୁଛନ୍ତି । ଏହି ମହିଳା ଦିନିକିଆ ବିଶ୍ୱକପରେ!-->…
ଓ୍ୱେଷ୍ଟଇଣ୍ଡିଜ ବିପକ୍ଷରେ ଘୋଷଣା ଭାରତୀୟ ଦଳ: ଜାଡେଜା ଉପଅଧିନାୟକ
ଆସନ୍ତା ମାସରୁ ଆରମ୍ଭ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ୍ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଦଳରେ ଅନେକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି ।ଅଧିନାୟକ ଶୁବମନ ଗିଲଙ୍କ ନେତୃତ୍ବରେ ଦଳ ଘୋଷଣା । ଅଲରାଉଣ୍ଡର ରବୀନ୍ଦ୍ର ଜାଡ଼େଜାଙ୍କୁ ଉପଅଧିନାୟକ ଦାୟିତ୍ୱ । ଆହତ ଜନିତ କାରଣ!-->…
ପ୍ରତି ମାସରେ ସାମି ତାଙ୍କ ପତ୍ନୀଙ୍କୁ ଦେବେ ୪ ଲକ୍ଷ
ଭାରତୀୟ ଫାଷ୍ଟବୋଲର ମହମ୍ମଦ ସାମିଙ୍କ ପାଇଁ ଏହା ଶକ୍ତ ଝଟ୍କା। ତାଙ୍କ ପୂର୍ବ ପତ୍ନୀ ଓ କନ୍ୟାଙ୍କୁ ଭରଣ ପୋଷଣ ପାଇଁ ମାସିକ ମୋଟ ୪ ଲକ୍ଷ ଟଙ୍କା ଦେବା ପାଇଁ ସାମିଙ୍କୁ ମଙ୍ଗଳବାର କଲକାତା ହାଇକୋର୍ଟ ନିର୍ଦେଶ ଦେଇଛନ୍ତି।ଜଷ୍ଟିସ୍ ଅଜୟ କୁମାର ମୁଖାର୍ଜୀ ଏହି ରାୟ ଦେଇଛନ୍ତି। ହାଇକୋର୍ଟ!-->…
IND vs ENG: ହାରିବା ପରେ ଶୁଭମନ ଗିଲ୍ କହିଲେ ଏହି କଥା
ଇଂଲଣ୍ଡ ବିପକ୍ଷ ଲିଡସ ଟେଷ୍ଟରେ କାହିଁକି ହାରିଲା ଭାରତ । ଗିଲ ବାହିନୀର ପରାଜୟ ପଛରେ ୫ ବଡ଼ କାରଣ । କ୍ରିକେଟ ବିଶାରଦଙ୍କ ଅନୁସାରେ ଦଳ ହାରିବାର ପ୍ରଥମ କାରଣ ହେଉଛି ଭାରତର ଖରାପ ଫିଲ୍ଡିଂ ଓ ଡ୍ରପ୍ କ୍ୟାଚ୍ । ମ୍ୟାଚରେ ୯ଟି କ୍ୟାଚ ଡ୍ରପ୍ କରିଥିଲେ ଭାରତୀୟ ଖେଳାଳି ।ମଧ୍ୟକ୍ରମ ବ୍ୟାଟିଂରେ!-->…
ପୁଣି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ଟି-୨୦
ରାଜ୍ୟ କାହାଣୀ (ଭୁବନେଶ୍ୱର )ବାରବାଟୀକୁ ପୁଣି ଫେରିଛି ଟି-୨୦। ଆସନ୍ତା ଡିସେମ୍ବର ୯ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ। ସୂଚନାମୁତାବକ ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ସୋମବାର ୨୦୨୫ ପାଇଁ!-->…
ବେଙ୍ଗାଲୁରୁ ଦଳଚକଟା ଘଟଣା ! ବିରାଟ କୋହଲିଙ୍କ ବିରୁଦ୍ଧରେ ମାମଲା ରୁଜୁ
ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୁରୁ ପ୍ରଥମ ଆଇପିଏଲ ବିଜୟ ଉତ୍ସବ ସମୟରେ ଏମ୍ ଚିନ୍ନାସ୍ୱାମୀ ଷ୍ଟାଡିୟମ ବାହାରେ ହୋଇଥିବା ଦଳାଚକଟା ଘଟଣାରେ ବିରାଟ କୋହଲିଙ୍କ ବିରୁଦ୍ଧରେ ମାମଲା ରୁଜୁ ହୋଇଛି। ବରିଷ୍ଠ ସାମାଜିକ କର୍ମୀ ଏଚଏମ ଭେଙ୍କଟେଶ ଏହି ଅଭିଯୋଗ କରିଛନ୍ତି । ଅଭିଯୋଗ ପାଇବା ପରେ ପୁଲିସ!-->…
କୋହଲିଙ୍କ ପବ୍-ରେଷ୍ଟୁରାଣ୍ଟରେ ବେଙ୍ଗାଲୁରୁ ପୋଲିସ୍ ବଡ ଆକ୍ସନ
ଅଡୁଆରେ କ୍ରିକେଟର ବିରାଟ୍ କୋହଲି । ବେଙ୍ଗାଲୁରୁ ପୋଲିସ କ୍ରିକେଟରଙ୍କ ପବ୍-ରେଷ୍ଟୁରାଣ୍ଟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କୋହଲିଙ୍କ ୱାନ8 କମ୍ୟୁନ୍ ପବ୍ ଆଣ୍ଡ ରେଷ୍ଟୁରାଣ୍ଟ ବିରୁଦ୍ଧରେ ନୋ ସ୍ମୋକିଂ ଜୋନ୍ ନଥିବାରୁ ପୋଲିସ ଏକ ମାମଲା ରୁଜୁ କରିଛି। ରେଷ୍ଟୁରାଣ୍ଟ ମଧ୍ୟରେ ଧୂମପାନ!-->…
ଦିନିକିଆରୁ ଅବସର ନେଲେ ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ମ୍ୟାକ୍ସୱେଲ
ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ତଥା ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସଓ୍ବେଲ ଦିନିକିଆ କ୍ରିକେଟରୁ ସୋମବାର ଅବସର ଘୋଷଣା କରିଛନ୍ତି। ଅବସର ସମ୍ପର୍କରେ ମ୍ୟାକ୍ସଓ୍ବେଲ ଘୋଷଣା କରିବା ପରେ ତାଙ୍କ ପ୍ରଶଂସକମାନେ ନିରୁତ୍ସାହିତ ହୋଇପଡ଼ିଛନ୍ତି।ତେବେ ସେ ଟି୨୦ କ୍ରିକେଟ ଖେଳିବା ଜାରୀ ରଖିବେ!-->…