Browsing Category

ରାଜ୍ୟ କାହାଣୀ

ଲୁଟିନେଲେ ଦେଢ କୋଟିର ସୁନା ଅଳଙ୍କାର । ନଗଦ ୨ ଲକ୍ଷ ଟଙ୍କା । 

ଭୁବନେଶ୍ୱର(ରାଜ୍ୟକାହାଣୀ) ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ବସୁନ୍ଧରା ବରପାଲିରେ ଘଟିଛି ବଡ ଧରଣର ଲୁଟ । ନିଖିଲ ଅଗ୍ରୱାଲଙ୍କ ଘରୁ ଦେଢ଼ କୋଟି ଟଙ୍କାର ସୁନା ଅଳଙ୍କାର ସହ ଦୁଇ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ନିଖିଲ ଓ ତାଙ୍କ ପରିବାର ଲୋକଙ୍କୁ ଘରେ ଭିତରେ ବାନ୍ଧି

ଇଣ୍ଡିଆନ୍ ବିଲ୍ଡିଂ କଂଗ୍ରେସ ପକ୍ଷରୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ପ୍ରଦାନ

ଭୁବନେଶ୍ୱର(ରାଜ୍ୟକାହାଣୀ) ୨୦ ଜାନୁଆରୀ : ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉତ୍ସର୍ଗୀକୃତ ଓ ନିରବଚ୍ଛିନ୍ନ କାର୍ଯ୍ୟ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଇଣ୍ଡିଆନ୍ ବିଲ୍ଡିଂ କଂଗ୍ରେସ ଓଡ଼ିଶା ଶାଖା ପକ୍ଷରୁ

ଇ-କେଓ୍ବାଇସି ବେଳେ ଧରାପଡିଲା ସତ, ବଡ଼ବଡ଼ିଆଙ୍କ ପାଖରେ ରାସନ କାର୍ଡ

ଭୁବନେଶ୍ୱର(ରାଜ୍ୟକାହାଣୀ) ଗରିବ କଲ୍ୟାଣ ଯୋଜନା ନାଁ କେନ୍ଦ୍ର ସରକାର ଯୋଗାଇ ଆସୁଛନ୍ତି ମାଗଣା ରାସନ୍ । ହେଲେ ସରକାରୀ ଚାକିରୀରେ ଥାଇ ମଧ୍ୟ ଏହାର ଲାଭ ଉଠାଉଛନ୍ତି କିଛି ଲୋଭୀ ସରକାରୀ ବାବୁ । ବର୍ତ୍ତମାନ ରାଜ୍ୟରେ ରାସନ କାର୍ଡରେ ଇ-କେୱାଇସି ଜଡିତ ହେଉଥିବା ବେଳେ ଏଭଳି କିଛି

ଧନୁଯାତ୍ରା ଦେଖିବାକୁ ଯାଇ ନିଖୋଜ ହୋଇଥିବା ଯୁବତୀ ଜଙ୍ଗଲରୁ ଉଦ୍ଧାର ମାମଲାରେ ତିନି ଅଭିଯୁକ୍ତଙ୍କୁ ଗିରଫ। 

ଭୁବନେଶ୍ୱର(ରାଜ୍ୟକାହାଣୀ) ଧନୁଯାତ୍ରା ଦେଖିବାକୁ ଯାଇ ନିଖୋଜ ହୋଇଥିବା ଯୁବତୀ ଜଙ୍ଗଲରୁ ଉଦ୍ଧାର ମାମଲାରେ ପୁଲିସ ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ସର୍ଜନ ଡନସନା, ପ୍ରହଲ୍ଲାଦ ଦାସ ଓ ଜୟକୃଷ୍ଣ ଡନସନା । ସର୍ଜନ ଓ ପ୍ରହଲ୍ଲାଦ ବିଜେପୁର ବ୍ଲକ ପୁଟକା ଗାଁର

ଏସ୍‌ସିବିରେ ଡାକ୍ତରଙ୍କୁ ଆକ୍ରମଣ ଅଭିଯୋଗ । 

କଟକ (ରାଜ୍ୟକାହାଣୀ) କଟକ ଏସସିବିରେ ଡାକ୍ତରଙ୍କୁ ଦୁର୍ବ୍ୟବହାର ଅଭିଯୋଗ । କାଜୁଆଲଟି ମେଡିକାଲ ଅଫିସରଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ରୋଗୀ ଓ ତାଙ୍କ ସମ୍ପର୍କୀୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି ।ଖବର ଅନୁଯାୟୀ, , ଗତକାଲି

୨୪ରୁ ପ୍ରଧାନମନ୍ତୀ ଆବାସ ସର୍ଭେ ଆରମ୍ଭ 

ଭୁବନେଶ୍ୱର(ରାଜ୍ୟକାହାଣୀ) ୨୪ ରୁ ଆରମ୍ଭ ହେବ ପିଏମ ସର୍ଭେ ଏନେଇ ସୂଚନା ଦେଇଛନ୍ତି ପଂଚାୟତରାଜମନ୍ତ୍ରୀ ରବି ନାୟକ ଉଭୟ ଅଫଲାଇନ ଏବଂ ଅନଲାଇନରେ ଆବେଦନ କରିପାରିବେ ହିତାଧିକାରୀ ୨୪ ରେ ଆବାସ ପୋର୍ଟାଲର ବିଧିବଦ୍ଧ ଲଞ୍ଚ କରିବେ ରାଜ୍ୟ ସରକାର |

୮ମାସର ଗର୍ଭବତୀ ଖୁଡି ସହ ନିନ୍ଦନୀୟ କାଣ୍ଡ କଲା ପୁତୁରା

ଭୁବନେଶ୍ୱର(ରାଜ୍ୟକାହାଣୀ) କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅଂଚଳରେ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ୮ମାସର ଗର୍ଭବତୀ ଖୁଡିକୁ ସମ୍ପର୍କୀୟ ପୁତୁରା ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି ।ଏପରିକି ଗର୍ଭବତୀ ଖୁଡି ଜଣକ ପୁତୁରାକୁ ପ୍ରତିବାଦ କରିବା ସମୟରେ ଅତି ନିର୍ମମ

ଜୀନତ୍‌ ପ୍ରେମରେ ପଡ଼ିଲା ଝାଡ଼ଖଣ୍ଡୀ ମହାବଳ

ଭୁବନେଶ୍ୱର(ରାଜ୍ୟକାହାଣୀ) ମହାବଳ ବାଘୁଣୀ ଜୀନତ୍‌ର ପିଛା କରୁଛି ଏକ ଝାଡ଼ଖଣ୍ଡୀ ମହାବଳ ବାଘ। ଗତ ଡିସେମ୍ବର ମାସରେ ଜୀନତ୍ ଯେଉଁ ରାସ୍ତା ଦେଇ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଯାଇଥିଲା ସେହି ରାସ୍ତାରେ ହିଁ ବାଘଟି ଓଡ଼ିଶାମୁହାଁ ହେବାରେ ଲାଗିଛି।ଜୀନତ୍‌ର ପଦଚିହ୍ନ, ମଳ ପଡ଼ିଥିବା ରାସ୍ତାରେ ସେ

୪ ଦିନ କଲବଲ କରିବ ଘନ କୁହୁଡି

କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକରେ ହାଡ଼ ଭଙ୍ଗା ଶୀତର ଲହରି ସହ ତୁଷାରପାତ ହୋଇଛି । ୫ ଡଗ୍ରୀ ତଳକୁ ଖସିଛି ପାରଦ । ବ୍ଲକର ବିଭିନ୍ନ ଜାଗାରେ ତୁଷାର ପାତ ହୋଇଛି । ହାଡ ଭଙ୍ଗା ଶୀତରେ ଜନଜୀବନ ଅସ୍ତ ବ୍ୟସ୍ତ ହୋଇପଡିଛି ସକାଳର ଦୈନନ୍ଦିନ କାର୍ଯ୍ୟରେ ଅସୁବିଧା

ବଢିଲା ଅଫିସରଙ୍କ ଗାଡ଼ି ଭଡ଼ା,ଫେବୃୟାରୀରୁ ନୂଆ ଦର

ଭୁବନେଶ୍ୱର(ରାଜ୍ୟକାହାଣୀ) ଅଫିସରମାନେ ଉପଯୋଗ କରୁଥିବା ଗାଡ଼ିର ଭଡ଼ା ପରିମାଣକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି । ତେଲ ଦର ବଢ଼ିଥିବାରୁ ୮ବର୍ଷ ପରେ ଏହି ଭଡ଼ାରେ ସଂଶୋଧନ ଆବଶ୍ୟକତା ପଡ଼ିଛି ବୋଲି ଅର୍ଥ ବିଭାଗ କହିବା ସହ ଫେବୃୟାରୀ ପହିଲାରୁ ଅଫିସରମାନଙ୍କୁ ଗାଡ଼ି ଉପଯୋଗ ପାଇଁ