Browsing Category

ରାଜ୍ୟ କାହାଣୀ

ଜାତୀୟ ଶିକ୍ଷା ନୀତି ୨୦୨୦ କୁ ରାଜ୍ୟରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ 

ଭୁବନେଶ୍ୱର(ରାଜ୍ୟକାହାଣୀ) ଜାତୀୟ ଶିକ୍ଷା ନୀତି (NEP)- ୨୦୨୦ ଲାଗୁ ପାଇଁ ଜାରି ହେଲା ବିଜ୍ଞପ୍ତି । ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଥିବା ବେଳେ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନେଇ କରିକୁଲମ୍‌

 ତୁଟିଲା ବିବାଦ, ସ୍ବାଭାବିକ ହେବ ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । 

ଭୁବନେଶ୍ୱର(ରାଜ୍ୟକାହାଣୀ) ବର୍ତ୍ତମାନ ଠାରୁ ଲିଙ୍ଗରାଜଙ୍କ ନୀତିକାନ୍ତି ଆରମ୍ଭ ହେବ । ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ବୈଠକ ପରେ ତୁରନ୍ତ ସେବା ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଲେ ଖୋର୍ଦ୍ଧା ଜିଳ୍ଲାପାଳ । ସେବା ବିଭ୍ରାଟ ନେଇ ୨୪ ଘଣ୍ଟା ମଧ୍ୟରେ ତଦନ୍ତ କରିବାକୁ ଅତିରିକ୍ତ

ଶ୍ରୀମନ୍ଦିରରେ ଟଳି ପଡ଼ିଲେ ସେବାୟତ

ଶ୍ରୀମନ୍ଦିରରେ ଘଟିଲା ଅଘଟଣ । । ମନ୍ଦିର ଭିତରେ ଟଳିପଡିଲେ ସୁଆର ବଡୁ ସେବାୟତ । ବୁଧବାର ଦ୍ବିପ୍ରହର ଧୂପ ପାଇଁ ରତ୍ନ ସିଂହାସନ ନିକଟରେ ପାଣି ପକାଉଥିବାବେଳେ ସୁଆରବଡୁ ସେବାୟତ ଜଗନ୍ନାଥ ମେକାପ ଟଳିପଡ଼ିଥିଲେ।ତେବେ ତାଙ୍କୁ ଉଦ୍ଧାର କରାଯାଇ ସଙ୍ଗେସଙ୍ଗେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା

ନନ୍ଦନକାନନରେ ବାଘୁଣୀ ରୂପାର ଅଢେଇ ମାସର ଧଳା ଛୁଆ ମୃତ୍ୟୁ

ଭୁବନେଶ୍ୱର(ରାଜ୍ୟକାହାଣୀ) ବାଘୁଣୀ ରୂପାର ଧଳା ଛୁଆ କିଛିଦିନ ହେବ ଅସୁସ୍ଥ ଥିଲା । ମା’ ଠାରୁ ଅଲଗା ହୋଇ ଅଢେଇ ମାସର ଛୁଆ ଜନ୍ତୁ ଲାଳନପାଳନ କେନ୍ଦ୍ରରେ ଚିକିତ୍ସା ଜାରି ରହିଥିଲା । କିନ୍ତୁ ପରେ ମୃତ୍ୟୂ ଘଟିଥିଲା।ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ। ଏହାର କାରଣ

ଡିଜିଟାଲ ଲକର ବ୍ୟବସ୍ଥା ଆରମ୍ଭ କଲା ମାଧ୍ୟମିକ ଶିକ୍ଷା ପରିଷଦ । 

ଭୁବନେଶ୍ୱର(ରାଜ୍ୟକାହାଣୀ) ଡିଜିଟାଲ ଲକର ବ୍ୟବସ୍ଥା ଆରମ୍ଭ କଲା ମାଧ୍ୟମିକ ଶିକ୍ଷା ପରିଷଦ । ଏନେଇ ସୂଚନା ଦେଲେ ବିଏସଇ ଉପସଭାପତି ନିହାର ରଂଜନ ମହାନ୍ତି । ବୋର୍ଡରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଇବାକୁ ବ୍ୟବହାର ହେବ । ୧୮୩ ଟି ସେଣ୍ଟରକୁ

ଜାନୁଆରୀ ୩୧ ତାରିଖରୁ କଟିଯିବ ଏହିମାନଙ୍କ ରାସନ କାର୍ଡ ।

ଭୁବନେଶ୍ୱର(ରାଜ୍ୟକାହାଣୀ) ଫେବ୍ରୁଆରୀ ୧ ତାରିଖରୁ ଆଉ ମିଳିବନି ଚାଉଳ କିମ୍ବା ଗହମ । ରାସନ କାର୍ଡରେ ଯେଉଁମାନେ eKYC କରିନାହାନ୍ତି ସେମାନଙ୍କର କାର୍ଡ କାଟିଦିଆଯିବ । ଆଉ ଆଗକୁ eKYC କରିବା ପାଇଁ ସୁଯୋଗ ମିଳିବ ନାହିଁ ।ଗତ ସପ୍ତାହରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

କେନ୍ଦ୍ର ସରକାରଙ୍କ ବାର୍ଷିକ କ୍ୟାଲେଣ୍ଡରରେ ତୁଳା ବେହେରାଙ୍କ ଫଟୋ

ଭୁବନେଶ୍ୱର(ରାଜ୍ୟକାହାଣୀ) ଚଳିତ ବର୍ଷ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରକାଶିତ ବାର୍ଷିକ କ୍ୟାଲେଣ୍ଡରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଭିକ୍ଷାବୃତ୍ତି କରି ଚଳୁଥିବା ଫୁଲବାଣୀର ତୁଳା ବେହେରାଙ୍କ ଫଟୋ ସ୍ଥାନ ପାଇଛି। ସେ ପୁଣି କ୍ୟାଲେଣ୍ଡରର ପ୍ରଥମ ପୃଷ୍ଠା ଜାନୁୟାରୀ ମାସର। ସୂଚନାମୁତାବକ

ଗୁଣିଗାରେଡ଼ି ସନ୍ଦେହରେ ୩ଜଣଙ୍କୁ ହତ୍ୟା ମାମଲା : ୯ ଜଣଙ୍କୁ ଫାଶୀ ବଦଳରେ ଆଜୀବନ ଜେଲ୍

ଭୁବନେଶ୍ୱର(ରାଜ୍ୟକାହାଣୀ) ମୃତ୍ୟୁ ଦଣ୍ଡାଦେଶକୁ କୋହଳ କଲେ ହାଇକୋର୍ଟ | ୯ ଜଣଙ୍କ ମୃତ୍ୟୁ ଦଣ୍ଡାଦେଶକୁ କୋହଳ କରିଛନ୍ତି ହାଇକୋର୍ଟ |ମୃତ୍ୟୁଦଣ୍ଡ ପରିବର୍ତ୍ତେ ହାଇକୋର୍ଟ ଆଜୀବନ ଦଣ୍ଡାଦେଶ ଦେଇଛନ୍ତି | ଏହିସହିତ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ କୋର୍ଟ

୩ ଦିନ ହେଲାଣି ଉପାସରେ ରହିଛନ୍ତି ମହାପ୍ରଭୁ ଲିଙ୍ଗରାଜ।  ଆବଶ୍ୟକ ପଡିଲେ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ସୋମବାର ରାତିରୁ ମହାପ୍ରଭୁ ଲିଙ୍ଗରାଜଙ୍କ ପାଖରେ ଭୋଗ ଲାଗିନାହିଁ । ମନ୍ଦିର ପ୍ରଶାସନ ପ୍ରତି ଥର ଭଳି ଏଥର ମଧ୍ୟ ତାଳିପକା ସମାଧାନ ଉଦ୍ୟମ କରିଥିଲେ କିନ୍ତୁ କୌଣସି ସୁଫଳ ମିଳିନି । ମଙ୍ଗଳବାର ରାତିଯାଏଁ କୌଣସି ନିଷ୍କର୍ଷ ବାହାରିପାରିନଥିବା ବେଳେ ଦୁଇ ଦିନ ହେଲା ଠାକୁରଙ୍କୁ

ବାଘୁଣୀ ରୂପାର ଧଳା ଛୁଆ ଅସୁସ୍ଥ ।

ଭୁବନେଶ୍ୱର(ରାଜ୍ୟକାହାଣୀ) ନନ୍ଦନକାନନରେ ଅସୁସ୍ଥ ହେଲା ବାଘୁଣୀ ରୂପାର ଧଳା ଛୁଅ। ମା' ରୂପା ଠାରୁ ଅଲଗା ହେଲେ ଅଢେଇ ମାସର ଛୁଆ । ଜନ୍ତୁ ଲାଳନ ପାଳନ କେନ୍ଦ୍ରରେ ଚିକିତ୍ସା ଜାରି ରହିଛି ।ଏ ନେଇ ନନ୍ଦନକାନନ ଉପନିର୍ଦ୍ଦେଶକ ସାନଥ କୁମାର ନାରାୟଣ ସୂଚନା ଦେଇଛନ୍ତି । ୨୦୨୪ ନଭେମ୍ବର ୨