Browsing Category
ରାଜ୍ୟ କାହାଣୀ
ଫେବୃଆରୀରେ ‘ଆୟୁଷ୍ମାନ ଭାରତ’ ଯୋଜନା ଲାଗୁ କରାଯିବ
ଭୁବନେଶ୍ୱର(ରାଜ୍ୟକାହାଣୀ) ଆସନ୍ତା ଜାନୁଆରୀ ୧୩ ତାରିଖରେ ଆୟୁଷ୍ମାନ ଯୋଜନା ପାଇଁ କେନ୍ଦ୍ର ସରକାର ସହିତ ରାଜ୍ୟ ସରକାରଙ୍କ ବୁଝାମଣା ପତ୍ର ସ୍ଵାକ୍ଷରିତ ହେବ । ଦିଲ୍ଲୀରେ ସ୍ୱାସ୍ଥ୍ୟମନ୍ତ୍ରୀ ଜେ. ପି ନଡ୍ଡାଙ୍କ ଉପସ୍ଥିତିରେ ହେବ ଏମ ଓ ୟୁ ।ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ!-->…
ଆସନ୍ତା ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା
ଭୁବନେଶ୍ୱର(ରାଜ୍ୟକାହାଣୀ) ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତଙ୍କୁ ଯେପରି ସମସ୍ୟା ନ ହେବ ସେଥିଲାଗି ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୦ ତାରିଖରୁ ନାଟମଣ୍ଡପ ପରିସରରେ ଧାଡ଼ିଦର୍ଶନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି।ଶ୍ରୀମନ୍ଦିରରେ!-->…
ଆଜି ପବିତ୍ର ଶାମ୍ବ ଦଶମୀ। ଘରେ ଘରେ ଅନୁଷ୍ଠିତ ହେଉଛି ସୂର୍ଯ୍ୟ ପୂଜା।
ଭୁବନେଶ୍ୱର(ରାଜ୍ୟକାହାଣୀ) ଆଜି ପବିତ୍ର ଶାମ୍ବଦଶମୀ । ଏହି ଅବସରରେ ଅର୍କକ୍ଷେତ୍ରରେ କୋଣାର୍କ ଚନ୍ଦ୍ରଭାଗା ଚଳଚଞ୍ଚଳ l ଶ୍ରଦ୍ଧାଳୁ ଏବଂ ସୂର୍ଯ୍ୟ ଉପାସକ ମାନେ ସକାଳୁ ଚନ୍ଦ୍ରଭାଗା ଠାରେ ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କୁ ଦୀପ ଦାନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି । ପୌରାଣିକ କଥା!-->…
ରସୁଲଗଡ଼ ହତ୍ୟାକାଣ୍ଡ ଘଟଣା, ନୟାଗଡ଼ ଶରଣକୁଳରୁ ତିନି ଜଣଙ୍କୁ ଗିରଫ
ଭୁବନେଶ୍ୱର(ରାଜ୍ୟକାହାଣୀ) ରସୁଲଗଡ଼ ହତ୍ୟାକାଣ୍ଡ ଘଟଣା, ଏହା ପଛରେ କିଏ ଅଛି କହିଲେ DCP। ରସୁଲଗଡ଼ରେ ବୁଧବାର ସକାଳେ ଛାତିଥରା ହତ୍ୟାକାଣ୍ଡ ଘଟିଯାଇଛି।ବିଚ୍ ରାସ୍ତାରେ ଯୁବକଙ୍କୁ କରାଯାଇଥିଲା ବିଭତ୍ସ ଭାବେ ହତ୍ୟା । ରସୁଲଗଡ଼ ପ୍ଲାଏଓଭରେ ମୁଣ୍ଡବିହୀନ ମୃତଦେହ ଦେଖିବାକୁ ମିଳିଥିଲା ।!-->…
ବିଶ୍ୱ ସମ୍ମିଳନୀରେ ଶୁଭିଲାନି ଜାତୀୟ ସଂଗୀତ
ଭୁବନେଶ୍ୱର(ରାଜ୍ୟକାହାଣୀ) ବିଶ୍ୱସ୍ତରୀୟ ସମ୍ମିଳନୀରେ ଶୁଭିଲାନି ଜାତୀୟ ସଂଗୀତ। ବିଶ୍ୱବାସୀଙ୍କୁ ସ୍ୱାଗତ ପାଇଁ ଭବ୍ୟ ବ୍ୟବସ୍ଥା। ହେଲେ ବିଶ୍ୱବାସୀଙ୍କ ଆଗରେ ଭୁଲିଗଲେ ଜାତୀୟ ସଂଗୀତ ପରିବେଷଣ। ଆମେ କହୁଛୁ ଭୁବନେଶ୍ୱର ଜନତା ମଇଦାନରେ ଆରମ୍ଭ ହୋଇଥିବା ତିନି ଦିନିଆ ପ୍ରବାସୀ ଭାରତୀୟ!-->…
କାନ୍ଥ ଭାଙ୍ଗି କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଚୋରି
ଭୁବନେଶ୍ୱର(ରାଜ୍ୟକାହାଣୀ) କାନ୍ଥରେ କଣା କରି ମୋବାଇଲ ଦୋକାନରୁ କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଫୋନ୍ ନେଇଗଲେ। ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲ୍ଲାରୁ ଆସିଛି ଏପରି ଅଭିଯୋଗ। ଚୋରି ପୂରା ଚିତ୍ର ସିସିଟିଭି କ୍ୟାମେରାରେ କଏଦ ହୋଇଛି |ଦୁଇ ଜଣ ବ୍ୟକ୍ତି ମୁହଁରେ ମାସ୍କ ଲଗାଇ କାନ୍ଥ!-->…
ଜିନ୍ନତ୍ ଆସିଲା ପରେବି କମୁନି ରାଜନୀତି
ଭୁବନେଶ୍ୱର(ରାଜ୍ୟକାହାଣୀ) ଯମୁନା ପଶ୍ଚିମବଙ୍ଗ ଚାଲିଯିବା ଗୁଜବ କହିଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ । ଆମ ସମ୍ପତ୍ତି ଆମ ପାଖରେ ଅଛନ୍ତି, ଶିମିଳିପାଳ ଭିତରେ ଅଛନ୍ତି । ପୂର୍ବରୁ ଆସିଥିବା ଯମୁନା ଶିମିଳିପାଳ ଓ କୁଲଢ଼ିଆ ଅଭୟାରଣ୍ୟ ମଧ୍ୟରେ ଯିବାଆସିବା କରୁଛି । ଯମୁନା ପଶ୍ଚିମବଙ୍ଗ!-->…
ସାହାଯ୍ୟ କରିବା ବାହାନାରେ ଅସଦାଚରଣ କଲେ ASI
ଭୁବନେଶ୍ୱର(ରାଜ୍ୟକାହାଣୀ) ବର୍ବରତାର ସୀମା ଟପିଲେ ASI । ପ୍ଲାଟଫର୍ମରେ ଯୁବତୀଙ୍କୁ ଏକା ପାଇଁ ସାଥିରେ ନେଇ ଦୁଷ୍କର୍ମ କରିବାକୁ ଚେଷ୍ଟା କରିଥିଲେ ଏଏସଆଇ । ସୁରକ୍ଷା ସ୍ଥାନରେ ଅସୁରକ୍ଷିତ ହୋଇଗଲେ ଯୁବତୀ । ଏପରି ଲଜ୍ଜାଜନକ କାଣ୍ଡ ଘଟାଇ ଗିରଫ ହୋଇଛନ୍ତି ଭୁବନେଶ୍ୱର ଆରପିଏଫ ଏଏସଆଇ!-->…
ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ
ଭୁବନେଶ୍ୱର(ରାଜ୍ୟକାହାଣୀ) ସମ୍ବଲପୁରର ବଜାରଘାଟରେ ଏପରି ଏକ ପୋଷ୍ଟର ମାରି ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଖୋଜୁଛି ଜିଲ୍ଲା ପୁଲିସ। ଏଥିସହ ଏ ସମ୍ପର୍କରେ କୌଣସି ସୂଚନା ଦେଇ ଅଭିଯୁକ୍ତଙ୍କୁ ଧରାଇଦେଲେ ପୁରସ୍କାର ରାଶି ସମ୍ପର୍କରେ ବି ଘୋଷଣା କରିଛି |ଏ ସମ୍ପର୍କରେ ସୂଚନା ଦେବା ଲାଗି ପୋଲିସ!-->…
ରାଜ୍ୟରେ ବଢିବ ତାପମାତ୍ରା, କମିବ ଶୀତ
ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ଭୁବନେଶ୍ବର, କଟକ, ପୁରୀ ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ୯ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ନେଇ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୯ ତାରିଖରେ ସମ୍ବଲପୁର, ଝାରସୁଗୁଡା,!-->…