Browsing Category

ରାଜ୍ୟ କାହାଣୀ

ଆଜିଠାରୁ ବିଶ୍ବର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା । 

ବରଗଡ(ରାଜ୍ୟକାହାଣୀ) ଆଜିଠୁ ବରଗଡର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା । ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି । ପରିବେଷଣ ହେବ କୃଷ୍ଣଲୀଳାର ବିଭିନ୍ନ ଦୃଶ୍ୟ । ଚଳିତ ଥର ୭୭ ବର୍ଷରେ ପଦାର୍ପଣ କରିଛି ବରଗଡ଼ ଧନୁଯାତ୍ରା । ଆଜି ଉଦଘାଟନୀ ଉତ୍ସବ । ଆଜିଠାରୁ ବରଗଡ଼ ସହର ପାଲଟିବ ଦ୍ବାପର ଯୁଗର

ରାଜ୍ୟକୁ ଆସିବେ ଆଉ ୩ ମହାବଳ ବାଘ

ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟକୁ ଆସିବେ ଆହୁରି ୩ ମହାବଳ ବାଘ । ଯମୁନା ଏବଂ ଜିନ୍ନତଙ୍କ ପରେ ଏବେ ଆଉ ୩ଟି ବାଘ ଓଡିଶା ଜଙ୍ଗଲକୁ ଆସିବା ନେଇ ସୂଚନା ଦେଇଛନ୍ତି ଜଙ୍ଗଲ ଏବଂ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ।ଏହି ୩ ବାଘ ଓଡ଼ିଶା ଆସିବା ପରେ ତାଙ୍କୁ ଡେବ୍ରିଗଡ଼

ଏଥର କର୍ତ୍ତବ୍ୟ ପଥରେ ଗଡ଼ିବନି ଓଡ଼ିଶାର ପ୍ରଜ୍ଞାପନ ମେଢ଼ । 

ଭୁବନେଶ୍ୱର(ରାଜ୍ୟକାହାଣୀ) ଗଣତନ୍ତ୍ର ଦିବସ ପରେଡରେ ରାଜ୍ୟର ପ୍ରଜ୍ଞାପନ ମେଢ଼ ଦେଖିବା ପାଇଁ ଆଶା ରଖିଥିବା ଓଡିଶାବାସୀଙ୍କୁ ନିରାଶ ହେବାକୁ ପଡିବ। କାରଣ ରାଜ୍ୟ ସରକାର ପଠାଇଥିବା ପ୍ରଜ୍ଞାପନ ମେଢ଼ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରାଯାଇଛି। କର୍ତ୍ତବ୍ୟପଥରେ ସାମିଲ ନହୋଇ ଭାରତ

ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ବର(ରାଜ୍ୟକାହାଣୀ) ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି ପାଇଁ ତୁରନ୍ତ ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ଦାବୀ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଚିଠି ଲେଖିଛନ୍ତି ନବୀନ। ଗତ ଡିସେମ୍ୱର 30 ଓ 31 ଦୁଇ ଦିନ ଧରି ବିଭିନ୍ନ ଜିଲ୍ଲା ବୁଲି

ବୁଲା ଗାଇଗୋରୁଙ୍କ ଭରଣ ପୋଷଣ ପାଇଁ ୨୦ ଲକ୍ଷ ଟଙ୍କା ଦେବାକୁ ସରକାରଙ୍କ ନିଷ୍ପତ୍ତି 

ଭୁବନେଶ୍ୱର(ରାଜ୍ୟକାହାଣୀ) ଦିନକୁ ଦିନ ରାଜଧାନୀର ରାସ୍ତାଘାଟ, ବଜାର ଓ ଗଳି କନ୍ଦିରେ ବୁଲା ଗାଈଗୋରୁ ଓ ଷଣ୍ଢଙ୍କ ସଂଖ୍ୟା ବଢିବାରେ ଲାଗିଛି । ଫଳରେ ବହୁ ଅସୁବିଧାର ସାମ୍ନା କରୁଛନ୍ତି ଲୋକେ । ଏହା ସହିତ ଆଗାମୀ ପ୍ରବାସୀ ଭାରତୀୟ ଦିବସ ଏବଂ ଉତ୍କର୍ଷ ଓଡିଶାକୁ ଆଗରେ ରଖି

ଭୁବନେଶ୍ବରରେ ପହଞ୍ଚିଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି। 

ଭୁବନେଶ୍ୱର(ରାଜ୍ୟକାହାଣୀ) ଭୁବନେଶ୍ୱରରେ ପହଞ୍ଚିଛନ୍ତି ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ରାଜଭବନ ପକ୍ଷରୁ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି।ଆଜି ରାଜ୍ୟପାଳ ପୁରୀ

ରାଜଧାନୀରେ ବିକ୍ରି ହେଉଛି ଡୁପ୍ଲିକେଟ୍‌ ସିମେଣ୍ଟ

ଭୁବନେଶ୍ୱର(ରାଜ୍ୟକାହାଣୀ) ସ୍ୱପ୍ନର ଘର ତିଆରି କରୁଛନ୍ତି କି? ହୁସିଆର୍‌; ରାଜଧାନୀରେ ବିକ୍ରି ହେଉଛି ଡୁପ୍ଲିକେଟ୍‌ ସିମେଣ୍ଟ। ରାଜଧାନୀରୁ ନକଲି ସିମେଣ୍ଟ କାରଖାନା ଠାବ ହୋଇଛି । ନାମୀଦାମୀ କମ୍ପାନୀର ପ୍ୟାକେଟ ବ୍ୟବହାର କରି କରୁଥିଲେ କାରବାର । ଟାର୍ଗେଟରେ ଥିଲା ଗ୍ରାମାଞ୍ଚଳ ।

ପ୍ରେସକ୍ରିପସନରୁ ମୁକ୍ତି ଦେବ ‘ଆଭା’ କାର୍ଡ,ଆଉ ପ୍ରେସକ୍ରିପସନ ଧରିକି ବୁଲିବେ ନାହିଁ ରୋଗୀ

ଭୁବନେଶ୍ୱର(ରାଜ୍ୟକାହାଣୀ) ଏଣିକି ଆଉ ମାଳ ମାଳ ପ୍ରେସକ୍ରିପସନ ଧରିକି ବୁଲିବେ ନାହିଁ ରୋଗୀ । ଗୋଟିଏ ଆକାଉଣ୍ଟରେ ରହିବ ରୋଗୀଙ୍କ ସମସ୍ତ ପୂର୍ବଡାଟା । ଖୁବଶୀଘ୍ର ସରକାର ଲାଗୁ କରିବାକୁ ଯାଉଛନ୍ତି ନେସନାଲ ଡିଜିଟାଲ ହେଲଥ ମିଶନ । ଏହି କାର୍ଡର ନାଁ ହେଉଛି ଆୟୁଷ୍ମାନ ଭାରତ ହେଲଥ

ଓଡ଼ିଶାରେ ପହଞ୍ଚିଲା ପ୍ରଥମ ଡବଲ ଡେକର ବସ୍‌

ଭୁବନେଶ୍ୱର(ରାଜ୍ୟକାହାଣୀ) ଡବଲ ଡେକର ଇଲେକ୍ଟ୍ରିକ୍‌ ବସ୍‌ ମହାରାଷ୍ଟ୍ରରୁ ଆସି ଗୁରୁବାର ବ୍ରହ୍ମପୁରରେ ପହଞ୍ଚିଛି। ଏହି ଡବଲ ଡେକରର ଡିଜାଇନରେ ଓଡିଶାର କଳା ଏବଂ ସଂସ୍କୃତି ରହିଛି। ଏହାଦ୍ୱାରା ଟ୍ବିନ୍‌ ସିଟି ଏବଂ ପୁରୀରେ ଅଧିକ ଆରାମଦାୟକ ଯାତ୍ରା କରିବାକୁ ସକ୍ଷମ ହେବେ କାରଣ

ଗତକାଲି ଅପେକ୍ଷା ଆଜି ସୁନାଦର ସାମନ୍ୟ ବୃଦ୍ଧି

ଭୁବନେଶ୍ୱର(ରାଜ୍ୟକାହାଣୀ) ସୁନା କିଣିବା ପାଇଁ ଚିନ୍ତା କରିବା ସମୟରେ ଏହାର ବୃଦ୍ଧି ପାଉଥିବା ମୂଲ୍ୟ ଅଧିକାଂଶଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟୁଛି। ତେବେ ଗତ କିଛି ଦିନ ପୂର୍ବରୁ ସୁନା ଦାମ୍‌ କମ୍‌ ହୋଇଥିଲେ ମଧ୍ୟ ପୁଣି ଏହାର ଦାମ୍‌ ବୃଦ୍ଧି ପାଇଛି ।ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ