Browsing Category

ରାଜ୍ୟ କାହାଣୀ

ରସୁଲଗଡ଼ ବ୍ରିଜରେ ହତ୍ୟା ଘଟଣା,  ଗିରଫ ସଂଖ୍ୟା ୫କୁ ବୃଦ୍ଧି

ଭୁବନେଶ୍ୱର(ରାଜ୍ୟକାହାଣୀ) ଭୁବନେଶ୍ବର କେଦାରପଲ୍ଲୀ ବସ୍ତିର ସହଦେବ ନାୟକ ହତ୍ୟାକାଣ୍ଡ ଘଟଣାରେ ଗିରଫ ହେଲେ ଆଉ ୨ ଜଣ ଅଭିଯୁକ୍ତ । ଏହି ୨ ଜଣ ଗିରଫ ହେବା ପରେ ଗିରଫଦାରୀ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ଅନ୍ୟ ୨ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ଗିରଫ କଲା ସ୍ପେଶାଲ ସ୍କ୍ବାଡ୍ । କେମିତି

ହଂସିତାଙ୍କ ସ୍ବାମୀଙ୍କ ଘରେ ଚଢାଉ । ସାମ୍ୱାଦିକଙ୍କୁ ଦେଖି କାନ୍ଦି ପକାଇଥିଲେ ହଂସିକା 

ଭୁବନେଶ୍ୱର(ରାଜ୍ୟକାହାଣୀ) ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପିକେ ମିଶ୍ରଙ୍କ ଝିଅ ଜ୍ବାଇଁ ବୋଲି ପରିଚୟ ଦେଇ ଠକେଇ କରିଥିବା ହଂସିତା ଅଭିଲିପ୍ସାଙ୍କ ପ୍ରକୃତ ସ୍ଵାମୀ ସରୋଜଙ୍କ ଘରେ ଚଢାଉ ।ସ୍ପେଶାଲ୍ କ୍ରାଇମ୍ ୟୁନିଟ ଓ ଆୟକର ବିଭାଗ ମିଳିତ ଭାବେ ରେଡ୍ କରିଛନ୍ତି । ପଟିଆ ରଘୁନାଥପୁର

ମହାକୁମ୍ଭ ପାଇଁ ଚାଲିବ 8 ଟି ବସ୍, ମହିଳାଙ୍କ ପାଇଁ 50 % ଡିସକାଉଣ୍ଟ

ଭୁବନେଶ୍ୱର(ରାଜ୍ୟକାହାଣୀ) ଉତ୍ତରପ୍ରଦେଶର ପ୍ରୟାଗରାଜରେ ହେବାକୁ ଥିବା ମହାକୁମ୍ଭ ମେଳା ପାଇଁ ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାରୁ ଯିବ ୮ଟି ବସ୍‌। ଏଥିରେ ମହିଳାଙ୍କ ପାଇଁ ୫୦% ରିହାତି ରହିଛି। ଏନେଇ ସୂଚନା ଦେଇଛନ୍ତି OSRTC ଅତିରିକ୍ତ ସଚିବ ଲକ୍ଷ୍ମୀକାନ୍ତ ସେଠୀ।ତେବେ ୧୨ ତାରିଖରେ ପ୍ରଥମ

ନବମ ଶ୍ରେଣୀ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିବାଦ କରିବାରୁ ଛୁରା ମାଡ଼

ଭୁବନେଶ୍ୱର(ରାଜ୍ୟକାହାଣୀ) ରାତିର ଅନ୍ଧକାରରେ ଏକୁଟିଆ ପାଇ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କଲେ ଯୁବକ। ମାତ୍ର ନାବାଳିକା ଜଣକ ପ୍ରତିବାଦ କରିବାରୁ ଯୁବକ ପାଲଟିଗଲେ ପିଶାଚ। ରକ୍ତମୁଖା ପାଲଟି ଏକ ଛୁରୀରେ ନାବାଳିକାଙ୍କୁ ଏକାଧିକ ଥର କଲେ ଛୁରା ମାଡ଼ ।କୋରାପୁଟ ଜିଲ୍ଲା ନନ୍ଦପୁର ଥାନା

ରାସନ୍ କାର୍ଡ଼କୁ ନେଇ ଆସିଲା ବଡ଼ ଖବର । EKYC ନକଲେ କଟିଯିବ ରାସନ୍ କାର୍ଡ଼ । 

ଭୁବନେଶ୍ୱର(ରାଜ୍ୟକାହାଣୀ) ରାସନ୍ କାର୍ଡ଼କୁ ନେଇ ଆସିଲା ବଡ଼ ଖବର । EKYC ନକଲେ କଟିଯିବ ରାସନ୍ କାର୍ଡ଼ |୩୧ ଜାନୁଆରୀ ସୁଦ୍ଧା ଯଦି ଇ-କେୱାଇସି ନକରୁଛନ୍ତି ତେବେ ଆପଣଙ୍କ ରାସନ କାର୍ଡ କଟିଯିବ । ଆଉ ମିଳିବନି ରାସନ । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ।

ଯୁକ୍ତ ଦୁଇ ପରୀକ୍ଷାରେ କପି ରୋକିବାକୁ ଗଠନ ହେବ ସ୍ବାର୍ଡ : ସିଏଚ୍‌ଏସସି ଅଧ୍ୟକ୍ଷକଙ୍କ ସୂଚନା

ଯୁକ୍ତ ଦୁଇ ପରୀକ୍ଷାରେ କପିକୁ ରୋକାଯିବା ଲାଗି ନୂଆ ପଦକ୍ଷେପ । କପି ରୋକିବା ନେଇ ଗଠନ ହେବ ଜିଲ୍ଲାସ୍ତରୀୟ ସ୍କ୍ୱାଡ୍ । ବଡ଼ ଜିଲ୍ଲାରେ ୨ଟି ଓ ଛୋଟ ଜିଲ୍ଲାରେ ଗୋଟିଏ ରହିବେ ସ୍କ୍ୱାଡ୍ । ଗତ ବର୍ଷ ପରୀକ୍ଷା ମୂଳକ ଭାବେ ମାଲକାନଗିରି, କୋରାପୁଟ, ନବରଙ୍ଗପୁରରେ ଜିଲ୍ଲା ସ୍ତରୀୟ

ଆଜି ଭୁବନେଶ୍ବର ଆସିବେ ରାଷ୍ଟ୍ରପତି

ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ ସମାରୋହରେ ସାମିଲ୍‌ ହେବେ । ଭୁବନେଶ୍ଵର ଜନତା ମୈଦାନରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ଚାଲିଛି। ଆସନ୍ତାକାଲି ୧୮ତମ ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ ସମାରୋହରେ ଯୋଗଦେବେ। ୧୧ଟା ବେଳକୁ

ଆଜି ଶାମ୍ବ ଦଶମୀରେ ମାଗଣାରେ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ ଅନୁମତି ।

ଆଜି ଶାମ୍ବ ଦଶମୀରେ ମାଗଣାରେ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ ଅନୁମତି । ପବିତ୍ର ଶାମ୍ବଦଶମୀ ଅବସରରେ ପର୍ଯ୍ୟଟକମାନଙ୍କ ପ୍ରବେଶ ଶୁଳ୍କ ଛାଡ କରାଯାଇଥିବା ଏଏସ୍‌ଆଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଓଡ଼ିଶାରେ ଚାଲିଛି ପ୍ରବାସୀ ଭାରତୀୟ ସମ୍ମେଳନ । ଏଥିପାଇଁ ଦେଶ ବିଦେଶରୁ ଅନେକ ସଂଖ୍ୟାରେ

ପ୍ରବାସୀ ଭାରତୀୟ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଆଜି ୧୮ ତମ ପ୍ରବାସୀ ଭାରତୀୟ ଦିବସର ଦ୍ବିତୀୟ ଦିନ । ଆଉ ଦ୍ବିତୀୟ ଦିନରେ ଏହି ସମ୍ମେଳନୀରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆନୁଷ୍ଠାନିକ ଭାବେ ପ୍ରବାସୀ ଭାରତୀୟ ଦିବସ ଉଦଘାଟନ କରିବା ସହ ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଉଦ୍ଘାଟନ କରିଛନ୍ତି ମୋଦି । ଏହା ସହିତ ପ୍ରଧାନମନ୍ତ୍ରୀ

ଏହିଦିନ ସର୍ବସାଧାରଣଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ୱର(ରାଜ୍ୟକାହାଣୀ) ଆସନ୍ତା ୧୩ ତାରିଖରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ । ଓଡ଼ିଶା ରାଜଭବନ ଉଦ୍ୟାନ ଜାନୁଆରୀ ୧୩ ଅର୍ଥାତ୍ ଆସନ୍ତା ସୋମବାରରୁ ଜାନୁଆରୀ ୨୨ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ । ଲୋକମାନେ ମୋବାଇଲ୍ ଆପ୍ ମାଧ୍ୟମରେ ନିଜକୁ ପଞ୍ଜୀକରଣ