Browsing Category

ରାଜ୍ୟ କାହାଣୀ

ଓଡ଼ିଆ ଖାଦ୍ୟ ଖାଇବେ ପ୍ରବାସୀ ଭାରତୀୟ

ଭୁବନେଶ୍ୱର(ରାଜ୍ୟକାହାଣୀ) ଭୁବନେଶ୍ୱର ଜନତା ମୈଦାନରେ ଅନୁଷ୍ଠିତ ହେବ ତିନି ଦିନିଆ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ। ଆସନ୍ତା ୮ରୁ ୧୦ ଯାଏ ଏହି ସମ୍ମିଳନୀ ଚାଲିବ।ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ

ଜାନୁଆରୀ ୧୫ ପରେ ‘ସୁଭଦ୍ରା’ ଟଙ୍କା

ଜାନୁଆରୀ ୧୫ ତାରିଖ ପରେ ମିଳିବ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନକଲା ଯାଏଁ ଚାଲିବ ପଞ୍ଜୀକରଣ ।

ସାତକୋଶିଆରେ ପର୍ଯ୍ୟଟକଙ୍କ ଉପରେ ଲାଗିଲା କଟକଣା । 

ଭୁବନେଶ୍ୱର(ରାଜ୍ୟକାହାଣୀ) କାଲିଠୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ସାତକୋଶିଆ। ୬ ତାରିଖରୁ କୁମ୍ଭୀର ଗଣନା ଆରମ୍ଭ ହେବାକୁ ଥିବାରୁ ଉଭୟ ପର୍ଯ୍ୟଟକ ଓ ମତ୍ସ୍ୟଜୀବୀଙ୍କୁ ସାତକୋଶିଆ ମନା ରହିଛି। ୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭

ଖୁବ୍‌ଶୀଘ୍ର ଲାଗିବ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା । 

ଦେଶରେ ଖୁବ୍‌ଶୀଘ୍ର ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା ଲାଗିବ । କୌଣସି ଅଳ୍ପ ବୟସର ପିଲା ସୋସିଆଲ ମିଡିଆରେ ଆକାଉଣ୍ଟ ଖୋଲିଲେ ଅଭିଭାବକଙ୍କ ଅନୁମତି ଦରକାର ପଡ଼ିବ । ଶୁକ୍ରବାର କେନ୍ଦ୍ର ସରକାର ଜାରି କରି କରିଥିବା ଡିଜିଟାଲ୍ ପର୍ସନାଲ ଡାଟା ପ୍ରୋଟେକସନ୍ ଆକ୍ଟରେ ଏଭଳି

୮ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି 

ଭୁବନେଶ୍ୱର(ରାଜ୍ୟକାହାଣୀ) ଆସନ୍ତା ୮ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ସାମିଲ ହେବେ। ୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ। ସେହିପରି ୯ ତାରିଖ ଜନତା ମଇଦାନରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବା ନେଇ ସୂଚନା ରହିଛି।

୫୦୦ ଟ୍ରାଫିକ କର୍ମଚାରୀଙ୍କୁ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର(ରାଜ୍ୟକାହାଣୀ) ଶନିବାର ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଲୋୟର ପିଏମ୍‌ଜିରୁ ରାମ ମନ୍ଦିର ଯାଏ ସଚେତନତା ପଦଯାତ୍ରା ଆରମ୍ଭ ହୋଇଛି। ଓଡ଼ିଶା ଯାତ୍ରୀ ଆପ୍‌ର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ

ପ୍ରବାସୀ ଭାରତୀୟ ଦିବସ ପାଇଁ ଭୁବନେଶ୍ୱରରେ କଡ଼ା ଚେକି, ଜାରି ହେଲା ହେଲ୍ପ୍‌ଲାଇନ୍ ନମ୍ବର

ଭୁବନେଶ୍ୱର(ରାଜ୍ୟକାହାଣୀ) ୮ତାରିଖରୁ ରାଜଧାନୀରେ ଆରମ୍ଭ ହେବାକୁ ଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସରେ ୪୫ରୁ ଅଧିକ ଦେଶରେ ବାସ କରୁଥିବା ପ୍ରବାସୀ ଭାରତୀୟ ଯୋଗଦେବେ । ଏଥିପାଇଁ ପ୍ରବାସୀ ଭାରତୀୟଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳୁଛି । ଏପର୍ଯ୍ୟନ୍ତ ୪୫ ଦେଶରୁ ପାଖାପାଖି ୧୫ଶହ ପ୍ରବାସୀ

ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଆବଶ୍ୟକ – ଅର୍ଥ ବିଭାଗ

ଭୁବନେଶ୍ୱର(ରାଜ୍ୟକାହାଣୀ) ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ପ୍ରସ୍ତୁତି ପାଇଁ ସାଧାରଣ ଲୋକଙ୍କଠୁ ଆରମ୍ଭ କରି ବିଭିନ୍ନ ସଂଗଠନ ଓ ସଂସ୍ଥାଠୁ ମତାମତ ଲୋଡ଼ିଛି ଅର୍ଥ ବିଭାଗ । ଚଳିତମାସ ୩୧ତାରିଖ ପର୍ଯ୍ୟନ୍ତ ଏହି ମତାମତ ପଠାଇ ରାଜ୍ୟ ସରକାରଙ୍କ ବଜେଟ୍ ପ୍ରସ୍ତୁତି କାର୍ଯ୍ୟକ୍ରମରେ ସକ୍ରିୟ

୯ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟର ମୋହର

ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟ କ୍ୟାବିନେଟରେ ବାଜିଲା ୯ଟି ପ୍ରସ୍ତାବ ଉପରେ ମୋହର। ଶୁକ୍ରବାର ରାଜ୍ୟ କ୍ୟାବିନେଟ ସୁଭଦ୍ରା ଯୋଜନା, ସୋଲାର ସବସିଡି, ଭିନ୍ନକ୍ଷମଙ୍କ ପାଇଁ ଭତ୍ତା ଭଳି ପ୍ରସ୍ତାବ ସହ ୯ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୂଚନା

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ବସ୍‌ରେ ଲାଗିବ ସ୍ମାର୍ଟ ଡିଭାଇସ୍ସ

ଭୁବନେଶ୍ୱର(ରାଜ୍ୟକାହାଣୀ) ଡ଼କ ସୁରକ୍ଷା ମାସର ଉଦ୍‌ଘାଟନ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ସଡ଼କ ସୁରକ୍ଷା ଓ ଦୁର୍ଘଟଣା ହ୍ରାସ ନେଇ ବସ୍‌ରେ ଲାଗିବ ଇଲୋକ୍ଟ୍ରୋନିକ୍ସ ସ୍ମାର୍ଟ ଡିଭାଇସ୍‌ । ଏହି ଡିଭାଇସ୍‌ ଲଗାଇବା ପାଇଁ ଘରୋଇ ବସ୍‌ ମାଲିକମାନଙ୍କୁ ସହାୟତା