Browsing Category
ରାଜ୍ୟ କାହାଣୀ
୧୩ ହାର୍ଡକୋର ନକ୍ସଲଙ୍କ ଆତ୍ମସମର୍ପଣ,୨ ଜଣ ମହିଳା ମଧ୍ୟ ଅଛନ୍ତି।
ମାଲକାନଗିରି(ରାଜ୍ୟକାହାଣୀ) ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଏସପିଙ୍କ ନିକଟରେ ୧୩ ଜଣ ହାର୍ଡକୋର ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଦୀର୍ଘ ବର୍ଷ ହେବ ମାଓ ସଙ୍ଗଠନର ଅନେକ ହିଂସାକାଣ୍ଡରେ ସାମିଲ ଥିଲେ। ମାଓ ଆଦର୍ଶରୁ ମାଓବାଦୀ ବିଚ୍ୟୁତ ହେବାରୁ ଆତ୍ମସମର୍ପଣ କରିଥିବା!-->…
ଉଭୟ ପତିପତ୍ନୀଙ୍କ ସହମତି ବିନା ହୋଇପାରିବନି ବିଚ୍ଛେଦ ଫଇସଲା- ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ
ଭୁବନେଶ୍ୱର(ରାଜ୍ୟକାହାଣୀ) ବିବାହ ବିଚ୍ଛେଦ ମାମଲାରେ ହାଇକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। କୋର୍ଟ କହିଛନ୍ତି, ମାମଲା ବିଚାରାଧୀନ ଥିବାବେଳେ ଜଣେ ଏକପାଖିଆ ସମ୍ମତି ପ୍ରତ୍ୟାହାର କରିପାରିବେ। ରାୟ ପୂର୍ବରୁ ଦମ୍ପତିଙ୍କ ମଧ୍ୟରୁ ଜଣେ ଏକପାଖିଆ ସମ୍ମତି!-->…
ଦାମୀ ବ୍ରାଣ୍ଡ ନାଁରେ ନକଲି ଟାୟାର ବିକ୍ରି
କଟକ(ରାଜ୍ୟକାହାଣୀ) ନକଲି ଜିନିଷର ହବ୍ ପାଲଟିଛି କଟକ। ଏହି ସହର ପାଲଟିଛି ନକଲି ସାମଗ୍ରୀର ଆସର। ନାମୀ ଦାମୀ ଷ୍ଟିକର ଲଗେଇ ବିକୁଛନ୍ତି ନକଲି ଜିନିଷ। ଜଗତପୁର ଇମାନଗର ଖଇରା ପୋଲ ନିକଟରୁ ଠାବ ହେଲା ଅସଲି ବ୍ରାଣ୍ଡ ନାଁରେ ନକଲି ଟାୟାର ଗୋଦାମ। ନାମୀଦାମୀ କମ୍ପାନୀ ନାମରେ ନକଲି ସାଇକେଲ ଓ!-->…
ରାଜ୍ୟରେ ଆଉ ୨ ଦିନ ପ୍ରବଳ ଜାଡ଼ ରହିବ ।
ଭୁବନେଶ୍ୱର(ରାଜ୍ୟକାହାଣୀ) କୁହୁଡ଼ି ଚାଦର ତଳେ ସାରା ଓଡ଼ିଶା । ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖାଯାଇଛି । ରାଜଧାନୀ ଭୁବନେଶ୍ବର ଓ କଟକରେ ସକାଳୁ ସକାଳୁ ଘନ କୁହୁଡ଼ି ଦେଖିବାକୁ ମିଳିଛି । କୁହୁଡ଼ି ଯୋଗୁ ଟ୍ବିନ ସିଟିରେ ଦୃଶ୍ୟମାନ ଦୂରତା କମିଯାଇଛି । ଫଳରେ ଗାଡ଼ି!-->…
ପ୍ରବାସୀ ଭାରତୀୟ ସମ୍ମିଳନୀର ଶେଷ ଦିନ,ସାମିଲ ହେବେ ରାଷ୍ଟ୍ରପତି
ଭୁବନେଶ୍ୱର(ରାଜ୍ୟକାହାଣୀ) ପ୍ରବାସୀ ଭାରତୀୟ ସମ୍ମିଳନୀର ଶେଷ ଦିନ । ଉଦଯାପନୀ ଦିବସର ମୁଖ୍ୟ ଅତିଥି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସମାରୋହରେ ପ୍ରବାସୀଙ୍କ ଅବଦାନ ସଂପର୍କରେ ଅଭିଭାଷଣ ରଖିବା ସହ ୨୭ଜଣ ପ୍ରବାସୀ ଭାରତୀୟଙ୍କୁ ପୁରସ୍କୃତ କରିବେ । ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ଏହି ସମ୍ମାନ!-->…
ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରାଲ କଲା ପ୍ରେମିକ,ଲଜ୍ୟା ଯୋଗୁଁ ଆତ୍ମହତ୍ୟା କଲେ ଯୁବତୀ
ଭୁବନେଶ୍ୱର(ରାଜ୍ୟକାହାଣୀ) ସୋଶାଲ ମିଡିଆରେ ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ। ସମ୍ପର୍କୀୟା ମାଉସୀଙ୍କ ଘରେ ଝୁଲି ପଡ଼ିଲେ ପ୍ରେମିକା। ଏପରି ଅଭିଯୋଗ ଆସିଛି କଟକ ଜିଲ୍ଲାରୁ। ଏନେଇ ଅଭିଯୋଗ ହେବା ପରେ ପୁଲିସ୍ ମାମଲା ରୁଜୁ କରି ଅଭିଯୁକ୍ତ ପ୍ରେମିକଙ୍କୁ ଗିରଫ କରିଛି!-->…
ବାଦ ପଡିଥିବା ମହିଳା ପୁଣିଥରେ ପାଇପାରିବେ ଯୋଜନାର ସୁବିଧା
ଭୁବନେଶ୍ୱର(ରାଜ୍ୟକାହାଣୀ) ସୁଭଦ୍ରା ଯୋଜନାରୁ ଅପ୍ଟ ଆଉଟ ହୋଇଥିବା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଉଛି। ଯେଉଁ ହିତାଧିକାରୀମାନେ ଭୁଲ୍ରେ ଅପଟ୍ ଆଉଟ ହୋଇଯାଇଥିଲେ ସେମାନେ ଏଥିରେ ସୁବିଧା ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।ସୁଭଦ୍ରା ଯୋଜନାର!-->…
ମହାନଦୀ ପଠାରେ ହୋଇପାରିବନି ପିକ୍ନିକ୍
ଭୁବନେଶ୍ୱର(ରାଜ୍ୟକାହାଣୀ) ମହାନଦୀ ପଠାରେ ପିକ୍ନିକ୍ ଆୟୋଜନ ଉପରେ କଡ଼ା କଟକଣା ଲଗାଇଛି କଟକ ମହାନଗର ନିଗମ। ତେବେ ଏହି କଟକଣା ବୋଟିଂ କ୍ଲବଠାରୁ କଟକ-ଇନ୍-କଟକ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଲୋକେ ଭୋଜିଭାତ କରି ପ୍ଲାଷ୍ଟିକ୍, ପେପର, ଟିଣ, କାଚ ପରି ଅନେକ ଆବର୍ଜନା ଫିଙ୍ଗୁଛନ୍ତି।!-->…
ସାମ୍ବାଦିକଙ୍କୁ ମାଡ଼ ମାରି ଜେଲ ଗଲେ ଦୁଇ ଯନ୍ତ୍ରୀ
ଭୁବନେଶ୍ୱର(ରାଜ୍ୟକାହାଣୀ) ସାମ୍ବାଦିକଙ୍କୁ ମାଡ଼ ମାରିବା ଘଟଣାରେ କଣ୍ଟାବାଞ୍ଜି ଇଲେକ୍ଟ୍ରି ଏସ୍ଡିଓ ଜଗନ୍ନାଥ ପତି ଓ ମୁରିବାହାଲ ବିଦ୍ୟୁତ୍ ବିଭାଗ ଯନ୍ତ୍ରୀ ଚିନ୍ମୟ ସାହୁଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଙ୍ଗିର ପୁଲିସ୍ ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।!-->…
ରସୁଲଗଡ଼ ବ୍ରିଜରେ ହତ୍ୟା ଘଟଣା, ଗିରଫ ସଂଖ୍ୟା ୫କୁ ବୃଦ୍ଧି
ଭୁବନେଶ୍ୱର(ରାଜ୍ୟକାହାଣୀ) ଭୁବନେଶ୍ବର କେଦାରପଲ୍ଲୀ ବସ୍ତିର ସହଦେବ ନାୟକ ହତ୍ୟାକାଣ୍ଡ ଘଟଣାରେ ଗିରଫ ହେଲେ ଆଉ ୨ ଜଣ ଅଭିଯୁକ୍ତ । ଏହି ୨ ଜଣ ଗିରଫ ହେବା ପରେ ଗିରଫଦାରୀ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ଅନ୍ୟ ୨ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ଗିରଫ କଲା ସ୍ପେଶାଲ ସ୍କ୍ବାଡ୍ । କେମିତି!-->…