Browsing Category
ରାଜ୍ୟ କାହାଣୀ
ସମ୍ପତ୍ତି ତାଲିକା ଦିଅ ନହେଲେ ପ୍ରମୋସନ ବନ୍ଦ
ଭୁବନେଶ୍ୱର(ରାଜ୍ୟକାହାଣୀ) ଶ୍ରୀମନ୍ଦିର କର୍ମଚାରୀଙ୍କ ପାଇଁ ଜାରିହେଲା ନୂଆ ଗାଇଡଲାଇନ । ୫ ସୂତ୍ରୀ ଗାଇଡଲାଇନ ଜାରିକଲା ଶ୍ରୀମନ୍ଦିର ପ୍ରଶାସନ । । ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟ ସମୀକ୍ଷା ପରେ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ଡ୍ୟୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି!-->…
ବଢିଲା ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ଦରମା
ଭୁବନେଶ୍ୱର(ରାଜ୍ୟକାହାଣୀ) ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧ ହଜାର ଶହେ ଟଙ୍କା ପାରିଶ୍ରମିକ ଦିଆଯାଉଛି । ହେଲେ ଆଗକୁ ସେମାନଙ୍କୁ ମିଳିବ ୧୬ ହଜାର ଟଙ୍କା ଦରମା। ମୁଖ୍ୟମନ୍ତ୍ରୀଙ୍କ!-->…
ଆଜିଠାରୁ ଶିମିଳିପାଳ ଜଗିବେ ପୁଲିସ ଫୋର୍ସ।
ଭୁବନେଶ୍ୱର(ରାଜ୍ୟକାହାଣୀ) ବନ୍ୟଜନ୍ତୁ ଶିକାରୀମାନଙ୍କ ଘୃଣ୍ୟ କାର୍ଯ୍ୟରେ ଅଙ୍କୁଶ ଲଗାଇବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଏଥର ଶିମିଳିପାଳ ଅଭୟାରଣ୍ୟରୁ ବାଘ, ହାତୀ ଶିକାର କଲେ ଆଉ ନିସ୍ତାର ମିଳିବ ନାହିଁ। ବନ ବିଭାଗ ଓ ପୁଲିସର ମିଳିତ ସହଯୋଗରେ ସ୍ପେଶାଲ ଟାକ୍ସ ଫୋର୍ସ!-->…
ସହଦେଵ ନାୟକ ମୃତ୍ୟୁ ମାମଲାରେ ଅଭିଯୁକ୍ତଙ୍କ ଘର ଭାଙ୍ଗିବ କମିଶନରେଟ ପୋଲିସ ।
ଭୁବନେଶ୍ୱର(ରାଜ୍ୟକାହାଣୀ) ଭୁବନେଶ୍ୱର ସହଦେବ ନାୟକ ହତ୍ୟାକାଣ୍ଡ ଘଟଣାରେ ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ପୋଲିସର ଯୋଜନା । ହତ୍ୟା ଅଭିଯୁକ୍ତଙ୍କ ଘର ଭାଙ୍ଗିବ କମିଶନରେଟ ପୋଲିସ । ବସ୍ତିରେ ରହି ନିଶା କାରବାର କରିବା ସହ ଅପରାଧ ଘଟାଉଥିଲେ ଅଭିଯୁକ୍ତ ।!-->…
ସାଇକେଲରେ ମାଲକାନଗିରିରୁ ପ୍ରୟାଗରାଜ ଯାତ୍ରା
ଭୁବନେଶ୍ୱର(ରାଜ୍ୟକାହାଣୀ) ସନାତନ ଧର୍ମର ପ୍ରଚାର ପାଇଁ ଏକ ପ୍ରୟାସ କରୁଛନ୍ତି ମାଲକାନଗିରି ସହରର ସମାଜସେବୀ ଦିନେଶ ପଟ୍ଟନାୟକ। ହିନ୍ଦୁ ଧର୍ମର ନୀତି ଆଦର୍ଶକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସେ ମାଲକାନଗିରିରୁ ପ୍ରୟାଗରାଜକୁ ସାଇକେଲରେ ଯାତ୍ରା ଆରମ୍ଭ କରିଛନ୍ତି।ଦୀର୍ଘ ୧୧୦୦!-->…
ଆସନ୍ତାକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନମୁଗରତ୍ନ ।
ଭୁବନେଶ୍ୱର(ରାଜ୍ୟକାହାଣୀ) ଆସନ୍ତାକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନମୁଗରତ୍ନ । କାଲି ଦିନ ୧୧.୪୫ ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବା ପରେ ଅପରାହ୍ନ ୨ ଟାରେ ସିଙ୍ଗାପୁର ରାଷ୍ଟ୍ରପତି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର!-->…
ଶ୍ବଶୁର ଘରେ ଜ୍ବାଇଁକୁ ଛୁରୀ ଭୁସି ହତ୍ୟା କଲେ ଶାଶୁଘର ଲୋକେ !
ଭୁବନେଶ୍ୱର(ରାଜ୍ୟକାହାଣୀ) ବରଗଡ଼ରେ ବିଭତ୍ସ ହତ୍ୟା । ଜ୍ବାଇଁକୁ ଛୁରାମାଡ କଲେ ଶ୍ବଶୁର ଘର ଲୋକେ । ଏନେଇ ଥାନାରେ ଅଭିଯୋଗ ହୋଇଛି ।ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ପାଇକମାଲର ନରସିଂହ ପଡାରୁ ସାମ୍ନାକୁ ଆସିଛି ଏହି ଦୁଃଖଦ ଘଟଣା । ମୃତ ଯୁବକ ହେଲେ ଗୋବିନ୍ଦ ପ୍ରଧାନ । ସେ ଶ୍ବଶୁର ଘର!-->…
ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା
ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ। ଏନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।!-->…
ସ୍ବାମୀଙ୍କ ଦେହ ଖରାପ ଦର୍ଶାଇ ମାଗିଲେ ଜାମିନ୍: ହଂସିତା
ଭୁବନେଶ୍ୱର(ରାଜ୍ୟକାହାଣୀ) ମୋ ସ୍ୱାମୀ ସରୋଜ ସାହୁ। ତାଙ୍କ ଦେହ ଖରାପ ଅଛି। ମୁଁ ତାଙ୍କର ଦେଖାଶୁଣା କରିବି। ତେଣୁ ମତେ ଜାମିନ ମିଳୁ। କିଛି ଏହିଭଳି ଲେଖି ଅନ୍ତରୀଣ ଜାମିନ ପାଇଁ ହଂସିତାଙ୍କ ଓକିଲଙ୍କ ପକ୍ଷରୁ ଆବେଦନ କରାଯାଇଛି ଓ ଅତିରିକ୍ତ ଜିଲ୍ଲା ଦୌରାଜଜ ୨ କୋର୍ଟରେ ଏହିଭଳି!-->…
ଶୁକ୍ରବାର ମାଟିରେ ମିଶିବ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର(ରାଜ୍ୟକାହାଣୀ) ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ଭାଙ୍ଗିପାରେ ଖଣ୍ଡଗିରି ବୈକୁଣ୍ଠ ଧାମ ଆଶ୍ରମ । ଦିନ 12ଟା ସୁଦ୍ଧା ଆଶ୍ରମ ଖାଲି କରିବା ପାଇଁ ବିଡିଏ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ମାଇକ ଯୋଗେ ଆଜି ପ୍ରଚାର କରି ଏଭଳି ଘୋଷଣା କରାଯାଇଛି । ତେବେ ଆଶ୍ରମ ଖାଲି କରିବା!-->…