Browsing Category
ରାଜ୍ୟ କାହାଣୀ
ଆସନ୍ତା ୧୨ରୁ ୧୫ ତାରିଖ ପର୍ଯ୍ୟନ୍ତ ରନ୍ନଭଣ୍ଡାର ମରାମତି ସ୍ଥଗିତ
ଭୁବନେଶ୍ୱର(ରାଜ୍ୟକାହାଣୀ) ମକରସଂକ୍ରାନ୍ତି ସହ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଆସନ୍ତା ୧୨ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ୪ଦିନ ଧରି ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି । ଆସନ୍ତା ୧୬ ତାରିଖାରୁ ପୁଣିଥରେ ରାଜ୍ୟ ସରକାରଙ୍କ!-->…
ବୈକୁଣ୍ଠଧାମ ଆଶ୍ରମ : ଅନ୍ତରୀଣ ସୁରକ୍ଷା ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର(ରାଜ୍ୟକାହାଣୀ) ଭୁବନେଶ୍ବର ଘାଟିକିଆ ମୌଜା ଅନ୍ତର୍ଗତ ଖଣ୍ଡଗିରିବାରିସ୍ଥିତ ବୈକୁଣ୍ଠଧାମ ଆଶ୍ରମ ପାଇଁ ବଢିଛି ଅଡ଼ୁଆ । ସରକାରୀ ଅନୁମତି ପତ୍ର ନକଲି ଥିବା ଦର୍ଶାଇ ରାଜ୍ୟସରକାରଙ୍କ ପକ୍ଷରୁ କୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି। ଏହା ଉପରେ ଫେବୃୟାରୀ ୩ ତାରିଖରେ!-->…
ପ୍ରଭୁ ସିଂହନାଥ ପୀଠରେ ମକର ମେଳା ସମୟରେ ସେତୁ ଉପରେ ଚାଲିବନି ଯାନବାହାନ
ଭୁବନେଶ୍ୱର(ରାଜ୍ୟକାହାଣୀ) ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମକର ସଂକ୍ରାନ୍ତି ଅବସରରେ ଆଠଗଡ ସ୍ଥିତ ପ୍ରଭୁ ସିଂହନାଥ ପୀଠରେ ମକର ମେଳା ଚାଲିବ । ଆସନ୍ତା ଜାନୁଆରୀ ୧୪ ତାରିଖରୁ ୧୬ ପର୍ଯ୍ୟନ୍ତ ମକର ଉତ୍ସବର ଭବ୍ୟ ଆୟୋଜନ କରାଯାଉଛି । ଏହି ମେଳାରେ କଟକ ସମେତ ଏହାର ଆଖପାଖ!-->…
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍
ଭୁବନେଶ୍ୱର(ରାଜ୍ୟକାହାଣୀ) ଖୋଲୁଛି ଠକେଇ ରାଣୀ ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତିଙ୍କ ମୁଖା। ପ୍ରତିଦିନ ମିଳୁଛି ପୂଳା ପୂଳା ଫ୍ଲାଟ୍। ଯେଉଁ ଇମ୍ପୋର୍ଟେଡ୍ କମ୍ପାନୀ ଖୋଜିବ, ସେ ବ୍ରାଣ୍ଡର ଦାମୀ କାର ମିଳୁଛି। ତା’ସଙ୍ଗକୁ ହାଇପ୍ରୋଫାଇଲ ଲାଇଫ୍ ଷ୍ଟାଇଲ୍। ୫୦ ଲକ୍ଷ ଉଡ଼ାଇ ବାର୍ଥ!-->…
ପ୍ରବାସୀ ଭାରତୀୟ ସମ୍ମେଳନୀର ବିଭିନ୍ନ ଷ୍ଟଲ ବୁଲିଲେ ମହାମହିମ
ପ୍ରବାସୀ ଭାରତୀୟ ଦିବସରେ ସାମିଲ ହେଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗ୍ୟାଲେରୀରେ ଥିବା ବିଭିନ୍ନ ଷ୍ଟଲ୍ ବୁଲି ଦେଖିଛନ୍ତି ରାଷ୍ଟ୍ରପତି । ପ୍ରଥମଥର ପାଇଁ ଓଡ଼ିଶାରେ ଏଭଳି ଭବ୍ୟ ଆୟୋଜନ ଦେଖି ବେଶ ଖୁସି ହୋଇଛନ୍ତି ।ପ୍ରଦର୍ଶନୀ କକ୍ଷରେ ପ୍ରାଚୀନ ଓଡ଼ିଶା ଇତିହାସ ଠାରୁ ଆରମ୍ଭ!-->…
ଆଜି ସନ୍ଧ୍ୟାରୁ ସାଧାରଣ ଲୋକେ ବୁଲିପାରିବେ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଭୁବନେଶ୍ୱର(ରାଜ୍ୟକାହାଣୀ) ସାଧାରଣ ଲୋକ ଆସି ବୁଲିପାରିବେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ବିଭିନ୍ନ ଗ୍ୟାଲେରୀର ଷ୍ଟଲ ବୁଲି ଦେଖି ପାରିବେ ସାଧାରଣ ଲୋକ । ଶୁକ୍ରବାର ସନ୍ଧ୍ୟା ଠାରୁ ୧୨ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ବୁଲି ଦେଖିପାରିବେ ସାଧାରଣ ଲୋକ । ଏ ନେଇ ଉପ ମୁଖ୍ୟମନ୍ତ୍ରୀ!-->…
ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।
ଭୁବନେଶ୍ୱର(ରାଜ୍ୟକାହାଣୀ) ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସ ଓ ଅନ୍ୟ ପିଆରଆଇ ମେମ୍ବରଙ୍କୁ ତୁରନ୍ତ ଛାଡ଼ । ଏନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଛତିଶଗଡ଼ର ମହାସମୁଦ!-->…
FAQ ମାନର ଧାନ ଆଣନ୍ତୁ, ବେଶୀ ଖରାପ ହୋଇଥିଲେ ନେଇ ହେବନି: ମନ୍ତ୍ରୀ
ଭୁବନେଶ୍ୱର(ରାଜ୍ୟକାହାଣୀ) ମଣ୍ଡିରେ ଧାନ ସଂଗ୍ରହ ଠିକ ଠାକ୍ ଚାଲିଛି । କିଛି ସ୍ଥାନରେ ଅସୁବିଧା ସାମନାକୁ ଆସିଛି । ଯେକୌଣସି ଧାନ ଆଣିଲେ ୩୧୦୦ ଟଙ୍କା ଦେବେ ବୋଲି ଚାଷୀଙ୍କୁ ବିଭ୍ରାନ୍ତି କରାଯାଉଛି । FAQ ମାନର ଧାନ ଆଣିବାକୁ ପଡିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ!-->…
ମହାନଦୀ ସାତକୋଶିଆ ଗଣ୍ଡରେ ସରିଲା କୁମ୍ଭୀର ଗଣନା । ଜାଣନ୍ତୁ କେତେ କୁମ୍ଭୀର ଅଛନ୍ତି
ଭୁବନେଶ୍ୱର(ରାଜ୍ୟକାହାଣୀ) ମହାନଦୀ ବନ୍ୟପ୍ରାଣୀ ବନାଞ୍ଚଳ ବୌଦ୍ଧ ଜିଲ୍ଲା ସାତକୋଶିଆ ଗଣ୍ଡରେ କୁସଙ୍ଗ ରେଞ୍ଜ ପକ୍ଷରୁ ରେଞ୍ଜ ଅଧିକାରୀ ସଂସାର ବର୍ଗିଆଙ୍କ ନେତୃତ୍ୱରେ ଚଳିତ ବର୍ଷର କୁମ୍ଭୀର ଗଣନା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିବା ବେଳେ କୁମ୍ଭୀର ଗଣନା ସରିଥିବା ରେଞ୍ଜ ଅଧିକାରୀ ସୂଚନା!-->…
ଭାରତକୁ ହିନ୍ଦୁରାଷ୍ଟ୍ର ଘୋଷଣା କରାଯାଉ: ଶଙ୍କରାଚାର୍ଯ୍ୟ
ପୁରୀ ବେଳାଭୂମିରେ ଗୁରୁବାର ମହୋଦଧି ଆଳତିର ବାର୍ଷିକ ଉତ୍ସବ ପାଳନ କରାଯାଇଛି। ଏହି ଅବସରରେ ପୁରୀ ଜଗତଗୁରୁ ଗୁରୁ ଶଙ୍କରାଚାର୍ଯ୍ୟ ସ୍ଵାମୀ ନିଶ୍ଚଳାନନ୍ଦ ସରସ୍ବତୀ କହିଛନ୍ତି, ଭାରତକୁ ହିନ୍ଦୁ ରାଷ୍ଟ୍ର ରାଷ୍ଟ୍ର ଘୋଷଣା କରାଯାଉ। ଏହାଦ୍ବାରା ଅନ୍ୟ ୨୩ ଦେଶ ହିନ୍ଦୁ ରାଷ୍ଟ୍ର ଘୋଷଣା!-->…