Browsing Category
ରାଜ୍ୟ କାହାଣୀ
ଆମ ସନାତନୀ ସଂସ୍କୃତିରେ ଗୁଡି ଉଡା ପର୍ବ ..
ଭୁବନେଶ୍ୱର(ରାଜ୍ୟକାହାଣୀ) ମକର ସଂକ୍ରାନ୍ତି ପାଇଁ ଚଳଚଞ୍ଚଳ ହୋଇଉଠିଛି ଗାଁ ଓ ସହର । ବିଭିନ୍ନ ଦୋକାନ ବଜାର ଓ ରାସ୍ତାକଡ଼ରେ ବିକ୍ରି ହେଲାଣି ଗୁଡ଼ି। ମକରରେ ଗୁଡ଼ି ଉଡ଼ାଇବାର ଖୁସି ବିଶେଷକରି ଛୋଟ ଛୋଟ ପିଲାଙ୍କ ମଧ୍ୟରେ ଅଧିକ ଦେଖିବାକୁ ମିଳେ। ବିଭିନ୍ନ ନଦୀପଠା, ଖେଳ ପଡ଼ିଆ ଓ ଛାତ!-->…
ଓଡିଶାକୁ ବଡ ଆଇଟି ହବରେ ପରିଣତ କରାଯିବ ।
ଭୁବନେଶ୍ୱର(ରାଜ୍ୟକାହାଣୀ) କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି, ” ଓଡ଼ିଶାରେ IT ପ୍ରଫେସନାଲଙ୍କର ଅଭାବ ନାହିଁ । ଓଡ଼ିଶାକୁ ଆଗାମୀ ଦିନରେ ଏକ ବଡ଼ IT ହବ୍ କରିବା ଲକ୍ଷ୍ୟ ରଖାଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ସଚିବଙ୍କ ସହ ଆଲୋଚନା ହୋଇଛି । ” ସେ ଆହୁରି!-->…
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍
ଭୁବନେଶ୍ୱର(ରାଜ୍ୟକାହାଣୀ) ଲୋକସେବା ଭବନରେ ମାତିଛନ୍ତି ଦଲାଲ । ଚାକିରି କରାଇଦେବାକୁ କହି ଲୁଟୁଛନ୍ତି ଲକ୍ଷାଧିକ ଟଙ୍କା । ଏମିତି ଜଣେ ଠକ ଦଲାଲର କଳାକାରନାମା ପଦାକୁ ଆସିଛି । କ୍ୟାପିଟାଲ ଥାନା ପୁଲିସ୍ ଦଲାଲ ବ୍ୟାସଦେବ ରଣାକୁ ଗିରଫ କରିଛି। ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର!-->…
ଆୟୁଷ୍ମାନ ଭାରତ ଯୋଜନା ପାଇଁ ଏମଓୟୁ ସ୍ୱାକ୍ଷର ।
ଆୟୁଷ୍ମାନ ଭାରତ ପିଏମ ଜନ ଆରୋଗ୍ୟ ଯୋଜନା ନେଇ କେନ୍ଦ୍ର ସରକାରଙ୍କ ସହ ଏମଓୟୁ ସ୍ୱାକ୍ଷର କରିଛନ୍ତି ରାଜ୍ୟ ସରକାର । ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ ପି ନଡାଙ୍କ ଉପସ୍ଥିତିରେ ଏମଓୟୁ ସ୍ୱାକ୍ଷର ହୋଇଛି । ଏହାସହ!-->…
ପାରାଦ୍ବୀପରେ ପ୍ରତିଷ୍ଠା ହେବ ଜାହାଜ ପୁନଃପ୍ରକ୍ରିୟାକରଣ କେନ୍ଦ୍ର
ପାରାଦ୍ବୀପ(ରାଜ୍ୟକାହାଣୀ) ପାରାଦ୍ବୀପ ବନ୍ଦର ନିକଟରେ ପ୍ରତିଷ୍ଠା ହେବ ଜାହାଜ ଭଙ୍ଗା କେନ୍ଦ୍ର। ଜାହାଜ ପୁନଃପ୍ରକ୍ରିୟାକରଣ କେନ୍ଦ୍ର ୪ ହଜାର କୋଟି ଟଙ୍କା ବିନିଯୋଗ କରାଯିବ। ଏହାଦ୍ବାରା ଓଡ଼ିଶାର ସାମୁଦ୍ରିକ ଓ ଶିଳ୍ପ ପରିଦୃଶ୍ୟରେ ପରିବର୍ତ୍ତନ ଆସିବ। ବ୍ୟାପକ ନିଯୁକ୍ତି ସୁଯୋଗ ମଧ୍ୟ!-->…
ରାଜଧାନୀରେ ହଷ୍ଟେଲ ରୁମ୍ରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜଧାନୀରେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର । ରୁମ୍ର ଫ୍ୟାନରୁ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ ।ମୃତା ଛାତ୍ରୀଜଣକ +୨ ଦ୍ୱିତୀୟ ବର୍ଷର ଛାତ୍ରୀ। ଉତ୍କଳିକା ସ୍ୱାଇଁ ବୋଲି ଜଣାଯାଇଛି |ଉତ୍କଳିକା ରହୁଥିବା!-->…
ଆଜି ସରିବ ବିଶ୍ବପ୍ରସିଦ୍ଧ ବରଗଡ ଧନୁଯାତ୍ରା
ଭୁବନେଶ୍ୱର(ରାଜ୍ୟକାହାଣୀ) ଆଜି ହେଉଛି ଏଗାର ଦିନ ଧରି ଚାଲିଥିବା ବରଗଡ ଧନୁଯାତ୍ରା ଅନ୍ତିମ ଦିବସ । କଂସର ବଧ ସହ ପରିସମାପ୍ତି ଘଟିବ ଏଗାର ଦିନ ମହାନାଟକ । ତେବେ ଅନ୍ତିମ ଦିନରେ କୃଷ୍ଣବଲରାମଙ୍କ ହସ୍ତରେ କୁବଳୟା ହସ୍ତୀ ବଧ, ଚାଣ୍ଡୁର ଓ ମୁଷ୍ଟିକ ଆଦି ମଲ୍ଲ ନିଧନ , ଶିବ ଧନୁ ଭଙ୍ଗ,!-->…
ସର୍ବସାଧାରଣଙ୍କ ପାଇଁ ଆଜିଠୁ ଖୋଲିବ ରାଜଭବନ ଉଦ୍ୟାନ
ଭୁବନେଶ୍ୱର(ରାଜ୍ୟକାହାଣୀ) ସୋମବାରଠାରୁ ସାଧାରଣ ଲୋକଙ୍କ ପାଇଁ ରାଜଭବନ ଉଦ୍ୟାନ ଖୋଲିବ। ଏହା ୨୨ ତାରିଖ ପର୍ଯ୍ୟନ୍ତ ଖୋଲା ରହିବ।ଅପରାହ୍ନ ୨ଟା୩୦ରୁ ସଂଧ୍ୟା ୫ଟା ଯାଏଁ ଉଦ୍ୟାନ ପିରଦର୍ଶନ ସମୟ ଧାଯ୍ୟ କରାଯାଇଛି। କେବଳ ମୋବାଇଲ ଆପ୍ ପଞ୍ଜୀକରଣ ମାଧ୍ୟମରେ ସର୍ବସାଧାରଣଙ୍କ!-->…
ଆଜି ପୌଷ ପୂର୍ଣ୍ଣିମା, ସୁନା ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ଭୁବନେଶ୍ୱର(ରାଜ୍ୟକାହାଣୀ) ଆଜି ପୌଷ ପୂର୍ଣ୍ଣିମା। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦେବାଭିଷେକ ପୂର୍ଣ୍ଣିମା ନୀତି। ଆଜି ମହାପ୍ରଭୁଙ୍କର ୩୯ଟି ନୀତି ରହିଥିବାରୁ ବିଭିନ୍ନ ସେବାୟତ ନିଯୋଗ ସହ ସମନ୍ୱୟ ରଖିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି । ପ୍ରତି ବର୍ଷ!-->…
ବରଗଡରେ ନିର୍ମାଣ ହେବ ସ୍ଥାୟୀ ରଙ୍ଗମହଲ
ଭୁବନେଶ୍ୱର(ରାଜ୍ୟକାହାଣୀ) ବରଗଡ଼ରେ ନିର୍ମାଣ ହେବ ଭବ୍ୟ କଂସ ରାଜମହଲ। ସ୍ଥାୟୀ ରାଜମହଲ ପାଇଁ ଖର୍ଚ୍ଚ ହେବ ୧୨କୋଟି ୮୦ ଲକ୍ଷ ଟଙ୍କା। ରବିବାର ବରଗଡ଼ ଗସ୍ତରେ ଯାଇ ଧନୁଯାତ୍ରା ଦେଖିବା ସହ ମଥୁରା ନଗରୀରେ ମୁଖ୍ୟମନ୍ତ୍ରୀ କରିଛନ୍ତି ଏହି ଘୋଷଣା। ଏହା ସହ ଡିପିଆର ପ୍ରସ୍ତୁତ ପାଇଁ ମଧ୍ୟ!-->…