Browsing Category
ରାଜ୍ୟ କାହାଣୀ
ଏହି ଦିନଠୁ ଅଧିକ ବଢିବ ଥଣ୍ଡା:୨ରୁ ୩ଡିଗ୍ରୀ ହ୍ରାସ ହେବ ତାପମାତ୍ରା
ଶନିବାରଠାରୁ ରାଜ୍ୟରେ ଶୀତ ବଢ଼ିବ। ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବ। ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୩ରୁ ୧୫ ଡିଗ୍ରୀ ପାଖାପାଖି ରହିବ। ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି। ବୁଧବାର ରାଜ୍ୟର କିଛି ସ୍ଥାନରେ ଅଧିକ କୁହୁଡ଼ି ଦେଖାଯାଇଛି । ଆଜି କଳାହାଣ୍ଡି, କନ୍ଧମାଳ!-->…
ଆଜିଠୁ ବୟସ୍କକୁ ମିଳିବ ୩୫ ଶହ ଟଙ୍କା ଭତ୍ତା
ଭୁବନେଶ୍ୱର(ରାଜ୍ୟକାହାଣୀ) ସାମିଜିକ ସୁରକ୍ଷା ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି ପାଇଲା । ଯାହା ଆଜିଠାରୁ ଲାଗୁ ହେବାକୁ ଯାଉଛି ।ମଧୁବାବୁ ଭତ୍ତା ଯୋଜନା ଓ ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ଅଧିନରେ ବୃଦ୍ଧଙ୍କୁ ମିଳିବ ୩୫୦୦ ଟଙ୍କା ଭତ୍ତା ।୮୦ ବର୍ଷରୁ ଅଧିକ ବରିଷ୍ଠ ନାଗରିକ ଏବଂ ୮୦%!-->…
କଠୋର ହେଲା ବିସିସିଆଇ, ଟୁର୍ଣ୍ଣାମେଣ୍ଟ ବେଳେ ପତ୍ନୀଙ୍କୁ ନେଇ ବିଦେଶ ଗସ୍ତ ମନା
ଅଷ୍ଟ୍ରେଲିଆ ବିପକ୍ଷ ବର୍ଡର-ଗାଭାସ୍କର ଟ୍ରଫିରେ ଭାରତ ୧-୩ରେ ସିରିଜ ପରାସ୍ତ ହେବା ପରେ ବିସିସିଆଇ କ୍ରିକେଟର ଓ ସେମାନଙ୍କ ପରିବାର ପାଇଁ କଠୋର ନିୟମ ଜାରି କରିଛି। ନୂଆ ନିୟମ ଅନୁଯାୟୀ, ଯଦି କୌଣସି ସିରିଜ୍ ୪୫ ଦିନ କିମ୍ବା ତା’ ଠାରୁ ଅଧିକ ହେଲେ, ଏହି ସମୟରେ ପରିବାରକୁ ତାଙ୍କ ସହିତ!-->…
ଆଜି ଦେଶ ପାଳୁଛି ୭୭ତମ ଭାରତୀୟ ସେନା ଦିବସ
ଆଜି ହେଉଛି 'ଆର୍ମି ଡେ' (Army Day 2025) ବା ସ୍ଥଳସେନା ଦିବସ । ଦେଶ ପାଳୁଛି ଗୌରବମୟ 77 ତମ ଆର୍ମି ଡେ । ପ୍ରତିବର୍ଷ ଜାନୁୟାରୀ 15 ତାରିଖକୁ ଏହି ଦିବସ ପାଳନ କରାଯାଇଥାଏ ।ଏହି ଦିନ ସେନା ଦିବସ ପାଳନ କରିବାର କିଛି ଖାସ କାରଣ ବି ରହିଛି । କାରଣ ଏହି ଦିନ ଅର୍ଥାତ ୧୯୪୯ ମସିହା!-->…
ଗେଷ୍ଟଙ୍କୁ ରଷିଆନ ଯୁବତୀ ଗିଫ୍ଟ ଦେଉଥିଲେ ଠକ ଦମ୍ପତି
ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜଧାନୀରୁ ଗିରଫ ହାଇ ପ୍ରୋଫାଇଲ ଠକ ଦମ୍ପତିଙ୍କ ଗୁମର ଖୋଲୁଛି କମିଶନରେଟ ପୋଲିସ । କେମିତି ଦୁଇ ବର୍ଷରେ ଶହେ କୋଟି ଟଙ୍କାର ସମ୍ପତ୍ତି ତିଆରି କଲେ ତାର ଖିଅ ଖୋଜୁଛି ତଦନ୍ତକାରୀ ଟିମ । ତେବେ ଜନ୍ମଦିନ ପାର୍ଟିରେ ରଷିୟାନ ଯୁବତୀ ଆଣି ଅତିଥିଙ୍କୁ ଗିଫ୍ଟ କରୁଥିଲେ!-->…
ଏଣିକି ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟ ମନା।
ଭୁବନେଶ୍ୱର(ରାଜ୍ୟକାହାଣୀ) ଖଣ୍ଡଗିରି ଯାତ୍ରା ପରିବେଷଣରେ ଅଶ୍ଲୀଳତାକୁ ନାଁ। ଅଶ୍ଲୀଳ ନୃତ୍ୟ ପରିବେଷଣ କଲେ ଅଧାରୁ ଯାତ୍ରା ବନ୍ଦ ହେବ। କାହାର ଭାବନାକୁ ଆଘାତ ବରଦାସ୍ତ କରାଯିବନି।ଏହି ମେଳା ପୂର୍ବରୁ ଯାତ୍ରାରେ ଆଇଟମ୍ ଡ୍ୟାନ୍ସ, ଡବଲ୍ ମିନିଙ୍ଗଗ୍ ଡାଇଲଗ୍ ଉପରେ କଟକଣା ଲାଗୁ କରାଯାଇଛି!-->…
ମାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ୍ ରୋକିବାକୁ ୱାଟର ମାର୍କ ବ୍ୟବସ୍ଥା
ଭୁବନେଶ୍ୱର(ରାଜ୍ୟକାହାଣୀ) ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ବନ୍ଦ କରିବା ପାଇଁ ବୋର୍ଡ ପକ୍ଷରୁ ବଡ଼ ବ୍ୟବସ୍ଥା କରାଯାଇଛି । ତେବେ ଚଳିତ ବର୍ଷଠାରୁ ମାଟ୍ରିକ ପରୀକ୍ଷାର ସମସ୍ତ ପ୍ରଶ୍ନପତ୍ରରେ ଏହି ୱାଟର ମାର୍କ ରହିବ । ସେଲ୍ଫ ଡିସପ୍ଲେ ୱାଟର ମାର୍କ ଥିବା ଏହି!-->…
ପୁରୀ ମହୋଦଧିରେ ବୁଡ଼ ପକାଇଲେ ବରଗଡ଼ ଧନୁଯାତ୍ରାର କଂସ
ଭୁବନେଶ୍ୱର(ରାଜ୍ୟକାହାଣୀ) ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପି ହୋଇଥିବା ଏହି ମହୋତ୍ସବରେ ଗତକାଲି କଂସବଧ ହୋଇଛି। ବରଗଡ଼ ଚାଲିଥିବା ଧନୁଯାତ୍ରା ଶେଷ ହେବା ପରେ କଂସ ମହାରାଜ ଭୂମିକାରେ ଅଭିନୟ କରିଥିବା ଭୁବନେଶ୍ୱର ପ୍ରଧାନ ଆସିଛନ୍ତି ପୁରୀ।!-->…
ଶ୍ରୀମନ୍ଦିରରେ ଆସନ୍ତାକାଲି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ
ଭୁବନେଶ୍ୱର(ରାଜ୍ୟକାହାଣୀ) ଆସନ୍ତାକାଲି ତା୧୫.୧.୨୦୨୫ରିଖ, ବୁଧବାର ମାଘ:କୃଷ୍ଣ ଦ୍ୱିତୀୟା ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ!-->…
ଜାନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ ।
ଭୁବନେଶ୍ୱର(ରାଜ୍ୟକାହାଣୀ) ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ବଡ଼ଦେଉଳର ନାଟମଣ୍ଡପରେ ଏଣିକି ସହଜ ହେବ ଜଗା ଦର୍ଶନ । ଧାଡ଼ି ଦର୍ଶନ ପାଇଁ ର୍ୟାମ୍ପ ଓ ବ୍ୟାରିକେଡ୍ ଲଗାଇବା ପ୍ରକିୟା ଆରମ୍ଭ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ!-->…