Browsing Category

ରାଜ୍ୟ କାହାଣୀ

ଆଜି ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ

ଭୁବନେଶ୍ୱର(ରାଜ୍ୟକାହାଣୀ) ଭାରତୀୟ ସ୍ୱାଧିନତା ସଂଗ୍ରାମର ଅଦ୍ବିତୀୟ ଯୋଦ୍ଧା ସୁଭାଷ ଚନ୍ଦ୍ର ବୋସଙ୍କ ଆଜି ଜନ୍ମ ଜୟନ୍ତୀ। ସେହିପରି ମହାନ ବିପ୍ଲବୀ ବୀର ସୁରେନ୍ଦ୍ର ସାଏଙ୍କ ମଧ୍ୟ ଆଜି ଜନ୍ମ ଜୟନ୍ତୀ ।ନେତାଜୀ ଜୟନ୍ତୀ ପାଇଁ ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ଜୋରଦାର। ତାଙ୍କ ଜନ୍ମସ୍ଥାନ କଟକ

ରାଜ୍ୟରେ ୧୨୬ ଡ଼େଣ୍ଟାଲ ଡ଼ାକ୍ତର ନିଯୁକ୍ତି ହେବେ 

ଭୁବନେଶ୍ୱର(ରାଜ୍ୟକାହାଣୀ)  ରାଜ୍ୟରେ ନିଯୁକ୍ତି ପାଇବେ ୫ ହଜାର ଡାକ୍ତର। କ୍ୟାବିନେଟ ନିଷ୍ପତ୍ତି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା ।୧୨୪ ‌ଦାନ୍ତ ଡାକ୍ତରଙ୍କୁ ମଧ୍ୟ ନିଯୁକ୍ତି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।ଡାକ୍ତରୀ ଓ ସ୍ୱାସ୍ଥ୍ୟସେବା ନିୟମାବଳୀ ୨୦୧୭ର ମଧ୍ୟ

ଆଜିଠୁ ରାଜ୍ୟରେ କମିବ ଶୀତ,ଘନ କୁହୁଡ଼ି ପାଇଁ ସତର୍କ ସୂଚନା ଜାରି

ଆଜିଠୁ ଓଡ଼ିଶାରେ ତାପମାତ୍ରା ବଢିବା ସହ ଶୀତର ପ୍ରକୋପ କମିବ । ସାରା ରାଜ୍ୟରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ପାରଦର ସ୍ତର ବଢିବା ସହ ଶୀତରୁ ସାମାନ୍ୟ ଅଶ୍ବସ୍ତି ମିଳିବ । ଥଣ୍ଡା କମିବା ସହ ଘନ କୁହୁଡି ରହିବ। ଦୁଇ ଦିନ ରାଜ୍ୟରେ ଘନ କୁହୁଡି ଦେଖାଯିବ ବୋଲି ଆକଳନ

ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର 

କଟକ(ରାଜ୍ୟକାହାଣୀ) ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ଡାକ୍ତରଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ୫,୫୦୦ ଦାବି କରି ଦ୍ବିତୀୟ କିସ୍ତିରେ ୨ ହଜାର ନେଉଥିଲେ ବଡ଼ମ୍ବା CHC ଡାକ୍ତର ବିଶ୍ବନାଥ ଅଢ଼େକ। ଧରାପଡ଼ିବା ପରେ ଡାକ୍ତରଙ୍କ ଦୁଇଟି ଘରେ ଭିଜିଲାନ୍ସ ଟିମ୍‌ର ରେଡ୍‌ ଜାରି

ଦିଲ୍ଲୀରେ ୪ ଦିନ ବିକ୍ରି ହେବନି ମଦ

ସନ୍ତା ଫେବୃୟାରୀ ମାସରେ ଦିଲ୍ଲୀରେ ନିର୍ବାଚନ । ଏଥିପାଇଁ ୪ ଦିନ ପାଇଁ ଡ୍ରାଏ ଡେ ରହିବ । ଦିଲ୍ଲୀ ସରକାର ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବା ପର୍ଯ୍ୟନ୍ତ ଫେବୃୟାରୀ ୩ ରୁ ୫ ଏବଂ ଫେବୃଆରୀ ୮ ପର୍ଯ୍ୟନ୍ତ ସହରର ମଦ ଦୋକାନଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।ନିର୍ବାଚନ

ରାଜ୍ୟ କ୍ୟାବିନେଟ୍‌ରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ, ଜାଣନ୍ତୁ କଣ କଣ??

ଭୁବନେଶ୍ୱର(ରାଜ୍ୟକାହା) ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି ।ପ୍ରସ୍ତାନ ଅନୁସାରେ, ପ୍ରତି ଉଚ୍ଚ ବିଦ୍ୟାଳୟ ସ୍ମାର୍ଟ ହେବ ଆଦର୍ଶ ବିଦ୍ୟାଳୟରେ । ପ୍ରତି ପଞ୍ଚାୟତରେ

‘ଇ-କେୱାଇସି ସରିବା ର୍ପୂବରୁ ସରେଣ୍ଡର କରନ୍ତୁ’ ! ସରେଣ୍ଡର ନକଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। 

ଭୁବନେଶ୍ୱର(ରାଜ୍ୟକାହା) ଅଯୋଗ୍ୟ ରାସନ୍‌ କାର୍ଡ ହିତାଧିକାରୀଙ୍କୁ ଯୋଗାଣ ମନ୍ତ୍ରୀଙ୍କ ତାଗିଦ୍। ମନ୍ତ୍ରୀ କହିଲେ, ‘ଅଯୋଗ୍ୟ ହିତାଧିକାରୀଙ୍କୁ ଅପିଲ୍‌ କରୁଛି ସରେଣ୍ଡର କରିଯାଆନ୍ତୁ। ସରେଣ୍ଡର ନକଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। କାର୍ଡ ସରେଣ୍ଡର କଲେ କୌଣସି କାର୍ଯ୍ୟାନୁଷ୍ଠାନ

ବାରବାଟୀରେ ଭାରତ-ଇଂଲଣ୍ଡ କ୍ରିକେଟ୍ ମ୍ୟାଚ୍, ପ୍ରଥମ ଟିକେଟ୍ କିଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର(ରାଜ୍ୟକାହା) ଫେବୃଆରୀ ୯ରେ କଟକ ବାରବାଟିରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍‌ ମ୍ୟାଚ୍‌ । ଏଥିପାଇଁ ପ୍ରଥମ ଟିକେଟ୍‌ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପ୍ରଦାନ କରିଛି ଓଡିଶା କ୍ରିକେଟ୍‌ ଆସୋସିଏସନ୍‌ । କଟକ ବାରବାଟିରେ ହେବାକୁ ଥିବା ଏହି ମ୍ୟାଚ୍‌ କିଭଳି ଶୃଙ୍ଖଳିତ

୪ ଦିନ ହେଲା ଟ୍ରେନ୍‌ରୁ ନୌସେନା ଅଫିସର ନିଖୋଜ ।

ଭୁବନେଶ୍ୱର(ରାଜ୍ୟକାହା) ୪ ଦିନ ହେଲା ସୌରଭଙ୍କ ଫୋନ୍ ସୁଇଚ ଅଫ୍ ଥିବାବେଳେ ତାଙ୍କ ସହ ଯୋଗାଯୋଗ ହୋଇପାରୁ ନ ଥିବା ମା’ କହିଛନ୍ତି ।ଭୋର ୩ଟା ୫୦ରେ ଷ୍ଟେଶନ୍ ଛାଡ଼ିଥିଲା ବ୍ରହ୍ମପୁରରୁ ବିଶାଖାପାଟନମ୍ ଯାଉଥିବା ଟ୍ରେନ୍ । ସୌରଭଙ୍କ ଫୋନର ଲାଷ୍ଟ ଲୋକେଶନ୍ ଇଚ୍ଛାପୁରମ୍ ଦେଖାଉଛି

ବରିଷ୍ଠ IPS ଅମ୍ରିତ ମୋହନ ପ୍ରସାଦ ହେବେ ବ୍ୟୁରୋ ଅଫ ସିଭିଲ ଆଭିଏସନ ସିକ୍ୟୁରିଟିର ଡିଜି

ଭୁବନେଶ୍ୱର(ରାଜ୍ୟକାହା) ଓଡ଼ିଶା କ୍ୟାଡରର ବରିଷ୍ଠ ଆଇପିଏସ ଅଧିକାରୀ ଅମ୍ରିତ ମୋହନ ପ୍ରସାଦଙ୍କୁ ଛଅ ମାସ ପାଇଁ ବ୍ୟୁରୋ ଅଫ ସିଭିଲ ଆଭିଏସନ ସିକୁରିଟିର ଡ଼ିଜି (ଡିଜି, ବିସିଏଏସ୍)ର ଅତିରିକ୍ତ ଦାୟିତ୍ୱରେ ନିଯୁକ୍ତି ଦିଆଯାଇଛି।କେନ୍ଦ୍ର ସରକାରଙ୍କ କ୍ୟାବିନେଟ ନିଯୁକ୍ତି କମିଟି ୧୯୮୯