Browsing Category

ରାଜ୍ୟ କାହାଣୀ

ପାରସ୍ପରିକ ସହଭାଗିତା ନିମନ୍ତେ ସୋଆ ଏବଂ କମଭିଭା ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର(ରାଜ୍ୟକାହାଣୀ): ପାରସ୍ପରିକ ସହଭାଗିତା ନିମନ୍ତେ ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ କମଭିଭା ଟେକ୍ନିନୋଲୋଜିସ୍ ମଧ୍ୟରେ ଏଠାରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି । ଡିଜିଟାଲ ପେମେଂଟ, ରିଅଲ୍ ଟାଇମ୍ ମାର୍କେଟିଂ ଏବଂ ଆନାଲିଟିକ୍ସ ଓ ଡିଜିଟାଲ୍ ସଲ୍ୟୁସନ୍

ନବୀନଙ୍କ ଜନ୍ମଦିନରେ ଯୁବ ବିଜେଡିର ସେବା ଦିବସ

ଭୁବନେଶ୍ୱର(ରାଜ୍ୟକାହାଣୀ): ନୂତନ ଓଡ଼ିଶାର ବିନ୍ଧାଣୀ,ବିକଶିତ ଓଡ଼ିଶାର ରୂପକାର,ସାଢେଚାରିକୋଟି ଓଡ଼ିଆଙ୍କ ସୁଖଦୁଃଖ ର ସାଥୀ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ 77ତମ ଶୁଭ ଜନ୍ମଦିନ ଅବସରରେ ବିଜୁ ଯୁବ-ଛାତ୍ର ଜନତା ଦଳ ପକ୍ଷରୁ ସମଗ୍ର ରାଜ୍ୟରେ "ସେବା ଦିବସ" ରୂପେ ପାଳନ

ଦୁବାଇର ଟେକ୍ ଇଭେଂଟ୍‌ରେ ସୋଆର ଷ୍ଟାର୍ଟ -ଅପ୍ ପୁରସ୍କୃତ

ଭୁବନେଶ୍ୱର(ରାଜ୍ୟକାହାଣୀ):ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପ୍ରାୟୋଜିତ ଟେକ୍ ଷ୍ଟାର୍ଟ -ଅପ୍ “ୱିୱେର୍‌” ଦୁବାଇରେ ସୁପର୍‌ନୋଭା ଚ୍ୟାଲେଞ୍ଜ ଟାଇଟଲ୍ ହାସଲ କରିଛି । ଦୁବାଇ ଠାରେ ବିଶ୍ୱର ସବୁଠାରୁ ବଡ ଟେକ୍ ଓ ଷ୍ଟାର୍ଟ - ଅପ୍ ଇଭେଂଟ “ଗିଟେକ୍ସ୍ ଗ୍ଲୋବାଲ୍ ୨୦୨୨” ରେ ଯୁବ ଉଦ୍ୟୋଗୀ

ସୋଆ କମ୍ୟୁନିଟି ରେଡିଓକୁ ପୂରିଲା ଦଶ ବର୍ଷ

ଭୁବନେଶ୍ୱର(ରାଜ୍ୟକାହାଣୀ):ଦଶ ବର୍ଷ ପୂରଣ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪ । ଦଶ ବର୍ଷ ପୂର୍ତୀ ଅବସରରେ ସୋଆର ଉପସଭାପତି ଶାଶ୍ୱତୀ ଦାସ ବାତ୍ୟା ଏବଂ କରୋନା ମହାମାରୀ ସମୟରେ ଏହି କମ୍ୟୁନିଟି ରେଡ଼ିଓର କାର୍ଯ୍ୟଧାରା ଓ ଭୂମିକାକୁ ଉଚ୍ଚ

ଉଛେଦ ହେଲା ଚୁକ୍ତିଭିତ୍ତିକ ନିଯୁକ୍ତି

ଭୁବନେଶ୍ୱର(ରାଜ୍ୟକାହାଣୀ):ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥାକୁ ମୁଖ୍ୟମନ୍ତ୍ରୀ ଆଜି ଉଛେଦ କରିଛନ୍ତି । କ୍ୟାବିନେଟ ଏହି ନିଷ୍ପତି ନେଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆଜି ନିଜେ ସୂଚନା ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଉଦବୋଧନ ଦେଇ କହିଛନ୍ତି ଯେ, ଆପଣମାନଙ୍କ

ରାସ୍ତା ପାର୍ଶ୍ୱ ସୁବିଧା କେନ୍ଦ୍ରଗୁଡ଼ିକର ଉତ୍ତମ ପରିଚାଳନା ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ

ଭୁବନେଶ୍ୱର(ରାଜ୍ୟକାହାଣୀ):ରାଜ୍ୟରେ ପର୍ଯ୍ୟଟନ ଶିଳ୍ପର ଅବିବୃଦ୍ଧି କ୍ଷେତ୍ରରେ ଅନ୍ୟଏକ ପଦକ୍ଷେପ ଭାବେ ରାସ୍ତାପାର୍ଶ୍ୱ ସୁବିଧା କେନ୍ଦ୍ର ଗୁଡ଼ିକର ଉତ୍ତମ ପରିଚାଳନା ଓ ରକ୍ଷଣାବେକ୍ଷଣ ନିଶ୍ଚିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି ।

ଓଡ଼ିଶାରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ସୋଆ ଉଦାହରଣ ସୃଷ୍ଟି କରିଛି: ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର(ରାଜ୍ୟକାହାଣୀ):ଦୀର୍ଘ ବର୍ଷ ଧରି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓଡ଼ିଶାବାସୀଙ୍କୁ ନିରନ୍ତର ସ୍ୱାସ୍ଥ୍ୟ ସେବା ପ୍ରଦାନ କରି ଆସୁଛି । କୋଭିଡ ମହାମାରୀ ସମୟରେ ସୋଆ ପରିଚାଳିତ କୋଭିଡ ହସ୍ପିଟାଲଗୁଡ଼ିକର ଉତ୍କୃଷ୍ଟ ସ୍ୱାସ୍ଥ୍ୟ ସେବା ଏହି ମହାମାରୀକୁ ପ୍ରତିହତ କରିପାରିଛି ବୋଲି

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୧୬ ଗବେଷକ

ଭୁବନେଶ୍ୱର(ରାଜ୍ୟକାହାଣୀ):ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୧୬ ଜଣ ବିଶିଷ୍ଟ ଗବେଷକ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି । ୨୦୨୨ ନିମନ୍ତେ ଆମେରିକାର ପ୍ରତିଷ୍ଠିତ ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଷୟବସ୍ତୁ ଆଧାରକୁ ନେଇ

ଟାଇମ୍‍ସ ହାଇଅର ଏଜୁକେସନ୍‍ ବିଶ୍ୱ ର‌୍ୟାଙ୍କିଙ୍ଗ ୨୦୨୩ରେ ଉପରକୁ ଉଠିଲା କିଟ୍‍

ଭୁବନେଶ୍ୱର(ରାଜ୍ୟକାହାଣୀ):ଟାଇମ୍‍ସ ହାଇଅର ଏଜୁକେସନ୍‍ ବିଶ୍ୱ ବିଶ୍ୱବିଦ୍ୟାଳୟ ର‌୍ୟାଙ୍କିଙ୍ଗରେ ଉପରକୁ ଉଠିଛି କିଟ୍‍ ବିଶ୍ୱବିଦ୍ୟାଳୟ । ବୁଧବାର ଟାଇମ୍‍ସ ହାଇଅର ଏଜୁକେସନ୍‍ ବିଶ୍ୱ ବିଶ୍ୱବିଦ୍ୟାଳୟ ର‌୍ୟାଙ୍କିଙ୍ଗ- ୨୦୨୩ ପ୍ରକାଶିତ ହୋଇଥିବା ବେଳେ ଏଥିରେ କିଟ୍‍ ଅତ୍ୟଧିକ ଭଲ ପ୍ରଦର୍ଶନ

ଶିଶୁ ପେଟରୁ ସାଢେ ୭ କେଜି ଓଜନର ଟ୍ୟୁମର୍ ବାହାରିଲା

ଭୁବନେଶ୍ୱର(ରାଜ୍ୟକାହାଣୀ):ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲର ଶୈଲ୍ୟ ଚିକିତ୍ସା ବିଭାଗର ଚିକିତ୍ସକ ମାନେ ଏକ ୨୦ ମାସ ବୟସର ଶିଶୁ ପୁତ୍ର ପେଟରୁ ଏକ ଜଟିଳ ଅସ୍ତ୍ରୋପଚାର ମାଧ୍ୟମରେ ସାଢେ ୭ କିଲୋଗ୍ରାମ ଓଜନର ଏକ ଟ୍ୟୁମର ସଫଳତାର ସହ ବାହାର