Browsing Category

ରାଜ୍ୟ କାହାଣୀ

ସଂସଦର ମିିଳିତ ଅଧିବେଶନକୁ ସମ୍ବୋଧନ ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । 

ସଂସଦର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ଏହି ଅଧିବେଶନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସହିତ ଆରମ୍ଭ ହୋଇଛି। ମହାକୁମ୍ଭରେ ମୌନୀ ଅମାବାସ୍ୟାରେ ଘଟିଥିବା ଦୁର୍ଘଟଣା ପାଇଁ ଦୁଃଖ ପ୍ରକାଶ କରିଛନ୍ତି |ଦେଶ ବର୍ତ୍ତମାନ ଦ୍ରୁତ ଗତିରେ ନିଷ୍ପତ୍ତି ନେଉଛି। ୨ କୋଟି ୨୫ ଲକ୍ଷ

ଦାୟିତ୍ୱ ନେଲେ ରାଜ୍ୟ ନିର୍ବାଚନ କମିଶନର

ଭୁବନେଶ୍ଵର ( ରାଜ୍ୟ କାହାଣୀ) ରାଜ୍ୟ ନିର୍ବାଚନ କମିଶନର ଭାବେ ଶୁକ୍ରବାର ଦାୟିତ୍ୱ ନେଇଛନ୍ତି ମଧୁସୂଦନ ପାଢ଼ୀ। ତୋଶାଳୀ ଭବନରେ ବିଧିବଦ୍ଧ ଭାବେ ସେ ଦାୟିତ୍ୱ ନେଇଛନ୍ତି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ କମିଶନର ପଦ ଖାଲି ପଡ଼ିଥିଲା । ଏବେ ଦାୟିତ୍ୱର ଭାର ମଧୁସୂଦନ ପାଢୀଙ୍କ

ଫିଟନେସ୍ ନଥିଲେ ରାସ୍ତାରେ ଗଡ଼ିପାରିବନି ଗାଡ଼ି । 

ଭୁବନେଶ୍ଵର ( ରାଜ୍ୟ କାହାଣୀ) ମୋଟର ଯାନ ଫିଟନେସ୍ ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବାକୁ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ରାଜ୍ୟରେ ପଞ୍ଜୀକୃତ ହୋଇଛି ପ୍ରଥମ ସ୍ୱୟଂକ୍ରିୟ ଯାନ ପରୀକ୍ଷଣ ବ୍ୟବସ୍ଥା (ଏଟିଏସ)।ପ୍ରଥମ ଦିନରେ ୭୩ ଗାଡ଼ି ଯାଞ୍ଚ କରାଯାଇଛି । ରାଜ୍ୟରେ ପ୍ରଥମ ଥର କଟକରେ

ଗଣିତ ଖାତା ନଦେଖାଇବାରୁ ତୃତୀୟ ଶ୍ରେଣୀର ଛାତ୍ରଙ୍କୁ ଶିକ୍ଷୟତ୍ରୀଙ୍କ ଅମାନୁଷିକ ମାଡ଼ ।

ଭୁବନେଶ୍ଵର ( ରାଜ୍ୟ କାହାଣୀ) ନିର୍ଦ୍ଦୟତାର ସବୁ ସୀମା ପାର୍ କଲେ ଶିକ୍ଷୟିତ୍ରୀ । ଗଣିତ ଖାତା ନଦେଖାଇବାରୁ ତୃତୀୟ ଶ୍ରେଣୀର ଛାତ୍ରଙ୍କୁ ଶିକ୍ଷୟିତ୍ରୀଙ୍କ ଅମାନୁଷିକ ମାଡ଼ । ଅଭିଯୋଗ ନେଇ ଯାଇଥିବା ଅଭିଭାବକଙ୍କୁ ସ୍କୁଲ ଗେଟରୁ ଫେରାଇଦେଲେ ସ୍କୁଲ ପ୍ରିନ୍ସିପାଲ୍ । ଜଣେ

ଦିନିକିଆ ମ୍ୟାଚ୍ ପୂର୍ବରୁ ଆଜି ବାରବାଟି ଷ୍ଟାଡିୟମ୍ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର ( ରାଜ୍ୟ କାହାଣୀ) ବାରବାଟୀ ଷ୍ଟାଡିୟମ୍‌ ଠାରେ ଆସନ୍ତା ଫେବ୍ରୁଆରୀ ୯ତାରିଖରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍‌ ଖେଳାଯିବ । ଏନେଇ ପ୍ରସ୍ତୁତି ଜୋରଦାର ଚାଲିଛି । ତେବେ ଆଜି ବାରବାଟି ଷ୍ଟାଡିୟମ୍ ପରିଦର୍ଶନରେ ଆସିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ମ୍ୟାଚ୍ ପ୍ରସ୍ତୁତି

ଯୁକ୍ତ ୩ ପ୍ରଶ୍ନପତ୍ର ଲିକ୍ ଘଟଣା । ୧୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ ।

ଭୁବନେଶ୍ଵର ( ରାଜ୍ୟ କାହାଣୀ) ବରଗଡ଼ ଜିଲ୍ଲା ବରପାଲିରେ ଯୁକ୍ତ ୩ ପ୍ରଶ୍ନପତ୍ର ଲିକ୍ ଘଟଣାରେ ବଢିଲା ଗିରଫଦାରି । ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୨ରେ ପହଞ୍ଚିଛି। ୧୦ ଜଣ ଛାତ୍ର, ଜଣେ କମ୍ପ୍ୟୁଟର ଦୋକାନୀ ଓ କିରାଣୀଙ୍କୁ ବାନ୍ଧିଛି ବରପାଲି ପୋଲିସ। ସୂଚନା ଅନୁସାରେ, ଏକ କମ୍ପ୍ୟୁଟର

ବାରବାଟୀରେ ହେବ ହାଇସ୍କୋରିଂ ମ୍ୟାଚ ! 

ଭୁବନେଶ୍ଵର ( ରାଜ୍ୟ କାହାଣୀ) ବାରବାଟୀ ଦିନିକିଆକୁ ଆଉ ଦିନ କେଇଟା ସମୟ ବାକିଥିବା ବେଳେ ମ୍ୟାଚର ସଫଳ ପରିଚାଳନା ପାଇଁ ଚାଲିଛି ପ୍ରସ୍ତୁତି । ତେବେ ଆସନ୍ତା ୯ ତାରିଖ ଦିନ ହେବାକୁ ଥିବା ମ୍ୟାଚଟି ଯେମିତି ହାଇସ୍କୋରିଂ ମ୍ୟାଚ ହେବ ସେଥିପାଇଁ ପ୍ରସ୍ତୁତ ହେଉଛି ବାରବାଟୀ ।ତାକୁ ଆଖିରେ ରଖି

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ମା’ ହେଲା ସିମ୍ପାଞ୍ଜି ‘ଦୁର୍ଗା’

ରାଜଧାନୀ ଭୁବନେଶ୍ବର ଉପକଣ୍ଠରେ ଥିବା ପର୍ଯ୍ୟଟକମାନଙ୍କ ପାଇଁ ଆକର୍ଷଣୀୟ ପର୍ଯ୍ୟଟନ କେନ୍ଦ୍ର ‘ନନ୍ଦନକାନନ ପ୍ରାଣୀ ଉଦ୍ୟାନ’କୁ ଗୁରୁବାର ଏକ ନୂଆ ଅତିଥି ଆସିଛି। ପ୍ରଥମ ଥର ସିମ୍ପାଞ୍ଜି 'ଦୁର୍ଗା' ମା’ ହୋଇଥିବା ଜଣାପଡିଛି । ଫଳରେ ସିମ୍ପାଞ୍ଜି ସଂଖ୍ୟା ୮କୁ ବୃଦ୍ଧି ପାଇଛି

ନିମ୍ନ ମାନର ଖାଦ୍ୟ ପ୍ରତିବାଦରେ ପଦଯାତ୍ରା କରିଥିଲେ ପ୍ରାୟ ୩୦ ରୁ ୪୦ ଜଣ ଛାତ୍ରୀ ।

ଭୁବନେଶ୍ଵର ( ରାଜ୍ୟ କାହାଣୀ) ମଧ୍ୟାହ୍ନ ଭୋଜନରେ ଅନିୟମିତତାକୁ ସହି ପାରିଲେନି ଛାତ୍ରୀ । ପ୍ରତିଦିନ ଖାଦ୍ୟରେ ବାହାରୁଥିଲା ପୋକ । ବାରମ୍ବାର ଅଭିଯୋଗ କରିବା ପରେ କେହି ଶୁଣିଲେନି । ଶେଷରେ ବାଧ୍ୟ ହୋଇ ଥାନାକୁ ବାହାରିଥିଲେ ୩୦ରୁ ୪୦ ଛାତ୍ରୀ ।ମା ପେଣ୍ଡରାଣୀ ଉଚ୍ଚ ବିଦ୍ୟାଳୟ, ବୁର୍ଜାରେ

ମହାକୁମ୍ଭକୁ ଓଡ଼ିଶାରୁ ଯାଉଥିବା OSRTC ର ସ୍ୱତନ୍ତ୍ର ବସ୍‌ ବାତିଲ୍‌

ଭୁବନେଶ୍ଵର ( ରାଜ୍ୟ କାହାଣୀ) ବୁଧବାର ପ୍ରୟାଗରାଜରେ ଦଳାଚକଟା ଘଟି ୩୦ ଜଣ ଲୋକେ ମୃତ୍ୟୁ ବରଣ କରିବା ପରେ ଏହି ନିଷ୍ପତ୍ତି ନିଆଯାଇଛି ଏବଂ ଫେବୃଆରୀ ୪, ୨୦୨୫ ପର୍ଯ୍ୟନ୍ତ ଏହି ସେବା ବାତିଲ ରହିବ। ଟଙ୍କା ଫେରସ୍ତ ପାଇଁ ୯୯୩୭୫୪୭୭୭୩କୁ ଯୋଗାଯୋଗ କରିବା ପାଇଁ ସୂଚନା ଦିଆଯାଇଛି। ଯେଉଁମାନେ