Browsing Category
ରାଜ୍ୟ କାହାଣୀ
ଏବେ ଶିକ୍ଷକତା କରିପାରିବେ ଦୃଷ୍ଟିବାଧିତ ।
ଭୁବନେଶ୍ୱର(ରାଜ୍ୟକାହାଣୀ) ଏଣିକି ଶିକ୍ଷକ ଚାକିରି ପାଇବାରୁ ବଞ୍ଚିତ ହେବେନାହିଁ ଦୃଷ୍ଟିବାଧିତ। ଦୃଷ୍ଟିବାଧିତ ମାନେ ମଧ୍ୟ ଶିକ୍ଷକ ପଦବୀ ପାଇଁ ଆବେଦନ କରିପାରିବେ। ମାଧ୍ୟମିକ ସ୍କୁଲରେ ଏଲଟିଆର ଶିକ୍ଷକ ପଦବୀ ପାଇଁ ଆବେଦନ କରିବାକୁ ଏହି ନିକଟରେ ଓଡିଶା ଷ୍ଟାଫ ସିଲେକ୍ସନ କମିଶନ!-->…
ଜାନୁଆରୀ ୧୮ରୁ ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ ହେବ।
ଭୁବନେଶ୍ୱର(ରାଜ୍ୟକାହାଣୀ) ୧୮ରୁ ଭିତରକନିକାରେ ପକ୍ଷୀ ଗଣନା । ରାଜନଗର ବନଖଣ୍ଡର ରାଜନଗର,କନିକା, ଗହୀରମଥା, ମହାକାଳପଡ଼ା ଓ କୁଜଙ୍ଗ ୫ଟି ରେଞ୍ଜରେ ଏହି ପକ୍ଷୀ ଗଣନା ଅନୁଷ୍ଠିତ ହେବ ।ଆସନ୍ତାକାଲି ପକ୍ଷୀ ବିଷାରଦ ମାନଙ୍କ ସହିତ ବନ କର୍ମଚାରୀ ମାନଙ୍କୁ ନେଇ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଟିତ!-->…
ଆସନ୍ତା ଶିକ୍ଷାବର୍ଷରୁ NEPରେ ହେବ ପାଠପଢ଼ା ।
ଭୁବନେଶ୍ୱର(ରାଜ୍ୟକାହାଣୀ) ଓଡ଼ିଶାର ବିଦ୍ୟାଳୟ ସ୍ତରରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି(ଏନ୍ଇପି)-୨୦୨୦। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନେଇ ପାଠ୍ୟକ୍ରମ!-->…
HMPV ପରେ ଏବେ ଲୋକଙ୍କ ଜୀବନ ନେବା ଆରମ୍ଭ କଲାଣି ‘ମାରବର୍ଗ’ ଭାଇରସ୍ ।
କରୋନା ଭାଇରସ୍ ଆସିଥିଲା ଯେ, ଏବେ ଯାଏଁ ଏହାର ନାଁ ଶୁଣିଲେ ଡର ଲାଗୁଛି। ଏବେ ଆଉ ଏକ ଭୟଙ୍କର ଭାଇରସ ଡରାଇବାକୁ ଆରମ୍ଭ କଲାଣି। ତାଞ୍ଜାନିଆରେ ୮ ଜଣଙ୍କ ମୃତ୍ୟୁ ପରେ ସତର୍କ ହୋଇଛି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ (WHO) । ଉତ୍ତର ତାଞ୍ଜାନିଆର ଏକ ଦୁର୍ଗମ ଅଞ୍ଚଳରେ ମାରବର୍ଗ ଭାଇରସରେ!-->…
ଉଦୟଗିରି-ରତ୍ନଗିରିରେ ବିଶ୍ୱ ବୌଦ୍ଧ ସମ୍ମିଳନୀ,ଯୋଗ ଦେଲେ ୧୭ଟି ଦେଶର ୧,୫୦୦ ଧର୍ମାବଲମ୍ବୀ
ଭୁବନେଶ୍ୱର(ରାଜ୍ୟକାହାଣୀ) ଉଦୟଗିରି-ରତ୍ନଗିରିରେ ଆରମ୍ଭ ହୋଇଛି ବିଶ୍ୱ ବୌଦ୍ଧ ସମ୍ମିଳନୀ । ୧୭ଟି ଦେଶର ପ୍ରାୟ ୧,୫୦୦ ଧର୍ମାବଲମ୍ବୀଙ୍କ ଯୋଗଦାନ କରିଛନ୍ତି । ସ୍ନେହ, ପ୍ରେମ ଏବଂ ଶ୍ରଦ୍ଧାର ବାର୍ତ୍ତା ନେଇ ବିଶ୍ୱ ଶାନ୍ତି ପାଇଁ ବୁଦ୍ଧଙ୍କ ନିକଟରେ!-->…
ରବିବାର ଯାଏ ବିଶେଷ ଶୀତ ଅନୁଭୂତ ହେବନି ।
ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟରୁ କମ୍ ହୋଇଛି ଶୀତ । ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ୍ ଉପରେ ରହିଛି । ଏଥିପାଇଁ ଆଉ ଶୀତ ଅନୁଭୂତ ହେଉନି । ଆହୁରି ୪ ଦିନ ଏଭଳି ସ୍ଥିତି ରହିବ । ରବିବାର ଯାଏ ବିଶେଷ ଶୀତ ଅନୁଭୂତ ହେବନି । କାଁ ଭାଁ କିଛି ସ୍ଥାନରେ ଶୀତ ଅନୁଭୂତ!-->…
ଏଚଏମପିଭି ସଂକ୍ରମଣ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ।
ଭୁବନେଶ୍ୱର(ରାଜ୍ୟକାହାଣୀ) ଦେଶରେ ଏବେ ହ୍ୟୁମାନ ମେଟାନ୍ୟୁମୋ ଭାଇରସ (ଏଚଏମପିଭି) ସଂକ୍ରମଣ ହେଉଛି। ଯାହା ଏବେ ଚିନ୍ତାର କାରଣ ପାଲଟିଲାଣି। ସଦ୍ୟତମ ରିପୋର୍ଟ ଅନୁସାରେ କେତେକ ରାଜ୍ୟରେ ଏହି ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ବୃଦ୍ଧି ହେଉଛି। ତେବେ ଏଥି ପାଇଁ ସ୍ୱାସ୍ଥ୍ୟ ଓ ପରିବାର!-->…
ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ ମୁହଁ ଖୋଲିଲେ ଦୀପାଳି ଦାସ ।
ଭୁବନେଶ୍ୱର(ରାଜ୍ୟକାହାଣୀ) ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ ମୁହଁ ଖୋଲିଲେ ଝିଅ ଦୀପାଳି । ‘ଗତ ବିଧାନସଭାରେ ୨ ଜଣ ବିଧାୟକ ଏହି ପ୍ରସଙ୍ଗ ଉଠାଇଥିଲେ ।ମୁଁ କାହିଁକି CBI ତଦନ୍ତ ଦାବି କରୁନି ବୋଲି ଗଣମାଧ୍ୟମରେ କହୁଛନ୍ତି । ମୋହନ ସରକାରଙ୍କୁ ଅନୁରୋଧ CBI ତଦନ୍ତ କରାଇବେ କି ? ଆମ ପରିବାରକୁ!-->…
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ
ଭୁବନେଶ୍ୱର(ରାଜ୍ୟକାହାଣୀ) ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ ହୋଇଛି।୮୯ ବର୍ଷ ବୟସରେ ତାଙ୍କ ମାଆ ଲୋଭାବତୀ ପରିଡ଼ାଙ୍କ ମୃତ୍ୟୁ ହୋଇଛି। ପୁରୀ ଜିଲ୍ଲା ନୂଆହାଟ ନିଭରଣରେ ଗାଁରେ ଲୋଭାବତୀ ପରିଡ଼ାଙ୍କ ଦେହାନ୍ତ ହୋଇଛି । ପୁରା ଗାଁରେ ଖେଳିଯାଇଛି ଶୋକର!-->…
ଓଏଏସ୍ ଆଲୋକ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ନିଯୁକ୍ତ
ଭୁବନେଶ୍ୱର(ରାଜ୍ୟକାହାଣୀ) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ କେନ୍ଦୁଝର ଏଡିଏମ୍ ଭାବେ କାର୍ଯ୍ୟ କରୁଥିବା ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ନିଯୁକ୍ତ କରାଯାଇଛି।ସେହିଭଳି, ଅନ୍ୟ ଓଏଏସ ଅଧିକାରୀ ପଦ୍ମ ଚରଣ ସାହାଙ୍କୁ ମଧ୍ୟ କ୍ରୀଡ଼ା ଏବଂ ଯୁବ ସେବା ବିଭାଗର!-->…