Browsing Category
ରାଜ୍ୟ କାହାଣୀ
ଆଖି ବୁଜିଲା ଶିମିଳିପାଳର କୁମକି ହାତୀ ମହେନ୍ଦ୍ର ।
ଭୁବନେଶ୍ୱର(ରାଜ୍ୟକାହାଣୀ) ଶିମିଳିପାଳ ଅଭୟାରଣ୍ୟ ସୁରକ୍ଷାରେ ନିୟୋଜିତ ଥିବା ପୋଷା ହାତୀ ମହିନ୍ଦ୍ରାର ମୃତ୍ୟୁ ଘଟିଛି। ରବିବାର ରାତି ସାଢ଼େ ୯ଟାରେ ମୃତ୍ୟୁ ହୋଇଥିବା ନେଇ ଜଣାପଡ଼ିବା ପରେ ବନକର୍ମଚାରୀ ଓ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଗଭୀର ଆଘାତ ଲାଗିଛି।ସୂଚନା ଥାଉକି, ଦୀର୍ଘଦିନ ଧରି!-->…
ଏକାମ୍ର କାନନରେ ଆୟୋଜିତ ବାର୍ଷିକ ପୁଷ୍ପ ପଦର୍ଶନୀ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ ।
ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜଧାନୀ ଭୁବନେଶ୍ୱରର ଏକାମ୍ର କାନନସ୍ଥିତ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ରରେ ଆୟୋଜିତ ବାର୍ଷିକ ପୁଷ୍ପ ପଦର୍ଶନୀ ଆଜି ସରିବ ନାହିଁ। ରାଜ୍ୟ ସରକାର ଏହି ପ୍ରଦର୍ଶନୀକୁ ଆହୁରି ଗୋଟିଏ ଦିନ ବଢ଼ାଇ ଦେଇଛନ୍ତି। ତେବେ ୧୧ ତାରିଖରେ ସରିବାକୁ ଥିବା ଏହି ପ୍ରଦର୍ଶନୀ!-->…
ସୁଭଦ୍ରାରେ ପୁନଃସାମିଲ ହେଲେଣି ୮ ହଜାରରୁ ଅଧିକ ଆବେଦନକାରୀ ।
ଭଦ୍ରା ପୋର୍ଟାଲରୁ ଭୁଲ୍ରେ ନାମ ବାଦ୍ ହୋଇଯାଇଥିଲେ କରିହେବ ପୁନଃସାମିଲ ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା (OPT IN) ସୁବିଧା ଉପଲବ୍ଧ କରାଯାଇଛି । ଏହା ଦ୍ୱାରା ଯେଉଁମାନେ ଭୁଲରେ ନାମ ବାଦ (OPT OUT) ହୋଇଯାଇଥିଲେ ସେମାନେ ପୁନର୍ବାର ସୁଭଦ୍ରାରେ ସାମିଲ ହେବାର ସୁଯୋଗ ପାଇପାରିବେ ।ଏହି!-->…
୩ ଦିନ ପରେ ବଢ଼ିବ ଶୀତ, ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା
ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟରେ ଅଧିକାଂଶ ସ୍ଥାନରେ ଦେଖାଯାଉଛି ଘନ କୁହୁଡି । କୁହୁଡି ପାଇଁ ଯାତାୟତରେ ଅନେକ ସମସ୍ୟା ଦେଖାଯାଉଛି । ୧୦ ଜିଲାରେ କୁହୁଡି ପାଇଁ ପାଣିପାଗ ବିଭାଗ ଶନିବାର ପୂର୍ବାନୁମାନ କରିଛି । ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ,!-->…
ଜାନୁଆରୀ ୧୮ରେ ଘଟିବ ମହାଜାଗତିକ ଦୃଶ୍ୟ, ଖାଲି ଆଖିରେ ଦେଖିପାରିବେ ଶୁକ୍ର ଓ ଶନିଙ୍କ ଗ୍ରହର ମିଳନ
ଭୁବନେଶ୍ୱର(ରାଜ୍ୟକାହାଣୀ) ମହାକାଶରେ ଶୁକ୍ର ଓ ଶନିଙ୍କ ମଧ୍ୟରେ ଲାଗିବ ଦୌଡ଼ ପ୍ରତିଯୋଗିତା। ଶୁକ୍ରକୁ ଟପି ଆଗକୁ ବଢିବ ଶନିଗ୍ରହ। ଜାନୁଆରୀ ୧୮ରେ ଶୁକ୍ର ଓ ଶନି ଗ୍ରହର ହେବ ମହାମିଳନ। ଖାଲି ଆଖିରେ ଦେଖିହେବ ଦୁଇ ଗ୍ରହଙ୍କ ଦୌଡ଼ ଓ ମିଳନର ଅପୂର୍ବ ଦୃଶ୍ୟ। ଏବେ ଶୁକ୍ରର ବେସ୍ ଉପରେ!-->…
କୁମ୍ଭୀର ଗଣନା ପାଇଁ ଜାନୁଆରୀ ୧୪ରୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ
ଭୁବନେଶ୍ୱର(ରାଜ୍ୟକାହାଣୀ) ଭିତରକନିକା ଜାତୀୟ ଉଦ୍ୟାନରେ କୁମ୍ଭୀର ଗଣନା କରାଯିବ। ଚଳିତ ମାସ ୧୪ ତାରିଖରୁ ୨୨ ପର୍ଯ୍ୟନ୍ତ ଗଣନା କରାଯାଉଥିବାରୁ ପର୍ଯ୍ୟଟକଙ୍କ ପାଇଁ ଜାତୀୟ ଉଦ୍ୟାନ ବନ୍ଦ ରହିବ ବୋଲି ବନବିଭାଗ ସୂତ୍ରରୁ ଜଣାପଡ଼ିଛି। ଭିତରକନିକା ନଦୀ ଓ ନାଳରେ ଜୁଆର ହୋଇ ଥିବାରୁ!-->…
କିମ୍ସରେ ହେଲା କାର୍ଡିଆକ୍ ଲେଜର ମେସିନ୍ ଜରିଆରେ ରୋଗୀ ସେବା
ଭୁବନେଶ୍ୱର(ରାଜ୍ୟକାହାଣୀ) କିମ୍ସରେ ପ୍ରଥର ଥର ଲାଗି ସଫଳ ଅସ୍ଥି ମଜ୍ଜା ପ୍ରତିରୋପଣ (ବିଏମଟି) କରି ଓଡ଼ିଶାର ଉନ୍ନତ କର୍କଟ ଚିକିତ୍ସାରେ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି।ପାରମ୍ପରିକ ମ୍ପରିକ ଆଞ୍ଜିଓପ୍ଲାଷ୍ଟି ଦ୍ଵାରା ଚିକିତ୍ସା ହୋଇପାରୁନଥିବା କରୋନାରୀ ଓ ପେରିଫେରା ଆଥେରେକ୍ଟୋମି, ଲିଡ୍!-->…
ଓଡ଼ିଶାରେ ଟ୍ରାକ୍ ହେବେ ଗ୍ରେଟର୍ ଫ୍ଲେମିଙ୍ଗୋ ପକ୍ଷୀ
ଭୁବନେଶ୍ୱର(ରାଜ୍ୟକାହାଣୀ) ପକ୍ଷୀଙ୍କ କଳରବରେ ମୁଖରିତ ହେଉଛି ଚିଲିକା। ସାତଦରିଆ ଡେଇଁ ଲକ୍ଷାଧିକ ବିଦେଶାଗତ ପକ୍ଷୀ ଏଠାକୁ ଧାଇଁ ଆସିଛନ୍ତି। ଶୀତ ଦିନରେ ଚିଲିକାର ପ୍ରମୁଖ ଆକର୍ଷଣ ପାଲଟିଥିବା ଗ୍ରେଟର ଫ୍ଲେମିଙ୍ଗୋ (ଫୋନିକପ୍ଟରସ୍ ରୋଜସ୍)ଙ୍କ ଅବସ୍ଥିତି ଜାଣିବାକୁ ଦୁଇଟି!-->…
ରାଗିଂ ଅଭିଯୋଗରେ ଆଇନ ଛାତ୍ରଙ୍କୁ ଅଭିନବ ଦଣ୍ଡ, ଅନାଥାଶ୍ରମରେ ସପ୍ତାହେ ପଢ଼ାଇବେ
ଭୁବନେଶ୍ୱର(ରାଜ୍ୟକାହାଣୀ) ରାଗିଂ ଅଭିଯୋଗ ମାମଲାରେ ଛାତ୍ରଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ । ଅନାଥାଶ୍ରମରେ ସପ୍ତାହେ ଯାଏଁ ସ୍ବେଚ୍ଛାସେବୀ ଭାବେ ପାଠ ପଢାଇବାକୁ ନିର୍ଦ୍ଦେଶ । ଏଭଳି ଐତିହାସିକ ରାୟ ଶୁଣାଇଛନ୍ତି ଓଡ଼ିଶା ହାଇକୋର୍ଟ ।ସୂଚନାମୁତାବକ ଭୁବନେଶ୍ୱରର ଏକ ଘରୋଇ ଆଇନ ଶିକ୍ଷାନୁଷ୍ଠାନରେ!-->…
ଶ୍ରୀମନ୍ଦିରକୁ ଏଟିଏମ୍ ମାଧ୍ୟମରେ ଦାନ ୨୦୧୫ରୁ ବନ୍ଦ
ଭୁବନେଶ୍ୱର(ରାଜ୍ୟକାହାଣୀ) ବିଶ୍ଵରେ ମହାପ୍ରଭୁଙ୍କ କୋଟି କୋଟି ଭକ୍ତ ରହିଛନ୍ତି। ଶ୍ରୀମନ୍ଦିରକୁ ପ୍ରତ୍ୟେକ ଦିନ ବିଭିନ୍ନ ମାଧ୍ୟମରେ ଲକ୍ଷାଧିକ ଟଙ୍କା ଦାନ ଆକାରରେ ଆସୁଛି ହେଲେ ଶ୍ରୀକ୍ଷେତ୍ରରୁ ଦୂରରେ ବିଭିନ୍ନ ଜିଲାରେ ରହୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ସହଜ ଏବଂ ସରଳରେ ଦାନ ଦେବାର କୌଣସି!-->…