Browsing Category

ରାଜ୍ୟ କାହାଣୀ

୨୪ରୁ ପ୍ରଧାନମନ୍ତୀ ଆବାସ ସର୍ଭେ ଆରମ୍ଭ 

ଭୁବନେଶ୍ୱର(ରାଜ୍ୟକାହାଣୀ) ୨୪ ରୁ ଆରମ୍ଭ ହେବ ପିଏମ ସର୍ଭେ ଏନେଇ ସୂଚନା ଦେଇଛନ୍ତି ପଂଚାୟତରାଜମନ୍ତ୍ରୀ ରବି ନାୟକ ଉଭୟ ଅଫଲାଇନ ଏବଂ ଅନଲାଇନରେ ଆବେଦନ କରିପାରିବେ ହିତାଧିକାରୀ ୨୪ ରେ ଆବାସ ପୋର୍ଟାଲର ବିଧିବଦ୍ଧ ଲଞ୍ଚ କରିବେ ରାଜ୍ୟ ସରକାର |

୮ମାସର ଗର୍ଭବତୀ ଖୁଡି ସହ ନିନ୍ଦନୀୟ କାଣ୍ଡ କଲା ପୁତୁରା

ଭୁବନେଶ୍ୱର(ରାଜ୍ୟକାହାଣୀ) କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅଂଚଳରେ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ୮ମାସର ଗର୍ଭବତୀ ଖୁଡିକୁ ସମ୍ପର୍କୀୟ ପୁତୁରା ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି ।ଏପରିକି ଗର୍ଭବତୀ ଖୁଡି ଜଣକ ପୁତୁରାକୁ ପ୍ରତିବାଦ କରିବା ସମୟରେ ଅତି ନିର୍ମମ

ଜୀନତ୍‌ ପ୍ରେମରେ ପଡ଼ିଲା ଝାଡ଼ଖଣ୍ଡୀ ମହାବଳ

ଭୁବନେଶ୍ୱର(ରାଜ୍ୟକାହାଣୀ) ମହାବଳ ବାଘୁଣୀ ଜୀନତ୍‌ର ପିଛା କରୁଛି ଏକ ଝାଡ଼ଖଣ୍ଡୀ ମହାବଳ ବାଘ। ଗତ ଡିସେମ୍ବର ମାସରେ ଜୀନତ୍ ଯେଉଁ ରାସ୍ତା ଦେଇ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଯାଇଥିଲା ସେହି ରାସ୍ତାରେ ହିଁ ବାଘଟି ଓଡ଼ିଶାମୁହାଁ ହେବାରେ ଲାଗିଛି।ଜୀନତ୍‌ର ପଦଚିହ୍ନ, ମଳ ପଡ଼ିଥିବା ରାସ୍ତାରେ ସେ

୪ ଦିନ କଲବଲ କରିବ ଘନ କୁହୁଡି

କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକରେ ହାଡ଼ ଭଙ୍ଗା ଶୀତର ଲହରି ସହ ତୁଷାରପାତ ହୋଇଛି । ୫ ଡଗ୍ରୀ ତଳକୁ ଖସିଛି ପାରଦ । ବ୍ଲକର ବିଭିନ୍ନ ଜାଗାରେ ତୁଷାର ପାତ ହୋଇଛି । ହାଡ ଭଙ୍ଗା ଶୀତରେ ଜନଜୀବନ ଅସ୍ତ ବ୍ୟସ୍ତ ହୋଇପଡିଛି ସକାଳର ଦୈନନ୍ଦିନ କାର୍ଯ୍ୟରେ ଅସୁବିଧା

ବଢିଲା ଅଫିସରଙ୍କ ଗାଡ଼ି ଭଡ଼ା,ଫେବୃୟାରୀରୁ ନୂଆ ଦର

ଭୁବନେଶ୍ୱର(ରାଜ୍ୟକାହାଣୀ) ଅଫିସରମାନେ ଉପଯୋଗ କରୁଥିବା ଗାଡ଼ିର ଭଡ଼ା ପରିମାଣକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି । ତେଲ ଦର ବଢ଼ିଥିବାରୁ ୮ବର୍ଷ ପରେ ଏହି ଭଡ଼ାରେ ସଂଶୋଧନ ଆବଶ୍ୟକତା ପଡ଼ିଛି ବୋଲି ଅର୍ଥ ବିଭାଗ କହିବା ସହ ଫେବୃୟାରୀ ପହିଲାରୁ ଅଫିସରମାନଙ୍କୁ ଗାଡ଼ି ଉପଯୋଗ ପାଇଁ

ଲୁଣ ଭାବି ଖାଇଦେଲେ ପଟାସ ସାର । ୫ ଗୁରୁତର ନାବାଳକ ଡାକ୍ତରଖାନାରେ ଭର୍ତ୍ତି । 

ଭୁବନେଶ୍ୱର(ରାଜ୍ୟକାହାଣୀ) ଦେବଗଡ଼ ଜିଲା ବାରକୋଟ ଥାନା ସରୁଆଳି ଗାଁରେ ରବିବାର ଏକ ଅଘଟଣ ଘଟିଛି। ସାର ଖାଇ ୫ଜଣ ଛାତ୍ର ଅସୁସ୍ଥ ହୋଇପଡିଥିବା ଜଣାପଡିଛି। ସମସ୍ତଙ୍କୁ ପାଲଲହଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନାମୁତାବକ ସାରୁଆଳି ଗାଁର ଜଣଙ୍କ ବଗିଚାରେ ନାବାଳକମାନେ

ନୟାଗଡ଼ ଜିଲାର ମାଟି ତଳେ ଲିଥିୟମ ଥିବା ସଙ୍କେତ 

ଭୁବନେଶ୍ୱର(ରାଜ୍ୟକାହାଣୀ) ନୟାଗଡ଼ ଜିଲାର ମାଟି ତଳେ ଲିଥିୟମ ଥିବା ସଙ୍କେତ ମିଳିଥିବାରୁ ଜିଓଲୋଜିକାଲି ସର୍ଭେ ଅଫ୍‌ ଇଣ୍ଡିଆ ପକ୍ଷରୁ ଡ୍ରୋନ୍‌ ଜରିଆରେ ଖୋଜା ଅଭିଯାନ ଆରମ୍ଭ ହୋଇଛି। ମାଟି ତଳେ ଥିବା ପ୍ରାକୃତିକ ସମ୍ପଦ ଖୋଜିବା ପାଇଁ ବ୍ୟବହାର ହେଉଛି ନୂଆ ଟେକ୍ନୋଲୋଜି। ଏଆଇ କହିବ କେଉଁଠି

ସୋମବାରଠୁ ଚିଲିକାରେ ଡଲଫିନ୍ ଗଣନା

ଭୁବନେଶ୍ୱର(ରାଜ୍ୟକାହାଣୀ) ଡଲଫିନ୍ ଗଣନା ନେଇ ଶେଷ ହୋଇଛି ଟ୍ରେନିଂ କାର୍ଯ୍ୟକ୍ରମ । ବାଲୁଗାଁ-ବଡ଼କୂଳ ସ୍ଥିତ CDA ର ରିସର୍ଚ୍ଚ ସେଣ୍ଟର ପରିସରରେ ଏବଂ ସାତପଡ଼ା ରେଞ୍ଜ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଛି ଏହି ପ୍ରଶିକ୍ଷଣ ଶିବିର । ସୋମବାର ସକାଳ ୬ଟା ସମୟରେ ସମଗ୍ର ଚିଲିକା ଏରିଆରେ

ପ୍ରେମ ବିବାହରେ ଠକିଗଲା ପରେ ଥାନାରେ ଆତ୍ମହତ୍ୟା ଉଦ୍ୟମ କଲେ ମହିଳା

ଭୁବନେଶ୍ୱର(ରାଜ୍ୟକାହାଣୀ) ଭଦ୍ରକ ଜିଲ୍ଲା ବନ୍ତ ଥାନା ଅଂଚଳରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହରେ ଠକିଗଲା ପରେ ମହିଳା ଜଣଙ୍କ ଅନୋନପାୟ ହୋଇ ଫିନାଇଲ ପିଇଥିବା ଜଣାପଡିଛି।ସୂଚନା ଅନୁଯାୟୀ, ଗୁଜୁରାଟ ଅହମ୍ମଦାବାଦ ରିମିପୁର ଅଞ୍ଚଳର ନିରଲ ମୋଦୀଙ୍କୁ ଭଦ୍ରକ ଜିଲ୍ଲା ବନ୍ତ ଥାନା

ଫେବୃଆରୀରୁ ନୂଆ ନିୟମ: ଗାଡ଼ି ବୀମା ନ ଥିଲେ ଗଣିବ ଜରିମାନା

ଭୁବନେଶ୍ୱର(ରାଜ୍ୟକାହାଣୀ) ଗାଡି ବୀମା ନଥିଲେ ଧରିବ ଟୋଲ ଗେଟ । ମୋଟର ଯାନର ବୀମା ନଥିଲେ ସ୍ୱୟଂକ୍ରିୟ ପ୍ରଣାଳୀରେ ଧରା ପଡିବେ ।ଫେବୃୟାରୀ ପହିଲାରୁ ସାରା ରାଜ୍ୟରେ ନିୟମ ଲାଗୁ ହେବ । ଧରାପଡ଼ିଲେ ମୋଟର ଯାନ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ଉଲଂଘନକାରୀଙ୍କୁ ୨ ହଜାର