Browsing Category
ରାଜ୍ୟ କାହାଣୀ
ଗହୀରମଥାରେ ଗୁଳିକାଣ୍ଡ ଘଟଣାରେ ୮ ମତ୍ସ୍ୟଜୀବୀ ଗିରଫ ।
ଭୁବନେଶ୍ୱର(ରାଜ୍ୟକାହାଣୀ) କେନ୍ଦ୍ରାପଡ଼ା ରାଜନଗର ଗହୀରମଥା ସମୁଦ୍ର ଗୁଳିକାଣ୍ଡ ଘଟଣା । ୮ ମତ୍ସ୍ୟଜୀବୀଙ୍କୁ ଗିରଫ କରିଛି ତାଳଚୁଆ ସାମୁଦ୍ରିକ ଥାନା ପୋଲିସ୍ । ଗିରଫ ପରେ ଏମାନଙ୍କୁ କୋର୍ଟ ଚାଲାଣ କରିଛି । ଗତକାଲି ଗିରଫ ହୋଇଥିଲେ ଟ୍ରଲର ମାଲିକ । ଆଜି ଆଉ ୮ ମତ୍ସ୍ୟଜୀବୀଙ୍କୁ ଗିରଫ!-->…
ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
ଭୁବନେଶ୍ୱର(ରାଜ୍ୟକାହାଣୀ) ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ଅର୍ଥାତ ୯ ଦିନ ଧରି ବନ୍ଦ ରହିବ ଭିତରକନିକା। କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା।କୁମ୍ଭୀର ବିଶାରଦ ଡକ୍ଟର ସୁଧାକର କରଙ୍କ ନେତୃତ୍ୱରେ ବନ କର୍ମଚାରୀ କୁମ୍ଭୀର ଗଣନା!-->…
ଏଣିକି ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର ।
ମଧ୍ୟାହ୍ନ ଭୋଜନରେ ଛାତ୍ର ଛାତ୍ରୀଙ୍କୁ ୨୦୦ ML ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର। ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସୂଚନା । ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ କରାଯିବ । ଏଥିରେ ପାଖାପାଖି ୩୮ କୋଟି!-->…
ବଡୁ ସେବାୟତ ଓ ପୂଜାପଣ୍ଡା ନିଯୋଗ ମଧ୍ୟରେ ବିବାଦ ।
ଭୁବନେଶ୍ୱର(ରାଜ୍ୟକାହାଣୀ) ପୁଣି ଲିଙ୍ଗରାଜଙ୍କ ନୀତି ବନ୍ଦ । ପବିତ୍ର ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି । ଗତକାଲି ରାତି ସାଢେ ୮ଟାରୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି । ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ବନ୍ଦ ରହିଛି ନୀତି ।ମକର!-->…
୧ ଲକ୍ଷ କ୍ଷତିଗ୍ରସ୍ତ ପ୍ଲଟ ବାବଦକୁ ଚାଷୀଙ୍କୁ ଦିଆଯାଇଛି ୨୧ କୋଟି ୯୬ ଲକ୍ଷ ଟଙ୍କାର କ୍ଷତିପୂରଣ
ଭୁବନେଶ୍ୱର(ରାଜ୍ୟକାହାଣୀ) ଅମଳ ପରବର୍ତ୍ତୀ ଫସଲ କ୍ଷତି ଆକଳନ କାର୍ଯ୍ୟ ଶେଷ ହୋଇଛି । ସୋମବାର ସୁଦ୍ଧା ପ୍ରାୟ ୧ ଲକ୍ଷ କ୍ଷତିଗ୍ରସ୍ତ ପ୍ଲଟ ବାବଦକୁ ମୋଟ ୨୧ କୋଟି ୯୬ ଲକ୍ଷ ଟଙ୍କା କ୍ଷତିପୂରଣ ସିଧାସଳଖ ଚାଷୀମାନଙ୍କର ବ୍ୟାଙ୍କ ଖାତାକୁ ପ୍ରଦାନ କରାଯାଇଛି । ବୀମା କମ୍ପାନୀମାନଙ୍କ!-->…
ଚାଇନା ମାଞ୍ଜା ସୂତାକୁ ନେଇ ଆକ୍ସନ ମୋଡରେ କମିଶନରେଟ ପୋଲିସ
ଭୁବନେଶ୍ୱର(ରାଜ୍ୟକାହାଣୀ) ମକର ସଂକ୍ରାନ୍ତି ପୂର୍ବରୁ ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ଗୁଡି ଉଡ଼ା। ଗୁଡି ଉଡ଼ା ସମୟରେ ଘଟୁଥିବା ଦୁର୍ଘଟଣାକୁ ଦୃଷ୍ଟିରେ ରଖି କଟକ କମିଶନରେଟ ପୋଲିସ ପକ୍ଷରୁ ଦୃଢ ପଦକ୍ଷେପ ନିଆଯାଇଛି। ମାଞ୍ଜା ସୂତାରେ ଗୁଡ଼ି ଉଡ଼ାଇଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ।!-->…
ଆଜି ପବିତ୍ର ମକର ସଂକ୍ରାନ୍ତି: ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଆରମ୍ଭ
ଭୁବନେଶ୍ୱର(ରାଜ୍ୟକାହାଣୀ) ମକର ସଂକ୍ରାନ୍ତି ହେଉଛି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରିଥାନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହି ପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତର ଏହା ସବୁଠାରୁ ବଡ଼ ପର୍ବ ।!-->…
ମେଘୁଆ ରହିବ ପାଗ, ଘନ କୁହୁଡ଼ି ପାଇଁ ୩ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର(ରାଜ୍ୟକାହାଣୀ) ଶୀତରେ ଥରୁଛି ସାରା ଓଡ଼ିଶା । ରାଜ୍ୟରେ ଜାରି ରହିଛି ଶୀତ ଲହରୀ । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ଶୀତ ହେବ । ଆଗକୁ ଆହୁରି ଶୀତ ବଢ଼ିବାର ସମ୍ଭାବନା ରହିଛି । ଅନ୍ୟପଟେ ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି ।!-->…
ପାରା ଆଥଲେଟ୍ ପାୟଲ ନାଗଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର(ରାଜ୍ୟକାହାଣୀ) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପାରା ଆଥଲେଟ୍ ପାୟଲ ନାଗଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ନିଜର କଠିନ ପରିଶ୍ରମ ବଳରେ ଷଷ୍ଠ ଜାତୀୟ ତୀରନ୍ଦାଜ ପ୍ରତିଯୋଗିତାରେ ସ୍ଵର୍ଣ୍ଣ ପଦକ ବିଜେତା ଓଡ଼ିଶାର ଗର୍ବ।!-->…
କେସ୍ ଡାଏରିରେ ବିଳମ୍ବ ପାଇଁ ଜାମିନ ଆବେଦନ ଶୁଣାଣି ଘୁଞ୍ଚିଛି
ଭୁବନେଶ୍ୱର(ରାଜ୍ୟକାହାଣୀ) ଖୋଲୁଛି ବଣ୍ଟି-ବବଲିଙ୍କ କଳାସାମ୍ରାଜ୍ୟ ଗୁମର । ଗାଙ୍ଗୁରାମ ଦୋକାନରୁ କୋଟିପତି ଅନିଲ । ଅନିଲଙ୍କ ଘର ୟୁନିଟ-୮ରେ। ସେ ଦୁଇ ଭାଇଙ୍କ ସହ ମିଶି ଗାଙ୍ଗୁରାମ ଦୋକାନ କରିଥିଲେ । ପରେ ଏକ ତେଜରାତି ଦୋକାନ ଖୋଲିଥିଲେ। ଏସବୁ!-->…