Browsing Category
ରାଜ୍ୟ କାହାଣୀ
କିଡନୀ ଭଳି ଗୁରୁତର ରୋଗୀ ହୋଇଥିଲେ ମାସ୍କ ପିନ୍ଧନ୍ତୁ : ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
ପୁଣି ଫେରିଛି କରୋନା ମହାମାରୀ । ହଂଙ୍କ ଓ ସିଙ୍ଗାପୁରରେ କରୋନା ମାମଲା ବୃଦ୍ଧି ପାଉଥିବା ବେଳେ ଭାରତରେ ମଧ୍ୟ କରୋନା ଭୟ ଘାରିଛି । ମୁମ୍ବାଇରେ ୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେବା ପରେ ପୁଣି ଭୟ ପଶିଛି । ସତର୍କତା ଅବଲମ୍ବନ କରିବାକୁ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି!-->…
ପାକ୍କୁ ସମର୍ଥନ କରି ତୁର୍କୀର ୨୫ ଶହ କୋଟିର କ୍ଷତି
ଭାରତ-ପାକ୍ ଉତ୍ତେଜନାରେ ଦୋମୁହାଁ କାର୍ଯ୍ୟକଳାପ ଆପଣାଇଥିବା କିଛି ଦେଶ ଗୁଡିକର ମୁଖା ଖୋଲିଛି । ଏହି ଦେଶମାନଙ୍କ ମଧ୍ୟରେ ତୁର୍କୀର ବେଇମାନ କାର୍ଯ୍ୟକଳାପ ସାମ୍ନାକୁ ଆସିଥିଲା । ଏହାପରେ ନିଜେ ନିଜର ମୁଖା ଖୋଲିଦେଇଥିଲା ତୁର୍କୀ । ଭାରତର ଶତ୍ରୁ ଦେଶ ସହ ହାତ ମିଶାଇ ଏବେ ତାର ପରିଣାମ!-->…
ସିଭିଲ୍ ଜଜ୍ ପାଇଁ ୩ ବର୍ଷର ଆଇନ ଅଭ୍ୟାସ ବାଧ୍ୟତାମୂଳକ
ମଙ୍ଗଳବାର ସୁପ୍ରିମକୋର୍ଟ ନିମ୍ନ ଅଦାଲତ ବିଚାରପତି ଅର୍ଥାତ ଜୁନିଅର ଡିଭିଜନ ସିଭିଲ ଜଜଙ୍କ ନିଯୁକ୍ତି ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଛନ୍ତି। କୋର୍ଟ କହିଛନ୍ତି ଯେ ଏହି ପଦବୀଗୁଡ଼ିକ ପାଇଁ ପରୀକ୍ଷା ଦେବା ଲାଗି, ଜଣେ ପ୍ରାର୍ଥୀଙ୍କର ଅତି କମରେ ତିନି ବର୍ଷ ଆଇନ ଅଭ୍ୟାସ ବା ଲ!-->…
ଡହ ଡହ ଖରାରେ ପଦଯାତ୍ରା: ଦୈନିକ ଚାଲୁଛନ୍ତି ୨୦ କିଲୋମିଟର
ରାଜ୍ୟ କାହାଣୀ (ଭୁବନେଶ୍ୱର )ମହାରାଷ୍ଟ୍ରର ରାଜ ରାଜେଶ୍ୱର ଗୁରୁଜୀ । ବୟସ ୭୨ ବର୍ଷୀ ହୋଥିବା ବେଳେ ଭାରତ ଭ୍ରମଣ କରୁଛନ୍ତି । ନାସିକରୁ ଯାତ୍ରା ଆରମ୍ଭ କରିଥିବା ରାଜେଶ୍ବର ଏବେ ଓଡ଼ିଶାର ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ପହଞ୍ଚିଛନ୍ତି। ପିତା ସ୍ୱର୍ଗତ ଶାନ୍ତିଲାଲ ଏବଂ ମାତା ରମା ବେନଙ୍କ!-->…
ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇଥିଲେ ଜ୍ୟୋତି ମଲହୋତ୍ରା
୨୦୨୪ ସେପ୍ଟେମ୍ବରରେ ପୁରୀ ଆସିଥିଲେ ୟୁଟ୍ୟୁବର ଜ୍ୟୋତି ମଲହୋତ୍ରା । ଜ୍ୟୋତିଙ୍କୁ ଶ୍ରୀମନ୍ଦିର, ପୁରୀ ବେଳାଭୂମି ଆଦି ବିଭିନ୍ନ ସ୍ଥାନକୁ ବୁଲାଇ ନେଇଥିଲେ ପୁରୀ ଝିଅ ପ୍ରିୟଙ୍କା ସେନାପତି । ଆଉ ଏହି ସମୟରେ ଏକ ସାଂଘାତିକ ସତ ସାମ୍ନାକୁ ଆସିଛି । ପୁରୀ ଆସିଥିବା ସମୟରେ ଶ୍ରୀମନ୍ଦିର ଉପରେ!-->…
ଆଜି ସରିବ ଯୁକ୍ତ ତିନି ଆବେଦନ ସମୟ
ରାଜ୍ୟ କାହାଣୀ (ଭୁବନେଶ୍ୱର )ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ୨୦୨୫-୨୬ ଶିକ୍ଷାବର୍ଷରେ ସ୍ନାତକ(+୩)ରେ ନାମଲେଖା ପାଇଁ ଆବେଦନ ଆଜି ଶେଷ ହେବ। ଜାତୀୟ ଶିକ୍ଷାନୀତି-୨୦୨୦ ଅନୁଯାୟୀ ଛାତ୍ରଛାତ୍ରୀ ପାଠ ପଢିବେ। ମେ’ ୨୧ ଏବଂ ୨୨ ଦୁଇଦିନ ଆବେଦନ ପତ୍ର!-->…
କରୋନାର ନୂଆ ପ୍ରଜାତି ଜେଏନ୍-଼ଡଟ୍-ଓ୍ୱାନ୍ କାୟା ବିସ୍ତାର କଲାଣି।
୨୦୧୯ର କରୋନା ଭାଇରସ ରୋଗ (କୋଭିଡ-୧୯) ପୁନରାଗମନ କରୁଥିବା ଜଣାପଡ଼ୁଛି, ଏସିଆର ଦୁଇ ବଡ଼ ସହର ହଂକଂ ଏବଂ ସିଙ୍ଗାପୁରରେ ମାମଲାରେ ନାଟକୀୟ ବୃଦ୍ଧି ଦେଖାଦେଇଛି। ମେ ୧୨ ତାରିଖରୁ ୧୬୪ଟି ନୂଆ ମାମଲା ରିପୋର୍ଟ ହେବା ସହିତ ଭାରତରେ ମଧ୍ୟ ମାମଲା ବୃଦ୍ଧି ପାଉଛି। ଭାରତରେ କରୋନା ସଂକ୍ରମିତ ରୋଗୀ!-->…
ସାଇବର ଅପରାଧୀଙ୍କୁ ଧରିବା ପାଇଁ ଆରମ୍ଭ ହେଲା ଏକ ନୂତନ ଇ-ଜିରୋ ଏଫଆଇଆର ପଦକ୍ଷେପ
ସାଇବର ଅପରାଧୀଙ୍କୁ ଧରିବା ପାଇଁ ଇ-ଜିରୋ ଏଫଆଇଆର ଆରମ୍ଭ କଲେ କେନ୍ଦ୍ର ସରକାର। କେନ୍ଦ୍ର ଗୃହମନ୍ତ୍ରଣାଳୟ ଅଧୀନରେ ଆସୁଥିବା ଭାରତୀୟ ସାଇବର ଅପରାଧ ସମବାୟ କେନ୍ଦ୍ର ଅପରାଧୀଙ୍କ ଗତିବିଧିକୁ ଧରିବା ଓ ରୋକିବା ପାଇଁ ନୂଆ ଇ-ଜିରୋ ଏଫଆଇଆର ପ୍ରଣାଳୀ ଆରମ୍ଭ କରିଛନ୍ତି । ଏହି ସୁବିଧା ଦ୍ବାରା!-->…
ଭରତପୁର ପୋଲିସ- ସେନା ଅଧିକାରୀ ବିବାଦ ମାମଲା: ୪ ପୋଲିସଙ୍କ ଉପରୁ ହଟିଲା ନିଲମ୍ବନ
ରାଜ୍ୟ କାହାଣୀ (ଭୁବନେଶ୍ୱର )ଖଣ୍ଡଗିରି ଭରତପୁର ଥାନାରେ ମେଜର୍ ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ହୋଇଥିବା ୪ ଜଣ ପୋଲିସ କର୍ମଚାରୀଙ୍କ ଉପରୁ ନିଲମ୍ବନ ହଟାଇ ଦିଆଯାଇଛି । ହେଲେ ଏହି ଘଟଣାରେ ନିଲମ୍ବିତ ତତ୍କାଳୀନ ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ରଙ୍କ ଉପରୁ ନିଲମ୍ବନ ଆଦେଶ!-->…
ଯୁବତୀଙ୍କୁ ଅଟୋରେ ଘରେ ଛାଡ଼ିଦେବାକୁ କହି ଗଣଦୁଷ୍କର୍ମ
ରାଜ୍ୟ କାହାଣୀ (ଭୁବନେଶ୍ୱର )କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରୁ ଆସିଛି ଲଜ୍ଜାଜନକ ଘଟଣା । ଯାହାକୁ ସମସ୍ତଙ୍କ ଚକିତ କରିଦେଇଛି । ଜଣେ ଯୁବତୀଙ୍କୁ ଭଡ଼ା ଘରେ ଗଣଦୁଷ୍କର୍ମ କରିଥିବାର ଅଭିଯୋଗ ଆସିଥିଲା । ଏହାପରେ ପୋଲିସ ତଦନ୍ତ କରି ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି ।ଅଭିଯୋଗ ଅନୁଯାୟୀ, ଗତ!-->…