Browsing Category

ରାଜ୍ୟ କାହାଣୀ

ଧରାପଡ଼ିଲା ଠକ ପ୍ରେମିକ । ସୋସିଆଲ ମିଡ଼ିଆରେ ଝିଅଙ୍କୁ ପ୍ରେମ ନିବେଦନ କରି ଲଗାଉଥିଲା ଚୂନ । 

ଭୁବନେଶ୍ୱର(ରାଜ୍ୟକାହା) ଧରାପଡ଼ିଲା ଠକ ପ୍ରେମିକ ଯିଏ ସୋସିଆଲ ମିଡ଼ିଆରେ ଝିଅଙ୍କୁ ପ୍ରେମ ନିବେଦନ କରି ଲଗାଉଥିଲା ଚୂନ । ବିଶ୍ବାସ ଜନ୍ମାଇ ଲକ୍ଷାଧିକ ଟଙ୍କା ଠକି ମାରୁଥିଲା ଚମ୍ପଟ ମାରୁଥିଲେ। ଠକ ପ୍ରେମିକ ଜଣକ ହେଲେ ଯାଜପୁର ଜିଲ୍ଲାର ଜେନାପୁର ଥାନା ଅନ୍ତର୍ଗତ ରସୁଲପୁର

ନନ୍ଦନକାନନରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲା ଛୁଆ ହାତୀ

ଭୁବନେଶ୍ୱର(ରାଜ୍ୟକାହା) ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଉଦ୍ଧାର ହାତୀ ଛୁଆ ମୃତ । ଚଳିତ ମାସ ୬ ତାରିଖରେ କରଞ୍ଜିଆରୁ ଉଦ୍ଧାର ହୋଇ ଚିକିତ୍ସା ପାଇଁ ନନ୍ଦନକାନନ ଆସିଥିଲା। ଏହାର ବୟସ ପାଖାପାଖି ୬ ବର୍ଷ ହେବ | ଏନେଇ ନନ୍ଦନକାନନ ଉପନିର୍ଦ୍ଦେଶକ ସନଥ କୁମାର ନାରାୟଣ ସୂଚନା ଦେଇଛନ୍ତି

ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ଏକାଧିକ ପୁରୁଷ

ସୁଭଦ୍ରା ଯୋଜନାକୁ ନେଇ ଏକ ଚାଞ୍ଚଲ୍ୟକର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ମହିଳାଙ୍କ ପାଇଁ ହୋଇଥିବା ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ୧୫୭ ପୁରୁଷ । ଆଧାର କାର୍ଡର ଯେତେବେଳେ ବ୍ୟାଙ୍କ ଲିଙ୍କ ଡାଟା ଆସିଲା ସେତେବେଳେ ଏ ତଥ୍ୟ ସାମ୍ନାକୁ ଆସିଲା । ବେଳେବେଳେ ପୁଅ

ସାଧାରଣତନ୍ତ୍ର ଦିବସ ପାଇଁ ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର(ରାଜ୍ୟକାହା) ଆସନ୍ତା ୨୬ ତାରିଖରେ ଭୁବନେଶ୍ଵର ମହାତ୍ମା ଗାନ୍ଧି ମାର୍ଗରେ ରାଜ୍ୟ ସ୍ତରୀୟ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ ହେବ। ଏଥିପାଇଁ ୨୨ ଓ ୨୩ ତାରିଖ ଅପରାହ୍ଣ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏବଂ ୨୪ ତାରିଖ ସକାଳ ୭ଟା ରୁ ୧୧.୩୦ ପର୍ଯ୍ୟନ୍ତ ଅଭ୍ୟାସ ପରେଡ

ଓଡିଆରେ ଏମବିଏ ପଢିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର(ରାଜ୍ୟକାହା) ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (IGNOU) ଓଡ଼ିଆ MBA ପୁସ୍ତକ ପ୍ରସ୍ତୁତ କରିଥିବାରୁ ଓଡ଼ିଶାର ଛାତ୍ରଛାତ୍ରୀମାନେ ଏବେ ଓଡ଼ିଆ ଭାଷାରେ MBA (ମାଷ୍ଟର ଅଫ୍ ବିଜନେସ୍ ଆଡମିନିଷ୍ଟ୍ରେସନ୍) ଶିକ୍ଷା ପାଇବେ। ପ୍ରଥମ ଥର ପାଇଁ IGNOU ଓଡ଼ିଆ ଭାଷାରେ

ବରଗଡ ଧନୁଯାତ୍ରା ଯୁବତୀଙ୍କୁ ବଳାତ୍କାର କରିବା ଘଟଣା। ମୁଖ୍ୟ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ। 

ଭୁବନେଶ୍ୱର(ରାଜ୍ୟକାହା) ବରଗଡ ଧନୁଯାତ୍ରା ଦେଖିବାକୁ ଯାଇ ଯୁବତୀଙ୍କୁ ବଳାତ୍କାର କରିବା ଘଟଣାକୁ ନେଇ ଆସିଲା ବଡ଼ ଖବର। ମୁଖ୍ୟ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ। ମୁଖ୍ୟ ଅଭିଯୁକ୍ତ ରାକେଶ ଡନସେନାକୁ ଗିରଫ କଲା ପୋଲିସ। ଏହା ପୂର୍ବରୁ ପୋଲିସ ଘଟଣାରେ ସଂପୃକ୍ତ ଥିବା ଅନ୍ୟ ତିନି

ପାଚକ-ପାଚିକାଙ୍କ ପାଇଁ ପାରିଶ୍ରମିକ ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର(ରାଜ୍ୟକାହା) ପିଏମ୍ ପୋଷଣ ଯୋଜନାରେ କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକାଙ୍କ ପାଇଁ ଖୁସି ଖବର । ପାଚକ-ପାଚିକାମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।ପାଚକ, ପାଚିକା ମାନଙ୍କ କାମ, ଦକ୍ଷତା ଓ ପରିଶ୍ରମକୁ ଦୃଷ୍ଟିରେ

ଯବାନଙ୍କ ସ୍ବତନ୍ତ୍ର ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର(ରାଜ୍ୟକାହା) ନୂଆପଡ଼ା ଜିଲ୍ଲା ସୀମାନ୍ତ ଛତିଶଗଡ଼ କୁଲହରିଘାଟ ଅଞ୍ଚଳରେ ସୁରକ୍ଷା ବାହିନୀଙ୍କ ମିଳିତ ଅଭିଯାନ ଦ୍ୱାରା ୧୪ ମାଓବାଦୀ ନିହତ ହୋଇଛନ୍ତି। ଏହି ଅଭିଯାନରେ ଓଡିଶା ପୋଲିସର SOG ଯବାନଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ। ଏଥିପାଇଁ ସମସ୍ତ ଯବାନଙ୍କୁ ଶୁଭେଚ୍ଛା

ଦଶମ ଓ ଦ୍ଵାଦଶ ପରୀକ୍ଷା ପରୀକ୍ଷା ବନ୍ଦ ହେବନି 

ଭୁବନେଶ୍ୱର(ରାଜ୍ୟକାହା) ଦଶମ ଓ ଦ୍ଵାଦଶ ପରୀକ୍ଷା ପରୀକ୍ଷା ବନ୍ଦ ହେବନି ବୋଲି କହିଛନ୍ତି, ଏନସିଆରଟି ନିର୍ଦ୍ଦେଶକ। ନୂଆ ଜାତୀୟ ଶିକ୍ଷା ନୀତିରେ ଦଶମ ଓ ଦ୍ଵାଦଶ ପରୀକ୍ଷା ପାଇଁ ବ୍ୟବସ୍ଥା ରହିଛି। ତେଣୁ ପୂର୍ବବତ୍ ପରୀକ୍ଷା କରାଯିବ, ଆଇନ ଏନେଇ ଦ୍ୱନ୍ଦ୍ଵ ରହିବା ଅନୁଚିତ୍।ଏଥିସହିତ ପଞ୍ଚମ

ଟ୍ରେନ ଉପରେ ଚଢି ବିଜୁଳି ତାର ସଂସ୍ପର୍ଶରେ ଆସି ଜଳିଗଲେ ଯାତ୍ରୀ

ଭୁବନେଶ୍ୱର(ରାଜ୍ୟକାହାଣୀ) ରାୟଗଡ଼ା ରେଳ ଷ୍ଟେସନରେ ଅଭାବନୀୟ । ଟ୍ରେନ ଉପରେ ଚଢ଼ିଥିବା ଜଣେ ବ୍ୟକ୍ତି ଉଚ୍ଚ କ୍ଷମତା ସଂପନ୍ନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜିଅନ୍ତା ଜଳିଯାଇଛନ୍ତି। କ୍ୟାମେରାରେ କଏଦ ହୋଇଛି ସେହି ଭୟଙ୍କର ଚିତ୍ର । ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବା