Browsing Category

ରାଜ୍ୟ କାହାଣୀ

ସାହାଯ୍ୟ କରିବା ବାହାନାରେ ଅସଦାଚରଣ କଲେ  ASI

ଭୁବନେଶ୍ୱର(ରାଜ୍ୟକାହାଣୀ) ବର୍ବରତାର ସୀମା ଟପିଲେ ASI । ପ୍ଲାଟଫର୍ମରେ ଯୁବତୀଙ୍କୁ ଏକା ପାଇଁ ସାଥିରେ ନେଇ ଦୁଷ୍କର୍ମ କରିବାକୁ ଚେଷ୍ଟା କରିଥିଲେ ଏଏସଆଇ । ସୁରକ୍ଷା ସ୍ଥାନରେ ଅସୁରକ୍ଷିତ ହୋଇଗଲେ ଯୁବତୀ । ଏପରି ଲଜ୍ଜାଜନକ କାଣ୍ଡ ଘଟାଇ ଗିରଫ ହୋଇଛନ୍ତି ଭୁବନେଶ୍ୱର ଆରପିଏଫ ଏଏସଆଇ

ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ

ଭୁବନେଶ୍ୱର(ରାଜ୍ୟକାହାଣୀ) ସମ୍ବଲପୁରର ବଜାରଘାଟରେ ଏପରି ଏକ ପୋଷ୍ଟର ମାରି ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଖୋଜୁଛି ଜିଲ୍ଲା ପୁଲିସ। ଏଥିସହ ଏ ସମ୍ପର୍କରେ କୌଣସି ସୂଚନା ଦେଇ ଅଭିଯୁକ୍ତଙ୍କୁ ଧରାଇଦେଲେ ପୁରସ୍କାର ରାଶି ସମ୍ପର୍କରେ ବି ଘୋଷଣା କରିଛି |ଏ ସମ୍ପର୍କରେ ସୂଚନା ଦେବା ଲାଗି ପୋଲିସ

ରାଜ୍ୟରେ ବଢିବ ତାପମାତ୍ରା, କମିବ ଶୀତ

ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ଭୁବନେଶ୍ବର, କଟକ, ପୁରୀ ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ୯ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ନେଇ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୯ ତାରିଖରେ ସମ୍ବଲପୁର, ଝାରସୁଗୁଡା,

ବିକାଶିତ ଭାରତ ପାଇଁ ଯୁବବର୍ଗଙ୍କ ଭାଗିଦାରୀ ଜରୁରୀ: ମାଣ୍ଡଭିୟ

ଭୁବନେଶ୍ୱର(ରାଜ୍ୟକାହାଣୀ) ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ। ଆଜି ପ୍ରବାସୀ ଭାରତୀୟ ସମ୍ମେଳନରେ ଉଦବୋଧନ ଦେଇ ଏଭଳି କହିଛନ୍ତି କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ମନ୍ତ୍ରୀ ମନସୁଖ ମାଣ୍ଡଭିୟେ। ବର୍ତ୍ତମାନ ଦେଶରେ ୨୦ ନାଗରିକରୁ ୧୩ ଜଣ ଯୁବକ । କୋଭିଡ୍

ହଂସିତା-ଅନୀଲ ଗିରଫ ମାମଲା । ଦ୍ବିତୀୟ ଦିନରେ ବି ରେଡ୍‌ କରୁଛି ଆୟକର ବିଭାଗ

ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିତା-ଅନୀଲ ଗିରଫ ମାମଲା । ଦ୍ବିତୀୟ ଦିନରେ ଆୟକର ବିଭାଗର ଏକାଧିକ ସ୍ଥାନରେ ଚଢ଼ାଉ ଜାରି । ହଂସିତାଙ୍କ ସ୍ବାମୀ ତଥା କଂଗ୍ରେସ ନେତା ମନୋଜ ଆଚାର୍ଯ୍ୟଙ୍କ ଘରେ ଛାଲିଛି ରେଡ୍‌ । ମନୋଜଙ୍କ ବାଲିଗୁଡ଼ା ସ୍ଥିତ ଘରେ ରେଡ୍‌ କରୁଛି ଆୟକର ବିଭାଗ । ସେପଟେ

ପ୍ରବାସୀ ଭାରତୀୟ ମହାକୁମ୍ଭ ଶୁଭାରମ୍ଭ। 

ଭୁବନେଶ୍ୱର(ରାଜ୍ୟକାହାଣୀ) ପ୍ରବାସୀ ଭାରତୀୟ ମହାକୁମ୍ଭ ଶୁଭାରମ୍ଭ। ଏହାକୁ ନେଇ ରାଜଧାନୀରେ ଉତ୍ସବର ମାହୋଲ ଖେଳିଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ବୀପ ପ୍ରଜ୍ବଳନ କରି ସମ୍ମିଳନୀର ଶୁଭାକମ୍ଭ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ ଓ ବୈଦେଶିକ ବ୍ୟାପାର

ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର(ରାଜ୍ୟକାହାଣୀ) ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ହେବେ ସାମିଲ । ୪ଟି ଚିତାକର୍ଷକ ପ୍ରଦର୍ଶନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଆଗରୁ ପ୍ରଧାନମନ୍ତ୍ରୀ ସୋଶାଲ ମିଡ଼ିଆ ଏକ୍ସରେ ଏ ନେଇ ସୂଚନା

ଆଶାକର୍ମୀ ଡାଳିମ୍ବ ନବରଙ୍ଗପୁରର ନାଇଟଆଞ୍ଜେଲ

ଭୁବନେଶ୍ୱର(ରାଜ୍ୟକାହାଣୀ) ଭଲ ଚିକିତ୍ସା ନ ପାଇ ଅକାଳରେ ଗର୍ଭାବତୀଙ୍କ ଜୀବନ ଚାଲି ଯାଉଥିଲା। ଗ୍ରାମରେ ବିଭିନ୍ନ ଦୁରାରୋଗରେ ପୀଡିତ ହୋଇ ରୋଗୀମାନେ ମୃତ୍ୟୁ ମୁଖରେ ପଡୁଥିଲେ। ଯାହା ତାଙ୍କୁ ଖୁବ୍‌ ବ୍ୟଥିତ କରୁଥିଲା ଯେଉଁଥିପାଇଁ ନିଜ କର୍ତ୍ତବ୍ୟ ସଠିକ ଢଙ୍ଗରେ ସମ୍ପାଦନ

ଏଣିକି ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି

ଭୁବନେଶ୍ୱର(ରାଜ୍ୟକାହାଣୀ) ଏଣିକି ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି । ରାଜ୍ୟ ସରକାରଙ୍କ ” ଓଡ଼ିଶା ଭର୍ଚୁଆଲ ଏକାଡେମୀ ” ପକ୍ଷରୁ ସଂଚାଳିତ ଏବଂ ବିଶେଷଜ୍ଞଙ୍କ ଦ୍ଵାରା ହୋଇଥିବା ନୂଆ ପ୍ରୟାସ ସଫଳ ହୋଇଛି। ଏବେ ଡିଜିଟାଲ ପ୍ଲାଟଫର୍ମରେ ସାନ୍ତାଳୀ ଲିପି ବି ଲେଖିହେବ

ଆଜିଠୁ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । 

ଭୁବନେଶ୍ୱର(ରାଜ୍ୟକାହାଣୀ) ଆଜିଠୁ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ଜନତା ମଇଦାନରେ ଦିନ ୧୦ଟାରେ ସମ୍ମେଳନ ଆରମ୍ଭ ହେବ । ପ୍ରଥମେ ଯୁବ ପ୍ରବାସୀ ଭାରତୀୟ ଦିବସ ଉଦଘାଟିତ ହେବ । ତିନି ଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଯୋଗଦେବେ ୬୦ ଦେଶର ଅତିଥି । ଗୋଟିଏ ଛାତ ତଳେ ଏକାଠି